Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଧାରହିଗଲା ତାରିଣୀ ଦର୍ଶନ: ଟ୍ରକକୁ ପିଟିଲା ଭ୍ୟାନ୍, ଚାଲିଗଲା ୮ଜୀବନ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଟଗାଁରେ ଦୁର୍ଘଟଣା ଘଟି ୮ଜଣଙ୍କ ମୃତ୍ୟୁ ଘଟଣା  । ମୃତକଙ୍କ ପରିବାରକୁ ୩ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏବଂ ଆହତ ୧୨ଜଣ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା…

ଭିଜିଲାନ୍ସ ଜାଲରେ ଫସିଲେ ଉଠା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ଗୁରା ସିଂ

ମୟୂରଭଞ୍ଜ: ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ସହକାରୀ ଯନ୍ତ୍ରୀ। ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ରାସଗୋବିନ୍ଦପୁର ଉଠା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ଗୁରା ସିଂ। ଏକ ବୋରୱେଲ କାର୍ଯ୍ୟର ସର୍ଭେ କରିବା ପାଇଁ ଧର୍ମପଦ ବେହେରାଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବାରମାଇଲ…

ବାଲିଆମ୍ବ ଗାଁରେ ଅଘଟଣ, ବାଲିରେ ପୋତି ହୋଇ ଦୁଇ ଶିଶୁ ମୃତ

ଅନୁଗୁଳ: ହଣ୍ଡପା ଥାନା ବାଲିଆମ୍ବ ଗାଁରେ ଅଘଟଣ। ବାଲିରେ ପୋତି ହୋଇ ଦୁଇ ଶିଶୁ ମୃତ। ମୃତ ଦୁଇ ଶିଶୁ ହେଲେ କାଳିଆ ବେହେରାଙ୍କ ପୁଅ ବାଦଲ ବେହେରା ଓ ସୁରେନ୍ଦ୍ର ପ୍ରଧାନଙ୍କ ପୁଅ ଜୟନ୍ତ ପ୍ରଧାନ। ଉଭୟଙ୍କ ବୟସ ୯ ବର୍ଷ ବୋଲି ଜଣାପଡିଛି। ସୂଚନା ଅନୁସାରେ ଉଭୟ ଶିଶୁ ନାଳକୁ ଯାଇଥିଲେ। ତେବେ…

ରାମନାଗୁଡା ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ଦାବି ନେଇ ତହସିଲ କାର୍ଯ୍ୟାଳୟ ଘେରାଉ

ରାୟଗଡା: ଜିଲ୍ଲାରେ ଅଭାବୀ ବର୍ଷା ଯୋଗୁଁ ଚଳିତ ବର୍ଷ ଧାନ ଫସଲ ବଦଳରେ ମରୁଡି ଭଳି ପରିସ୍ଥିତି ଉପୁଜୁଛି। ତେଣୁ ରାମନାଗୁଡ଼ା ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ମରୁଡ଼ି ଘୋଷଣା ଦାବିରେ ଆଦିବାସୀ ନେତା ତ୍ରିପତି ଗମାଙ୍ଗଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ଆଜି ରାମନାଗୁଡ଼ା ତହସିଲ କାର୍ଯ୍ୟାଳୟକୁ…

ନାକ୍‌ ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା A+ ଗ୍ରେଡ୍ ମାନ୍ୟତା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟ ଫେରି ପାଇଲା ନିଜର A+ ରାଙ୍କିଂ ମାନ୍ୟତା। ନାକ୍‌ ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା A+ ମାନ୍ୟତା। କିଛି ଦିନ ତଳେ ନାକ୍‌ ଟିମ୍‌ ଗସ୍ତ କରି ଉତ୍କଳକୁ A ମାନ୍ୟତା ଦେଇଥିଲା। ଅଭିଯୋଗ ପରେ ପୁନଃ ଯାଞ୍ଚ କରି ଉତ୍କଳ…

ଏନଆଇଟି ରାଉରକେଲାରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଉରକେଲା: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି (ଗୁରୁବାର) ଏନଆଇଟି ରାଉରକେଲା ଠାରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ ଓ ଭୂମିପୂଜନ କରିଛନ୍ତି । ପ୍ରାୟ ୨୫୦ କୋଟି ଟଙ୍କା ବ୍ୟୟରେ ଏହି ମେଗା ପ୍ରକଳ୍ପ ନିର୍ମାଣ କରାଯିବ । ଏହାସହିତ ଏନଆଇଟି…

ମେଡିକାଲରୁ ଡିସଚାର୍ଜ ହେଲେ ୫ ଓଡ଼ିଆ ଶ୍ରମିକ: ଡେରାଡୁନ୍ ଅଭିମୁଖେ ଯାତ୍ରା, ଖୁବ ଶୀଘ୍ର ଫେରିବେ ଓଡ଼ିଶା

ନୂଆଦିଲ୍ଲୀ: ରିଷିକେଶ ଏମ୍ସ ହସପିଟାଲରୁ ଡିସଚାର୍ଜ ହେଲେ ସମସ୍ତ ୫ ଓଡ଼ିଆ ଶ୍ରମିକ। ସମସ୍ତ ଶ୍ରମିକଙ୍କୁ ଦିଲ୍ଲୀ ନିଆଯାଉଛି। ଆଜି ରାତି କିମ୍ବା ଆସନ୍ତାକାଲି ସକାଳେ ସେମାନଙ୍କୁ ଓଡ଼ିଶା ଅଣାଯିବା ନେଇ ସୂଚନା ମିଳିଛି। ରାଜ୍ଯ ସରକାରଙ୍କ ଅଧିକାରୀ ଶ୍ରମିକଙ୍କୁ ସୁରକ୍ଷିତ ଓଡ଼ିଶା ପହଞ୍ଚାଇବେ।…

ସରିଲା ରତ୍ନଭଣ୍ଡାର ବାହାର ପାର୍ଶ୍ଵ କାନ୍ଥ ସମ୍ପୂର୍ଣ୍ଣ ଲେଜର୍ ସ୍କାନିଂ, ରିପୋର୍ଟକୁ ଅପେକ୍ଷା

ପୁରୀ: ଶେଷହେଲା ରତ୍ନଭଣ୍ଡାର ବାହାର ପାର୍ଶ୍ଵ କାନ୍ଥର ସମ୍ପୂର୍ଣ୍ଣ ଲେଜର୍ ସ୍କାନିଂ । ଏଏସଆଇ ପକ୍ଷରୁ ଦୁଇ ଦିନ ଧରି ୧୫ ଜଣିଆ ଟିମ୍ ଦ୍ଵାରା ଚାଲିଥିଲା ଏହି ସ୍କାନିଂ ପ୍ରକ୍ରିୟା । ପ୍ରଥମ ଦିନରେ ଉତ୍ତର ପୂର୍ବ, ଉତ୍ତର ପଶ୍ଚିମ ଓ ଦ୍ଵିତୀୟ ଦିନରେ ଉତ୍ତର ଭାଗର ୮ଟି ପଏଣ୍ଟ ମିଶାଇ ୨ ଦିନରେ…

୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ଟି ପ୍ରକଳ୍ପ ଉଦ୍‌ଘାଟନ କରିଥିବାବେଳେ ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ…

ବାଲୁକା କଳାରେ ବିଶ୍ବ ଏଡସ ଦିବସ ବାର୍ତ୍ତା ଦେଲେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ ସାହୁ

ପୁରୀ: ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ଲାଇଟ ହାଉସ ନିକଟ ବେଳାଭୂମି ରେ ବିଶ୍ବ ଏଡସ ଦିବସ ଉପଲକ୍ଷେ ବାଲୁକା କଳା ନିର୍ମାଣ କରିଛନ୍ତି । ଚଳିତବର୍ଷ ର ଥିମ୍ "ଲେଟ୍ କମ୍ୟୁନିଟିସ୍ ଲିଡ୍" କୁ ଆଧାର କରି ୧୫ ଫୁଟ୍ ଓସାର ବିଶିଷ୍ଟ ଏକ ବାଲୁକା କଳା ନିର୍ମାଣ କରିଛନ୍ତି ।…