Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ୪ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ : ଆଜି ମହାପ୍ରଭୂଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ  । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ୪ ଘଣ୍ଟା ଲାଗି ସାଧାରଣ ଦର୍ଶନ ବନ୍ଦ ରହିବ  ।  ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ଜଗା ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ । ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କର ଏହି ସେବା କରିବେ ।…

5T ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଭେଟିଲେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ନାତି, ନୂତନ ଦାୟିତ୍ବ ପାଇଁ ଦେଲେ…

ଭୁବନେଶ୍ଵର: 5T ଅଧ୍ୟକ୍ଷ ତଥା ନବୀନ ଓଡିଶାର ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଭେଟିଛନ୍ତି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ନାତି ଶ୍ରୀ ଧୀରେନ୍ଦ୍ର ଦାସ । ଆଜି ସକାଳେ ନବୀନ ନିବାସ ଠାରେ ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଭେଟି ତାଙ୍କ ନୂତନ ଦାୟିତ୍ବ ପାଇଁ ତାଙ୍କୁ ଶୁଭେଚ୍ଛା…

ରାଜଧାନୀରୁ ୧୦ ଚୋରୀ ସାଇକେଲ ଜବତ, ୨ ଗିରଫ

ଭୁବନେଶ୍ବର: ରାଜଧାନୀର ବଡଗଡରେ ଅଞ୍ଚଳରେ ଅଭିନବ ଉପାୟରେ ସାଇକେଲ ଚୋରୀ । ଏହି ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ରାକେଶ ବେହେରା ଓରଫ ପୋଡ ଓ ଶିବ ବେହେରା । ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି ବଡଗଡ ଥାନା ପୋଲିସ । ସୂଚନା ମୁତାବକ,…

ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ଫିଙ୍ଗା ଘଟଣାରେ ୨ ଗିରଫ

ଭୁବନେଶ୍ବର: ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସରେ ପଥର ଫିଙ୍ଗିବା ଅଭିଯୋଗ ଘଟଣାରେ ଦୁଇ ଜଣ ଗିରଫ । ରାଉରକେଲା ଠାରୁ ପୁରୀକୁ ଯାତ୍ରା କରୁଥିବା ସେମି ହାଇ ସ୍ପିଡ୍ ଟ୍ରେନ୍, ବନ୍ଦେ ଭାରତ ଏକ୍ସପ୍ରେସକୁ ଗତ ରବିବାର ସନ୍ଧ୍ୟାରେ ପଥର ଫିଙ୍ଗି ୱିଣ୍ଡୋ ପେନ୍ ନଷ୍ଟ କରିବା ଅଭିଯୋଗରେ…

ଘରେ ପଶି ପରିବାର ସଦସ୍ୟଙ୍କୁ ମାଡ ମାରିବା ଅଭିଯୋଗରେ ୩ ଗିରଫ

ଖୋର୍ଦ୍ଧା: ପୂର୍ବ ଶତୃତାକୁ କେନ୍ଦ୍ରକରି ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ରଥିପୁରର ଗ୍ରାମରେ ଗୋଟିଏ ପରିବାର ଉପରେ ଆକ୍ରମଣ କଲେ ଦୁର୍ବୁତ୍ତ । ଘଟଣାରେ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ରଥିପୁର ପଟ୍ଟନାୟକ ସାହିର ରଶ୍ମି…

ଆରମ୍ଭ ହେଲା ଲେଜର ସ୍କାନିଂ ପ୍ରକ୍ରିୟା, ରତ୍ନଭଣ୍ଡାର ସ୍ଥିତି ସମ୍ପର୍କରେ ରିପୋର୍ଟ ଦେବ ଏଏସଆଇ

ପୁରୀ: ରତ୍ନଭଣ୍ଡାର ବାହାର କାନ୍ଥ ଲେଜର ସ୍କାନିଂ ପାଇଁ ଆଜି ଆରମ୍ଭ ହୋଇଛି ପ୍ରକ୍ରିୟା । ରତ୍ନଭଣ୍ଡାରର ଘଣ୍ଟିଦ୍ୱାର ଓ ନାଭିକଟା ମଣ୍ଡପର ମଝି ଅଂଶରେ ତିନୋଟି ସ୍ଥାନରେ ଲେଜର ସ୍କାନ କରାଯାଉଛି । ୧୫ ଦିନର ସମୟ ମଧ୍ୟରେ ରତ୍ନଭଣ୍ଡାର ସ୍ଥିତି ସମ୍ପର୍କରେ ରିପୋର୍ଟ ଦେବ ଏଏସଆଇ । ହେଲେ ଏଠି…

ପାରାଦୀପ ବନ୍ଦର ପ୍ରସଙ୍ଗରେ ବିଜେଡିର ରାଷ୍ଟ୍ରପତିଙ୍କୁ ସମାଲୋଚନା; ଦୁର୍ଭାଗ୍ୟଜନକ କହିଲା ବିଜେପି

ଭୁବନେଶ୍ୱର: ପାରାଦୀପ ବନ୍ଦରରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ନେଇ ବିଜେଡି-ବିଜେପି ମୁହାଁମୁହିଁ। ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ନେଇ ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ସମାଲୋଚନା କରିଛନ୍ତି। ଯାହାକୁ ନେଇ ତେଜିଲା ବିଜେପି। ଅଣ ଓଡ଼ିଆଙ୍କ ବଚସ୍କର ସାଜିଥିବା ବିଜେଡି ନେତାମାନେ ଓଡ଼ିଶାର…

ଗଳ୍ପ ସଂକଳନ ‘ସେଁରରା’ ପାଇଁ ଡିଲେଶ୍ବର ରଣା ପାଇଲେ ସାହିତ୍ୟ ଏକାଡେମୀର ଯୁବଲେଖକ ପୁରସ୍କାର

ଭୁବନେଶ୍ୱର: ‘ସାହିତ୍ୟ ଏକାଡ଼େମୀ ଯୁବଲେଖକ ପୁରସ୍କାର’ପାଇଁ ମନୋନୀତ ହେଲେ ଡିଲେଶ୍ବର ରଣା। ଡିଲେଶ୍ବର ରଣାଙ୍କୁ ତାଙ୍କର ଗଳ୍ପ ସଂକଳନ ‘ସେଁରରା’ ପାଇଁ ଏହି ପୁରସ୍କାର ଦିଆଯିବା ନେଇ ଘୋଷଣା ହୋଇଛି। କିଛି ବିବାଦ କାରଣରୁ ଚଳିତ ବର୍ଷ ପାଇଁ କୌଣସି ଓଡ଼ିଆ ଯୁବଲେଖକଙ୍କୁ ଏହି ପୁରସ୍କାର ଦିଆଯିବ…

ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ଅଞ୍ଚଳ ପାଇଁ ଯୁଗାନ୍ତକାରୀ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କରିଛନ୍ତି। ଏହାଦ୍ବାରା ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ଲୋକମାନେ ବ୍ୟାଙ୍କିଙ୍ଗ ସୁବିଧା ପାଇବେ। ୨୦୨୪ ମାର୍ଚ୍ଚ ସୁଦ୍ଧା ଏହି ସମସ୍ତ…

ଅଯୋଧ୍ୟାରୁ ରାୟଗଡ଼ାରେ ପହଞ୍ଚିଲା ପ୍ରଭୁ ଶ୍ରୀରାମଙ୍କ ପବିତ୍ର ଅକ୍ଷତ କଳସ

ରାୟଗଡା: ଆସନ୍ତା ୨୦୨୪ ଜାନୁଆରୀ ୨୨ ତାରିଖ ଦିନ ଅଯୋଧ୍ୟାରେ ହେବାକୁ ଯାଉଛି ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ । ଏହି ଅବସରରେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଅଯୋଧ୍ୟା ପକ୍ଷରୁ ଗତ ୫ ନଭେମ୍ବରରେ ଅଯୋଧ୍ୟା ଠାରେ ଅକ୍ଷତ ପୂଜା ଅନୁଷ୍ଠିତ ହୋଇଥିଲା । ଏହି ପୁଜାରେ…