Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଦିବାସୀ ଏମିତିକା ନାଚି ପ୍ରତିବାଦ କଲେ ଯେ ଜିଲ୍ଲାପାଳ ବି ଶୁଣିଲେ! ଜାଣନ୍ତୁ କ’ଣ ରହିଛି ମାମଲା

କେନ୍ଦୁଝର: ସାଧାରଣତଃ ଅଧିକାଂଶ ଲୋକ ଖୁସି ଜାହିର କରିବାକୁ ଯାଇ ଆତ୍ମବିଭୋର ହୋଇ ନାଚି ପକାନ୍ତି। କିନ୍ତୁ ଏଭଳି କ'ଣ ହେଲା ଯେ ଲୋକେ ନାଚି ନାଚି ପ୍ରତିବାଦ କରିଛନ୍ତି? ହଁ ତାପୁଣି କେନ୍ଦୁଝରରେ। କିନ୍ତୁ ବଡ଼ ପ୍ରଶ୍ନ ହେଲା ଯେଉଁ ପ୍ରସଙ୍ଗରେ ଏହି ପ୍ରତିବାଦ କରିଛନ୍ତି ତାହା ଚିନ୍ତାଜନକ…

ନାମଲେଖା ବେଳେ ଛାତ୍ରଛାତ୍ରୀ ଦେବେ ଆଣ୍ଟି ଡ୍ରଗ୍ ଡିକ୍ଲାରେସନ

ନୂଆଦିଲ୍ଲୀ: ଏଣିକି ନାମଲେଖା ବେଳେ ଛାତ୍ରଛାତ୍ରୀ ଦେବେ ନିଶାମୁକ୍ତି ଘୋଷଣାନାମା ବା ଆଣ୍ଟି-ଡ୍ରଗ୍‌ ଡିକ୍ଲାରେସନ। ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ନାମଲେଖାବେଳେ ଛାତ୍ରଛାତ୍ରୀ ଘୋଷଣାନାମା ଦାଖଲ କରିବେ। ନିଶାଠାରୁ ଛାତ୍ରୀଛାତ୍ରଙ୍କୁ ଦୂରେଇ ରଖିବା ପାଇଁ ୟୁନିଭରସିଟି ଗ୍ରାଣ୍ଟ କମିଶନ ଏକ ବଡ…

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ସମ୍ମାନରେ ଜାରି ହେବ ସ୍ମାରକୀ ମୁଦ୍ରା

ଭୁବନେଶ୍ୱର: ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ ଡକ୍ଚର ହରେକୃଷ୍ଣ ମହତାବଙ୍କ ଫଟୋ ଥିବା କଏନ ବା ମୁଦ୍ରା ଜାରି ହେବ ବୋଲି ଜଣାପଡିଛି। ଯାହାକୁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଛନ୍ତି। ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ କେନ୍ଦ୍ର ସରକାର ତାଙ୍କ ଫଟୋ…

କଳିଙ୍ଗନଗର ଗୁଳିକାଣ୍ଡ ପାଇଁ ବିଜେଡି ଓ ବିଜେପି ସରକାର ଦାୟୀ: କଂଗ୍ରେସ

ଭୁବନେଶ୍ୱର: କଳିଙ୍ଗ ନଗର ଆଦିବାସୀ ଗଣହତ୍ୟା କୁ ଆଜି ୧୮ ବର୍ଷ ପୁରିଛି । ଏନେଇ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟ କଂଗ୍ରେସ ନେତୃବର୍ଗମାନେ କ୍ୟାଣ୍ଡେଲ ଶୋଭାଯାତ୍ରାରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରୁ ବାହାରି ମାଷ୍ଟରକ୍ୟାଣ୍ଟିନ ଛକ…

ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର: ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି । ପ୍ରଥମ ଦିନରେ ପୁରୀ, କେନ୍ଦୁଝର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପାଠ୍ୟ ପୁସ୍ତକ ବିତରଣ କରାଯାଇଛି।ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସରକାରୀ ଓ…

ଆସନ୍ତା ୧୮ରୁ ଦୁଇଦିନିଆ ପ୍ରତିରକ୍ଷା ପେନସନ୍ ଅଭିଯୋଗ ସମାଧାନ ଶିବିର

ଭୁବନେଶ୍ଵର: ଆସନ୍ତା ଜାନିଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ଵର ନୟାପଲ୍ଲୀ ବିସ୍ୟୁତ ମାର୍ଗ ସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ, ନୂଆଦିଲ୍ଲୀ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା  ପେନସନ ଅଭିଯୋଗ ସମାଧାନ ଶିବିର ଆୟୋଜନ କରାଯିବ ।…

ପିତାପଲ୍ଲୀ ଅଣ୍ଡର-ପାସରେ ଦୁଇ ବ୍ରାଉନସୁଗାର ମାଫିଆ ଗିରଫ

ଭୁବନେଶ୍ଵର ; ଇନଫୋଭ୍ୟାଲି ଥାନା ପୁଲିସ ଦୁଇ ବ୍ରାଉନସୁଗାର ମାଫିଆଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଉଛନ୍ତି ଖୋର୍ଧା ଜିଲ୍ଲାର ଶ୍ରୀନିବାସ ବେହେରା ଓରଫ ପିନୁ(୨୦) ଏବଂ ସୁଧାଂଶୁ ଶେଖର ସାହୁ ଓରଫ ଅନିଲ(୨୩)। ପୁଲିସ ସେମାନଙ୍କ ନିକଟରୁ ୧୭.୬୧ ଗ୍ରାମର ବ୍ରାଉନସୁଗାର, ୨ଟି ମୋବାଇଲ୍…

ପ୍ରତିଶୃତି ରଖିଲେ କେନ୍ଦ୍ରମନ୍ତ୍ରୀ, ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ ହେଲା ଦେବ୍ରୀଗଡ଼ ସମେତ ବୀର ସୁରେନ୍ଦ୍ର ସାଏଙ୍କ…

ସମ୍ବଲପୁର: ଓଡ଼ିଶାର ଦେବ୍ରୀଗଡ଼ ସମେତ ଖିଣ୍ଡା ଗ୍ରାମକୁ ବିଶେଷ ଆକର୍ଷଣୀୟ ସ୍ଥାନ ଭାବେ ସ୍ୱଦେଶ ଦର୍ଶନ ୨.୦ରେ ସାମିଲ କରାଯାଇଛି ବୋଲି ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ପତ୍ର ପ୍ରକାଶ ପାଇଛି । ଏଥିପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଭାଗୀୟ ମନ୍ତ୍ରୀ ଜି…

ରାଜଧାନୀରେ ଲୁଟେରା ରାଜ୍, ଦୋକାନୀଙ୍କ ତଣ୍ଟି କାଟି ଲୁଟିନେଲେ ୬ ହଜାର ଟଙ୍କା

ଭୁବନେଶ୍ୱର: ରାଜଧାନୀରେ ଆତଙ୍କ ଖେଳାଇଛନ୍ତି ଲୁଟେରା ଗ୍ୟାଙ୍ଗ । କେତବେଳେ ଘରେ ପଶି ସର୍ବସ୍ବ ଲୁଟିନେଉଛନ୍ତି ତ ଆଉ କେତବେଳେ ଦିନ ଦ୍ବିପହରେ ଲୋକଙ୍କୁ ମାରପିଟ କରି ଲୁଟି ଚାଲିଛନ୍ତି । ସେହିପରି ପୁଣି ଆଉ ଏକ ଘଟଣା ଘଟିଛି ଡମଣା ଅଞ୍ଚଳରେ । ଆଜି ସକାଳୁ ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା…

ଆସନ୍ତାକାଲି ୪ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଅପରାହ୍ନ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା…