Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲକ୍ଷ୍ମୀସାଗରରେ ବୋମା ମାଡ଼ !

ଭୁବନେଶ୍ଵର; ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ଯୋଗୁ ଘରର କାନ୍ଥ ଭାଙ୍ଗି ଯାଇଛି। ଏ ସଂକ୍ରାନ୍ତରେ ଲକ୍ଷ୍ମୀ ସାଗର ଥାନାରେ ଏତଲା ଦିଆଯାଇଛି। ପ୍ରଚଣ୍ଡ ଶବ୍ଦ ହେବା ପରେ ଘରେ ନିଆଁ ଲାଗିଯାଇଥିବା ଅଭିଯୋଗ ପତ୍ରରେ…

ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା: ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

କଟକ: ଓଡ଼ିଶା ହାଇକୋର୍ଟରେ ଏକ ନୂଆ ମୋଡ଼ ନେଇଛି ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ହତ୍ୟାକାଣ୍ଡ ମାମଲା । ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ସିବିଆଇ ତଦନ୍ତ ଦାବି ମାମଲା ନେଇ ମାନ୍ୟବର ହାଇକୋର୍ଟ ଘୋଷଣା କରିଛନ୍ତି । ଏନେଇ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି ହାଇକୋର୍ଟ । ଆସନ୍ତା…

ମହାପ୍ରଭୁଙ୍କ ପାଇଁ ଅଯୋଧ୍ୟାରୁ ଆସିଲା ନିମନ୍ତ୍ରଣ ପତ୍ର, ପ୍ରତିଷ୍ଠା ଉତ୍ସବରେ ଯୋଗଦେବ ଶ୍ରୀଜିଉ

ପୁରୀ: ଅଯୋଧ୍ୟାରୁ ମହାପ୍ରଭୁ ଜଗନ୍ନାଥଙ୍କ ପାଖକୁ ଆସିଲା ନିମନ୍ତ୍ରଣ ପତ୍ର । ଆସିଥିବା ନିମନ୍ତ୍ରଣ ଗ୍ରହଣ କଲେ ମହାପ୍ରଭୁ । ପ୍ରତ୍ୟେକ ଓଡ଼ିଆ ଓ ସନାତନ ବିଶ୍ୱାସୀଙ୍କ  ଆସ୍ଥା ଓ ଇଷ୍ଟ ମହାପ୍ରଭୁଙ୍କୁ, ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ନିମନ୍ତ୍ରଣ ଦିଆଯାଇଛି…

ବୋରୱେଲରୁ ଶିଶୁକନ୍ୟା ଉଦ୍ଧାର ଘଟଣା, ମିଳିଲା ବିଜୟିନୀର ମା’ଙ୍କ ପରିଚୟ

ସମ୍ବଲପୁର: ମିଳିଲା ବିଜୟିନୀ ମାର ପରିଚୟ । ସମ୍ବଲପୁରର ରେଙ୍ଗାଲି ବୋର୍‌ୱେଲରୁ ଉଦ୍ଧାର ଶିଶୁକନ୍ୟାର ମାଆଙ୍କ ପରିଚୟ ମିଳିଛି । ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସ୍‌ପି । ମହିଳା ଜଣଙ୍କ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ତାଙ୍କର ମାନସିକ ଅବସ୍ଥା ଠିକ୍ ନଥିବା କହିଛନ୍ତି ସମ୍ବଲପୁର…

ଦୁଇ ବରିଷ୍ଠ ଆଇଏଏସଙ୍କ ପଦୋନ୍ନତି

ଭୁବନେଶ୍ଵର; ରାଜ୍ୟ ସରକାରଙ୍କ ଦୁଇ ବରିଷ୍ଠ ଆଇଏଏସ ସ୍କେଲ୍ ୧୭କୁ ପଦୋନ୍ନତି ପଇଛନ୍ତି। ସେମାନେ ହେଉଛନ୍ତି ଓଡ଼ିଶା କ୍ୟାଡରର ଜି ମାଥିଭାଥନନ୍ ଏବଂ ସନ୍ତୋଷ ଷଢ଼ଙ୍ଗୀ। ଏହି ଦୁଇ ଆଇଏଏସ ଅଧିକାରୀ ୧୯୯୪ ବ୍ୟାଚର। ପଦୋନ୍ନତି ପରେ ଶ୍ରୀ ମିଥିଭାଥନନଙ୍କୁ ଅତିରିକ୍ତ ମୁଖ୍ୟ ସଚିବ…

କଳିଙ୍ଗନଗର ଗୁଳିକାଣ୍ଡକୁ ୧୮ ବର୍ଷ

ଯାଜପୁର; ଯାଜପୁର ଜିଲ୍ଲା କଳିଙ୍ଗନଗର ଗୁଳିକାଣ୍ଡ ଘଟଣାକୁ ଆଜି ପୁରିଛି ୧୮ ବର୍ଷ। ଶହୀଦ ଆଦିବାସୀଙ୍କ ସ୍ମୃତିରେ ବିସ୍ଥାପନ ବିରୋଧୀ ଜନମଞ୍ଚ ପକ୍ଷରୁ ଶହୀଦ ଦିବସ ପାଳନ କରାଯାଉଛି। ଏଥିପାଇଁ ଜନମଞ୍ଚ ପକ୍ଷରୁ ସ୍ମୃତୁ ସ୍ତମ୍ଭ ନିକଟରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସ୍ମୃତି ସ୍ତମ୍ଭ ନିକଟରେ…

ନିଶ୍ଚିନ୍ତୋଇଲି ସଡ଼କ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା

ଭୁବନେଶ୍ବର: ଆଜି କଟକ ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ    ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ  ପରିବାର ବର୍ଗଙ୍କୁ  ଗଭୀର  ସମବେଦନା   ଜଣାଇଛନ୍ତି ।  ଏଥିସହ ମୃତକଙ୍କ …

କମିସନରେଟ୍ ପୁଲିସର ସଡ଼କ ସୁରକ୍ଷା ସପ୍ତାହ ଆରମ୍ଭ

ଭୁବନେଶ୍ଵର ; କମିସନରେଟ୍ ପୁଲିସ ପକ୍ଷରୁ ସଡ଼କ ସୁରକ୍ଷା ସପ୍ତାହ ଆରମ୍ଭ ହୋଇଯାଇଛି। ସଡ଼କ ସୁରକ୍ଷା ପରିବାର ରକ୍ଷା ବିଷୟବସ୍ତୁକୁ ନେଇ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୧ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଏହି କାର୍ଯ୍ୟକ୍ରମ ଚାଲିବ। ଏଥିପାଇଁ ପୁଲିସ କମିସନର…

ନକ୍ସଲ ଦମନ: ଓଡ଼ିଶାରୁ ୩ ହଜାର ବିଏସଏଫ ଯବାନ ଛତିଶଗଡ଼ ଯିବେ

ଭୁବନେଶ୍ୱର: ମାଓ ବିରୋଧୀ ଅଭିଯାନକୁ ଜୋରଦାର କରିବା ପାଇଁ ସୀମା ସୁରକ୍ଷା ବଳ (ବିଏସଏଫ)ର ୩ଟି ବାଟାଲିୟନ ଏବଂ ସମାନ ସଂଖ୍ୟକ ଭାରତ-ତିବ୍ଦତ ସୀମା ପୁଲିସ (ଆଇଟିବିପି) ୟୁନିଟ୍ ଛତିଶଗଡ଼ରେ ମୁତୟନ ହେବେ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିବା ଏହି ଅଞ୍ଚଳରୁ ବାମପନ୍ଥୀ ଉଗ୍ରବାଦ…

ଓଡ଼ିଶାରେ ଘନ କୁହୁଡ଼ି, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର: ମଙ୍ଗଳବାର ସକାଳେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଯୋଗୁଁ ଜନଜୀବନ ବ୍ୟାପକ ବାଧାପ୍ରାପ୍ତ ହୋଇଛି। ସମଗ୍ର ରାଜ୍ୟରେ ଶୀତ ଲହରୀ କମିବାରେ ଲାଗିଥିବା ବେଳେ ଏଭଳି ପରିସ୍ଥିତି ଉପୁଜିଛି। ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ,…