Latest Odisha News

BREAKING NEWS

Browsing Category

ଓଡିଶା

Odisha

୨ୟ ସୋଆ ସାହିତ୍ୟ ଉତ୍ସବ ଉଦ୍‌ଘାଟିତ: ସମୂହ ସମାଜ, ସାମାଜିକ ଏକତା ଉପରେ ଗୁରୁତ୍ୱ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ୩ ଦିନିଆ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବକୁ ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ଡକ୍ଟର ପ୍ରତିଭା ରାୟ ଉଦ୍‌ଘାଟନ କରି ଏକ ସମୁୂହ ସମାଜ ଗଠନ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଯେଉଁଥିରେ…

ଏନ୍‌ଏସ୍‌ଟିଆଇ ପ୍ଲସ୍‌ର ଭିତ୍ତିପ୍ରସ୍ତର ସ୍ଥାପନ: ଶିକ୍ଷା ସହିତ ଦକ୍ଷତାକୁ ଗୁରୁତ୍ୱ ଦେବା ଜରୁରୀ

ଖୋର୍ଦ୍ଧା: ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ପକ୍ଷରୁ ଖୋର୍ଦ୍ଧା ଜିଲା ଜଟଣୀସ୍ଥିତ ପଦନପୁରଠାରେ ରାଷ୍ଟ୍ରୀୟ ଦକ୍ଷତା ତାଲିମ କେନ୍ଦ୍ର (ଏନ୍‌ଏସ୍‌ଟିଆଇ) ପ୍ଲସର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କେନ୍ଦ୍ର ଶିକ୍ଷା ତଥା ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର…

ଫିଲ୍ମ ‘ରାମ’ର ଅରିଜିନାଲ ଭିଡିଓକୁ ନିଜ ୟୁଟ୍ୟୁବ୍ ଚ୍ୟାନେଲରେ ପକାଇ ଗିରଫ ହେଲେ ଯୁବକ

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ‘ରାମ’ର ଅରିଜିନାଲ ଭିଡିଓକୁ ନିଜ ୟୁଟ୍ୟୁବ୍ ଚ୍ୟାନେଲରେ ପୋଷ୍ଟ କରିବା ମହଙ୍ଗା ପଡ଼ିଛି । ଏହି ଘଟଣାରେ ପୋଲିସ ଗଂଜାମ ଜିଲ୍ଲାର ଜଣେ ଯୁବକଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ଶିବରାମ ନାହାକ । ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା କରାପଲ୍ଲୀ ଗ୍ରାମର…

ବରଗଡ଼ ଅଙ୍ଗ ନଦୀରେ ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୦୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡ଼ିଶା…

ମାତ୍ର ୪ ଦିନରେ ଶେଷ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ, ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହ ମୁଲତବୀ ଘୋଷଣା

ଭୁବନେଶ୍ୱର: ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି। ମାତ୍ର ୪ ଦିନରେ ଶେଷ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ। ଉଭୟ ବିରୋଧୀ ବିଜେପି, କଂଗ୍ରେସର ହଟଗୋଳ ଓ କକ୍ଷ ତ୍ୟାଗ ଫଳରେ ବିଧାନସଭାକୁ ଅନିର୍ଦ୍ଦିଷ୍ଟକାଳ…

ତିନି କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ, ଗଛ କାଟିଲେ ପୋଲିସ ଓ ଅବକାରୀ ବିଭାଗ କର୍ମଚାରୀ

ରାୟଗଡ଼ା: ଦିନକୁ ଦିନ ରାଜ୍ୟରେ ବଢିଚାଲିଛି ଗଞ୍ଜେଇ ଚାଷ। ବର୍ତ୍ତମାନ ସିଧାସଳଖ ଜିଲ୍ଲା ପ୍ରଶାସନ ଗଞ୍ଜେଇ ଚାଷକୁ ନଷ୍ଟ କରିବା ଉପରେ ଧ୍ୟାନ ଦେଉଥିଲେ ସୁଦ୍ଧା ଲୋକେ ବେଆଇନ ଭାବେ ପୁଣି ଏହି ଚାଷ କରୁଛନ୍ତି। ପ୍ରତ୍ୟେକ ବର୍ଷ ପ୍ରଶାସନ ଗଞ୍ଜେଇ ଗଛ କାଟୁଛି କିନ୍ତୁ ଲୋକେ ପୁଣି ଲଗାଉଛନ୍ତି। ଆଉ…

ଓଡ଼ିଶା ପ୍ରସଙ୍ଗରେ ବିଶ୍ୱଭୂଷଣଙ୍କ ବୟାନକୁ ବିଜେଡିର ସମାଲୋଚନା: କହିଲା, ତାଙ୍କଠାରୁ ଏପରି ଆଶା କରାଯାଏ ନାହିଁ

ଭୁବନେଶ୍ୱର: ଓଡିଶାର ବିଭିନ୍ନ ପ୍ରସଙ୍ଗରେ ମତ ରଖୁଛନ୍ତି ବିଶ୍ୱଭୂଷଣ ହରିଚନ୍ଦନ ।  ପୁଅର ରାଜନୈତିକ ଭବିଷ୍ୟତ ପାଇଁ ବିଶ୍ୱଭୂଷଣ ବ୍ୟଗ୍ର । ହେଲେ ତାଙ୍କଠାରୁ ଏପରି ଆଶା କରାଯାଏ ନାହିଁ । କାରଣ ରାଜ୍ୟପାଳ  ସାମ୍ବିଧାନିକ ବିଧି ବ୍ୟବସ୍ଥା ମଧ୍ୟରେ ରହିବା ଗ୍ରହଣୀୟ । ଏମିତି କହି ଛତିଶଗଡ…

ଚାନ୍ଦବାଲି ବ୍ଲକ ଘେରାଉ କରି ସରକାରଙ୍କ ଉପରେ ବର୍ଷିଲା ବିଜେପି: କହିଲା, ଦୁର୍ନୀତି, ଭ୍ରଷ୍ଟାଚାରର ସୀମା ଅତିକ୍ରମ…

ଭୁବନେଶ୍ୱର / ଭଦ୍ରକ:ଓଡ଼ିଶାରେ ସବୁଠାରୁ ବଡ ଦୁର୍ନୀତି ଚିଟଫଣ୍ଡ ଦୁର୍ନୀତି । ଓଡିଶାବାସୀଙ୍କ ସହ ବିଶ୍ୱାସଘାତ କରି ୪୦ଲକ୍ଷ ଗରିବ ଲୋକଙ୍କ ଝାଳବୁହା ଟଙ୍କାକୁ ଚିଟ୍‌ଫଣ୍ଡ ଜରିଆରେ ଲୁଟ୍ କରିଛନ୍ତି ରାଜ୍ୟ ସରକାର । ବିଜେଡି ସରକାରର ସୁରକ୍ଷା ପ୍ରଦାନ କାରଣରୁ ବିଭିନ୍ନ ଚିଟ୍‌ଫଣ୍ଡ ଘୋଟାଲାରେ…

ଘଣ୍ଟାଏ ମଧ୍ୟରେ ମନ୍ଦିର ଖୋଲ, ନଚେତ ଆଇନ ଅନୁଯାୟୀ ନିଆଯିବ କାର୍ଯ୍ୟାନୁଷ୍ଠାନ: ଉପଜିଲ୍ଲାପାଳ

ଆଠଗଡ: ଘଣ୍ଟାଏ ଭିତରେ ଧବଳେଶ୍ଵର ମନ୍ଦିର ଖୋଲିବାକୁ ନିର୍ଦ୍ଦେଶ ଦେଲେ ଆଠଗଡ ଉପଜିଲ୍ଲାପାଳ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ତରାଇ । ଘଣ୍ଟାଏ ଭିତରେ ମନ୍ଦିର ଦ୍ଵାର ନ ଖୋଲାଗଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ନିର୍ଦ୍ଦେଶ ଦେବା ସହ ମନ୍ଦିରରେ ନୋଟିସ୍…

ସାକ୍ଷୀ ରହିଲା ବିଧାନସଭା, କୋଶଳୀ ଭାଷାରେ କଥା ହେଲା ଶାସକ-ବିରୋଧୀ

ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଶ୍ନକାଳରେ ମନ୍ତ୍ରୀ ପ୍ରତାପ ଦେବ ଓ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ମଧ୍ୟରେ କଥା କଟାକଟି ହୋଇଛି। ଶିଳ୍ପ ବିଭାଗର ପ୍ରଶ୍ନୋତ୍ତର କାଳରେ ନରସିଂହ ମିଶ୍ର ବଲାଙ୍ଗୀର ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ନେଇ ଏକ ପ୍ରଶ୍ନ ଉଠାଇଥିଲେ। ସେ…