Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘରେ ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ

ଭୁବନେଶ୍ବର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ପୁଣି ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କିନ୍ତୁ ଜଣେ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ୧୩ଟି ଆକ୍ଟିଭ କେସ ରହିଛି । ପରିସ୍ଥିତି ଗମ୍ଭୀର ନଥିଲେ ମଧ୍ୟ ସତର୍କ ରହିବା ଆବଶ୍ୟକ ବୋଲି କହିଛନ୍ତି…

ରାୟଗଡ଼ା ଲକ୍ଷ୍ମୀ ମାଝୀ ମୃତ୍ୟୁରୁ ହଟୁନି ରହସ୍ୟ, ଜାନୁଆରୀ ୫ରେ ଜିଲ୍ଲାବ୍ୟାପୀ ବନ୍ଦ ଡାକରା

ରାୟଗଡ଼ା: ଚନ୍ଦ୍ରପୁରରେ ଲକ୍ଷ୍ମୀ ମାଝୀଙ୍କ ଦୁଃଖଦ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାୟିତ୍ୱ ନେଇଥିଲେ ମଧ୍ୟ ଏହା ରହସ୍ୟ ଘେରରେ ରହିଛି। ଏହି ମାମଲାରେ ଦୋଷୀଙ୍କୁ ଶୀଘ୍ର ଗିରଫ କରା ନଗଲେ ଜାନୁଆରୀ ୫ରେ ଜିଲ୍ଲାବ୍ୟାପୀ ବନ୍ଦ ଡାକରା ଦେଇଛି ଆଦିବାସୀ ସଂଗଠନ ଆଦିବାସୀ ମହାସଂଘ । ଯାହା…

ଓଡ଼ିଶାରେ ମେଣ୍ଟ ଚର୍ଚ୍ଚାକୁ ପ୍ରତ୍ୟାଖ୍ୟାନ, ବିଜେପି କହିଲା ବିଜେଡିକୁ ଦେବ କଡା ଟକ୍କର

ଭୁବନେଶ୍ୱର: ଆଗାମୀ ୨୦୨୪ ଓଡ଼ିଶା ବିଧାନସଭା ଓ ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ଶାସକ ବିଜୁ ଜନତା ଦଳ (ବିଜେଡି) ସହ ମେଣ୍ଟ କରିବ ନାହିଁ ବୋଲି ସ୍ପଷ୍ଟ ଭାବେ କହିଛି। ଶନିବାର ଭୁବନେଶ୍ୱରରେ ଅନୁଷ୍ଠିତ ଏକ ବୈଠକରେ ବିଜେପିର ଆଞ୍ଚଳିକ ପ୍ରଭାରୀ ସୁନୀଲ ବଂଶଲ ଏବଂ ଦଳର…

ଧର୍ମେନ୍ଦ୍ର ସମ୍ବଲପୁରରୁ ପ୍ରାର୍ଥୀ ହେବା ଚର୍ଚ୍ଚା ଭିତରେ ବିଜେଡି ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହେଲେ ମାନସ ମଙ୍ଗରାଜ

ଭୁବନେଶ୍ୱର: ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ସମ୍ବଲପୁର ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜୁ ଜନତା ଦଳର ପ୍ରମୁଖ ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଶାସକ ଦଳର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି। ଆଗାମୀ ଲୋକସଭା ନିର୍ବାଚନରେ ସମ୍ବଲପୁରରୁ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ…

ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ଅତିରିକ୍ତ ଡିଜିପି ଭାବେ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଫିସର ଅରୁଣ କୁମାର ଷଡ଼ଙ୍ଗୀଙ୍କୁ ଆଜି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି)ର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀ ନିୟମିତ ଡିଜିପି ନିଯୁକ୍ତି ନ ହେବା ପର୍ଯ୍ୟନ୍ତ  ଏହି ଦାୟିତ୍ୱରେ ରହିବେ।…

ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟରେ ବର୍ଷା ଆଶଙ୍କା କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଜାନୁଆରୀ ପ୍ରଥମ ସପ୍ତାହରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା…

ବିଳମ୍ବରେ ଆସୁଥିବା କର୍ମଚାରୀଙ୍କ ପାଇଁ ବିଏମସି ଲାଗୁ କଲା ‘ନୋ ୱାର୍କ ନୋ ପେ’ ନୀତି

ଭୁବନେଶ୍ୱର: ସମୟାନୁବର୍ତ୍ତୀତା ପରିବେଶ ସୃଷ୍ଟି କରିବା ଏବଂ କାର୍ଯ୍ୟ ଦକ୍ଷତା ବଜାୟ ରଖିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) କାର୍ଯ୍ୟାଳୟକୁ ବିଳମ୍ବରେ ଆସୁଥିବା କର୍ମଚାରୀଙ୍କ ବିରୋଧରେ କଠୋର ପଦକ୍ଷେପ ଗ୍ରହଣ କରିବ ବୋଲି ନିଷ୍ପତ୍ତି ନେଇଛି। ବିଏମସି କାର୍ଯ୍ୟାଳୟକୁ ୧୫ ମିନିଟ୍…

ବଢୁଛି କୋରୋନା, ସତର୍କ ରହିବାକୁ ସ୍ଵାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ଵର: ଦେଶରେ ଲଗାତାର ଭାବେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ମଧ୍ଯ ଧୀରେ ଧୀରେ ଉପରମୁହାଁ ହେଉଛି ସଂକ୍ରମିତଙ୍କ ଗ୍ରାଫ । ଏହାକୁ ନେଇ ଟେଷ୍ଟିଂ, ସର୍ଭେଲାନ୍ସ ସହ ମେଡିକାଲରେ ଚିକିତ୍ସା ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଜାରି କରିଛି ରାଜ୍ୟ ସ୍ବାସ୍ଥ୍ୟ…

ଓଡ଼ିଶାର ନୂଆ ଡିଜିପି: କିଏ ହେବେ ସୁନୀଲ ବଂଶଲଙ୍କ ଉତ୍ତରାଧିକାରୀ?

ଭୁବନେଶ୍ୱର: ଏବେର ପୋଲିସ ଡିଜି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ଗତକାଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଅବଧି ରାଜ୍ଯ ସରକାର ଆଉ ଛଅ ମାସ ବଢ଼ାଇ ଦେବା ପରେ ଏବେ ନୂଆ ଡିଜିପି କିଏ ହେବେ ସେ ନେଇ ଚର୍ଚ୍ଚା ଅଧିକ ବଢ଼ିଛି। କାରଣ ନୂଆ ଡିଜିପି…

ଖୁବ ଶୀଘ୍ର ଭୁବନେଶ୍ୱରରେ କୁକୁରଙ୍କ ପାଇଁ ହେବ ଶ୍ମଶାନ

ଭୁବନେଶ୍ୱର: ସ୍ମାର୍ଟ ସିଟି ଭୁବନେଶ୍ୱରରେ କୁକୁରଙ୍କ ପାଇଁ ହେବ ଶ୍ମଶାନ । ଆଉ ରାସ୍ତା କଡରେ ପଡିବନି କୁକୁରଙ୍କ ମୃତଦେହ । କୁକୁରଙ୍କ ପାଇଁ ମଶାଣି ତିଆରି କରିବ ଭୁବନେଶ୍ୱର ମହାନଗର ନିଗମ । ଏଥିପାଇଁ ଜାଗା ଚିହ୍ନଟ ହୋଇ ସାରିଛି । ଖୁବ ଶୀଘ୍ର ଏହା କାର୍ଯ୍ୟକାରୀ ହେବ ବୋଲି ସୂଚନା…