Latest Odisha News

BREAKING NEWS

Browsing Category

ଓଡିଶା

Odisha

ବହୁଚର୍ଚ୍ଚିତ ମା’ ଗୃହ ୱାଡେନ ଲକ୍ଷ୍ମୀ ମାଝୀ ମୃତ୍ୟୁ ମାମଲା: ଚନ୍ଦ୍ରପୁରରେ ଖୋଲତାଡ ଆରମ୍ଭକାଲା…

ରାୟଗଡା: ବହୁଚର୍ଚ୍ଚିତ ଚନ୍ଦ୍ରପୁର ମାଆ ଗୃହ ୱାଡେନ ଲକ୍ଷ୍ମୀ ମାଝୀ ମୃତ୍ୟୁର ଖୋଳତାଡ ଆରମ୍ଭକାଲା କ୍ରାଇମବ୍ରାଞ୍ଚ୍ ଟିମ୍ । ଘଟଣାସ୍ଥଳ ଚନ୍ଦ୍ରପୁର ଠାରେ କ୍ରାଇମବ୍ରାଞ୍ଚର ଏକ ଟିମ୍ ପହଞ୍ଚି ତଦନ୍ତ ଜାରିରଖିଛନ୍ତି । ଟିମ୍ ରେ ଡିଆଇଜି ଚରଣ ସିଂ ମିନାଙ୍କ ସମେତ ଜିଲ୍ଲା ଏସପି ବିବେକାନନ୍ଦ…

ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ମାସ ବୃଦ୍ଧି

ଭୁବନେଶ୍ବର: ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ । ୬ମାସ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର । ୨୦୨୪ ଜୁନ ୩୦ ପର୍ଯ୍ୟନ୍ତ ଏହି ପଦରେ ରହିବେ ପ୍ରଦୀପ ଜେନା। ରାଜ୍ୟ ସରକାର ‌ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା…

କୋରାପୁଟ ଡଙ୍ଗାବୁଡି ଘଟଣାରେ ୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ୍‌ ଅଧୀନ ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ ୫ ଜଣ ଙ୍କର ମୃତ୍ୟୁ ଘଟିଛି । ପୂର୍ବରୁ ପ୍ରଥମେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ, ଅନ୍ୟ ୪ ଜଣ ନିଖୋଜ ଥିଲେ । ହେଲେ ଏବେ ଅନ୍ୟ ୪ ଜଣ ଙ୍କର ମୃତଦେହ ନଦୀରୁ ଉଦ୍ଧାର କରିଛନ୍ତି ଉଦ୍ଧାରକାରୀ…

ନନ୍ଦନକାନନ ପ୍ରତିଷ୍ଠା ଦିବସ: ବାଘ, ସିଂହ ଓ ହାତୀ ଶାବକଙ୍କର ନାମକରଣ 

ଭୁବନେଶ୍ବର: ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୪ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ଉଦଘାଟିତ ହୋଇଛି ବଟନିକାଲ ଗାର୍ଡେନରେ ନବନିର୍ମିତ ବାଉଁଶ ଉଦ୍ୟାନ, ମୋଗଲ ଗାର୍ଡେନ । ଏହାସହ ନନ୍ଦନକାନନର ଓ୍ବାଲିଭ ଖୁଆଡ ଓ ଅଷ୍ଟ୍ରିଚ ଖୁଆଡ ମଧ୍ୟ ଉଦଘାଟନ କରାଯାଇଛି । କାସୁଆରୀ ପକ୍ଷୀ ପାଇଁ…

IPSଙ୍କ ପଦୋନ୍ନତି: ୫ଜଣଙ୍କୁ IG ପାହ୍ୟା, ୬ଜଣ ହେଲେ DIG

ଭୁବନେଶ୍ବର: IPSଙ୍କ ପଦୋନ୍ନତି ହୋଇଛି। ୫ IPSଙ୍କୁ IG ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୬ IPSଙ୍କ DIG ଭାବେ ପଦୋନ୍ନତି ହୋଇଛି। ଆଇଜି ପାହ୍ୟାକୁ ପଦୋନ୍ନତି ହୋଇଥିବା ୫ IPS ଅଫିସର ୨୦୦୬ ବ୍ୟାଚ୍‌ର। DIG ଅନୁପ ସାହୁ ଆଇଜି ପାହ୍ୟାକୁ ପଦୋନ୍ନତି ପାଇଥିବା ବେଳେ IPS ଅମ୍ରିତା ଦାଶ,…

ଲକ୍ଷ୍ମୀ ମାଝୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଯାଉ: ବିଜେପି

ଭୁବନେଶ୍ୱର: ଓଡ଼ିଶାରେ ମହିଳା ଅସୁରକ୍ଷିତ । ଓଡ଼ିଶାରେ ମା’ମାନେ ଯଦି ସୁରକ୍ଷିତ ନାହାନ୍ତି, ତାହାଲେ ସରକାରଙ୍କ ମାଙ୍କୁ ‘ସମ୍ମାନ’ ସ୍ଲୋଗାନ ଏକ ଧୂଆଁବାଣ । ଭାରତୀୟ ଜନତା ପାର୍ଟି ସର୍ବଦା ମହିଳାଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ମଧ୍ୟ ରାଜ୍ୟ ସରକାର ନୀରବ କାହିଁକି?…

ଆୟୁର୍ବେଦ ମେଡ଼ିକାଲ ଅଫିସର କ୍ୟାଡର୍ ପୁର୍ନଗଠନକୁ ଛାତ୍ରସଂସଦର ବିରୋଧ

ପୁରୀ: ଆୟୁର୍ବେଦ ମେଡ଼ିକାଲ ଅଫିସର କ୍ୟାଡର୍ ପୁର୍ନଗଠନକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଗ୍ରହଣ କରିଥିବା ନିଷ୍ପତ୍ତିକୁ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଛାତ୍ରସଂସଦ ବିରୋଧ କରିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛି ଛାତ୍ର ସଂସଦ । ଅଭିଯୋଗ ମୁତାବକ,…

ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ଘଟଣା: ତଦନ୍ତ ଦାବିରେ ପୁରୀ ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ପୁରୀ: ପୁରୀ ଜିଲ୍ଲା ନିମାପଡ଼ା ଥାନା ଅନ୍ତର୍ଗତ ମଣିଜଙ୍ଗ ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଅନୁସୂଚିତ ଜାତି ବର୍ଗର ଜଣେ ଅସହାୟ ମହିଳାଙ୍କୁ ସେହି ଗ୍ରାମରେ ଥିବା ଏକ ଉଚ୍ଚ ବିଦ୍ୟାଳୟର ଜଣେ କର୍ମଚାରୀ ପ୍ରକାଶ ପରିଡା ଦୁଷ୍କର୍ମ ଉଦ୍ୟମ ଘଟଣାରେ ପୋଲିସ ତାଙ୍କୁ ଗିରଫ ନକରି…

ଓଜେଏସ ରେଜଲ୍ଟ: ବାପାଙ୍କ ସ୍ଵପ୍ନ ପୁରଣ କରିବା ଥିଲା ପ୍ରଥମ ଇଚ୍ଛା, ଦ୍ଵିତୀୟ ପ୍ରୟାସରେ ପାଇଲେ ସଫଳତା

ପୁରୀ: ପ୍ରକାଶ ପାଇଛି ଚଳିତ ବର୍ଷର ଓଜେଏସ ପରୀକ୍ଷା ଫଳ । ପ୍ରଥମ ପ୍ରୟାସରେ ଭୁବନେଶ୍ଵର ଝିଅ ସୁଶ୍ରୀତା ମିଶ୍ର ପ୍ରଥମ ସ୍ଥାନରେ ଥିବା ବେଳେ ନିଲିଶା ପଟ୍ଟନାୟକ ଦ୍ଵିତୀୟରେ ଓ ଅନନ୍ୟା ମିଶ୍ର ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଏହାରି ଭିତରେ ପୁରୀର ଝିଅ ଶୁଭଶ୍ରୀ ସୌମ୍ୟାକାନ୍ତି ପ୍ରଧାନ…

ପୁରୀରେ ଦୁଇ ବର୍ଷର ଶିଶୁର ଆଖିକୁ କାମୁଡ଼ିଲା ବୁଲା କୁକୁର

ପୁରୀ : ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଅଘଟଣ । ଆଜି ଅପରାହ୍ନରେ ବୁଲା କୁକୁର କାମୁଡାରେ ଜଣେ  ଦେଢ ବର୍ଷର ଶିଶୁପୁତ୍ର ରକ୍ତାକ୍ତ ହୋଇଛି। ସୂଚନା ମୂତାବକ ଖୋର୍ଦ୍ଧା ବାଲୁଗାଁ ଅଞ୍ଚଳର ଏକ ପରିବାର ଆଜି ମହାପ୍ରଭୂଙ୍କୁ ଦର୍ଶନ କରିବା ଲାଗି ପୁରୀ ଆସିଥିଲେ । ପରିବାର ଲୋକ ନାବାଳକ…