Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୂଆବର୍ଷରେ ସୁରୁଖୁରୁରେ ହେବ ଜଗା ଦର୍ଶନ, ପୋଲିସ ପ୍ରଶାସନର ବ୍ୟାପକ ପ୍ରସ୍ତୁତି

ପୁରୀ: ନୂଆବର୍ଷ ପାଇଁ ପୁରୀ ପୋଲିସ ପ୍ରଶାସନର ବ୍ୟାପକ ପ୍ରସ୍ତୁତି । ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଛି । ଶ୍ରୀମନ୍ଦିର ଭିତରେ ଓ ବାହାରେ, ବଡ଼ଦାଣ୍ଡ, ସମୁଦ୍ରକୂଳ ଅଞ୍ଚଳକୁ ନେଇ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କାଯାଇଥିବାବେଳେ, ଏସବୁ ବ୍ୟବସ୍ଥାକୁ ୯ଟି ସେକ୍ଟରରେ ବିଭକ୍ତ…

ନୃଶଂସ ସ୍ବାମୀର ବର୍ବରକାଣ୍ଡ: ସ୍ତ୍ରୀକୁ ପିଟି ପିଟି ହତ୍ୟା କରି ଚମ୍ପଟ ମାରିଲା

ସୁବର୍ଣ୍ଣପୁର : ନୃଶଂସ ସ୍ବାମୀର ବର୍ବରକାଣ୍ଡ । ନିଜ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ । ଆଉ ହତ୍ୟା କରିବା ପରେ ଡାକ୍ତରଖାନାରେ ମୃତଦେହ ରଖି ଚମ୍ପଟ ମାରିଲା  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ତିଲେଇମାଲ ଗାଁରେ । ସୂଚନା ଅନୁସାରେ…

ଅସୁରକ୍ଷିତ ରାଜଧାନୀ: ଓଲା ଡ୍ରାଇଭରଙ୍କୁ ଅପହରଣ, ମୁଣ୍ଡଜାମିନ ରଖି ୧୦ଲକ୍ଷ ଟଙ୍କା ଦାବି

ଭୁବନେଶ୍ଵର: ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି ରାଜଧାନୀ । ବିଗିଡିବାରେ ଲାଗୁଛି ଆଇନଶୃଙ୍ଖଳା ପରିସ୍ଥିତି । ଲୋକାରଣ୍ୟ ରାଜଧାନୀରେ ଫିଲ୍ମ ଷ୍ଟାଇଲରେ ଓଲା’ ଡ୍ରାଇଭରକୁ ଅପହରଣ । ଅପହରଣ ପରେ ୧୦ ଲକ୍ଷ ଟଙ୍କା ମୁଣ୍ଡଜାମିନ ଦାବୀ କରିଛନ୍ତି ଅପହରଣକାରୀ । ଭିଡିଓ କଲ୍ ମାଧ୍ୟମରେ ସ୍ୱାମୀଙ୍କୁ…

ଶ୍ରୀକ୍ଷେତ୍ରରେ ଶୌଚାଳୟ ସମସ୍ୟା !

ପୁରୀ : ଶୌଚାଳୟ ପାଇଁ ହନ୍ତସନ୍ତ ପର୍ଯ୍ୟଟକ  । ସକାଳ ପାହିଲେ ଯେଉଁଠାକୁ ଦେଶର କୋଣ ଅନୁକୋଣରୁ ଲକ୍ଷାଧିକ ଭକ୍ତଙ୍କ ସୁଅ ଛୁଟେ  । ସେଠି ଶୌଚାଳୟର ଅବ୍ୟବସ୍ଥା ।  ଦିଗବାରେଣି ଠାରୁ ସ୍ଵର୍ଗଦ୍ଵାର ପର୍ଯ୍ୟନ୍ତ ମାତ୍ର ଗୋଟିଏ ସ୍ଥାନରେ ଶୌଚାଳୟ କୁ ଭରସିଛନ୍ତି ପର୍ଯ୍ୟଟକ । ଲାଇଟ୍ ହାଉସ ପାଖ…

ତୀବ୍ର ହେଉଛି ଭୀମଭୋଇ ହାଉସ୍ ସର୍ଜନ ଛାତ୍ରଙ୍କ ଆନ୍ଦୋଳନ: ମୁଣ୍ଡରେ ବ୍ୟାଣ୍ଡେଜ୍ ବାନ୍ଧି ପ୍ରତିବାଦ

ବଲାଙ୍ଗୀର: ବଲାଙ୍ଗୀରରେ ଡାକ୍ତରଙ୍କୁ ରାସ୍ତାରେ ଅଟକାଇ ରୋଗୀଙ୍କ ସମ୍ପର୍କୀୟ ମାଡ ମାରିବା ଘଟଣା I ତୀବ୍ର ହେଲା ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଛାତ୍ରଙ୍କ ଆନ୍ଦୋଳନ । ଶହେରୁ ଅଧିକ ହାଉସ ସର୍ଜନ ଓ ଡାକ୍ତରୀ ଛାତ୍ର ମୁଣ୍ଡରେ ବ୍ୟାଣ୍ଡେଜ୍ ବାନ୍ଧି ଓପିଡି ଆଗରେ ଆନ୍ଦୋଳନ କରିଛନ୍ତି। …

‘BSKY ନବୀନ କାର୍ଡ’ ଶୁଭାରମ୍ଭ : ଉପକୃତ ହେବେ ୯୦ ପ୍ରତିଶତ ଲୋକ

ଭୁବନେଶ୍ବର : ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା –ନବୀନ କାର୍ଡର ଶୁଭାରମ୍ଭ   କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟର ପ୍ରାୟ ୯୦ ପ୍ରତିଶତ ଲୋକ ଉପକୃତ ହେବେ । ପଇସା  ଅଭାବରୁ  ମୋ  ରାଜ୍ୟର  କେହି  କେବେ  ଉତ୍ତମ  ଚିକିତ୍ସା ରୁ…

ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ, ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନାମରେ ହେଲା ନାମିତ

ଭୁବନେଶ୍ବର: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ । ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନାମରେ ହେଲା ନାମିତ । ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା  ନାମରେ ପରିଚିତ ହେବ । ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…

ଶିମିଳିପାଳରେ ବାଘଙ୍କ ସୁରକ୍ଷା ଲାଗି ମୂତୟନ ହେବ ୧୪ ଅଲ ଓ୍ବେଦର କଷ୍ଟମାଇଜ୍ ବୋଲେରୋ

ମୟୁରଭଞ୍ଜ:  ଶିମିଳିପାଳରେ  ବ୍ୟାଘ୍ର ସୁରକ୍ଷା ଲାଗି ନୂଆ ପଦକ୍ଷେପ  । ମୂତୟନ ହେବେ ୧୪ ଅଲ ଓ୍ବେଦର କଷ୍ଟମାଇଜ୍ ବୋଲେରୋ । ସବୁଜ ରଙ୍ଗରେ ଏସବୁ ଗାଡିକୁ ସ୍ବତନ୍ତ୍ର ଭାବରେ ଶମିଳିପାଳ ପାଇଁ ଡିଜାଇନ୍ କରାଯାଇଛି । ଏବଂ ଏଗୁଡିକର ରିମୋଟ୍ କଣ୍ଟ୍ରୋଲ ସର୍ଚ୍ଚ ଲାଇଟ୍ ଖଞ୍ଜାଯାଇଛି ।…

ହିଞ୍ଜିଳାକାଟୁ କଲେଜରେ ସେକ୍ସ ରାକେଟ ଚାଲିଥିବା ଅଭିଯୋଗକୁ ଭିତ୍ତିହୀନ କହିଲା ଉଚ୍ଚ ଶିକ୍ଷା ବିଭାଗ

ଭୁବନେଶ୍ୱର: ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟରେ ସେକ୍ସ ରାକେଟ ଚାଲିଥିବା ନେଇ ଗଣମାଧ୍ୟମରେ ପ୍ରକାଶିତ ଖବରର ଜବାବ ଦେଇ ଉଚ୍ଚଶିକ୍ଷା ବିଭାଗ ଆଜି ସ୍ପଷ୍ଟ କରିଛି ଯେ ତଦନ୍ତ ବେଳେ ଏଭଳି କାର୍ଯ୍ୟକଳାପର କୌଣସି ପ୍ରମାଣ ମିଳିନାହିଁ। ବିଭାଗ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରି…

ରାଜ୍ୟରେ ବଢୁଛି କରୋନା : ଆଜି ଆଉ ୫ ପଜିଟିଭ୍ ଚିହ୍ନଟ , ମୋଟ୍ ସଂଖ୍ୟା ୧୩କୁ ବୃଦ୍ଧି

ଭୁବନେଶ୍ବର : ବଢୁଛି କରୋନା ସଂକ୍ରମଣ  । ଆଜି ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୩କୁ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ଟେଷ୍ଟିଂ ବଢାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ…