Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଳମ୍ବିତ ରାତିରେ ଡାକ୍ତରଖାନା ଔଷଧ ଗୋଦାମରେ ଲାଗିଗଲା ନିଆଁ, ଲକ୍ଷାଧିକ ଟଙ୍କାର ଔଷଧ ଜଳିଗଲା

ବୌଦ୍ଧ:ରାତି ଅଧରେ ଡାକ୍ତରଖାନା ଔଷଧ ଗୋଦାମରେ ଲାଗିଗଲା ନିଆଁ । ଜଳିଗଲା ଲକ୍ଷାଧିକ ଟଙ୍କାର ଔଷଧ । ଏମିତି ଘଟଣା ଘଟିଛି ବୌଦ୍ଧ ଜିଲ୍ଲାରେ । ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଔଷଧ ଗୋଦାମରେ ରାତି ଅଧରେ ଲାଗି ଯାଇଛି ନିଆଁ । ରାତି ପ୍ରାୟ ୨ଟାରେ ନିଆଁ ଲାଗି ଯାଇଥିଲା । ଚାହୁଁ…

ବିଧାନସଭାରେ ମନ୍ତ୍ରୀ କହିଲେ ପେଟ୍ରୋଲ ପମ୍ପରେ ହେଉଛି ଅନିୟମିତତା, ଏବେ ଜାଣି ରଖନ୍ତୁ କିଭଳି ରହିବେ ସତର୍କ

ଭୁବନେଶ୍ୱର: ରାଜ୍ୟରେ ପେଟ୍ରୋଲ ପମ୍ପ ଗୁଡିକରେ ହେରଫେର ହେଉଛି। ଗ୍ରାହକ ତେଲ ପକାଇବାକୁ ଆସି ଠକାମିର ଶିକାର ହେଉଥିବା ନେଇ ବିଧାନସଭାରେ ଖୋଦ୍ ଖାଉଟି ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଏକ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି। ଗତ ବର୍ଷ ରାଜ୍ୟରେ ବିଭାଗ ଚଢାଉ କରି ୨୪ ଟି ମାମଲା…

ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଗବୋନରେ ଫସିଥିବା ୫ ଶ୍ରମିକ ଭାରତ ଫେରୁଛନ୍ତି

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଗବୋନ (ମଧ୍ୟ ଆଫ୍ରିକା)ରେ ଫସିଥିବା ୨୧ ଜଣ ଶ୍ରମିକଙ୍କ ମଧ୍ୟରୁ ୫ଜଣ ଭାରତ ଫେରୁଛନ୍ତି । ଅନ୍ୟ ୧୬ ଜଣ ପର୍ଯ୍ୟାୟକ୍ରମେ ଭାରତ ଫେରିବେ ବୋଲି ଦୂତାବାସ ପକ୍ଷରୁ ସୂଚନା ମିଳିଛି । ଗବୋନରେ…

ପାନ୍ ଆଇଆଇଏମ୍ ବିଶ୍ୱ ପରିଚାଳନା ସମ୍ମିଳନୀରେ ସାମିଲ ହେବେ ୨୧ ଆଇଆଇଏମ୍‌ର ନିର୍ଦ୍ଦେଶକ

ଭୁବନେଶ୍ୱର:ଭାରତର ଅନ୍ୟତମ ପ୍ରମୁଖ ଶିକ୍ଷାନୁଷ୍ଠାନ ଆଇଆଇଏମ୍ ସମ୍ବଲପୁରରେ ଆସନ୍ତା ଡିସେମ୍ବର ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ନବମ ପାନ୍ ଆଇଆଇଏମ୍ ବିଶ୍ୱ ପରିଚାଳନା ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ସମ୍ମିଳନୀରେ ଭାରତର ସମସ୍ତ ୨୧ଟି ଆଇଆଇଏମ ସାମିଲ ହେବେ । ଭାରତ ସରକାରଙ୍କ ଶିକ୍ଷା…

ଅବକାରୀ ବିଭାଗର ଚଢ଼ାଉ, ବ୍ୟାପକ ମଦ ସହ ବୋତଲ ଓ ଠିପି ଜବତ

ବରଗଡ଼: ଅବକାରୀ ବିଭାଗ ପକ୍ଷରୁ କେନ୍ଦୁପାଲି ଗ୍ରାମରେ ଚଢ଼ାଉ କରି ଆଜି ବ୍ୟାପକ ମାତ୍ରାରେ ବେଆଇନ ମଦ ଜବଦ କରାଯାଇଥିବା ନେଇ ସୂଚନା ଦିଆଯାଇଛି। କେନ୍ଦୁପାଲି ଗ୍ରାମର ଏକ ପନିପରିବା କ୍ଷେତରେ ଅବସ୍ଥିତ ଏକ ଘରୁ ୨୦୭୫ ଗୋଟି ଇମ୍ପେରିଆଲ୍ ବ୍ଲୁ ବୋତଲର କ୍ୟାପ, ୧୬୭୫ ଗୋଟି ରୟାଲ୍ ଷ୍ଟେଜ୍ ବୋତଲ…

ଟ୍ରାଫିକ୍‌ ସିଗନାଲ ନିକଟରେ ଭିକ ମାଗିଲେ ହେବ କାର୍ଯ୍ୟାନୁଷ୍ଠାନ: ବିଏମ୍‌ସି

ଭୁବନେଶ୍ବର: ଏବେ ଭୁବନେଶ୍ବରରେ ଟ୍ରାଫିକ୍‌ ସିଗନାଲ ନିକଟରେ ଆଉ ଭିକ ମାଗିପାରିବେ ନାହିଁ କୌଣସି ଭିକାରୀ । ଏନେଇ ଆଜି (ବୁଧବାର) କଟକଣା ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) । ଅନେକ ସମୟରେ ରାଜଧାନୀର ବିଭିନ୍ନ ଟ୍ରାଫିକ ସିଗନାଲ ନିକଟରେ ପେନ, କଣ୍ଢେଇ, ବେଲୁନ, ଖାଦ୍ୟ…

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଦିନ ନିର୍ଘଣ୍ଟ, ଜାନୁଆରୀ ୧୫ରୁ ଆରମ୍ଭ

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୫ ତାରିଖରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଦୁଲୁକିବ ବିଶ୍ୱର ସବୁଠାରୁ ବଡ ମୁକ୍ତାକାଶ ରଙ୍ଗମଞ୍ଚ। ୧୧ଦିନ ଧରି ଚାଲିବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକେ ଏହି ନିଷ୍ପତ୍ତି ନିଆଯାଇଛି।…

ସୁଜାତା କାର୍ତ୍ତିକେୟନଙ୍କୁ ଭାଷା,ସାହିତ୍ୟ ଓ ସଂସ୍କୃତିର ଅତିରିକ୍ତ ଦାୟିତ୍ଵ

ଭୁବନେଶ୍ବର: ମିଶନ ଶକ୍ତି କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ବ । ତାଙ୍କୁ ଓଡିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ…

କିଟ୍‍ କନଭେନସନରେ ୭୭ତମ ଆଇଆଇଏମ୍‍-ଏଟିଏମ୍‍ ମିଟ୍‍ ଉଦଘାଟିତ

ଭୁବନେଶ୍ୱର: ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍ ମେଟାଲ୍ସ ର ୭୭ତମ ବାର୍ଷିକ ବୈଷୟିକ ବୈଠକ ଏବଂ ନ୍ୟାସନାଲ ମେଟାଲର୍ଜିଷ୍ଟ ଆୱାର୍ଡସ୍ ଭୁବନେଶ୍ୱରସ୍ଥିତ କିଟ୍‍ କନଭେନସନ୍‍ ସେଣ୍ଟରଠାରେ ଆଜି ଉଦଘାଟିତ ହୋଇଛି । ଧାତବ ଶିଳ୍ପର ଏହି ଅଗ୍ରଣୀ କାର୍ଯ୍ୟକ୍ରମ ଚଳିତ ନଭେମ୍ବର ୨୨ ତାରିଖ ଆଜିର ଦିନରୁ ଆରମ୍ଭ…

ଆମାଜନ ବିକ୍ରି କରୁଛି ମହାପ୍ରଭୁଙ୍କ ନିର୍ମାଲ୍ୟ, ଥାନାରେ ଏତଲା ଦେଲେ ସେବାୟତ

ପୁରୀ: ଅନଲାଇନ ସପିଂ ଆପ୍ ଆମାଜନରେ ମିଳୁନି ମହାପ୍ରଭୁଙ୍କ ନିର୍ମାଲ୍ୟ, ତୁଳସୀ ଓ ଖଜା । ବିନା ଅନୁମତିରେ ଅନ୍‌ଲାଇନ୍‌ରେ ଏହି ସବୁ ସାମଗ୍ରୀ ବିକ୍ରି ହେଉଥିବା ନେଇ କମ୍ପାନୀ ନାଁ ରେ ଅଭିଯୋଗ ହୋଇଛି । ଏହି ଅଭିଯୋଗ ଆଣିଛନ୍ତି ଛାମୁ ଖୁଣ୍ଟିଆ ନିଯୋଗର ସେବାୟତ ଶମ୍ଭୁନାଥ ଖୁଣ୍ଟିଆ । ଏନେଇ ସେ…