Latest Odisha News

BREAKING NEWS

Browsing Category

ଓଡିଶା

Odisha

ଝାରସୁଗୁଡା ବିକାଶ ପାଇଁ ବାପା ଦେଖିଥିବା ସ୍ୱପ୍ନ ପୂରଣ କରିବି-ଦୀପାଳି

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନରେ ବିଜେଡି ଟିକେଟରେ ଲଢି ବିପୁଳ ଭୋଟରେ ବିଜୟୀ ହେବା ପରେ  ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସ ଆଜି ବିଧାୟିକା ଭାବେ ଶପଥ  ନେଇଛନ୍ତି । ମା’ ଓ ଭାଇଙ୍କ ସହ ଗତକାଲି ଭୁବନେଶ୍ୱର ଆସି  ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ଏବଂ ଆଶୀର୍ବାଦ…

ସ୍ତ୍ରୀକୁ ଜିଅନ୍ତା ଜାଳିଦେଲା ପିଶାଚ ସ୍ୱାମୀ

ଢେଙ୍କାନାଳ : ରକ୍ଷକ ସାଜିଲା ଭକ୍ଷକ । ସାତ ଜନ୍ମର ସାଥି ହେବା ପାଇଁ କଥା ଦେଇଥିବା ବେଳେ ଗୋଟିଏ ଜନ୍ମରେ ତୁଟିଗଲା ସବୁକିଛି  । ପିଶାଚ ସ୍ୱାମୀ ନିଜ ସ୍ତ୍ରୀର ନେଇଗଲା ଜୀବନ । ରାଗର ବଶବର୍ତ୍ତୀ ହୋଇ କିରାସିନି ଢାଳି ସ୍ତ୍ରୀକୁ ଜିଅନ୍ତା ଜାଳିଦେଲା ସ୍ୱାମୀ । ଏଭଳି ଅଭାବନୀୟ ଘଟଣା…

ଝାରସୁଗୁଡ଼ା ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ

ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟ ପରେ ଶପଥ ନେଲେ ଦୀପାଳି ଦାସ ।  ବିଧାନସଭାରେ ଶପଥ ପାଠ କରାଇଲେ ଉପବାଚସ୍ପତି ରଜନୀକାନ୍ତ ସିଂ । ଝାରସୁଗୁଡା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବେ ଦୀପାଳି । ଦୀପାଳିଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଲେ ଉପବାଚସ୍ପତି ରଜନୀକାନ୍ତ…

ଆଜି ଶପଥ ନେବେ ଝାରସୁଗୁଡ଼ାର ନବ ନିର୍ବାଚିତା ବିଧାୟିକା ଦୀପାଳି ଦାସ

ଭୁବନେଶ୍ବର : ଆଜି ଶପଥ ନେବେ ଝାରସୁଗୁଡ଼ାର ନବ ନିର୍ବାଚିତା ବିଧାୟିକା ଦୀପାଳି ଦାସ । ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ଏବଂ ଆଶୀର୍ବାଦ ନେଇଥିଲେ ଦୀପାଳି । ଝାରସୁଗୁଡ଼ାର ବିକାଶ ପାଇଁ ଦୀପାଳିଙ୍କୁ ନବୀନ ପଟ୍ଟନାୟକ ପରାମର୍ଶ ଦେଇଥିଲେ । ଆଜି ସକାଳ ୧୦ଟା ୪୫ରେ…

ଆଜି ନକ୍ସଲ ସଂଗଠନ ପକ୍ଷରୁ ରାୟଗଡା ଜିଲ୍ଲା ବନ୍ଦ ଡାକରା

ରାୟଗଡ଼ା : ତାତିଲେ ନକ୍ସଲ ସଂଗଠନ। ରାସ୍ତାରେ ଲଗାଇଲେ ପୋଷ୍ଟର। ଆଜି ନକ୍ସଲ ସଂଗଠନ ତରଫରୁ ରାୟଗଡା ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ବିଭିନ୍ନ ଦାବି ନେଇ ପୋଷ୍ଟର ଲଗାଇଛନ୍ତି । ଅଡିଓ ଟେପ ଜରିଆରେ ମାଓବାଦୀ ୧୫ ତାରିଖ ୭ଟି ଜିଲ୍ଲା ବନ୍ଦ ଡାକରା ଦିଆଯାଇଥିବା ବେଳେ ପୋଷ୍ଟର ମାରିବା ସହ ଗଛ…

ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

ଭୁବନେଶ୍ୱର : ବିମାନଯାତ୍ରୀଙ୍କ ପାଇଁ ଖୁସି ଖବର । ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ । ଆଜିଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ସୋମବାରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ଇଣ୍ଡିଗୋ…

ରାମ୍ପରେ ଚାଲିଲେ ବରିଷ୍ଠ ନାଗରିକ: ସମସ୍ତଙ୍କୁ କଲେ ମନ୍ତ୍ରମୁଗ୍ଧ

ଭୁବନେଶ୍ୱର: ସାଧାରଣ ଜୀବନରେ କୁହାଯାଏ ଯେ, ମଣିଷ ୬୦ ବର୍ଷ ବୟସରେ ପହଁଚିଲେ ଜୀବନ ଯେମିତି ସେଇଠି ଅଟକିଯାଏ । ସବୁ ଦକ୍ଷତା, ପ୍ରଦର୍ଶନ ଓ ପାରଦର୍ଶିତାର ଯେମିତି ସେହିଠାରୁ ଶେଷ ହୋଇଯାଏ । ଏଭଳି ମାନସିକତା ଆମ ଭିତରେ ଯେମିତି ଏକ ନିୟମିତ ଭାବନା ଆକାରରେ ବସା ବାନ୍ଧିଛି । ଏକଥା ଭୁଲ…

ଆସନ୍ତାକାଲିଠୁ ଭୁବନେଶ୍ୱରରୁ ଦୁବାଇ ମଧ୍ୟରେ ସିଧାସଳଖ ବିମାନ ସେବା

ଭୁବନେଶ୍ୱର: ଭୁବନେଶ୍ୱରରୁ ଆରମ୍ଭ ହେବ ଅନ୍ତର୍ଜାତୀୟ ଉଡ଼ାଣ । ବିଦେଶକୁ ଭୁବନେଶ୍ୱରରୁ ପ୍ରଥମ ବିମାନ ଦୁବାଇକୁ ସୋମବାର ଉଡ଼ାଣ କରିବ । ଇଣ୍ଡିଗୋ ଏୟାରବସ୍-୩୨୦ ବିମାନ ସପ୍ତାହକୁ ୩ ଥର ଦୁବାଇକୁ ଉଡ଼ାଣ ଭରିବ । ଏପ୍ରିଲ୍ ୧ ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ୍ ବିକ୍ରିର…

ଆଉ ୧୪ଟି ଜିଲ୍ଲାର ୫୫ଟି ବ୍ଲକରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠିତ

ଭୁବନେଶ୍ୱର: ଜନଜାତି ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ପାଇଁ, ଛୋଟ ବଡ଼ ସବୁ ଜନଜାତି ଗୋଷ୍ଠୀର ଅନନ୍ୟ ପରିଚୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଏକ ବଲିଷ୍ଠ ପଦକ୍ଷେପ ନେଇ ଆଉ ୧୪ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦ ସୃଷ୍ଟି କରାଗଲା ବୋଲି ଘୋଷଣା କରିଛନ୍ତି । ଏହି ନୂତନ ଜିଲ୍ଲା…

ସିବିଏସ୍‍ଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍, କେଇଏମ୍‍ ଓ କିସ୍‍-ଦିଲ୍ଲୀ…

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ଭୁବନେଶ୍ୱରସ୍ଥିତ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍, କଲରାବାଙ୍କ ସ୍ମାର୍ଟ ଭିଲେଜସ୍ଥିତ କଳିଙ୍ଗ ଇଂଲିଶ ମିଡିୟମ ସ୍କୁଲ୍‍ (କେଇଏମ୍‍) ଓ…