Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜିତିଲେ ଦୀପାଳି; ଭାଙ୍ଗିଲେ ବାପାଙ୍କ ରେକର୍ଡ

ଝାରସୁଗୁଡା: ବାଜି ମାରିଲା ବିଜେଡି ।  ଝାରସୁଗୁଡା ଉପ ନିର୍ବାଚନରେ ଜିତିଲେ ନବ ଦାସଙ୍କ ଝିଅ ଦୀପାଳି । ଖାଲି ଜିତି ନାହାନ୍ତି, ବାପାଙ୍କ ରେକର୍ଡ ଭାଙ୍ଗିଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮, ୬୧୯ ଖଣ୍ଡ ଭୋଟ ଅଧିକ ପାଇ…

ଗଣତି ରାଉଣ୍ଡ ବଢୁଛି, ଭୋଟ ବ୍ୟବଧାନ ବି ବଢୁଛି: କେତେ ଭୋଟରେ କିଏ ଆଗେଇଲା ?

ଝାରସୁଗୁଡା: ଆଗେଇ ଚାଲିଛି ବିଜେଡି ।  ୯ ରାଉଣ୍ଡ ଗଣତି ସରିଥିବାବେଳେ ବିଜେଡି ଯେତିକି ଆଗେଇ ଚାଲିଛି ବିଜେପି ଓ କଂଗ୍ରେସ ସେତିକି ପଛରେ ରହି ଯାଉଥିବା ଲକ୍ଷ୍ୟ କରାଯାଉଛି । ବଢି ଚାଲିଛି ଭୋଟର ବ୍ୟବଧାନ । ୯ମ  ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୨୫ ହଜାରରୁ ଅଧିକ…

ଅଧା ରହିଲା ଜଗା ଦର୍ଶନ, ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଜୀବନ  

ଚଣ୍ଡିଖୋଲ : ବାଇକ୍‌କୁ ପିଟିଲା ଅଜଣା ଗାଡ଼ି । ଚାଲିଗଲା ୩ ଜୀବନ । ଚଣ୍ଡିଖୋଲ ଜାତୀୟ ରାଜପଥ କଢ଼େଇ ଛକରେ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ରହିଛି । ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୩ ବନ୍ଧୁ ପୁରୀ…

କାର୍‌ ସହ ଟ୍ରକ୍‌ ମୁହାଁମୁହିଁ, ୪ ଆହତ

ବାଲେଶ୍ୱର : ପୁରୀରୁ ଫେରିବା ବାଟରେ ଅଘଟଣ । ଟ୍ରକ୍‌ ସହ ଧକ୍କା ହେଲା କାର୍‌ । ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ କିଛି ଗାଁର ଲୋକେ ପୁରୀରୁ ଫେରୁଥିଲେ । ଜଗନ୍ନାଥ…

ବିବାହ ବନ୍ଧନରେ ବାନ୍ଧି ହେଲେ ପାଲଲହଡ଼ା ବିଧାୟକ

ଅନୁଗୁଳ: ବିବାହ କଲେ ଅନୁଗୁଳ ଜିଲ୍ଲା ପାଲଲହଡାର ଯୁବ ବିଧାୟକ ମୁକେଶ ପାଲ। ଗତକାଲି ଅନୁଗୋଳର ଏକ ତାରକା ହୋଟେଲରେ ହିନ୍ଦୁ ରୀତି ନୀତିରେ ବଡ଼ ଧୁମଧାମରେ ତାଙ୍କର ବିବାହ ସମ୍ପନ୍ନ ହୋଇଛି। ବିଧାୟକ ମୁକେଶ ପାଲ ଅନୁଗୋଳ ବଣିଆବାହାଳ ଅଞ୍ଚଳର ମଧୁସୂଦନ ପଟ୍ଟନାୟକଙ୍କ ଝିଅ ଅବଲିଶା ପଟ୍ଟନାୟକଙ୍କୁ…

ଝାରସୁଗୁଡ଼ା ଉପନିର୍ବାଚନ; ପ୍ରଥମ ରାଉଣ୍ଡରେ ଦୀପାଳି ଆଗୁଆ

ଝାରସୁଗୁଡ଼ା: କିଏ ପିନ୍ଧିବ ବିଜୟ ମୁକୁଟ ? କାହାକୁ ବାଛିବେ ଝାରସୁଗୁଡ଼ାବାସୀ ? ଆଜି ସ୍ପଷ୍ଟ ହେବ ଫଳାଫଳ । ସକାଳ ସାଢେ ୮ଟାରୁ  ଆରମ୍ଭ ହୋଇଯାଇଛି  ଭୋଟ୍ ଗଣତି । ପ୍ରଥମ ରାଉଣ୍ଡର ଗଣତିରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆଗରେ ଥିବା ଜଣାଯାଇଛି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ…

ଚନ୍ଦନ ଯାତ୍ରା ବେଳେ ବିସ୍ଫୋରଣ, ୧୦ରୁ ଅଧିକ ଲୋକ ଆହତ

ଜଗତସିଂହପୁର : ଚନ୍ଦନ ଯାତ୍ରା ଚାଲିଥିବା ବେଳେ ବିସ୍ଫୋରଣ । ଘଟଣାରେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ମା ଶାରଳାଙ୍କ ପୀଠରେ ଅଘଟଣ। ଚନ୍ଦନ ଯାତ୍ରା ଚାଲିଥିବା ବେଳେ ବଡ଼ ଧରଣର ବିସ୍ଫୋରଣ ଘଟିଛି । ଶ୍ରଦ୍ଧାଳୁଙ୍କ ଗହଣରେ ଚନ୍ଦନଯାତ୍ରାକୁ…

ଝାରସୁଗୁଡ଼ା ଉପନିର୍ବାଚନ; ସକାଳ ୮ରୁ ଭୋଟ ଗଣତି ଆରମ୍ଭ

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନିର୍ଦ୍ଧାରିତ ତାରିଖ ଅନୁସାରେ ଆଜି ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଗଣତି ଚାଲିଛି।  ଏହାପରେ ସକାଳ ସାଢ଼େ ୮ଟାରୁ ଇଭିଏମ୍ ବାଲାଟ୍ ଗଣତି ଆରମ୍ଭ ହେବ ବୋଲି ସୂଚନା ମିଳିଛି। ଭୋଟ ଗଣତି ପାଇଁ ସବୁ ପ୍ରକାର…

ରେଲଓ୍ୱେର ‘ଗୋଟିଏ ଷ୍ଟେସନ ଗୋଟିଏ ଉତ୍ପାଦ’ ଆଉଟଲେଟ ଖୋଲିଲା ୩୧ଟି

ଭୁବନେଶ୍ୱର: ଓଡ଼ିଶା ସମେତ ଦେଶର ୨୧ଟି ରାଜ୍ୟ ଓ ୩ଟି କେନ୍ଦ୍ର ଶାସିତ ଅଞ୍ଚଳର ରେଳ ଷ୍ଟେସନରେ ସ୍ଥାନୀୟ ଉତ୍ପାଦର ପ୍ରଚାର ଓ ବିକ୍ରି ପାଇଁ ରେଳ ମନ୍ତ୍ରାଳୟ ପକ୍ଷରୁ 'ଗୋଟିଏ ଷ୍ଟେସନ ଗୋଟିଏ ଉତ୍ପାଦ' (ଓଏସ୍ଓପି) ଯୋଜନା ଆରମ୍ଭ କରାଯାଇଛି। ମାର୍ଚ୍ଚ ୨୫, ୨୦୨୨ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ…

ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ଯାଜପୁର ଜିଲ୍ଲାର ଉପସଭାନେତ୍ରୀ

ଭୁବନେଶ୍ୱର: କଂଗ୍ରେସ ଦଳର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଯାଜପୁର ଜିଲ୍ଲା ବିଜୁ ମହିଳା ଜନତା ଦଳର ଉପସଭାନେତ୍ରୀ ଶ୍ରୀମତୀ ଆରତୀ ଦେଓଙ୍କ ସମେତ ବହୁ ବିଜେଡ଼ି କର୍ମୀ ଆଜି ବିଜେଡ଼ି ଛାଡ଼ି କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି । ଏହି ଅବସରରେ ଭୁବନେଶ୍ୱର ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ…