Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡି ପାଇଁ ମହାପ୍ରଭୁ ଜଗନ୍ନାଥ ବଡ ନା ଭିକେ ପାଣ୍ଡିଆନ ବଡ?: ବିଜେପି

ଭୁବନେଶ୍ୱର: ବିଜେଡି ପାଇଁ ମହାପ୍ରଭୁ ଜଗନ୍ନାଥ ବଡ ନା ଭିକେ ପାଣ୍ଡିଆନ ବଡ? ବିଜୁ ଜନତା ଦଳ\"ବିଫ୍ ଜନତା ଦଳ’ ହୋଇସାରିଛି କି? ବିଜେଡି ଜଣେ ଅଣ ଓଡ଼ିଆଙ୍କ ରିମୋଟ କଟ୍ରୋଲରେ ଚାଲିବା କଣ ରୂପାନ୍ତରିକରଣ? ଓଡିଆ ସ୍ୱାଭିମାନ, ଅସ୍ମିତା ଓ ଭାବାବେଗ ସହ ବିଜେଡି ଧୋକା ଦେଇଛି । ବିଜୁ ଜନତା ଦଳର…

ଶିକ୍ଷାନୁଷ୍ଠାରେ ନୂଆ-ଓ କାର୍ଯ୍ୟକ୍ରମର ଅବଧି ଜାନୁୟାରୀ ୧୫ ଯାଏଁ ବୃଦ୍ଧି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କ ଅଧ୍ୟକ୍ଷତାରେ ଶିକ୍ଷାନୁଷ୍ଠାନଗୁଡିକରେ ଚାଲିଥିବା ନୂଆ-ଓ କାର୍ଯ୍ୟକ୍ରମର ଏକ ସମୀକ୍ଷା ବୈଠକ ଭିଡିଓ କନଫରେନ୍ସିଂ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମନ୍ତ୍ରୀ ନାୟକ ସମସ୍ତ ଶିକ୍ଷାନୁଷ୍ଠାନରେ ଚାଲିଥିବା ନୂଆ-ଓ କାର୍ଯ୍ୟକ୍ରମ…

ନାବାଳିକାକୁ ଦୁଷ୍କର୍ମ ଘଟଣା: ଅଭିଯୁକ୍ତ ଶିକ୍ଷକଙ୍କୁ ଆଜୀବନ କାରାଦଣ୍ଡାଦେଶ

ଯାଜପୁର: ୧୧ ବର୍ଷ ର ନାବାଳିକା କୁ ଦୁଷ୍କର୍ମ ଘଟଣା ରେ ଅଭିଯୁକ୍ତ ଙ୍କୁ ୨୦ ବର୍ଷ ର କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁର ର ପୋକ୍ସୋ ସ୍ବତନ୍ତ୍ର କୋର୍ଟ । ୨୦୨୦ ମସିହା ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅଞ୍ଚଳର ମୋହନ ଭୂୟାଁ ଏକ ବିଦ୍ୟାଳୟ ପରିସରରେ ଘରୋଇ ଟିଉସନ କରୁଥିଲେ । ଟିଉସନ ସାରିବା…

ଧାନ କିଣାରେ ବର୍ଷକୁ ୧ ହଜାର କୋଟି ଟଙ୍କାର ଦଳୀୟ ପାଣ୍ଠି ସଂଗ୍ରହ କରୁଛି ବିଜେଡି: ବିଜେପି

ଭୁବନେଶ୍ୱର: ଧାନକିଣାରେ ଏକ ବଡ ସିଣ୍ଡକେଟ୍ କାମ କରୁଛି । ରାଜ୍ୟ ସରକାରଙ୍କ କୃଷି, ଯୋଗାଣ ଏବଂ ସମବାୟ ବିଭାଗର ମିଳିତ ମଧୁଚନ୍ଦ୍ରିକାରେ ସାମିଲ ଅଛନ୍ତି ମିଲର୍ସ । ଧାନ କିଣାରେ ବିଜେଡି ବର୍ଷକୁ ୧୦୦୦ କୋଟି ଟଙ୍କାର ଦଳୀୟ ପାଣ୍ଠି ସଂଗ୍ରହ କରୁଥିବା ଅଭିଯୋଗ ଆଣିଛନ୍ତି ବିଜେପି ରାଜ୍ୟ…

ମାତ୍ର ଦେଢ ଘଣ୍ଟାରେ ରାଉରକେଲାରୁ ପହଞ୍ଚିବେ କୋଲକତା, ସପ୍ତାହରେ ୩ ଦିନ ଉଡିବ ଆଲାଏନ୍ସ ଏୟାର ବିମାନ

ଭୁବନେଶ୍ବର: ଏଣିକି ରାଉରକେଲାବାସୀଙ୍କ ପାଇଁ ସହଜ ହେବ କୋଲକତା ଯାତ୍ରା । କାରଣ ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆଜିଠାରୁ ଆରମ୍ଭ ହୋଇଛି । ଏଥିପାଇଁ ରାଜ୍ୟ ସରକାର ୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଯାତ୍ରୀମାନେ ମାତ୍ର ୧ ଘଣ୍ଟା ୩୦ ମିନିଟ୍‌ରେ…

ବରଗଡ଼ରେ ଚାଷୀ, ଗ୍ରାମବାସୀ ଓ ବିଦ୍ୟାର୍ଥୀଙ୍କ ସମସ୍ୟା ବିଷୟରେ ପଚାରି ବୁଝିଲେ ରାଜ୍ୟପାଳ

ବରଗଡ଼: ଆଜି ବରଗଡ଼ ଜିଲ୍ଲା ଗସ୍ତରେ ରାଜ୍ୟପାଳ ରଘୁବର ଦାସ । ଅତାବିରାରେ ଚାଷୀଙ୍କୁ ଭେଟିଛନ୍ତି ସମସ୍ୟା ବିଷୟରେ ପଚାରି ବୁଝିଛନ୍ତି ରାଜ୍ୟପାଳ । ଧାନ ଦର ବୃଦ୍ଧି, ଚାଷୀଙ୍କୁ ବିଦ୍ୟୁତ ଛାଡ଼ ସହ ଟୋକନ ସମସ୍ୟାରୁ ଧାନ ବିକ୍ରୟ ହୋଇ ପାରୁନଥିବା ଏପରି ଅନେକ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିଲା ।…

୨୭ ବର୍ଷରେ ବିଜେଡି: ପୁରୀ ଗୋପବନ୍ଧୁ ଆୟୁର୍ବେଦିକ ମେଡ଼ିକାଲ କଲେଜ ପରିସରରେ ରକ୍ତଦାନ ଶିବିର ଆୟୋଜିତ

ପୁରୀ: ବିଜୁ ଜନତା ଦଳର ୨୬ ବର୍ଷ ପୂର୍ତ୍ତି ଉପଲକ୍ଷେ ପୁରୀ ଗୋପବନ୍ଧୁ ଆୟୁର୍ବେଦିକ ମେଡ଼ିକାଲ କଲେଜ ପରିସରରେ ଏକ ବିଶାଳ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । ବିଜୁ ଯୁବ ଜନତା ଦଳର ରାଜ୍ୟ ଉପସଭାପତି ତଥା ଓଡ଼ିଶା ମୋ ପରିବାର ପୁରୀ ଜିଲ୍ଲା ସଂଯୋଜକ ଶୁଭାଶିଷ ଖୁଣ୍ଟିଆଙ୍କ ନେତୃତ୍ୱରେ ଏହି…

ଇଡକୋ ଚିଫ ଜେନେରାଲ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଯାଜପୁର: ଭିଜିଲାନ୍ସ ଜାଲରେ ଇଡ୍‌କୋ ଅଧିକାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡ୍‌କୋ ଚିଫ୍ ଜେନେରାଲ ମ୍ୟାନେଜର ସରୋଜ କାନ୍ତ ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଏକକାଳୀନ ୭ ଟି ସ୍ଥାନରେ ଚଢାଉ ଚାଲିଛି । ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ…

କଂଗ୍ରେସ ପାଳିବ ଶ୍ରଦ୍ଧାଞ୍ଜଳି ଦିବସ

ଭୁବନେଶ୍ବର : ଜାନୁଆରୀ ୨ ତାରିଖରେ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବ କଂଗ୍ରେସ  । କଳିଙ୍ଗନଗର ଗୁଳିକାଣ୍ଡକୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଦିବସ  । ସମସ୍ତ ଜିଲ୍ଲା ଓ ସହରରେ କ୍ୟାଣ୍ଡେଲ ଜାଳି ଦୁଇ ମିନିଟ୍  ପ୍ରାର୍ଥନା କରାଯିବ । ସରକାରଙ୍କ ଆଦିବାସୀ ମାରଣ ନୀତି ବିରୋଧରେ ଲଢିବାକୁ ଆହ୍ବାନ…

ତଳମୁହାଁ ହେଉଛି ଶୀତ ପ୍ରକୋପ : ଆଜି ୧୦ ଡିଗ୍ରୀ ତଳେ ୩ ସହର

ଭୁବନେଶ୍ବର : କମୁଛି ପାରଦ ଆଉ ବଢୁଛି ଶୀତ  । ରାଜ୍ୟରେ ଶୀତର କୋପ ଏବେ ତଳମୁହାଁ ହେବାରେ ଲାଗିଛି। ଆଜି୧୦ ଡିଗ୍ରୀ ତଳେ ରହିଛି ୩ଟି ସହର  ।  ୭ ଡିଗ୍ରୀ ତାପମାତ୍ରା ସହ କୋରାପୁଟ ପାଲଟିଛି ସବୁଠୁ ଥଣ୍ଡା ସହର  । ସେହିପରି  ଦାରିଙ୍ଗବାଡ଼ି ରେ ୮.୫ ଡିଗ୍ରୀ ଓ ସିମିଳିଗୁଡ଼ାରରେ ୯ ଡିଗ୍ରୀ…