Latest Odisha News

BREAKING NEWS

Browsing Category

ଓଡିଶା

Odisha

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ଲୁପସ୍ ଏକ ସଂକ୍ରମକ ରୋଗ ନୁହେଁ । ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ । ତେବେ ଏହାର ଚିକିତ୍ସା ସମ୍ଭବ । ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ । ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ…

ଯୁବ ସଂଗମ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ରାଜସ୍ଥାନ ପରିଦର୍ଶନରେ ଯିବେ ସୋଆ ଛାତ୍ରଛାତ୍ରୀ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଯୁବ ସଂଗମ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ରାଜସ୍ଥାନର ଆଇଆଇଟି ଯିବାକୁ ମନୋନୀତ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୭ ଜଣ ଛାତ୍ରଛାତ୍ରୀ । ଏହି କାର୍ଯ୍ୟକ୍ରମରେ ସୋଆର ଛାତ୍ରଛାତ୍ରୀମାନେ ରାଜସ୍ଥାନର ସାଂସ୍କୃତିକ ଭିତିଭୂମି ତଥା…

ଗଞ୍ଜେଇ ଚାଲାଣ ମାମଲାରେ ‘ବିଧାୟକ’ ଗିରଫ

କଟକ: ବୁଧବାର କଟକ ଜିଲ୍ଲା ଅବକାରୀ ବିଭାଗ ବେଆଇନ ଭାବେ ବିପୁଳ ପରିମାଣର ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ବେଆଇନ କାମ କରୁଥିବା ଖବର ପାଇ ଟାଙ୍ଗୀ ଟୋଲ୍ ଗେଟ୍ ନିକଟରେ ଅଧିକାରୀମାନେ ସେମାନଙ୍କୁ ଅଟକାଇଥିଲେ। ଯାଞ୍ଚ କରିବା ପରେ ଅଧିକାରୀମାନେ…

କପିଳେଶ୍ବର ମନ୍ଦିର ପ୍ରସଙ୍ଗରେ ଅପରାଜିତାଙ୍କ ଉଦାହରଣ ଦେଇ ଧର୍ମେନ୍ଦ୍ରଙ୍କୁ ବିଜେଡିର ସମାଲୋଚନା

ଭୁବନେଶ୍ୱର: ଗେଜେଟ୍ ବିଜ୍ଞପ୍ତି ସତ୍ତ୍ୱେ କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଓ ରକ୍ଷଣାବେକ୍ଷଣ ଦାୟିତ୍ୱ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ଏଏସ୍ଆଇ)କୁ ଦେବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ କେ. କିଷାନ ରେଡ୍ଡୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା…

ଝାରସୁଗୁଡ଼ା ଉପନିର୍ବାଚନ, ଅପରାହ୍ଣ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମତଦାନ ଶେଷ ହୋଇଛି । ଅପରାହ୍ଣ ୫ଟା ସୁଦ୍ଧା ଝାରସୁଗୁଡ଼ାରେ ୬୮.୧୨ ପ୍ରତିଶତ ମତଦାନ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ଉପନିର୍ବାଚନ ଲାଗି ମତଦାନ ଶାନ୍ତି ଶୃଙ୍ଖଳାର ସହ ହୋଇଥିବା କହିଛନ୍ତି…

ବେଦାନ୍ତ ଆଲୁମିନିୟମ ପକ୍ଷରୁ ସୁନ୍ଦରଗଡର ଅଧିକାଂଶ ସ୍ଥାନକୁ ମାଗଣା ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ଯତ୍ନ ସେବାର ପ୍ରସାର

ଝାରସୁଗୁଡ଼ା: ଅଗ୍ରଣୀ ଆଲୁମିନିୟମ ନିର୍ମାତା ଓବେଦାନ୍ତ ଲିମିଟେଡ ଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାରେ ଲୋକମାନଙ୍କ ପାଇଁ ମାଗଣା ଭ୍ରାମ୍ୟମାଣ ମୋବାଇଲ ସ୍ୱାସ୍ଥ୍ୟସେବାକୁ ପ୍ରସାର କରିଛି । ଏଥିରେ ଡାକ୍ତର, ନର୍ସ, ଫାର୍ମସିଷ୍ଟ ଓ ବିଶେଷଜ୍ଞ ମେଡିକାଲ ଟେକନିସିଆନମାନେ ରୋଗୀଙ୍କୁ ଚିକିତ୍ସା ପରାମର୍ଶ,…

ଶ୍ରୀକ୍ଷେତ୍ର ଭଉଁରୀ ଦିନ ରାତି ୩ଟାରୁ ଦ୍ୱାରଫିଟା

ପୁରୀ: ଦିନକ ପରେ ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ । ପରମ୍ପରା ଅନୁସାରେ ୩ ରଥର ପ୍ରତ୍ୟେକ ଦୁଇଟି ଚକ ସହ ଗୋଟିଏ ଅଖ ସଂଯୋଗ କରାଯିବ । ଯାହାକୁ ଚକଅଖ ଡେରା ନୀତି କୁହନ୍ତି । ଏଥିପାଇଁ ବିଶ୍ଵକର୍ମା ମହାରଣାମାନେ ୬ଟି ଚକ ସମ୍ପୂର୍ଣ୍ଣ ପ୍ରସ୍ତୁତ କରିଥିବା ବେଳେ ଆଜି ସୁଦ୍ଧା ୮ଟି ଚକର ନିର୍ମାଣ…

୪୦ କୋଟି ଟଙ୍କା ବ୍ୟୟରେ ହେବ ପାରଳାଖେମୁଣ୍ଡି ବାଇପାସ୍

ଭୁବନେଶ୍ୱର: ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ । ଓଡ଼ିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ । ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ର ନିର୍ମାଣ ପାଇଁ ପାହାଡ଼ି କାଟି ଟନେଲ ଜରିଆରେ ରାସ୍ତା…

ତାତିରୁ ତ୍ରାହି ନାହିଁ, ଆଗାମୀ ୫ ଦିନ ଯାଏ ୪୦ ଡିଗ୍ରୀରେ ଜଳିବ ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ ଏବେ ତାତିରୁ ନିସ୍ତାର ମିଳିବ ନାହିଁ । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଲାଗି ରହିବ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଥିବା ବେଳେ ବାତ୍ୟାର ରୂପ ନେବ । ହେଲେ…

ଆସୁଥିବା ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି: ଆଇଏମଡି

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ଲଘୁଚାପ ଆଜି ରାତିରେ ବାତ୍ୟାରେ ପରିଣତ ହେବ । ଏହା ପରେ ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଶକ୍ତିଶାଳୀ ହେବ । ତେବେ ଓଡ଼ିଶା ଉପରେ ଆସୁଥିବା ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ । ଏନେଇ ସୂଚନା…