Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁନ୍ଦରଗଡ଼ରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୮୬.୨୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର) ଅନୁମୋଦନ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଇବ୍‌ ନଦୀରେ ଭଷ୍ମା ପ୍ରକଳ୍ପ ପାଇଁ…

ଶିବ ରଞ୍ଜନ ବିଶ୍ଵାଳଙ୍କୁ ଶ୍ରେଷ୍ଠ ପ୍ରବାସୀ ଓଡ଼ିଆ ପୁରସ୍କାର ପ୍ରଦାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ମାଞ୍ଚେଷ୍ଟରଠାରେ ଅବସ୍ଥାପିତ ଯୁବ ଆଇ.ଟି. ଶିଳ୍ପଦ୍ୟୋଗୀ ଶିବ ରଞ୍ଜନ ବିଶ୍ଵାଳଙ୍କୁ ନିକଟରେ ଶ୍ରେଷ୍ଠ ପ୍ରବାସୀ ଓଡ଼ିଆ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀର କନଷ୍ଟିଚ୍ୟୁସନ୍ କ୍ଲବଠାରେ ପରିଚୟ ଫାଉଣ୍ଡେସନ ତରଫରୁ ଆୟୋଜିତ ନବମ ପରମ୍ପରା ପୁରସ୍କାର ସମାରୋହ…

ମହଙ୍ଗା ପଡିଲା ବିଲ୍ ପୈଠ ନକରିବା, ନିଲାମ ହେଲା ନିର୍ମାଣ ସୌଧ କାର୍ଯ୍ୟାଳୟର ଆସବାବପତ୍ର

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଭୁବନେଶ୍ୱରରେ ନିର୍ମାଣ ସୌଧ କାର୍ଯ୍ୟାଳୟର ଥିବା ସମ୍ପତ୍ତି ନିଲାମ ପ୍ରକ୍ରିୟା । କନଷ୍ଟ୍ରକସନ ଇଣ୍ଡିଆ କମ୍ପାନୀର କଣ୍ଟ୍ରାକ୍ଟର ଦୀନେଶ ପାଠକଙ୍କୁ ୧୮ ଲକ୍ଷ ଟଙ୍କାର ବିଲ ପୈଠ କନରିବାରୁ ଭୁବନେଶ୍ୱର ସିନିୟର ଡିଭିଜନ ସବ-ଜଜ୍ ଏହି ନିର୍ଦ୍ଦେଶ ଦେଇଥିଲେ ।…

ଦିନ ଦ୍ବିପ୍ରହରରେ ବୃଦ୍ଧଙ୍କଠାରୁ ୧ଲକ୍ଷ ୯୯ହଜାର ଟଙ୍କା ଲୁଟି ଚମ୍ପଟ ମାରିଲେ ଲୁଟେରା

କଣ୍ଟାବାଞ୍ଝି : ଥମୁନି ଲୁଟେରାଙ୍କ ପ୍ରାର୍ଦୁଭାବ  । ଦୀର୍ଘ ଦିନର ନୀରବତା ପରେ କଣ୍ଟାବାଞ୍ଝି ଅଞ୍ଚଳରେ ପୁଣି ସକ୍ରିୟ ହୋଇଛନ୍ତି ଲୁଟେରା  । ଦିନ ଦ୍ବିପ୍ରହରରେ ଜଣେ ବୃଦ୍ଧଠାରୁ ୧ ଲକ୍ଷ ୯୯ ହଜାର ଟଙ୍କା ଝାମ୍ପି ନେଇଛନ୍ତି ଦୁର୍ବୁତ୍ତ । ଲୁଟ୍‌ର ଶିକାର ହୋଇଥିବା ବ୍ୟକ୍ତି ଜଣଙ୍କ…

ତ୍ରିପୁରାରୁ ଆସିଲା ଦୁଃଖଦ ଖବର, ମାତୃଭୂମି ପାଇଁ ପୁଣି ସହୀଦ ହେଲେ ଆଉ ଜଣେ ଓଡିଆ ଯବାନ

କଳାହାଣ୍ଡି: ତ୍ରିପୁରାରୁ ଆସିଲା ଦୁଃଖଦ ଖବର । ମାତୃଭୂମି ପାଇଁ ପୁଣି ସହିଦ ହେଲେ ଆଉ ଜଣେ ଓଡ଼ିଆ ଯବାନ । ଆସାମ ତ୍ରିପୁରାରେ କାର୍ଯ୍ୟରତ ଅବସ୍ଥାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଥିବା ସୂଚନା ମିଳିଛି । ସହିଦ ଯବାନ ଜଣଙ୍କ ହେଉଛନ୍ତି କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡି…

କଟକ ମେୟର ଏବଂ କମିଶନରଙ୍କ ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ ବିରୋଧୀ କର୍ପୋରେଟର

କଟକ : ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ ବିରୋଧୀ କର୍ପୋରେଟର  । ଆଜି ସକାଳେ  ସିଏମସି କାର୍ଯ୍ୟାଳୟରେ ମେୟର ଓ କମିଶନରଙ୍କ ଆସି ଆଲୋଚନା କରିବା ପରେ କର୍ପୋରେଟର ମାନେ ଧାରଣା ପ୍ରତ୍ୟାହୃତ କରିଛନ୍ତି । କିଛି ଦିନ ହେବ ମହାନଗର ନିଗମରେ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଆସୁଛି । …

ଘଣ୍ଟା ପ୍ରତି ୨୬ କିମି ବେଗରେ ବାଂଲାଦେଶ ଆଡକୁ ମୁହାଁଉଛି ବାତ୍ୟା ‘ମିଧିଲି’

ଭୁବନେଶ୍ୱର:ବାଂଲାଦେଶ ମୁହାଁଉଛି ବାତ୍ୟା ମିଧିଲି । ଉତ୍ତରପଶ୍ଚିମ ଏବଂ ନିକଟବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ମିଧିଲି ଉତ୍ତର-ଉତ୍ତରପୂର୍ବକୁ ମୁହାଁଉଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିଲା ସୂଚନା ଅନୁଯାୟୀ ଗତ ୬ ଘଣ୍ଟା ମଧ୍ୟରେ ଏହାର ବେଗ ଘଣ୍ଟାପ୍ରତି ବେଗ ୨୬ କିମି…

ଜମୁଛି ଜୁଗାର ଯାତ୍ରା , ଲାଉମୁଣ୍ଡାରେ ହଜାର ହଜାର ଲୋକଙ୍କ ସମାଗମ

ବରଗଡ : ବରଗଡ ଜିଲ୍ଲା ଲାଉମୁଣ୍ଡାର ପ୍ରସିଦ୍ଧ ଯୁଗାର ଯାତ୍ରା । ଦୀର୍ଘ ୬୨ ବର୍ଷ ହେବ ଏହି ଯାତ୍ରା ପାଳିତ ହୋଇଆସୁଛି । ଏହି ବିରାଟ ଯାତ୍ରାକୁ ଦେଖିବାକୁ  ଜିଲ୍ଲା ତଥା ଜିଲ୍ଲା ବାହାରୁ ପ୍ରାୟ ୫୦ରୁ ୬୦ ହଜାର ଲୋକ ଏହି ଯୁଗାର ଯାତ୍ରାରେ ସାମିଲ ହୋଇଛନ୍ତି । ପାରମ୍ପରିକ ନୃତ୍ୟ, ଗୀତ…

ଆଉ ଏକ କ୍ରିପ୍ଟୋ-ପଞ୍ଜି ସ୍କାମର ପର୍ଦ୍ଦାଫାଶ : ‘ୟେଶ ୱାର୍ଲଡ’ ମୁଖ୍ୟଙ୍କ ସହ ଓଡ଼ିଶାରୁ ୨ ଜଣଙ୍କୁ ଗିରଫ କଲା…

ଭୁବନେଶ୍ୱର: ଓଡ଼ିଶା କ୍ରାଇମ ବ୍ରାଞ୍ଚର ଇକୋନମିକ ଅଫେନ୍ସ ୱିଙ୍ଗ ବା ଇଓଡବ୍ଲ୍ୟୁ ଆଉ ଏକ କ୍ରିପ୍ଟୋକରେନ୍ସି ଦୁର୍ନୀତିର ପର୍ଦ୍ଦାଫାଶ କରିଛି । ଏହି ଘଟଣାର ମୁଖ୍ୟ କୁହାଯାଉଥିବା ୟେଶ ୱାର୍ଲଡ କ୍ରିପ୍ଟୋ ଟୋକେନର ସନ୍ଦୀପ ଚୌଧୁରୀଙ୍କୁ ଜୟପୁର(ରାଜସ୍ଥାନ )ରୁ ଗିରଫ କରାଯାଇଛି ।…

ଲୋକବାଦ୍ୟକୁ ବଞ୍ଚାଇବାପାଇଁ କରାଯାଉଛି ପ୍ରସାର, ହେଲେ ବାଦ୍ୟ କାରୀଗରଙ୍କୁ ପଚାରେ ବା କିଏ…

ନୂଆପଡା: ଲୋକକଳା ଓ ଲୋକସଂସ୍କୃତି ଲୋକବାଦ୍ୟକୁ ବଞ୍ଚାଇବାପାଇଁ ସରକାରୀ ସ୍ତରରେ ବିଭିନ୍ନ ଉତ୍ସବ ଆୟୋଜନା ସହ କଳାକାରମାନଙ୍କୁ ପ୍ରୋତ୍ସାହିତ କରାଯାଉଛି । ହେଲେ ଏଥିପାଇଁ ଯେଉଁ ବାଦ୍ୟ ଦରକାର, ସେ ବାଦ୍ୟର କାରିଗରମାନେ ଏବେ ଅବହେଳିତ । ସରକାରୀ ପ୍ରୋତ୍ସାହନ ଅଭାବରୁ ଲୋକବାଦ୍ୟ…