Latest Odisha News

BREAKING NEWS

Browsing Category

ଓଡିଶା

Odisha

ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ- ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର: ମେ’ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ରବିବାର ଏକ ସାକ୍ଷାତକାରରେ ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି, ମେ ତୃତୀୟ ସପ୍ତାହରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ ।…

ହିଂସାଗ୍ରସ୍ତ ମଣିପୁରରୁ ୧୦ ଛାତ୍ରଛାତ୍ରୀ ସୁରକ୍ଷିତ ଭାବେ ଓଡ଼ିଶା ଫେରିଲେ

ଭୁବନେଶ୍ୱର:ଇମ୍ଫାଲସ୍ଥିତ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ୧୦ ଜଣ ଓଡ଼ିଆ ଛାତ୍ର ମଣିପୁର ହିଂସାକୁ ଦୃଷ୍ଟିରେ ରଖି ଓଡ଼ିଶା ଫେରି ଆସିଛନ୍ତି । ସେମାନେ ରବିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି । ପ୍ରଥମ ପର୍ଯ୍ୟାୟରେ କିଛି ଛାତ୍ରଛାତ୍ରୀ ଆଜି ଓଡିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି ।…

ଆସନ୍ତାକାଲି ସକାଳ ସୁଦ୍ଧା ଲଘୁଚାପ; ତା’ ପରେ ସ୍ପଷ୍ଟ ହେବ ବାତ୍ୟାର ଗତିପଥ

ଭୁବନେଶ୍ୱର:ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଦେଖା ଦେଇଥିବା ଘୂର୍ଣ୍ଣି ବଳୟ ଆସନ୍ତାକାଲି ସକାଳ ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ରବିବାର ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଏହା ୯ ତାରିଖ ଅଧିକ ଘନିଭୂତ ହୋଇ ଲଘୁଚାପର ରୂପ ନେଇପାରେ । ଲଘୁଚାପ…

ବ୍ରହ୍ମପୁରରେ ପୁଣି ବୁଲିଲା ଖଣ୍ଡା, ବସ୍‌ ହକରଙ୍କୁ ନିର୍ମମ ଭାବେ କଲେ ହତ୍ୟା   

ବ୍ରହ୍ମପୁର : ରେଶମ ନଗରୀରେ ପୁଣି ବୁଲିଲା ଖଣ୍ଡା। ଗଡ଼ିଲା ମୁଣ୍ଡ, ବୋହିଲା ରକ୍ତର ନଦୀ। ବଡ଼ବଜାର ଥାନା ଆଚାର୍ଯ୍ୟ ବିହାରରେ ହତ୍ୟାକାଣ୍ଡ । ରାସ୍ତା ଉପରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ଯୁବକ ଜଣକ ହେଉଛନ୍ତି ବଡ଼ବଜାର ଥାନା ଅନ୍ତର୍ଗତ…

ବନ୍ତଳା ବନାଞ୍ଚଳ ତଳଗଡ଼ରେ ବୃଦ୍ଧାଙ୍କୁ ଦଳି ମାରିଲା ହାତୀ

ଅନୁଗୁଳ : ପୁଣି ହାତୀ ଆକ୍ରମଣରେ ଚାଲିଗଲା ଜଣକ ଜୀବନ । ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଆଜି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ବନ୍ତଳା ଥାନା ତଳଗଡ଼ ଗ୍ରାମର ବିଜୁଳି ସାହୁ(୫୭)ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଆଜି ଭୋର ୫ଟାରେ ଗାଁ ନିକଟରେ ଥିବା ଆମ୍ବ ବାଡିକୁ ଆମ୍ବ…

ଆଜି କମ୍ପିବ ଝାରସୁଗୁଡ଼ା, ନିର୍ବାଚନ ପ୍ରଚାରକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା : ପାଖେଇ ଆସିଲାଣି ଝାରସୁଗୁଡ଼ା ନିର୍ବାଚନ । ଭୋଟରଙ୍କୁ ମନାଇବାକୁ ସବୁ ଦଳ ମନାଇଛନ୍ତି ମାରାଥନ୍‌ ପ୍ରଚାର । ଆଜି ଦୁଲୁକିବ ମୈଦାନ । ଝାରସୁଗୁଡ଼ାରେ ହାଇଭୋଲଟେଜ୍‌ ପ୍ରଚାର ଦେଖିବାକୁ ମିଳିବ । ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ…

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ବିଜେଡି ସାଂସଦଙ୍କ ନିବେଦନ, ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ଖୋଲାଯାଉ ଓଡ଼ିଆ ବିଭାଗ

ଭୁବନେଶ୍ୱର: ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ଓଡ଼ିଆ ଭାଷା ପାଇଁ ଏକ ବିଭାଗ ପ୍ରତିଷ୍ଠା କରିବାକୁ ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନିବେଦନ କରିଛନ୍ତି। ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖି ଅମର ପଟ୍ଟନାୟକ ଓଡ଼ିଆ ଭାଷାର ଗୁରୁତ୍ୱ ଓ…

ଅନ୍ ଲାଇନ୍ ଲାଇଭ ଷ୍ଟ୍ରିମିଂ ବେଳେ ବିଚାରପତିଙ୍କୁ ଟ୍ରେନିଂ ଆବଶ୍ଯକ: ପ୍ରଧାନ ବିଚାରପତି

କଟକ: ଅନଲାଇନରେ ମାମଲାର ଶୁଣାଣିକୁ ନେଇ ଦେଶର ପ୍ରଧାନ ବିଚାରପତି ଡି. ଓ୍ୱାଇ ଚନ୍ଦ୍ରଚୁଡ କଟକରେ ଏକ ବଡ଼ ବୟାନ ଦେଇଛନ୍ତି। ପ୍ରଧାନ ବିଚାରପତି କହିଛନ୍ତି ଯେ ଅନଲାଇନ୍ ଶୁଣାଣିରେ ଏକ ବଡ଼ ପ୍ରସଙ୍ଗ ରହିଛି ଯେ ଏଠାରେ ଅତି ଯତ୍ନର ସହ କହିବାର ଆବଶ୍ୟକତା ରହିଛି। ଶୁଣାଣିର ଲାଇଭ୍ ଷ୍ଟ୍ରିମିଂ…

୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ  ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାର ୬୨ଟି ହାଇସ୍କୁଲ, ବରଗଡ ଜିଲ୍ଲାର ୬୨ଟି, ମୟୁରଭଞ୍ଜ ଜିଲ୍ଲାର ୧୦୦ଟି, ବୌଦ୍ଧ…

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ବିଜୁଳିକାଟ୍ ଘଟଣା ଓଡ଼ିଶାକୁ ନିନ୍ଦିତ କରିଛି: ବିଜେପି

ଭୁବନେଶ୍ୱର: ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ବିଜୁଳିକାଟ୍ ସାରା ଦେଶରେ ଓଡ଼ିଶାକୁ ଲଜ୍ଜିତ କଲାଭଳି ଘଟଣା। ଏହା କହିଛି ବିଜେପି। ଯେଉଁ ବିଦ୍ୟୁତ ବିଭ୍ରାଟ ହେଲା ତାହା ମହାମହିମ ରାଷ୍ଟ୍ରପତିଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କଲାଭଳି ଘଟଣା । ଯାହା ରାଜ୍ୟ ସରକାରଙ୍କ ଅବହେଳା ପ୍ରଦର୍ଶନକୁ…