Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୂର୍ବତନ ବିଧାୟକ ସନ୍ତୋଷ କୁମାର ପ୍ରଧାନଙ୍କ ପରଲୋକ

ଅନୁଗୁଳ: ଅନୁଗୁଳ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସନ୍ତୋଷ କୁମାର ପ୍ରଧାନଙ୍କ ପରଲୋକ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘଦିନ ଧରି ଫୁସ୍‌ଫୁସ ସଂକ୍ରମଣରେ ପୀଡ଼ିତ…

ଏଡିଜେ କୋର୍ଟ ଦାବୀରେ ଆଜି ୧୨ ଘଣ୍ଟିଆ ଖଡ଼ିଆଳ, ସିନାପାଲି ଓ ବୋଡେ଼ନ ବନ୍ଦ

ନୂଆପଡା: ଆଜି ୧୨ ଘଣ୍ଟିଆ ଖଡ଼ିଆଳ ବିଧାନସଭା ମଣ୍ଡଳୀ ବନ୍ଦ । ନୂଆପଡା ଜିଲ୍ଲା ଖଡ଼ିଆଳ ଠାରେ ଏଡିଜେ କୋର୍ଟ ଦାବୀ ନେଇ ଆଜି ଖଡ଼ିଆଳ, ବୋଡେ଼ନ, ସିନାପାଲି ବ୍ଲକ ରେ ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି l ଦୋକାନ ବଜାର ବନ୍ଦ ରହିବା ସାଙ୍ଗକୁ ସରକାରୀ ବେସରକାରୀ ଅନୁଷ୍ଠାନ ମଧ୍ୟ ବନ୍ଦ ରହିଛି l …

ଦେବଗଡ ପରେ ରାଜଧାନୀରେ ଶିଶୁ ଅପହରଣ: ବାପା କୋଳରୁ ଶିଶୁପୁତ୍ରକୁ ଛଡାଇ ନେଇ ଅପରାଧୀ ଚମ୍ପଟ

ଭୁବନେଶ୍ବର: ରାଜ୍ୟରେ ଅପରାଧୀଙ୍କ ଟାର୍ଗେଟରେ ଯେମିତି ଛୋଟ ଶିଶୁ ପଡିଛନ୍ତି । ନାବାଳିକା ଅପହରଣ, ହତ୍ୟା, ନିଖୋଜ ପରି ଘଟଣାରେ ଯେମିତି ରୋକ ଲାଗି ପାରୁନି । ଦୁଇ ଦିନ ତଳେ ଦେବଗଡ ବଜାରରୁ ସନ୍ଧ୍ୟାରେ ୭ ବର୍ଷର ଝିଅ ପିହୁକୁ ଜେଜେ ମା’ଙ୍କ ଆଖି ସାମ୍ନାରେ ଝାମ୍ପି ନେଇ ଯାଇଥିଲେ…

ରାଉରକେଲାରେ ହଇଜା ଆତଙ୍କ: ମୃତ୍ୟୁ ସଂଖ୍ୟା ୧୦ ଛୁଇଁଲା, ହଜାରେରୁ ଅଧିକ ଆକ୍ରାନ୍ତ

ରାଉରକେଲା: ରାଉରକେଲାରେ ଝାଡାବାନ୍ତି ଉପର ମୁହାଁ । କମିବାର ନାଁ ଧରୁନି । ଆରଜିଏଚରେ ଝାଡାବାନ୍ତି ଆକ୍ରାନ୍ତ ରୋଗୀଙ୍କ ମଳ ନମୂନା ପରୀକ୍ଷା ରିପୋର୍ଟରେ ହଇଜା ଭୂତାଣୁ ଚିହ୍ନଟ ହୋଇଛି । ବର୍ତ୍ତମାନ ସୁଦ୍ଧା ଝାଡାବାନ୍ତିରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକ ହଜାରରୁ ଅଧିକ ଆକ୍ରାନ୍ତ…

ମହାପ୍ରଭୁଙ୍କୁ ସ୍ୱର୍ଣ୍ଣାଳଙ୍କାର ଅର୍ପଣ କଲେ ଗୁଜୁରାଟର ଭକ୍ତ

ପୁରୀ: ମହାପ୍ରଭୁଙ୍କୁ ସ୍ୱର୍ଣ୍ଣାଳଙ୍କାର ଅର୍ପଣ କରିଛନ୍ତି ଗୁଜୁରାଟ ଅହମଦାବାଦର ଭକ୍ତ ଚିରାଗ ଚିନୁଭାଇ ପଟେଲ । ଦୈନନ୍ଦିନ ବେଶରେ ଲାଗୁଥିବା ସୁବର୍ଣ୍ଣ ଚିତା ବା ତିଲକ ଦୁଇଟି ଆଜି ଶ୍ରୀମନ୍ଦିର ପ୍ରଶାସନକୁ ଅର୍ପଣ କରିଛନ୍ତି । ଏହା ପ୍ରାୟ ଏକ କିଲୋ ୭୫ଗ୍ରାମ ଓଜନର । ଆଉ ଏହି ସୁନାର ମୂଲ୍ୟ…

୧୪୧ ସାଂସଦଙ୍କ ନିଲମ୍ବନ ପ୍ରତିବାଦ: ରାଷ୍ଟ୍ରପତିଙ୍କ ଉଦ୍ଦ୍ୟେରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଲେ ଇଣ୍ଡିଆ ମେଣ୍ଟ…

ଭୁବନେଶ୍ୱର: ୧୪୧ ସାଂସଦଙ୍କ ନିଲମ୍ବନକୁ ପ୍ରତିବାଦ କରି ରାଷ୍ଟ୍ରପତିଙ୍କ ଉଦ୍ଦ୍ୟେଶ ରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଲେ ଇଣ୍ଡିଆ ମେଣ୍ଟ ଓଡ଼ିଶା ଶାଖାର ନେତୃବୃନ୍ଦ । ଆଜି ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଇଣ୍ଡିଆ ମେଣ୍ଟର ଓଡ଼ିଶା ଶାଖାର କଂଗ୍ରେସ ସମେତ ୧୨ଟି…

୨୦୨୪ ଫେବ୍ରୁଆରୀରେ ହେବ ‘ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’

ଭୁବନେଶ୍ବର: ଆସନ୍ତା ଫେବ୍ରୁଆରୀ ରେ ଭୁବନେଶ୍ବର ଠାରେ ୩ ଦିନ ବ୍ୟାପୀ ଆୟୋଜନ ହେବ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ । ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଐତିହ୍ୟ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ନିଷ୍ପତ୍ତି ସମ୍ପର୍କରେ…

‘କଙ୍ଗୋ’ ରୁ ଓଡିଆ ଯୁବକଙ୍କ ମରଶରୀର ଓ ଅନ୍ୟ ୫ ଙ୍କୁ ଉଦ୍ଧାର ପାଇଁ ସହଯୋଗର ହାତ ବଢାଇଲେ ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା କଙ୍ଗୋରେ ଫସିଥିବା ଓଡିଆ ଯୁବକ ଦିବାକର ଜେନାଙ୍କ ମରଶରୀର ଓ ଅନ୍ୟ ୫ ଜଣ ଓଡିଆ ଯୁବକ ଙ୍କୁ ଉଦ୍ଧାର କରି ସ୍ବଦେଶ ଫେରାଇ ଆଣିବା ପାଇଁ ସହଯୋଗର ହାତ ବଢାଇଛନ୍ତି । ଏନେଇ ଶ୍ରୀ ପଣ୍ଡା କଙ୍ଗୋଠାରେ…

ବ୍ୟାଙ୍କ ମ୍ୟାନେଜରଙ୍କ ନାଁ ରେ କୋଟିଏ ଟଙ୍କା ହେରଫେର ଅଭିଯୋଗ

ନବରଙ୍ଗପୁର: ନବରଙ୍ଗପୁର ସହର ସ୍ଥିତ ଆଇଡିବିଆଇ ବ୍ୟାଙ୍କ ରେ କୋଟିଏ ଟଙ୍କା ହେରଫେର ଘଟଣା । ତଦନ୍ତ ପରେ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି ବ୍ୟାଙ୍କ ର ଆଞ୍ଚଳିକ ମୁଖ୍ୟ (DGM) ସ୍ୱରୂପ ଦତ୍ତ l ପୋଲିସ ପ୍ରାଥମିକ ତଦନ୍ତ କରି ବ୍ରାଞ୍ଚ ମ୍ୟାନେଜର ଅଞ୍ଜନ କୁମାର ଶତପଥୀ ଙ୍କୁ ଥାନାରେ ଅଟକ…

ମୟୂରଭଞ୍ଜ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ 5-T ଅଧ୍ୟକ୍ଷ

ବାରିପଦା: 5-T ଅଧ୍ୟକ୍ଷ ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଆଜି ମୟୂରଭଞ୍ଜ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ସହିତ ସ୍ଥାନୀୟ ଲୋକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହିତ କଥାହୋଇଛନ୍ତି । ଏହାସହ ବାରିପଦା ଠାରେ ବିଶ୍ବବିଦ୍ୟାଳୟ ପଡିଆରେ ଜିଲ୍ଲାର ସମସ୍ତ…