Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାମନଗର ଖାନୱାରେ ପାଣି ଟାଙ୍କି ସହ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକସ୍ଥଳ ଖାନୱାରେ ନିର୍ମାଣ ହେବ ଏହି ପାଣିଟାଙ୍କି। ଏଥିରେ ପ୍ରାୟ ୨ ଲକ୍ଷ ଲୋକ ଉପକୃତ ହେବେ।…

ଦୁର୍ନୀତିର ଗନ୍ତାଘର ପାଲଟିଛି ପୁରୀ ସଦର ବ୍ଲକ୍: ବିଜେପି

ପୁରୀ: ଦୁର୍ନୀତିର ଗନ୍ତାଘର ପାଲଟିଛି ପୁରୀ ସଦର ବ୍ଲକ୍ । ଜେଇ ଠାରୁ ଆରମ୍ଭ କରି ବିଡ଼ିଓ ପର୍ଯ୍ୟନ୍ତ ସମସ୍ତେ ଦୁର୍ନିତୀରେ ଲିପ୍ତ ରହିଛନ୍ତି । ସାଧାରଣ ଲୋକଙ୍କ ସମସ୍ୟା ସମାଧାନ କରିବା ପରିବର୍ତ୍ତେ ସେମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଉଛି । ଏଭଳି ସାଂଘାତିକ ଅଭିଯୋଗ ଆଣି ବିଜେପି…

ଶକ୍ତି ମଲ୍ଟଏୟାର ପ୍ରାଇଭେଟ୍ ଲିମିଟେଡ ଉପରେ ଶେଷ ହେଲା ଆୟକର ରେଡ୍

ଢେଙ୍କାନାଳ: ତୁମୁସିଂହା ଥାନା ଅନ୍ତର୍ଗତ ମଦ ପ୍ରସ୍ତୁତକାରୀ ସଂସ୍ଥା ଶକ୍ତି ମଲ୍ଟଏୟାର ଓ ଲେମୋନେଡସ୍ ପ୍ରାଇଭେଟ୍ ଲିମିଟେଡ୍ ଉପରେ ଆୟକର ବିଭାଗ ପକ୍ଷରୁ ୩ ଦିନ ଧରି ଚାଲିଥିବା ଚଢ଼ଉ ସୋମବାର ଶେଷ ହୋଇଛି। ଏହି ଚଢ଼ାଉ ସମୟରେ ଆୟକର ଅଧିକାରୀମାନେ ମଦ ପ୍ରସ୍ତୁତକାରୀଙ୍କ ଠାରୁ ବହୁ…

ହାଇକୋର୍ଟରେ ନାଟମଣ୍ଡପ ମରାମତି ମାମଲା, ଜାନୁଆରୀ ୧୮ ସୁଦ୍ଧା ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ହାଇକୋର୍ଟରେ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ମାମଲା । ଆସନ୍ତା ଜାନୁଆରୀ ୧୮ ତାରିଖ ସୁଦ୍ଧା ନାଟମଣ୍ଡପ ବିମ୍ ମରାମତି କାମର ଅଗ୍ରଗତି ନେଇ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବାକୁ ଆମିକସ କ୍ୟୁରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେବେ ଜଗମୋହନ ଓ ନାଟମଣ୍ଡପ ମଧ୍ୟରେ ଲାଗିଥିବା କାଠ ଓ…

ମା’ ଶାରଳା’ ମନ୍ଦିର ହୁଣ୍ଡି ଲୁଟ ମାମଲା: ଗିରଫ ହେଲା ମୁଖ୍ୟ ଅଭିଯୁକ୍ତ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ତଥା ଝଙ୍କଡ଼ ବାସିନୀ ମା' ଶାରଳା’ଙ୍କ  ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଚୋରି ହୋଇଥିବା ଘଟଣାରେ ତିର୍ତ୍ତୋଲ ପୋଲିସକୁ ମିଳିଛି ବଡ଼ ସଫଳତା । ଜଣେ ଅଭିଯୁକ୍ତକୁ ଗିରଫ କରିଛି ତିର୍ତ୍ତୋଲ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ କେନ୍ଦୁଝର…

ଘରେ କେହି ନଥିବାର ସୁଯୋଗ ଉଠାଇ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ପୁରୀ: ଘରେ କେହି ନଥିବାର ସୁଯୋଗ ଉଠାଇ ଘରେ କଳା କନା ବୁଲାଇଲେ ଦୁର୍ବୃତ । ଗ୍ରିଲ୍ ଭାଙ୍ଗି ଘର ଭିତରେ ପଶିଲେ ଆଉ ନେଇଗଲେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା । ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସିଦ୍ଧମହାବୀର ନିକଟରେ ଥିବା ନୀଳଚକ୍ର ନଗରରେ ଘଟିଛି ଏହି ଲୁଟ୍ । ଲୁଟ ଶିକାର ହୋଇଛନ୍ତି ସନ୍ତୋଷ…

ଭୁବନେଶ୍ଵରରୁ ଜବତ ହେଲା ୬୦ଲକ୍ଷରୁ ଊର୍ଦ୍ଧ୍ଵ ବ୍ରାଉନସୁଗାର

ଭୁବନେଶ୍ଵର; ଧଳାଜହର କାରବାରରେ ବୁଡିଛି ଓଡିଶା । ସବୁଦିନ କେଉଁଠୁ ନା କେଉଁଠୁ ଜବତ କରାଯାଉଛି ବ୍ରାଉନସୁଗାର । ଅନେକ ଚେଷ୍ଟା ଫଳରେ ବି ପୋଲିସକୁ ଦିନରେ ତାରା ଦେଖାଉଛନ୍ତି ବେପାରୀ ।  ଆଜି ଭୁବନେଶ୍ଵର ଫ୍ଲାଏ ଓଭର ବ୍ରଜ୍ ନିକଟରୁ ୬୬୦ ଗ୍ରାମର ବ୍ରାଉନସୁଗର ଜବତ କରିଛି କମିଶନରେଟ ପୋଲିସ ।…

ଦୁଇ ମହାବଳଙ୍କ ଲଢେଇରେ ଜିତିଲା କିଏ, ଜାଣନ୍ତୁ କାହିଁକି ଲାଗିଥିଲା ଲଢେଇ

ବାରିପଦା: ଲାଗିଛି ଦୁଇ ମହାବଳଙ୍କ ମଧ୍ୟରେ ଲଢେଇ । ଛକାପଞ୍ଝାରେ ରହିଛନ୍ତି ଦୁହେଁ । କିଏ ଜିତିବ ବାଜି । ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳରେ । ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ହୋଇଛି ଏହି ଲଢେଇ । ଲଢେଇର ଏହି ଭିଡିଓଟି ଏବେ ସୋସିଆଲ ମିଡିଆରେ…

ସନ୍ଦେହ ଘେରରେ ପୋଲିସ ଏଫଓଙ୍କ ମୃତ୍ୟୁ

ରାୟଗଡା: ରାୟଗଡା ଏସପି ଙ୍କ ବାସଭବନରେ କାର୍ଯ୍ୟରତ କୁକ୍ ବା ଏଫ୍ଓ ବି. ହରିଶଙ୍କର ରାଓ ଙ୍କ ସନ୍ଦେହ ଜନକ ଭାବେ ଷ୍ଟେସନ ନିକଟରୁ ମୃତଦେହ ଉଦ୍ଧାର କରାଯାଇଛି । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କିଏ ହତ୍ୟା କରିଛି ତାହା ଏଯାଏଁ ସ୍ପଷ୍ଟ ହୋଇନି । ବର୍ତ୍ତମାନ ତାଙ୍କ ମୃତ ଶରୀର…

ଗୋଟିଏ ରାତିରେ ଦୁଇ ଦୁଇଟି ମନ୍ଦିରରୁ ଚୋରୀ, ଲୁଟିନେଲେ ଅଳଙ୍କାର ସମେତ ହୁଣ୍ଡୀ ବାକ୍ସ

ଭଦ୍ରକ: ଗୋଟିଏ ରାତିରେ ଦୁଇ ଦୁଇଟି ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା । ଠାକୁରଙ୍କ ଅଳଙ୍କାର ସମେତ ହୁଣ୍ଡୀ ବାକ୍ସକୁ ନେଇ ଚାଲିଗଲେ ଦୁର୍ବୃତ । ଘଟଣା ଘଟିଛି ଭଦ୍ରକ ପୁରୁଣା ବଜ଼ାର ଥାନା ନିକଟ ସନ୍ଥିଆରେ ଥିବା ସର୍ବ ପୂରାତନ ମଦନ ମୋହନ ଓ ଗୋବିନ୍ଦ ଜୀଉ ମନ୍ଦିରରେ । ସକାଳୁ ପୂଜାରୀ ଆସି…