Latest Odisha News
Browsing Category

ଓଡିଶା

Odisha

ଆଜିଠୁ ତିନି ଦିନିଆ ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ମହାମହିମ

ମୟୂରଭଞ୍ଜ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ତିନି ଦିଆଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ କାଳରେ ସେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦା ଯିବେ। ଜିଲ୍ଲା ପ୍ରଶାସନ ପକ୍ଷରୁ ଅସ୍ଥାୟୀ ହେଲିପ୍ୟାଡରେ ଏକ ମକ୍ ଡ୍ରିଲ ଅନୁଷ୍ଠିତ ହୋଇଯାଇଛି। ଏଥିସହ ପାହାଡପୁର…

ତିନି ଆଇପିଏସ ଅଧିକାରୀ ଡିଜି ପାହ୍ୟାକୁ ଉନ୍ନୀତ

ଭୁବନେଶ୍ୱର: ବୁଧବାର ଓଡ଼ିଶା ସରକାର ୩ ଜଣ ଆଇପିଏସ୍ ଅଧିକାରୀଙ୍କୁ ପୁଲିସ ମହାନିର୍ଦ୍ଦେଶକ ପାହ୍ୟାକୁ ପଦୋନ୍ନତି ଦେବା ନେଇ ଘୋଷଣା କରିଛନ୍ତି। ତିନି ଅଧିକାରୀ ଅରୁଣ ଷଡ଼ଙ୍ଗୀ, ସୁଧାଂଶୁ ଷଡ଼ଙ୍ଗୀ, ଓ୍ୱାଇ. ବି. ଖୁରାନିଆ ସମସ୍ତେ ୧୯୯୦ ବ୍ୟାଚର। ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ…

୫ଟି ମାମଲାରେ ବ୍ରହ୍ମପୁର କୋର୍ଟରେ ହାଜର ହୋଇଛନ୍ତି ବିଧାୟକ ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର: ବୁଧବାର ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ୫ଟି ମାମଲାରେ ବ୍ରହ୍ମପୁର କୋର୍ଟରେ ହାଜର ହୋଇଥିଲେ। ପୂର୍ବତନ ଆଇଏଏଫ ଅଫିସର ଅଭୟ ପାଠକ ଓ ତାଙ୍କ ପୁଅ ଆକାଶ ପାଠକ ମଧ୍ୟ କୋର୍ଟରେ ହାଜର ହୋଇଥିଲେ। ଟାଟା କମ୍ପାନୀରେ ନିଯୁକ୍ତି ନାଁରେ ଠକେଇ କରିଥିବା ମାମଲାରେ ଗୋଳନ୍ଥରା ଥାନାରେ…

ପ୍ରଚାର ବେଳେ ବିଜେପି ବିଧାୟକଙ୍କ ଗାଡି ଉପରକୁ ଅଣ୍ଡା ମାଡ଼ ଅଭିଯୋଗ

ଝାରସୁଗୁଡା: ବୁଧବାର ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ଲଇକେରା ବ୍ଲକ ଅନ୍ତର୍ଗତ ନିକ୍ତିମାଳରେ ନିର୍ବାଚନ ପ୍ରଚାର ବେଳେ ଅଣ୍ଡା ଓ ଟେକାପଥର ମାଡ଼ ଏକ ନିର୍ବାଚନୀ ସଭାରେ ଦଳୀୟ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ପ୍ରଚାର କରୁଥିବା ବେଳେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେଙ୍କ…

ହୋମିଓପାଥିର ପ୍ରମାଣଭିତ୍ତିକ ବୈଜ୍ଞାନିକ ଚିକିତ୍ସା ପ୍ରଣାଳୀ ସୃଷ୍ଟି ଉପରେ ଗୁରୁତ୍ବାରୋପ

ଭୁବନେଶ୍ୱର: ବର୍ତ୍ତମାନ ପ୍ରଚଳିତ ଚିକିତ୍ସା ସେବାରେ ଅତ୍ୟାଧୁନିକ ଔଷଧ ଏବଂ ପ୍ରାଚୀନ କାଳରୁ ଚଳି ଆସୁଥିବା ହୋମିଓପାଥିର ସମନ୍ବୟ ସ୍ବାସ୍ଥ୍ୟସେବାରେ ବ୍ୟାପକ ପରିବର୍ତ୍ତନ ଆଣିବାର ସମ୍ଭାବନା ରଖିଛି । ତେବେ ଏହି କ୍ଷେତ୍ରରେ ଉଚ୍ଚତର ଗବେଷଣା ଏବଂ ପ୍ରମାଣଭିତ୍ତିକ ବୈଜ୍ଞାନିକ…

ମାଉଣ୍ଟ ଏଲବ୍ରସ ଆରୋହଣ କଲେ ସିଦ୍ଧାର୍ଥ, ଫୁଙ୍କିଲେ ଶଙ୍ଖ

ଭୁବନେଶ୍ୱର: ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ସିଦ୍ଧାର୍ଥ ରାଉତରାୟ ୟୁରୋପର ସବୁଠୁ ଉଚ୍ଚ ମାଉଣ୍ଟ ଏଲବ୍ରସ ଆରୋହଣ କରିଛନ୍ତି । ଋଷର ସବୁଠୁ ଗିରିଶୃଙ୍ଗ ମାଉଣ୍ଟ ଏଲବ୍ରସର ଉଚ୍ଚତା ୫୬୪୨ ମିଟର ତଥା ୧୮ ହଜାର ୫୧୦ ଫୁଟ୍ । ମାଉଣ୍ଟ ଏଲବ୍ରସର ଶୀର୍ଷରେ ପହଞ୍ଚିବା ସହ ସିଦ୍ଧାର୍ଥ…

ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଅଗ୍ରିଆ ସମାଜ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ ଏକର ଜମି ସହ ୩ କୋଟି ଟଙ୍କା ସହାୟତା ଘୋଷଣା କରିଛନ୍ତି । ଅଗ୍ରିଆ ସମାଜ ହେଉଛି ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର,…

କୋଟିଆକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଘେରିଲା ବିଜେପି

ଭୁବନେଶ୍ୱର: କୋରାପୁଟର କୋଟିଆକୁ ନେଇ ସରକାରଙ୍କୁ ପ୍ରଶ୍ନ କରିଛି ବିଜେପି । ମୁଖ୍ୟମନ୍ତ୍ରୀଙ୍କୁ ଜବାବ ମାଗିଛି କୋଟିଆ ବିବାଦର ସମାଧାନ ପାଇଁ କଣ କରିଛି ଉତ୍ତର ଦିଅ । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, କୋଟିଆରେ ଆନ୍ଧ୍ର ସରକାରଙ୍କ ମନ୍ତ୍ରୀ ଓ ପ୍ରଶାସନିକ…

କୃଷି, କୃଷକ ଓ ଯୁବକଙ୍କୁ ନେଇ ଖବୁଶୀଘ୍ର କୃଷି କନ୍‌କ୍ଲେଭ ୨୦୨୩

ଭୁବନେଶ୍ୱର: ଓଡ଼ିଶାର କୃଷି ଓ କୃଷକର ବିକାଶକୁ ଲକ୍ଷ୍ୟ କରି ରାଜ୍ୟ ସରକାର ସବୁ ସମୟରେ କାର୍ଯ୍ୟ କରି ଆସୁଛନ୍ତି । କୃଷି ଆମ ରାଜ୍ୟର ଅର୍ଥନୀତିର ପରିମାପକ । କୃଷି ଓ କୃଷକର ବିକାଶକୁ ମୂଳମନ୍ତ୍ର ଭାବରେ ବିବେଚନା କରି ୨୦୧୮ରୁ କୃଷି ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଆରମ୍ଭ ହୋଇଥିଲା କୃଷି…

ସନ୍ଧ୍ୟା ୭ଟା ଯାଏ କଟକ, ଭୁବନେଶ୍ୱର ସହ ୧୦ ଜିଲ୍ଲାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ରାଜ୍ୟର ୧୦ ଜିଲ୍ଲାରେ କାଳବୈଶାଖୀ ବର୍ଷା ସନ୍ଧ୍ୟା ୭ଟା ଯାଏ ଲାଗି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟ୍ୱିନ୍ ସିଟି ସହ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ନେଇ ଜଗତସିଂହପୁର,…