Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତାକାଲି ନିଜ ଗାଁକୁ ଆସୁଛନ୍ତି ରାଷ୍ଟ୍ରପତି: ଲୋକଙ୍କ ମଧ୍ୟରେ ଉତ୍କଣ୍ଠା, ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ବାରିପଦା: ଆସନ୍ତାକାଲି ରାଷ୍ଟ୍ରପତି ଭାବେ ନିଜ ଗାଁକୁ ଆସୁଛନ୍ତି ମହାମହିମ ଦୌପଦ୍ରୀ ମୁର୍ମୁ। ୪ ତାରିଖ (ଗୁରୁବାର) ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜିଲ୍ଲା ଗସ୍ତ ପୂର୍ବରୁମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଅସ୍ଥାୟୀ ହେଲିପ୍ୟାଡରେ ଏକ ମକ୍ ଡ୍ରିଲ ଅନୁଷ୍ଠିତ ହୋଇଯାଇଛି। ଏଥିସହ…

୮ ତାରିଖରେ କୋର୍ଟରେ ହାଜର ହେବାକୁ ଅର୍ଚ୍ଚାନ ନାଗର ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଗିରଫଦାରୀ ଭୟରେ କୋର୍ଟରେ ହାଜର ନହୋଇ ଓକିଲଙ୍କ ଜରିଆରେ ପକ୍ଷ ରଖୁଥିବା ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ଝଟକ। ଖୁବଶୀଘ୍ର କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ। ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ଅନ୍ୟତମ ସହଯୋଗୀ ହେଉଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା। ଶ୍ରଦ୍ଧାଞ୍ଜଳି…

ମୋ ବସ୍ ଦୁର୍ଘଟଣାକୁ ନେଇ ‘କ୍ରୁଟ’ର ସ୍ପଷ୍ଟୀକରଣ: ମୋ ବସ ଡ୍ରାଇଭରଙ୍କର କୌଣସି ତ୍ରୁଟି ନ ଥିଲା

ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନ ଛକ ନିକଟରେ ମଙ୍ଗଳବାର କଟକ ଅତିରିକ୍ତ ଜିଲ୍ଲପାଳଙ୍କ ଏସୟୁଭି ଗାଡିକୁ ‘ମୋ ବସ’ ଧକ୍କା ଦେବାର କିଛି ଘଣ୍ଟା ପରେ ସ୍ପଷ୍ଟୀକରଣ ରଖିଛି କାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ ବା କ୍ରୁଟ । ଏଥିସହିତ ଦୁର୍ଘଟଣା ସମୟର ଭିଡିଓ ମଧ୍ୟ ଜାରି କରିଛି । ଏହି…

ଜୁଲାଇ ଯାଏ ପିଡିଏସରେ ମିଳିବନି ଗହମ 

ଭୁବନେଶ୍ବର:ଜୁଲାଇ ମାସ ପର‌୍ୟ୍ୟନ୍ତ ପିଡିଏସରେ ମିଳିବନି ଗହମ  । ଗହମ ବଦଳରେ ଚାଉଳ ଦିଆଯିବ ବୋଲି ସୂଚନା ଦେଇଛି ଏଫସିଆଇ । ଗହମ ଅଭାବ ଯୋଗୁ ଏପରି ନିଷ୍ପତ୍ତି ନିଆଯାଇଛି । ଜୁନ ୨୩ ତାରିଖ ସୁଦ୍ଧା ୩୦ ହଜାର ମେଟ୍ରିକ ଟନ ଗହମ ବଦଳରେ କେନ୍ଦ୍ର ଚାଉଳ ଦେବ। ଏଠି କହିରଖିବୁ, ଖାଦ୍ୟ…

ଅଧିକ ଲେମ୍ବୁପାଣି ପିଉଛନ୍ତି କି ?

ଖରାଦିନେ ଲେମ୍ବୁପାଣିର ଅଧିକ ଚାହିଦା ରହିଛି । ଘରେ ହେଉ ବା ରେଷ୍ଟୁରାଣ୍ଟ୍ , ହୋଟେଲ୍ ହେଉ ବା ମେଡ଼ିକାଲ୍ ସବୁଆଡ଼େ ଲେମ୍ବୁପାଣିର ଗୁରୁତ୍ୱକୁ ନେଇ ଚର୍ଚ୍ଚା । ଲେମ୍ବୁପାଣିର ଗୁରୁତ୍ୱକୁ ଜାଣିଲା ପରେ ଏବେ ଅଧିକାଂଶ ଲୋକ ଚା’ ଓ କଫି ବଦଳରେ ଲେମ୍ବୁପାଣି ପିଇବାକୁ ପସନ୍ଦ କରୁଛନ୍ତି । ଖରାଦିନେ…

ଜେଇଇ ମେନରେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ନୂଆ ରେକର୍ଡ

ଭୁବନେଶ୍ୱର: ଜେଇଇ ମେନ୍ -୨୦୨୩ରେ ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ ନୂଆ ରେକର୍ଡ କରିଛି । ସାଇ ଇଣ୍ଟରନ୍ୟାସନାସ ସ୍କୁଲର ୧୮ରୁ ଅଧିକ ଛାତ୍ରଛାତ୍ରୀ ଜେଇଇ ମେନରେ ୯୯ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି । ସେହିଭଳି ୨୬ ଜଣ ଛାତ୍ରଛାତ୍ରୀ ୯୫ ପ୍ରତିଶତ ମାର୍କ ରଖିଥିବା ବେଳେ ୩୯ ଜଣ ୯୦…

୫ଟି ଜିଲ୍ଲାର ୪୪୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର: ୫-ଟି ସ୍କୁଲ ରୂପାନ୍ତର ଆମ ସ୍କୁଲର ପରିବେଶକୁ ସୁନ୍ଦର କରିଛି। ଆମ ପାଇଁ ଆଧୁନିକ ଶିକ୍ଷାର ବ୍ୟବସ୍ଥା କରିଛି। ଆମର ଆତ୍ମବିଶ୍ବାସ ବୃଦ୍ଧି କରିଛି। ତା ଭିତରେ ସବୁଠାରୁ ଭଲ କଥା ହେଉଛି, ଆମ ଝିଅ ମାନଙ୍କ ପାଇଁ ସ୍ବଚ୍ଛ, ସୁନ୍ଦର ଓ ସ୍ବତନ୍ତ୍ର ଟଏଲେଟର ବ୍ୟବସ୍ଥା। ଏହା ଆମର ସ୍କୁଲ…

ଛାତ୍ରଛାତ୍ରୀମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ସୋଆ ପକ୍ଷରୁ ଇଣ୍ଡଷ୍ଟ୍ର୍ରିଆଲ୍ ଇନ୍‌ଟରଆକ୍ଟିଭ୍ କର୍ମଶାଳା

ଭୁବନେଶ୍ୱର: ଶିଳ୍ପ କ୍ଷେତ୍ରରେ ଦକ୍ଷତାର ଆବଶ୍ୟକତା ଥିବା ବେଳେ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତି କ୍ଷେତ୍ରରେ ପ୍ରସ୍ତୁତ କରିବା ଲକ୍ଷ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ଦିନ “ରିସେଂଟ୍ ଡେଭଲପ୍‌ମେଂଟ୍ସ ଆଣ୍ଡ ଚାଲେଞ୍ଜେସ୍ ଇନ୍ କୋର ଇଣ୍ଡଷ୍ଟ୍ରିଜ୍‌” ଶୀର୍ଷକ ଏକ…

ସୋଆ ପକ୍ଷରୁ ବିଶ୍ୱ ଭେଟେରୀନାରୀ ଦିବସ ପାଳିତ

ଭୁବନେଶ୍ୱର: ଓଡ଼ିଶାରେ ପ୍ରାଣୀ ଚିକିତ୍ସା ବିଜ୍ଞାନ ଓ ପ୍ରାଣୀପାଳନ କ୍ଷେତ୍ରରେ ଉନ୍ନତି ହୋଇଥିବା ଯୋଗୁଁ କୃଷକ ଆଶ୍ୱସ୍ତ ହେବା ସହ କୋଭିଡ ମହାମାରୀର ଦୁର୍ଦ୍ଦଶାକୁ ଅତିକ୍ରମ କରିବାକୁ ସକ୍ଷମ ହୋଇପାରିଛନ୍ତି ବୋଲି ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ…

କିଟ୍‍ ଓ ଜର୍ଜ ୱାଶିଂଟନ୍‍ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷର

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟ ଓ ଆମେରିକାର ଜର୍ଜ ୱାଶିଂଟନ୍‍ ବିଶ୍ୱବିଦ୍ୟାଳୟ ସ୍କୁଲ୍‍ ଅଫ୍‍ ବିଜିନେସ୍‍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣାପତ୍ରରେ କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁଳପତି ପ୍ରଫେସର ସସ୍ମିତା ସାମନ୍ତ ଏବଂ ଜର୍ଜ ୱାଶିଂଟନ୍‍…