Latest Odisha News

BREAKING NEWS

Browsing Category

ଓଡିଶା

Odisha

ତମାଣ୍ଡୋର ଏକ ଗ୍ୟାରେଜରେ ଅଗ୍ନିକାଣ୍ଡ, ଜଳିଗଲା ୪ଟି ଯାତ୍ରୀବାହୀ ବସ

ଭୁବନେଶ୍ବର: ଦୀପାବଳୀ ସମୟରେ ରାଜଧାନୀରେ ଅଘଟଣ । ଏହି ସମୟରେ ରାଜଧାନୀକୁ କିପରି ସୁରକ୍ଷିତ ରଖାଯାଇପାରିବ ସେନେଇ ବିଭିନ୍ନ ପ୍ରକାର ପ୍ରଚେଷ୍ଟା କରାଯାଉଥିଲେ ମଧ୍ୟ ଆଜି ଏକ ଅଘଟଣ ଘଟିଛି ।  ତମାଣ୍ଡୋର ଏକ ଗ୍ୟାରେଜରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିପୋଡି ପାଉଁଶ ହୋଇଯାଇଛି ୪ଟି…

ମା ବୁଢୀ ଠାକୁରାଣୀ ମନ୍ଦିର ପୂଜକ ହତ୍ୟା ମାମଲା, ୭ ଗିରଫ

କୋରାପୁଟ: କୋରାପୁଟ ମା ବୁଢୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ତ୍ରିପାଠୀ ହତ୍ୟା ମାମଲା । ୨ ଯୁବତୀଙ୍କ ସହ ମୋଟ ୭ଜଣଙ୍କୁ ଗିରଫ କରିଲା ପୋଲିସ । ଲୁଟ ଉଦ୍ଦେଶ୍ୟରେ ପୂଜକଙ୍କୁ ହତ୍ୟା କରାଯାଇଥିବା ସୂଚନା ଦେଇଛି ପୋଲିସ ।  ସୂଚନା ଅନୁସାରେ, ଅଭିଯୁକ୍ତମାନଙ୍କ ମଧ୍ୟରୁ ଦୁଇ ଜଣ ପୂଜକଙ୍କ…

ଦୀପାବଳି ପାଇଁ କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା, ୧୫ ଡାକ୍ତରଙ୍କ ଛୁଟି ବାତିଲ

ଭୁବନେଶ୍ୱର: ଆଲୋକର ପର୍ବ ଦୀପାବଳିକୁ ନେଇ ଚାରିଆଡ଼େ ଉତ୍ସବର ମାହୋଲ। ତେବେ ଦୀପାବଳି ପାଇଁ କ୍ୟାପିଟାଲ ହସ୍ପିଟାଲରେ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା। ଯେକୌଣସି ପରିସ୍ଥିତି ମୁକାବିଲା ନେଇ କରାଯାଇଛି ପ୍ରସ୍ତୁତ। ବାଣଫୁଟା ଜନିତ ଦୁର୍ଘଟଣା ମୁକାବିଲା ପାଇଁ ହସ୍ପିଟାଲରେ ସ୍ୱତନ୍ତ୍ର ପ୍ରସ୍ତୁତ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫୁଟିଲା ବୋମା; ୮ ଆହତ, ୨ ଗୁରୁତର

ନୟାଗଡ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁରେ ବୋମାମାଡ । ବୋମା ମାଡ଼ରେ ୧୦ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା କୁମ୍ଭାରପଡ଼ା ଗାଁରେ । ଘଟଣାସ୍ଥଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି…

ରେଳଧାରଣା ପାର ବେଳେ ଟ୍ରେନ ଧକ୍କାରେ ଜଣେ ବୃଦ୍ଧା ମୃତ

ଅନୁଗୁଳ: ରେଳଧାରଣା ପାର ବେଳେ ଟ୍ରେନ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ବୃଦ୍ଧା ଜଣକ ହେଲେ ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଲକ୍ଷ୍ମୀଧରପୁର ଗ୍ରାମର ସ୍ବର୍ଗତ ଶ୍ରୀକର ନାଏକଙ୍କ ପତ୍ନୀ କୁନ୍ତଳା ନାୟକ (୭୦) । ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରିଛି ରେଳବାଇ ପୋଲିସ । ରେଳବାଇ ପୋଲିସର…

ସାଉଥ ଆଫ୍ରିକାରେ ଫସିରହିଛନ୍ତି ୧୪ ଓଡ଼ିଆ ଶ୍ରମିକ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ

ଭୁବନେଶ୍ୱର: ପୁଣି ବିଦେଶକୁ ଯାଇ ଫସିଗଲେ ଓଡ଼ିଆ ଶ୍ରମିକ। ଉଦ୍ଧାର ପାଇଁ ରାଜ୍ୟ ସରକାରଙ୍କୁ ଗୁହାରୀ। ସାଉଥ ଆଫ୍ରିକାର ଗାବନ୍‌ରେ ନିର୍ଯାତିତ ଓଡ଼ିଆ ଶ୍ରମିକ ଭିଡ଼ିଓ ବାର୍ତ୍ତାରେ ଉଦ୍ଧାର ପାଇଁ ନିବେଦନ କରିଛନ୍ତି। କେନ୍ଦ୍ରାପଡା଼ ଜିଲ୍ଲାର ୧୪ ଓଡ଼ିଆ ଶ୍ରମିକ ସାଉଥ ଆଫ୍ରିକା ଫସିରହିଛନ୍ତି।…

ନୟାଗଡରେ ଗୋଷ୍ଠୀ ସଙ୍ଘର୍ଷ ବେଳେ ବୋମାମାଡ, ୨ ଗୁରୁତର

ନୟାଗଡ: ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଳକ ଅଧୀନ କୁମ୍ଭାରପଡା ଗ୍ରାମରେ ବୋମାପାଡ । ପୂର୍ବଶତୃତାକୁ କେନ୍ଦ୍ର କରି  ଗ୍ରାମରେ ଥିବା ହରିଜନ ସାହିରେ ଏହି ବୋମା ମାଡ ହୋଇଥିବା ସୂଚନା ମିଳିଛି । ଏଥିରେ ୮ ଜଣ ଆହତ ହୋଇଛନ୍ତି ସେଥିମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଗଣିଆ ଡାକ୍ତରଖାନାରେ ୮…

ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା

ବ୍ରହ୍ମଗିରି: ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଏଁସା ଗାଁ ନିକଟରେ ଫସି ରହିଛି ଯାତ୍ରୀ ବାହି ଘାଟ ଡ଼ଙ୍ଗା ।ଡଙ୍ଗାରେ ୩୦ ଜଣ ଯାତ୍ରୀ ଥିବା ବେଳେ ୧୦ଟି ବାଇକ୍ ମଧ୍ୟ ଥିଲା ।ସାତପଡାରୁ ଜହ୍ନିକୁଦ ଅଭିମୁଖେ ଏହି ଯାତ୍ରୀବାହୀ ଡଙ୍ଗାଟି ବାହାରିଥିବା…

ମା’ଙ୍କ ପୂଜାରେ ମା’ଙ୍କୁ ଅପମାନ: ମନ୍ଦିରରୁ ଚୋରୀ କରିବା ସହ ଭାଙ୍ଗିଲେ ମା’ କାଳୀଙ୍କ ମୂର୍ତ୍ତି

ସମ୍ବଲପୁର: ଆଜି ପବିତ୍ର ଦୀପାବଳି ତଥା ମା’ କାଳୀଙ୍କ ପୂଜା । ମା’ଙ୍କ ପୂଜାରେ ମା’ଙ୍କୁ ଅପମାନ । ମନ୍ଦିରରୁ ଚୋରୀ କରିବା ସହ ମା’ କାଳୀଙ୍କ ପ୍ରତୀମାକୁ ଭାଙ୍ଗିଲେ ଦୁର୍ବୃତ । ଏପରି ଅଭାବନୀୟ ଘଟଣା ଘଟିଛି  ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ । ସୂଚନା ଅନୁସାରେ, ସମ୍ବଲପୁର ଜିଲ୍ଲା…

ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ

ଭଦ୍ରକ : କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଧାରଣ କରୁଥିଲା ବେଳେ ଅନ୍ୟ…