Latest Odisha News

BREAKING NEWS

Browsing Category

ଓଡିଶା

Odisha

ବନ୍ଧୁକ ମୁନରେ ଗାଡ଼ି ଅଟକାଇ ଲୁଟି ନେଲେ ଟଙ୍କା ଭର୍ତ୍ତି ଟ୍ରଙ୍କ

କଟକ:ଦିନ ଦ୍ୱପହରରେ ଲୁଟ । ଟଙ୍କା ଭର୍ତ୍ତି ଭ୍ୟାନକୁ ବନ୍ଧୁକ ମୁନରେ ଅଟକାଇ ଲୁଟିନେଲେ ଦେଢାକୋଟି ଟଙ୍କା ।  ମୁଖାପିନ୍ଧା କିଛି ଦୁର୍ବୃତ୍ତ ଆସି ଏଟିଏମ ଟଙ୍କା ଲୋଡିଂ ହୋଇଥିବା ଭ୍ୟାନକୁ ଲୁଟ କରି ପୋଲିସକୁ ଚାଲେଞ୍ଜ ଦେଇଛନ୍ତି । ଘଟଣା ଘଟିଛି କଟକ ଜିଲ୍ଲା ତିଗିରିଆ ଅଞ୍ଚଳରେ ।…

ଜଗସିଂହପୁର ପୌରପରିଷଦ ଉପନିର୍ବାଚନ : ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ

ଜଗତସିଂହପୁର : ଜଗସିଂହପୁର ପୌରପରିଷଦ ୬ ନମ୍ବର ୱାର୍ଡ ଉପନିର୍ବାଚନ ପାଇଁ ବାଜିଲା ବିଗୁଲ। ନୋଟିଫିକେଶନ ପରେ ଆଜି କାଉନସିଲର ପ୍ରାର୍ଥୀ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଇଛି। ରୋଜାଲୀନ ଦାସ ବିଜେଡି ପ୍ରାର୍ଥୀନୀ ଭାବରେ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ବେଳେ କଂଗ୍ରେସ ପକ୍ଷରୁ ଚିନ୍ମୟୀ…

ବିଜେଡି, ବିଜେପି ଛାଡିବା ପରେ ଏବେ କଂଗ୍ରେସରେ ମିଶିବେ ଜୟରାମ ପାଙ୍ଗି

ଭୁବନେଶ୍ୱର:ହାତ ଧରିବେ ଜୟରାମ ପାଙ୍ଗି   । ଏ ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ପାଙ୍ଗି । କଂଗ୍ରେସରେ ରହି ବିକାଶର କାମ କରିବେ ବୋଲି କହିଛନ୍ତି ପାଙ୍ଗି । ଜନତା ଦଳରୁ ଆସି ଶଙ୍ଖ ଓ ଫୁଲ ଧରିବା ପରେ ଏବେ ହାତ ଧରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । କିଛି ଦିନ ତଳେ ଜୟରାମ…

ଭାରସାମ୍ୟ ହରାଇ ମଝି ରାସ୍ତାରେ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର , ରାସ୍ତା ସିଲ୍ କଲା ପୋଲିସ

ପାରାଦୀପ : ପାରାଦୀପ ହାତି ତେଲଟାଙ୍କି ନିକଟରେ ଅଭାବନୀୟ ଘଟଣା ଘଟିଛି । ଏକ ଏଲପିଜି ବୋଝେଇ ଟ୍ୟାଙ୍କର ମଝି ରାସ୍ତାରେ ଓଲଟି ପଡିଛି । ଟ୍ୟାଙ୍କରଟି ପାରାଦୀପ ତୈଳ ବିଶୋଧନାଗାରରୁ ଏଲପିଜି ଲୋଡ କରି ଚଣ୍ଡିଖୋଲ ଅଭିମୁଖେ ଯାଉଥିଲା । ଏତିକି ବେଳେ ମଝି ରାସ୍ତାରେ ଭାରସାମ୍ୟ ହରାଇ…

ପୋଲିସ ଆଇନର ୩୦ ଧାରା ଉଚ୍ଛେଦ ଦାବିରେ ଧାରଣା : ପ୍ରଶାସନ ନଶୁଣିଲେ ତୀବ୍ର ହେବ ଆନ୍ଦୋଳନ

ଜଗତସିଂହପୁର : ପୋଲିସ ଆଇନର ୩୦ ଧାରା ଲାଗୁକୁ ନେଇ ପ୍ରତିବାଦ  । ଜଗତସିଂହପୁର ସଦର ଥାନା ଗଣତନ୍ତ୍ର ଛକଠାରେ ଧାରଣା ଦିଆଯାଇଛି। କମ୍ରେଡ  ବାସୁଦେବ ଙ୍କ ନେତୃତ୍ୱରେ ଧାରଣାରେ ବିଜେପି ନେତା ପ୍ରତାପ ମିଶ୍ର,କଂଗ୍ରେସ ଯୁବନେତା ବିପ୍ଳବ ଚୌଧୁରୀ ଓ ବିଭିନ୍ନ ସଙ୍ଗଠନ ର କର୍ମକର୍ତ୍ତା ପ୍ରମୁଖ …

ଶ୍ରୀମନ୍ଦିରରେ ଠେଲାପେଲା, ୧୦ ଆହତ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଅଘଟଣ । ଆଜି ସକାଳେ ମଙ୍ଗଳ ଆଳତି ସମୟରେ ଭିଡ ଅଧିକ ଥିବାରୁ ଠେଲାପେଲାରେ ୧୦ରୁ ଉର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସମସ୍ତ ଆହତ ଶ୍ରଦ୍ଧାଳୁଙ୍କୁ ପୁରୀ ବଡ ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିବା ବେଳେ ସମସ୍ତଙ୍କ ପ୍ରାଥମିକ ଚିକିତ୍ସା ପରେ…

ରାଜ୍ୟପାଳ-ମୁଖ୍ୟମନ୍ତ୍ରୀଙ୍କ ଭେଟକୁ ନେଇ ତେଜିଲା ରାଜନୀତି: କଂଗ୍ରେସ କହିଲା, ରାଜ୍ୟପାଳ ପ୍ରୋଟୋକଲ ଭାଙ୍ଗିଛନ୍ତି

ଭୁବନେଶ୍ୱର: ରାଜ୍ୟପାଳ-ମୁଖ୍ୟମନ୍ତ୍ରୀଙ୍କ ସାକ୍ଷତକୁ ନେଇ ତେଜିଲା ବିବାଦ । ରାଜ୍ୟପାଳ ପ୍ରୋଟୋକଲ ଭାଙ୍ଗିଥିବା ଅଭିଯୋଗ ଆଣିଲା କଂଗ୍ରେସ । ରାଜ୍ୟପାଳ ଗତକାଲି ଦିଲ୍ଲୀରୁ ଫେରିଲା ପରେ ଆଜି ସକାଳୁ କାହିଁକି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲେ ତାହାର ଉତ୍ତର ରାଜ୍ୟପାଳଙ୍କ ଅଫିସ…

ଓଡ଼ିଶା ଫେରିଲା ଅଷ୍ଟଧାତୁରେ ନିର୍ମିତ ମା’ କୋଟ୍ରାକ୍ଷୀଙ୍କ ମୂର୍ତ୍ତି

ଯାଜପୁର: ଓଡ଼ିଶା ଫେରିଲା ଅଷ୍ଟଧାତୁରେ ନିର୍ମିତ ମା’ କୋଟ୍ରାକ୍ଷୀଙ୍କ ମୂର୍ତ୍ତି । ଅଢ଼େଇ ବର୍ଷ ପୂର୍ବରୁ ଚୋରି ହୋଇଥିବା ବଡ଼ଚଣା ଥାନା ଅନ୍ତର୍ଗତ ଦର୍ପଣ ଗ୍ରାମର ଅଷ୍ଟଧାତୁରେ ନିର୍ମିତ ମା’ କୋଟ୍ରାକ୍ଷୀଙ୍କ ମୂର୍ତ୍ତି ଶେଷରେ ଓଡିଶାରେ ପହଞ୍ଚିଛି । ଗତକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ସ୍କୁଲ ଶିକ୍ଷକଙ୍କ ଦ୍ୱାରା ଗଣ ଦୁଷ୍କର୍ମର ଶିକାର ହେଲେ ୧୧ ବର୍ଷର ନାବାଳିକା

ନବରଙ୍ଗପୁର: ଶିକ୍ଷକ ସାଜିଲେ ଶିକାରୀ । ଶିକ୍ଷକଙ୍କ ଲୋଲୁପ ଦୃଷ୍ଟିର ଶିକାର ହେଲା ୧୧ ବର୍ଷର ନାବାଳିକା । ପ୍ରଧାନଶିକ୍ଷକ ଏବଂ ସହକାରୀ ଶିକ୍ଷକ ମିଶି ନାବାଳିକାକୁ ଗଣ ଦୁଷ୍ମର୍ମ କରିବା ପରି ଲଜ୍ଜାଜନକ ଘଟଣା ଆସିଛି ନବରଙ୍ଗପୁର ଜିଲ୍ଲାରୁ । କୁଣ୍ଡେଇ ଗାଁରେ ଘଟିଛି ଏପରି ଲୋମହର୍ଷଣକାରୀ…

କାଳୀ ପୂଜା ଲାଗି ଚଳଚଞ୍ଚଳ ଭଦ୍ରକ ସହର : ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ମୂର୍ତ୍ତି ଗୁଡିକୁ ଶେଷ ସ୍ପର୍ଶ ଦେଉଛନ୍ତି…

ଭଦ୍ରକ : ଆଉ ଗୋଟିଏ ଦିନ ପରେ ଧରାପୃଷ୍ଠକୁ ଅବତରଣ କରିବେ ମାଆ କାଳୀ  । ଏଥିଲାଗି ଚଳଚଂଚଳ ହୋଇଉଠିଛି ଗାଁଠୁ ସହର  । ଭଦ୍ରକରେ ବଡ ଧୂମଧାମ ସହକାରେ ପାଳିତ ହୁଏ ମାଆଙ୍କର ପୂଜା  । ଏଥିଲାଗି ପ୍ରସ୍ତୁତି ପ୍ରା୍ୟ ଶେଷ ପର୍ଯ୍ୟା୍ୟରେ ପହଂଚିଛି । କିମ୍ବଦନ୍ତୀ ଅନୁସାରେ ମାଁ ଭଦ୍ରକାଳୀଙ୍କ ନାମ…