Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଓଡିଶା ପାଳୁଛି ମାଣ୍ଡିଆ ଦିବସ

ଭୁବନେଶ୍ଵର: ଆଜି ମାଣ୍ଡିଆ ଦିବସ । ମାଣ୍ଡିଆ ଏକ ପୁଷ୍ଟିକର ଖାଦ୍ୟ । ଏହାର ପ୍ରଚାର ଓ ପ୍ରସାର ପାଇଁ ରାଜ୍ୟ ସରକାର ୨୦୧୭ରେ ଆରମ୍ଭ କରିଥିଲେ ମିଲେଟ ମିଶନ । ପ୍ରଥମେ ରାଜ୍ୟର ୭ଟି ଜିଲ୍ଲାରୁ ଆରମ୍ଭ ହୋଇଥିବା ମିଲେଟ ମିଶନ ଏବେ ସମସ୍ତ ୩୦ ଜିଲ୍ଲାର ୧୭୭ ବ୍ଲକରେ କାର୍ଯ୍ୟକାରୀ ହେଉଛି । ଦେଶର…

ତେଲକୋଇରୁ ପୁଣି ଏକ ଦନ୍ତା ହାତୀର ମୃତଦେହ ଠାବ, କାରଣ ଅସ୍ପଷ୍ଟ

କେନ୍ଦୁଝର: ଥମିବାର ନାଁ ନେଉନାହିଁ ହାତୀ ମୃତ୍ୟୁ ମାମଲା । ତେଲକୋଇରୁ ପୁଣି ଏକ ଦନ୍ତା ହାତୀର ମୃତଦେହ ଠାବ । କେନ୍ଦୁଝର ବନଖଣ୍ଡ ତେଲକୋଇ ରେଞ୍ଜ ଜଗମୋହନପୁର ଫରେଷ୍ଟ ବିଟ ସଲେଇକନା ଭାଡିମରା ସାହି ନିକଟ ଏକ କାଜୁ ବଗିଚା ପାଖ ଚାଷ ଜମିରୁ ଆଜି ସକାଳୁ ପୁଣି ଏକ ଦନ୍ତା ହାତୀର ମୃତଦେହ ଠାବ…

ରାଜ୍ୟରେ ୧୫ ଡିଗ୍ରୀ ତଳେ ୭ସହରର ରାତି ତାପମାତ୍ରା : ଜି.ଉଦୟଗିରି ସବୁଠୁ ଥଣ୍ଡା

ଭୁବନେଶ୍ବର : କମୁଛି ପାରଦ ବଢୁଛି ଶୀତ  । ଦେଶର ମଧ୍ୟଭାଗରେ ଏକ ଗୁରୁଚାପ ବଳୟ ସୃଷ୍ଟି ହୋଇଛି  । ଯାହାର ପ୍ରଭାବରେ  କିଛି ସ୍ଥାନରେ ପାରଦ ଖସିବାରେ ଲାଗିଛି। ଅନେକ ସ୍ଥାନରେ ତାପମାତ୍ରା ୧ରୁ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇଛି  । ରାଜ୍ୟରେ ୧୫ ଡିଗ୍ରୀ ତଳେ ରହିଛି ୭ ସହରର…

ଆଜି ଧନତେରାସ, ସୁନା ଦୋକାନରେ ପ୍ରବଳ ଭିଡ

ଭୁବନେଶ୍ଵର; ଆଜି କାର୍ତ୍ତିକ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ । ଆଜିର ତିଥିରେ ପାଳନ ହୋଇଥାଏ ଧନତେରାସ । ଆୟୁର୍ବେଦର ରଚୟିତା ଭଗବାନ ଧନ୍ଵନ୍ତରୀଙ୍କୁ ଆଜି ପୂଜା କରାଯାଏ । ହିନ୍ଦୁ ଧର୍ମରେ ଏହି ପବିତ୍ର ଦିନକୁ ସୌଭାଗ୍ୟ ବା ଧନର ଦିବସ ବୋଲି କୁହାଯାଏ । ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ପାଇଁ…

ନନ୍ଦନକାନନରେ ଆଖି ବୁଜିଲା ସିଂହୀ ‘ବିନି’: ୫ ଦିନ ଧରି ଅସୁ୍ସ୍ଥ ଥିଲା

ଭୁବନେଶ୍ୱର:୫ ଦିନ ଧରି ଅସୁସ୍ଥ ଥିବା ବିନି ଆଖି ବୁଜିଲା ।ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ଇସ୍ରାଏଲି ସିଂହୀ ବିନିର ବୟସାଧିକ କାରଣରୁ ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାକୁ ୧୬ ବର୍ଷ ହୋଇଥିଲା । ବିନି ଗତ ୫ ତାରିଖରୁ ଅସୁସ୍ଥ ଥିଲା । ୩ ଜଣିଆ ଡାକ୍ତରୀ ଟମ ତାର ଚିକିତ୍ସା…

ସାଙ୍ଗ ଜନ୍ମଦିନକୁ ଯାଇଥିଲେ, ୮ ଦିନ ପରେ ନଈକୂଳରୁ ମିଳିଲା ମୃତଦେହ

ମାଲକାନଗିରି: ସାଙ୍ଗ ଜନ୍ମଦିନରେ କେକ କାଟିବାକୁ ଯାଇ ଘରକୁ ଫେରି ନ ଥିଲେ ୨୨ ବର୍ଷର ଯୁବକ । ଅନେକ ଆଡ ଖୋଜାଖୋଜି କଲେ । ପୋଲିସରେ ଏଫଆଇଆର ରୁଜୁ କଲେ । ହେଲେ କେଉଁଠୁ କିଛି ସୂଚନା ମିଳି ନ ଥିଲା । ଘର କାନ୍ଦ ବୋବାଳିରେ ଫାଟି ପଡୁଥିଲା । ୮ ଦିନ ପରେ ମିଳିଲା ଯୁବକଙ୍କ ଗଳିତ ମୃତଦେହ ।…

ବିଜେଡି ଉପରେ ଜୋରଦାର ବର୍ଷିଲା ବିଜେପି; କହିଲା-ମୁଖ୍ୟମନ୍ତ୍ରୀଙ୍କ ମାଇଣ୍ଡସେଟ ପାଇଁ ବ୍ୟାପୁଛି ଅରାଜକତା

ଭୁବନେଶ୍ୱର: ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଛି ବିଜେପି । ଓଡ଼ିଶାକୁ ଲ ଲେସ୍ ନେସ ରାଜ୍ୟ ବୋଲି କହିଛି ବିଜେପି । ମୁଖ୍ୟମନ୍ତ୍ରୀଙ୍କ ମାଇଣ୍ଡ ସେଟ ରାବଣ, ଦୁର୍ଯ୍ୟୋଧନ, ଦୁଃଶାସନ ଭଳି । ଆଇନ ଶୃଙ୍ଖଳା ସ୍ଥିତି…

ରଥଯାତ୍ରାରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ, ଦେବାକୁ ପଡିବନି କୌଣସି ଫି’

ପୁରୀ: ଶ୍ରୀମନ୍ଦିର ଭଳି ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତଙ୍କ ପାଇଁ ସଂପୂର୍ଣ୍ଣ ଖୋଲା ଥିଲା । ବାହାରୁ ଆସୁଥିବା ଭକ୍ତମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରଭୁଙ୍କ ଜନ୍ମସ୍ଥାନ ଶ୍ରୀଗୁଣ୍ଡିଚା ମନ୍ଦିର ବୁଲି ‌ଘରକୁ ଫେରୁଥିଲେ । ହେଲେ ଶ୍ରୀଗୁଣ୍ଡିଚା ମନ୍ଦିରର ଉନ୍ନତୀକରଣ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି; ପାରାଦୀପ ‘ବୋଇତ ବନ୍ଦାଣ’ ଉତ୍ସବରେ ଦେବେ ଯୋଗ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୭ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜଗତସିଂହପୁର ଜିଲ୍ଲାର ପାରାଦୀପରେ “ବୋଇତ ବନ୍ଦାଣ” ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଏହି ଗସ୍ତ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ…

ଖସୁଛି ପାରଦ, ବଢୁଛି ଶୀତ: ୧୦ ଡିଗ୍ରୀ ତଳକୁ ଖସିଲା ତାପମାତ୍ରା

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ। ଅଧିକାଂଶ ସ୍ଥାନରେ ଥଣ୍ଡା ଅନୁଭୂତ ହେଉଛି। ରାଜ୍ୟରେ ଦିନକୁ ଦିନ ଖସୁଛି ପାରଦ, ଧୀରେ ଧୀରେ ବଢୁଛି ଶୀତ। ଚଳିତ ବର୍ଷ ପ୍ରଥମଥର ପାଇଁ ୧୦ ଡିଗ୍ରୀ ତଳକୁ ଖସିଛି ତାପମାତ୍ରା। ରାଜ୍ୟର ୭ ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ତଳକୁ…