Latest Odisha News

BREAKING NEWS

Browsing Category

ଓଡିଶା

Odisha

କାମ ନଥିଲେ ବିଜେବି କଲେଜରେ ପ୍ରବେଶ କରନ୍ତୁ ନାହିଁ, ଗେଟ୍ ଆଗରେ ଲାଗିଲା ନୋଟିସ୍

ଭୁବନେଶ୍ୱର: ନିକଟରେ ଭୁବନେଶ୍ୱର ବିଜେବି କଲେଜରେ ତିନି ଜଣ ଛାତ୍ରଙ୍କୁ ଛୁରା ମାଡ଼ ଘଟଣା ପରେ ଅଣଛାତ୍ରଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। କଲେଜ କର୍ତ୍ତୃପକ୍ଷ ସମସ୍ତ ପ୍ରବେଶ ପଥରେ ପୋଷ୍ଟର ଲଗାଇ ବାହାର ଲୋକଙ୍କୁ କଲେଜ କାମ ନଥିଲେ ପ୍ରବେଶ ନକରିବାକୁ ନିବେଦନ କରିଛନ୍ତି। ଏଥିସହିତ…

ଜାଲ୍ ସାର୍ଟିଫିକେଟ୍ କାରବାର ରୋକିବାକୁ ଛାତ୍ରଛାତ୍ରୀଙ୍କ ଆଇ କାର୍ଡରେ ଲିଙ୍କ୍ ହେବ ଆଧାର

ଭୁବନେଶ୍ୱର: ଜାଲ୍ ଶିକ୍ଷାଗତ ପ୍ରମାଣପତ୍ରକୁ ରୋକିବା ପାଇଁ କେନ୍ଦ୍ର ସରକାର ଛାତ୍ରଛାତ୍ରୀଙ୍କ ପାଇଁ ଏକ ନୂଆ ୟୁନିକ ଆଇଡେଣ୍ଟିଟି ସିଷ୍ଟମ ଲାଗୁ କରିବାକୁ ଯାଉଛନ୍ତି। ଏହି ବ୍ୟବସ୍ଥା ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିବ। ଯାହା ନାଗରିକମାନଙ୍କ ପାଇଁ ଆଧାର…

ସାଇବର ଠକେଇରେ ସଂପୃକ୍ତି ଅଭିଯୋଗ, ଦୁଇ ଜଣଙ୍କୁ ଗିରଫ କଲା ସାଇବର ଥାନା

କଟକ: କଟକର ଜଣେ ବରିଷ୍ଠ ନାଗରିକଙ୍କ ଠାରୁ ସାଢ଼େ ୮ ଲକ୍ଷ ଟଙ୍କା ଠକି ନେବା ଅଭିଯୋଗରେ ଆଜି କଟକ ସାଇବର ଥାନା ପୁଲିସ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି। ସେମାନେ ହେଲେ ମହମ୍ମଦ ଆଜରୁଦ୍ଦିନ ଅନସାରୀ ଓ ସାକିର ଖାନ୍। ମିଳିଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ପୀଡ଼ିତଙ୍କ ଭିଡିଓ କଲିଂ କରି…

ଆସନ୍ତା ମାସରୁ ପୁରୀରୁ ହାଓ୍ୱଡା ଦୌଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ!

ଭୁବନେଶ୍ୱର: ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ମାସରେ ଓଡ଼ିଶାରେ ଗଡିବାକୁ ଯାଉଛି ହାଇସ୍ପୀଡ ସୁପରଫାଷ୍ଟ ଟ୍ରେନ୍ 'ବନ୍ଦେ ଭାରତ ଏକ୍ସପ୍ରେସ୍'। ଏହି ଟ୍ରେନ ପୁରୀରୁ ଯାତ୍ରା ଆରମ୍ଭ କରି ଭୁବନେଶ୍ୱର ଦେଇ ହାଓ୍ୱଡାରେ ଶେଷ ହେବ। ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୨୧୨, ତଥାପି ଅସନ୍ତୋଷ

ଭୁବନେଶ୍ୱର: ବହୁ ବିଳମ୍ବରେ ହେଲେ ମଧ୍ୟ ପିସିସିର ନୂଆ କମିଟି ଗଠନ ହେଲା। ଯୁବ ପିଢିଙ୍କୁ ପଦପଦବୀ ମିଳିଲା। ଏପରିକି ବଡ଼ ଟିମ କରି ପୁରୁଣା ନେତାଙ୍କୁ ମଧ୍ୟ ଏକଜେକ୍ୟୁଟିଭ କମିଟିରେ ନିଆଯାଇଛି। ବରିଷ୍ଠ ଯୁବଙ୍କ ମଧ୍ୟରେ ଏକ ସମନ୍ୱୟ ମଧ୍ୟ ରଖାଯିବାକୁ ଉଦ୍ୟମ ହେଲା। କିନ୍ତୁ କଥା ଯାହାକୁ…

ଜାମୁରୋଳ ଗିଳି ଅକଳରେ ନାଗ ! ଏକ୍ସରେରେ ଜଣାପଡ଼ିଲାନି ହେଲା ଅପରେସନ୍

ଭୁବନେଶ୍ୱର: ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ପ୍ରହରାଜପୁର ଗ୍ରାମର ବସନ୍ତ ବେହେରାଙ୍କ ବାଡ଼ିରେ ଗତକାଲି ଏକ ନାଗ ସାପ ଦେଖି ସେ ସ୍ନେକ ହେଲ୍ପ ଲାଇନ ସଦସ୍ୟ ସୁଶାନ୍ତ କୁମାର ବେହେରାଙ୍କୁ ଖବର ଦେଇଥିଲେ । ସୁଶାନ୍ତ ୪ ଫୁଟ୍ ଲମ୍ବର ନାଗ ସାପଟିକୁ ଉଦ୍ଧାର କରିବା ବେଳେ ତା ପେଟ ଭିତରେ…

ଇଭି ସବସିଡି ବଢ଼ାଇଲେ ରାଜ୍ୟ ସରକାର, ୨ ଚକିଆ କିଣିଲେ ୨୦ ହଜାର ଛାଡ଼

ଭୁବନେଶ୍ୱର: ଇଲେକ୍ଟ୍ରିକ୍ ଭେଇକିଲ୍ (ବ୍ୟାଟେରି ଚାଳିତ ଯାନ) ବିକ୍ରି ବୃଦ୍ଧି ପାଇଁ ସବସିଡି ବଢ଼ାଇଛନ୍ତି ରାଜ୍ୟ ସରକାର । ଏନେଇ ଆଜି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ପୂର୍ବାପେକ୍ଷା ଇଭି ଗାଡ଼ି କିଣୁଥିବା ଲୋକେ ଏବେ ଅଧିକ…

ପୋଲିସ ପରିଚୟ ଦେଇ ଲୁଟ୍ କରୁଥିଲେ ମୋବାଇଲ୍, ୩୩ଟି ଫୋନ୍ ଜବତ

ରାଉରକେଲା: ପୋଲିସ ପରିଚୟ ଦେଇ ଚୋରି । ଧମକ ଦେଇ ଡରାଇ ନେଇ ଯାଉଥିଲେ ମୋବାଇଲ୍ । ରାଉରକେଲା ପୋଲିସ ହାତରେ ଧରା ପଡ଼ିଥିବା କଳା ମୁଖା ପିନ୍ଧିଥିବା ବାବୁ ଜଣଙ୍କ ହେଉଛନ୍ତି ନକଲି ପୋଲିସ । ଏବେ ପୋଲିସ ତାଙ୍କ ହାତରେ ହାତକଡ଼ି ପକାଇବା ସହ ୩୩ଟି ଫୋନ୍ ଜବତ କରିଛି । ରାଉରକେଲାର ବିଭିନ୍ନ…

ଛତିଶଗଡ଼ରେ ନକ୍ସଲ ଆକ୍ରମଣ ପରେ ଓଡ଼ିଶାର ୩ ଜିଲ୍ଲାରେ ହାଇ ଆଲର୍ଟ

ଭୁବନେଶ୍ୱର: ଛତିଶଗଡ଼ର ଦନ୍ତେୱାଡ଼ାରେ ନକ୍ସଲଙ୍କ ଆକ୍ରମଣରେ ୧୦ ଯବାନଙ୍କ ସହ ଡ୍ରାଇଭର ସହିଦ ହୋଇଛନ୍ତି । ସୀମାନ୍ତରେ ମାଓବାଦୀଙ୍କ ଏତେ ବଡ଼ ହିଂସା ପରେ ଓଡ଼ିଶାର ୩ ଜିଲ୍ଲାରେ ଜାରି ହୋଇଛି ହାଇ ଆଲର୍ଟ । ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ହାଇ ଆଲର୍ଟ ଜାରି ହୋଇଛି । ୩…

ପାଟ ଅଗଣାରେ ପତିତପାବନକୁ ଚାହିଁ ଚାଲିଗଲା ଭକ୍ତଙ୍କ ପ୍ରାଣ

ପୁରୀ:କାଳିଆରେ ..ତୋ ପାଦ ତଳେ ଆଶ୍ରୟ ଟିକିଏ ମିଳୁ.. ତୋ ମୁଖ ଚାହିଁ ଏ ଜୀବନ ଯାଉ...ଚକାଡୋଳାକୁ ଚାହିଁଦେଲେ ଭକ୍ତଟିଏ ବିଭୋର ହୋଇ ଏମିତି ମନାସିଥାଏ । ହେଲେ ଏହାର ପ୍ରତ୍ୟକ୍ଷ ଦୃଶ୍ୟ ଆଜି ଶ୍ରୀମନ୍ଦିରରେ ଦେଖିବାକୁ ମିଳିଥିଲା । ମହାପ୍ରଭୁଙ୍କ ଦର୍ଶନ ହେଲା ଶେଷ ଦର୍ଶନ। ପତିତପାବନକୁ…