Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିର ସମ୍ମୁଖରେ କଂଗ୍ରେସର ବିଶାଳ ସଂକୀର୍ତ୍ତନ ସତ୍ୟାଗ୍ରହ

ପୁରୀ: ପୁରୀ ଶ୍ରୀମନ୍ଦିର ସମ୍ମୁଖରେ କଂଗ୍ରେସର ବିଶାଳ ସଂକୀର୍ତ୍ତନ ସତ୍ୟାଗ୍ରହ । ଅଭିନବ ଢଙ୍ଗରେ ସତ୍ୟାଗ୍ରହ କରିଛନ୍ତି କଂଗ୍ରେସ କର୍ମୀ । ଶହ ଶହ କର୍ମୀ ଏହି ସତ୍ୟାଗ୍ରହରେ ସାମିଲ ହେବା ସହ ଶ୍ରୀମନ୍ଦିର ସମ୍ମୁଖରେ ସଂକୀର୍ତ୍ତନ କରୁଥିବା ଦେଖିବାକୁ ମିଳିଛି । ରାଜ୍ୟବ୍ୟାପି ଚାଲିଥିବା ଏହି…

ଗୁମ୍ଫା ଭିତରୁ ମାଓବାଦୀଙ୍କ ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: BSF ଯବାନଙ୍କୁ ବଡ଼ ସଫଳତା । ମାଓ ଯୋଜନା ପଣ୍ଡ କରିଛନ୍ତି BSF ଯବାନ । ମାଲକାନଗିରି ଜିଲ୍ଲା ଦ୍ୱିତୀୟ ବାଟାଲିୟନ ବି.ଏସ୍‌ଏଫ ଦ୍ୱାରା ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ । ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ମାଓବାଦୀ ଯୋଜନା କରିଥିବା ନେଇ ସୂଚନା । ଏବେବି BSF…

ସାରା ବିଶ୍ଵରେ ମହକିବ ମାଣ୍ଡିଆର ବାସ୍ନା, ଉଦଘାଟିତ ହେଲା ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ

ଭୁବନେଶ୍ଵର: ଭୁବନେଶ୍ବରରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ଜନତା ମଇଦାନରେ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍’ ।…

ହସ୍ପିଟାଲ ପ୍ରିନ୍ସିପାଲଙ୍କ ଘରେ ଭିଜିଲାନ୍ସ ଚଢଉ: ୧୬ଟି ପ୍ଲଟ, ୩ଟି ବହୁତଳ କୋଠା ସହ ୫୦ ଲକ୍ଷ ଠାବ

ବଲାଙ୍ଗିର: ସରକାରୀ ଆୟୁର୍ବେଦିକ ହସ୍ପିଟାଲ ପ୍ରିନ୍ସିପାଲ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ଼ ବିପୁଳ ପରିମାଣର ସମ୍ପତ୍ତି ଠାବ ହୋଇଛି। ଅଧ୍ୟକ୍ଷଙ୍କର ପୁରୀ ଜିଲ୍ଲାରେ ୧୬ଟି ପ୍ଲଟ ସହ ୩ଟି ବହୁତଳ କୋଠା ଏବଂ ୫୦ ଲକ୍ଷ ଟଙ୍କା ଠାବ କଲା ଭିଜିଲାନ୍ସ। ସୂଚନା ଅନୁସାରେ ଆୟ…

କଳିଙ୍ଗ ବାଲିଯାତ୍ରା ପ୍ରସ୍ତୁତି, ସମ୍ପନ୍ନ ହେଲା ଭୂମିପୂଜନ

ପାରାଦୀପ: ଆଉ ନାହାନ୍ତି ସାଧବ କି ଆଉ ନାହିଁ ସେ ପାଲ ଟଣା ନୌକା । କିନ୍ତୁ ସେ କାଳର ରହିଯାଇଥିବା ସେହି ସ୍ମୃତିକୁ ସତେଜ କରିବା ପାଇଁ ପ୍ରତ୍ୟେକ ବର୍ଷ କାର୍ତ୍ତିକ ପୂର୍ଣ୍ଣିମା ସମୟରେ ଅନୁଷ୍ଠିତ ହୋଇଥାଏ ପ୍ରସିଦ୍ଧ କଳିଙ୍ଗ ବାଲିଯାତ୍ରା । ଆଜି ପାରାଦୀପ କଳିଙ୍ଗ ବାଲିଯାତ୍ରା ପାଇଁ ଭୂମି…

ଶାଶୁକୁ ମାରିଦେବା ପାଇଁ ବୋହୂ କରୁଥିଲେ ଯୋଜନା, ଥାନାକୁ ଗଲା ମାମଲା

ଜଗତସିଂହପୁର: ଶାଶୁକୁ ଉପରେ କିରୋସିନ ଢାଳି ପୋଡି ମାରିଦେବାକୁ ବୋହୁ କରୁଥିଲେ ଯୋଜନା । ହେଲେ ସଫଳ ହେଲାନି ଉଦ୍ୟମ । ଠିକ୍ ସମୟରେ ପଡୋଶୀ ଲୋକ ପହଞ୍ଚି ଶାଶୁକୁ ଉଦ୍ଧାର କରିଥିବା ବେଳେ ବୋହୂ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ । ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ସଦର ଥାନା…

ରାଜରାସ୍ତାକୁ ଓଲ୍ହାଇଲେ ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ, ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସୋନପୁର: ରାଜରାସ୍ତାକୁ ଓଲ୍ହାଇଲେ ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ । ସମସ୍ତ କମ୍ପାନୀର କ୍ଷତିଗ୍ରସ୍ତ ଜମାକାରୀଙ୍କୁ ତହସିଲ ଜରିଆରେ ଚିହ୍ନଟ, ଛୋଟ ଓ ବଡ଼ ସମସ୍ତ ଜମାକାରୀଙ୍କ ସମସ୍ତ ଟଙ୍କା ଫେରସ୍ତ ଦାବି ନେଇ ଏହି ଜନ ଆନ୍ଦୋଳନ ଆରମ୍ଭ କରିଛନ୍ତି ଚିଟଫଣ୍ଡ କ୍ଷତିଗ୍ରସ୍ତ । ସୁବର୍ଣ୍ଣପୁର…

ଖୁବ୍ ଶିଘ୍ର ସରିବ ସମଲେଇ ପ୍ରକଳ୍ପ କାର୍ଯ୍ୟ, ସକାଳୁ ସକାଳୁ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ଶ୍ରୀ ପାଣ୍ଡିଆନ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଆଜି ସକାଳୁ ସକାଳୁ ସମ୍ବଲପୁର ଯାଇ ସମଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ସମୀକ୍ଷା ବେଳେ ଅଧିକ ମେସିନ ଓ ଲୋକ ବ୍ୟବହାର କରି କାମ ଆଗେଇବାକୁ ନିର୍ଦ୍ଦେଶ…

ଭିଜିଲାନ୍ସ ଜାଲରେ ମେଡିକାଲ କଲେଜ ଅଧ୍ୟକ୍ଷ: ୬ଟି ସ୍ଥାନରେ ଚାଲିଛି ଚଢାଉ

ବଲାଙ୍ଗିର:ଭିଜିଲାନ୍ସ ଜାଲରେ ପଡିଲେ ବଲାଙ୍ଗିର ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କର ପୁରୀ, ବଲାଙ୍ଗିର ଏବଂ ସମ୍ବଲପୁରସ୍ଥିତ ବାସଭବନରେ ଆଜି ଚଢାଉ କରିଛି । ସୁଦର୍ଶନ…

“ଜଳ ଦୀପାବଳି” ଅଭିଯାନର ପ୍ରଥମ ଦିନରେ ଯୋଗ ଦେଲେ ୪୧୦୦ରୁ ଅଧିକ ମହିଳା

ଭୁବନେଶ୍ଵର: ଜାତୀୟ ସହରାଞ୍ଚଳ ଜୀବିକା ମିଶନ ଏବଂ ଓଡିଶା ସହରାଞ୍ଚଳ ଏକାଡେମିର ମିଳିତ ସହଯୋଗରେ 'ଜଳ ପାଇଁ ମହିଳା, ମହିଳାଙ୍କ ପାଇଁ ଜଳ'ର ଉଦଘାଟନ ହୋଇଛି । ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଏହାର ପ୍ରମୁଖ ଯୋଜନା ଅମୃତ ଅଧୀନରେ ଏହି ମହତ୍ତ୍ବାକାଂକ୍ଷୀ ପଦକ୍ଷେପ ଗ୍ରହଣ…