Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୟାଗଡରେ ଲଜ୍ଜାଜନକ ଘଟଣା: ମାନସିକ ଭିନ୍ନକ୍ଷମ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରାମାଡ଼

ନୟାଗଡ:ନୟାଗଡରେ ସାମ୍ନାକୁ ଆସିଛି ଲଜ୍ଜାଜନକ ଘଟଣା । ଜଣେ ମାନସିକ ଭିନ୍ନକ୍ଷମ ମହିଳାଙ୍କୁ ଦୁଷ୍କର୍ମ ପରେ ଛୁରାମାଡ କରିଛନ୍ତି ଦୁର୍ବୃତ୍ତ । ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଇଟାମାଟି ଥାନା ବାଉଁଶିଆପଡା ଗାଁରେ ଘଟିଛି ଏପରି ଲଜ୍ଜାଜନକ ଘଟଣା । ମହିଳା…

ସରକାର ଦାବି ନ ଶୁଣିଲେ ଡିସେମ୍ବର ୧ରୁ ଗଡିବନି ଘରୋଇ ବସ

ଭୁବନେଶ୍ୱର: ସରକାର ଯଦି ଦାବି ନ ଶୁଣନ୍ତି ପୁଣି ହୋଇପାରେ ଘରୋଇ ବସ୍ ଧର୍ମଘଟ । ଘରୋଇ ବସମାଲିକଙ୍କ ଦାବି ନ ମାନିଲେ ଡିସେମ୍ବେର ୧ରୁ ରାଜ୍ୟରେ ଘରୋଇ ବସ ଗଡିବ ନାହିଁ ବୋଲି ଚେତାବନୀ ଦେଇଛି ଘରୋଇ ବସ ମାଲିକ ସଂଘ । ମାଲିକ ସଂଘର ବୈଠକରେ  ଏପରି ନିଷ୍ପତ୍ତି ନିଆ ଯାଇଛି। ସଂଘର ସାଧାରଣ…

ଅଫେରା ରାଇଜରେ ମହେଶ୍ୱର, ଝୁରୁଛି ପୋଷା କୁକୁର

ପୁରୀ: ଆରପାରିରେ ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ମହେଶ୍ବର ମହାନ୍ତି । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ହଜାର ହଜାର ସ୍ଥାନୀୟ ଜନତା, କର୍ମୀ ଓ ରାଜନେତା, ତାଙ୍କ ବାସଭବନ, ପୁରୀ ପାର୍ଟି ଅଫିସ ଓ ସ୍ୱର୍ଗଦ୍ବାରରେ ତାଙ୍କର ଶେଷ ଦର୍ଶନ…

ବିଜେପିରେ ସାମିଲ ହେଲେ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ, ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହେଲେ ବିଜେଡି ଓ କଂଗ୍ରେସ ଦଳର ଶତାଧିକ କାର୍ଯ୍ୟକର୍ତ୍ତା । ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କୋରାପୁଟ, କେନ୍ଦୁଝର, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁର…

ଏକ୍ସପାଏରୀ ଜିନିଷ ବିକି ଏଗାର ଲକ୍ଷ ଜୋରିମାନା ଦେବ ବିଶାଲ ମେଗାମାର୍ଟ

କଟକ: ଭୁବନେଶ୍ୱର ରସୁଲଗଡ଼ ଓ କଟକ ବିଡାନାସୀ ସେକ୍ଟର-୧୦ରେ ଥିବା ବିଶାଳ ମେଗା ମାର୍ଟର ଷ୍ଟୋରରେ ଏକ୍ସପାଏରି ହୋଇଥିବା ସାମଗ୍ରୀ ବିକ୍ରି କରିବା ଅଭିଯୋଗରେ କଟକ ଜିଲ୍ଲା ଖାଉଟି ଅଦାଲତ ବିଶାଲ ମେଗା ମାର୍ଟକୁ ୧୧ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ଆସନ୍ତା ୩୦ ଦିନ ମଧ୍ୟରେ ଏହି ଜରିମାନା…

ସମ୍ବଲପୁରରେ ମେମୁ ଟ୍ରେନ୍ ଲାଇନଚ୍ୟୁତ

ସମ୍ବଲପୁର: ସାରଳା ନିକଟରେ ବୁଧବାର ସନ୍ଧ୍ୟାରେ ଏକ ମେମୁ ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଝାରସୁଗୁଡ଼ାରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଏହି ଟ୍ରେନଟି ଏକ ଗାଈକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିଲା। ପୂର୍ବତଟ ରେଳପଥରୁ ମିଳିଥିବା ସୂଚନା ଅନୁଯାୟୀ, ସନ୍ଧ୍ୟା ପ୍ରାୟ 6ଟା 25 ମିନିଟ୍…

ଭୋଟର ତାଲିକା ସଂକ୍ଷିପ୍ତ ସଂଶୋଧନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ରାୟଗଡା: ଜିଲ୍ଲାରେ ଗତ ଅକ୍ଟୋବର ୨୭ ତାରିଖରୁ ଆରମ୍ଭ ହୋଇଛି ଭୋଟର ତାଲିକା ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ । ଏହା ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ଏହି ପରିପ୍ରେକ୍ଷୀରେ ୧୩୮-ଗୁଣପୁର ଓ ୧୩୯-ବିଷମ କଟକ ନିର୍ବାଚନ ମଣ୍ଡଳୀର ସହକାରୀ ନିର୍ବାଚକ ପଞ୍ଜୀକରଣ ଅଧିକାରୀ ତଥା ଗୋଷ୍ଠୀ…

ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ଆଉ ତିନି ଜିଲ୍ଲାରେ ଆରମ୍ଭ ହୋଇଛି ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା । ଦ୍ୱାଦଶ ଦିନରେ ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଐତିହାସିକ ଯୋଜନାରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ସୁନ୍ଦରଗଡ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀ ପାଇଁ …

ଚୋରା ମୋବାଇଲ ରାକେଟର ପର୍ଦ୍ଦାଫାସ, ୯ ଗିରଫ

କୋରାପୁଟ: ବିସିଂହପୁର ପୋଲିସକୁ ବଡ ସଫଳତା । ଚୋରା ମୋବାଇଲ ରାକେଟର ପର୍ଦ୍ଦାଫାସ କରିବା ସହ ୯ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କଠାରୁ ୧୨ଟି ମୋବାଇଲ ଜବତ କରିଛି ପୋଲିସ । ସୂଚନା ଅନୁସାରେ, ଗତ ଫ୍ରେବୁୟାରୀ ମାସରେ ସ୍ଥାନୀୟ ଭାତପାଇ ଗୁଡା ଗ୍ରାମରେ ଗୋଟିଏ ଦିନରେ ୧୧ ଟି ମୋବାଇଲ…

ଜଗମୋହନ ମରାମତି ମାମଲା: ASIର ସତ୍ୟପାଠ ଅଗ୍ରାହ୍ୟ

କଟକ: ଶ୍ରୀମନ୍ଦିର ଜଗମୋହନ ମରାମତି ମାମଲା । ଏଏସଆଇ ତଥ୍ୟକୁ ନେଇ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ । ସତ୍ୟପାଠ ଅସମ୍ପୂର୍ଣ୍ଣ ଦର୍ଶାଇ ଅଗ୍ରାହ୍ୟ କଲେ ହାଇକୋର୍ଟ । ସତ୍ୟପାଠ ଅଗ୍ରାହ୍ୟ ପରେ ଫେରାଇନେଲେ ASI କର୍ତ୍ତୃପକ୍ଷ । ସେହିପରି ବିସ୍ତୃତ ଭାବେ ସାନି ସତ୍ୟପାଠ ଦେବାକୁ ନିର୍ଦ୍ଦେଶ ଦେଲେ…