Latest Odisha News

BREAKING NEWS

Browsing Category

ଓଡିଶା

Odisha

ଝାରସୁଗୁଡ଼ା ଉପନିର୍ବାଚନ, ନଅରୁ ତିନି ଲଢ଼ିବେ!

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନରେ ୯ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢେଇ। ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ପ୍ରାର୍ଥୀଙ୍କ ସମ୍ପର୍କରେ ସ୍ପଷ୍ଟତା ଆସିଛି। ୯ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ତିନି ପ୍ରମୁଖ ଦଳର ପ୍ରାର୍ଥୀ ଲଢେଇ ପାଇଁ ନିଜ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି।…

ଆସନ୍ତା ମାସରୁ ବଢ଼ିବ କ୍ଷୀର, ଛେନାର ଦର

କଟକ: ମେ' ୧ରୁ ଛେନା ଓ ପନିର ଦର ବଢ଼ିବ। ମଙ୍ଗଳବାର କଟକ ଜିଲ୍ଲା ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଙ୍ଘ ଏହି ଘୋଷଣା କରିଛି। ଦର ବୃଦ୍ଧି ପରେ ଛେନା କିଲୋ ପିଛା ୨୦ ଟଙ୍କା, ପନିର କିଲୋ ପିଛା ୩୦ ଟଙ୍କା, ଖୁଆ କିଲୋ ପିଛା ୬୦ ଟଙ୍କା  ବଢ଼ିବ। ଏହି ଦର ବ୍ୟବସାୟୀ ମାନେ କିିଣିବା ବେଳେ ଲାଗୁ ହେବ…

ପରମ୍ପରା ଭାଙ୍ଗିଲେ ଶରତ !

ଭୁବନେଶ୍ୱର: ଶରତଙ୍କ ଯୁବ କାର୍ଡ। ପାରମ୍ପରିକ ରାଜନୀତିରୁ ଟିକେ ବାହାରକୁ ଯାଇ ନୂଆ ପିଢିଙ୍କୁ ରାଜନୀତିରେ ଅଧିକ ସୁଯୋଗ ଦେବାକୁ ପିସିସି ସଭାପତି ଶରତ ପଟ୍ଟନାୟକ ଉଦ୍ୟମ କରିଛନ୍ତି। ବିଳମ୍ବରେ ହେଲେ ମଧ୍ୟ ଶରତଙ୍କ ଟିମରେ ଏଭଳି କିଛି ଦେଖିବାକୁ ମିଳିଛି। କଂଗ୍ରେସରେ ବିଶାଳ ଟିମରେ ଯୁବ…

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍କୁ ପ୍ରଶଂସା

ଭୁବନେଶ୍ୱର: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ତୃତୀୟ ଦିନ ରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା କରିଛନ୍ତି…

ମେ ୫ ଯାଏ ଆଶ୍ୱସ୍ତି, ବୃଦ୍ଧି ପାଇବନି ଦିନର ତାପମାତ୍ରା

ଭୁବନେଶ୍ୱର: ଓଡ଼ିଶାବାସୀଙ୍କୁ ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ବଢ଼ିବନି ଦିନର ତାପମାତ୍ରା । ବଙ୍ଗୋପ ସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ଶିକ୍ଷା ଓ…

ମାର୍ଜିତ ଜୀବନଶୈଳୀ ଅନ୍ତ୍ର ସମସ୍ୟାକୁ ରୋକି ପାରିବ: କିମ୍ସ ବିଶେଷଜ୍ଞ

ଭୁବନେଶ୍ୱର: ତଳିପେଟରେ ଯନ୍ତ୍ରଣା, ପେଟ ଫୁଲିବା, ବାରମ୍ବାର ଝାଡ଼ାରେ ପରିବର୍ତ୍ତନ ହେଉଥିଲେ ସାଧାରଣତଃ ଏହା ଅନ୍ତ୍ର ସମସ୍ୟା (ଇରିଟେବଲ୍‌ ବାଉଲ୍‌ ସିଣ୍ଡ୍ରୋମ୍‌ ବା ଇବିସି) ବୋଲି ଡାକ୍ତରମାନେ କହିଥାନ୍ତି । ଏହି ସମସ୍ୟା କ୍ରମାଗତ ଲାଗି ରହିଲେ ଏହା ଏକ ପୁରାତନ ରୋଗରେ ପରିଣତ ହୋଇଥାଏ।…

ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟରେ ଯୋଗ ଉତ୍ସବ-୨୦୨୩

ଭୁବନେଶ୍ୱର: ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ଓଡ଼ିଶା ଏବଂ ମୋରାର୍ଜୀ ଦେଶାଇ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଯୋଗ, ଆୟୁଷ୍ ମନ୍ତ୍ରଣାଳୟ, ଭାରତ ସରକାରଙ୍କ ସହଯୋଗରେ ଭୁବନେଶ୍ୱରରେ“ୟୋଗୋତଶବ-୨୦୨୩” ପାଳନ କରିଛି । ଯୋଗର ଅଷ୍ଟମ ଆନ୍ତର୍ଜାତୀୟ ଦିବସ ଉପଲକ୍ଷେ କେନ୍ଦ୍ର ମନ୍ତ୍ରଣାଳୟ ଦ୍ଵାରା…

ବିଶୃଙ୍ଖଳା ପାଇଁ ଆୟୋଜକକାରୀଙ୍କୁ ଦାୟୀ କରିବା ହିନ୍ଦୁ ବିରୋଧୀ ମାନସିକତା ନୁହେଁ କି ?: ବିଜେପି

ଭୁବନେଶ୍ୱର: ବିଜେଡି ଶାସନରେ ଓଡ଼ିଶାରେ ଅରାଜକତା ବ୍ୟାପିଛି । ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଦେଖା ଦେଇଥିବାରୁ ଓଡ଼ିଶାବାସୀଙ୍କ ସୁରକ୍ଷାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି । କ୍ୟାବିନେଟ୍ ମନ୍ତ୍ରୀଙ୍କ ହତ୍ୟାକାଣ୍ଡ ପରେ ଝାରସୁଗୁଡ଼ାରେ ଏକ ଶିଶୁର ଅପହରଣ ଓ ମୃତଦେହ ମିଳିବା ଏବଂ ସେହିପରି…

ଓଡ଼ିଶା ମେଟ୍ରୋ ରେଳ ପାଇଁ ଡିପିଆର୍ ପ୍ରସ୍ତୁତ କରିବ ଡିଏମ୍ଆରସି

ଭୁବନେଶ୍ୱର: ଓଡ଼ିଶାରେ ମେଟ୍ରୋ ଟ୍ରେନ୍ ପାଇଁ ସରକାର ଆଉ ପାଦେ ଆଗକୁ ବଢ଼ିଛନ୍ତି । ବହୁ ପ୍ରତିକ୍ଷୀତ ମେଟ୍ରୋ ପ୍ରକଳ୍ପ ଲାଗି ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍ ଡିଟେଲ୍ ପ୍ରୋଜେକ୍ଟ ରିପୋର୍ଟ (ଡିପିଆର୍) ପ୍ରସ୍ତୁ କରିବ ବୋଲି ଜଣା ପଡ଼ିଛି । ଭୁବନେଶ୍ୱର, କଟକ, ଖୋର୍ଦ୍ଧା ଓ ପୁରୀରେ…

ସାବଧାନ! ଶ୍ରୀମନ୍ଦିର ଭିତରେ ବୁଲୁଛନ୍ତି ୟୁପି, ବିହାରର ଲୁଟେରା

ପୁରୀ:ଲୁଟେରା ମାତିଛନ୍ତି । ମନ୍ଦିର ଭଳି ପବିତ୍ର ସ୍ଥାନକୁ ବି ଛାଡୁ ନାହାନ୍ତି । ଏଇ ଲୁଟେରାଙ୍କ ଚେର ବହୁତ ଲମ୍ବା । ନିଜ ରାଜ୍ୟ ସମେତ ବାହାର ରାଜ୍ୟରେ ମେଲିଛି ଏମାନଙ୍କର କାୟା । ଶ୍ରୀମନ୍ଦିର ଭିତରେ  ବୁଲୁଛନ୍ତି ୟୁପି, ବିହାରର ଲୁଟେରା । ମୌକା ଦେଖି ଭକ୍ତଙ୍କୁ ଲୁଟୁଛନ୍ତି । ଏମିତି…