Latest Odisha News

BREAKING NEWS

Browsing Category

ଓଡିଶା

Odisha

ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନୁଗୋଳ ଜିଲ୍ଲା ତାଳଚେରରେ ଉଦଘାଟିତ ହେଲା ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ। ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ୩୩୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ…

ସ୍ୱତନ୍ତ୍ର ରାମ୍ପ୍ ଯୋଗେ ଜଗା ଦର୍ଶନ କରିବେ ଦିବ୍ୟାଙ୍ଗ ଭକ୍ତ

ପୁରୀ: ଏଣିକି ସହଜ ହେବ ଦିବ୍ୟାଙ୍ଗ ଭକ୍ତଙ୍କ ଜଗା ଦର୍ଶନ । ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ଦିବ୍ୟାଙ୍ଗ ଭକ୍ତମାନେ ସ୍ୱତନ୍ତ୍ର ଭାବେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ପୂର୍ବରୁ ଏନେଇ ବାରମ୍ବାର ଶ୍ରୀମନ୍ଦିର ପ୍ରଶାସନ ବୈଠକ କରିଥିବା ବେଳେ ଆଜି ନୀତି…

୩.୩୩ କୋଟି ବ୍ୟାଙ୍କ ଦୁର୍ନୀତି ମାମଲା, ୨ ଜଣଙ୍କୁ ବାନ୍ଧିଲା EOW 

ଭୁବନେଶ୍ବର: ୩ କୋଟି ୩୩ଲକ୍ଷ ଟଙ୍କାର ବ୍ୟାଙ୍କ ଦୁର୍ନୀତି ମାମଲାରେ ଦୁଇ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ୍‌ EOW । ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ଓ ପୂର୍ବତନ ଏଗ୍ରିକଲଚର ଫାଇନାନ୍ସ ଅଫିସରଙ୍କୁ EOW ଗିରଫ କରିଛି । ଗିରଫ ହୋଇଥିବା ତତ୍କାଳୀନ…

ନୀତି ସବ୍ କମିଟି ବୈଠକ: ଧନୁ ସଂକ୍ରାନ୍ତିରେ ଦେବାଭିଷେକ ନୀତି ନିର୍ଘଣ୍ଟକୁ ଚୂଡାନ୍ତ

ପୁରୀ: ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ନୀତି ସବ୍ କମିଟି ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଆସନ୍ତା ୧୬ ରୁ ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଶ୍ରୀଜୀଉଙ୍କ ପହିଲି ଭୋଗ ସହ ୧୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଧନୁ ସଂକ୍ରାନ୍ତି ଓ ଏଥିସହ ଜାନୁୟାରୀ ୨୫…

ବିଜେଡି ଶାସନରେ ଓଡ଼ିଶା ମହିଳାଙ୍କ ପାଇଁ ସୁରକ୍ଷିତ ନୁହେଁ: ଐଶ୍ୱର୍ଯ୍ୟା ବିଶ୍ୱାଳ

ଭୁବନେଶ୍ୱର: ରାଜ୍ୟରେ ମହିଳାଙ୍କ ସୁରକ୍ଷା ନେଇ ବର୍ଷିଛନ୍ତି ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା. ଐଶ୍ୱର୍ଯ୍ୟା ବିଶ୍ୱାଳ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ରାଜ୍ୟ ସରକାରଙ୍କ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି…

ଓମକୁ ବଞ୍ଚାଇଦେଲା ଉପସ୍ଥିତ ବୁଦ୍ଧି

ଯାଜପୁର : ବୁଦ୍ଧି ଥିଲେ ଉପାୟ ଆପେ ଆସେ  । ଅସୁବିଧା ସମୟରେ ଉପସ୍ଥିତ ବୁଦ୍ଧି ଆମକୁ ବଡ ବିପତ୍ତିରୁ ରକ୍ଷା କରିଥାଏ  । ସେମିତି କିଛି ଘଟଣା ଘଟିଛି ଓମ୍ ସହିତ  । ନିଜର ଉପସ୍ଥିତ ବୁଦ୍ଧି ଆଜି ଓମକୁ ଦୁର୍ବୁତ୍ତ ମାନଙ୍କ କବଳରୁ ରକ୍ଷା କରିଛି । ଓମ୍ ହେଉଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା…

ଫସଲ ଅମଳ ପରେ ଚାଷ ଜମିରେ ପାଳ ପୋଡନ୍ତୁ ନାହିଁ: ଏନସିନଏଫ୍

ଭୁବନେଶ୍ବର: ଦିଲ୍ଲୀରେ ବୃଦ୍ଧି ପାଉଥିବା ପ୍ରଦୂଷଣ ଓ ଚାଷ ଜମିରେ ହ୍ରାସ ପାଉଥିବା ଉର୍ବରତା କୁ ଦୃଷ୍ଟିରେ ରଖି ଓଡିଶାରେ ଯେପରି ଏହି ଅବସ୍ଥା ସୃଷ୍ଟି ନହୁଏ ସେନେଇ ଚାଷ ବିଶେଷଜ୍ଞ ମାନେ ତତ୍ପରତା ଦେଖାଇଛନ୍ତି । ରାଜ୍ୟରେ ଏବେ ଧାନ ଫସଲ କାଟି ଅମଳ କରିବାର ସମୟ ହୋଇଥିବାବେଳେ, ସବୁ ସ୍ଥାନରେ…

କାହା ସ୍ବାର୍ଥରେ ମନରେଗା ଯୋଜନା ? ଅଡିଟ୍ ବେଳେ ଧରାପଡିଲା ସତ

ନୂଆପଡା :  ମନରେଗା ଯୋଜନାରେ ମହାଘୋଟାଲା । ସରକାର ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଯୋଜନା ପରେ ଯୋଜନା କରୁଛନ୍ତି  । ହେଲେ ତାହା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଁଞ୍ଚୁନି ।  ଏଥିରେ କାର୍ଯ୍ୟ କରୁଥିବା କର୍ମଚାରୀ ମାନଙ୍କ ଖାମଖିଆଲ ନୀତି ଯୋଗୁଁ ଅର୍ଥ ହେରଫେର ଓ ମନରେଗା କାମରେ…

ମୋବାଇଲ ଛଡାଇ , ଟଙ୍କା ଲୁଟୁଥିଲେ : ବନ୍ଧା ହେଲେ ବର୍ଦ୍ଦି ବାବୁ

ସମ୍ବଲପୁର : ବର୍ଦ୍ଦି ବାବୁଙ୍କ ଦବଙ୍ଗଗିରି  । ମୋବାଇଲ ଛଡାଇବା ଓ ଟଙ୍କା ଲୁଟ ଅଭିଯୋଗରେ ଗିରଫ ହେଲେ ପୋଲିସ କର୍ମଚାରୀ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର ଅଇଁଠାପାଲି ଅଞ୍ଚଳରେ । ସୂଚନା ଅନୁସାରେ ହଠାତ୍ କିଛି ଯୁବକ ଅଇଁଠାପାଲି ଥାନା ପାଞ୍ଚୋଗୋଚ୍ଛିଆ ନିକଟରେ ଥିବା…

ରେଳ ଧାରଣାରେ ଲାଗିଗଲା ଗୋଡ, ମୁକୁଳିବାକୁ ଚେଷ୍ଟା କରୁଥିଲେ… ମାଡ଼ି ଆସିଲା ମୃତ୍ୟୁଦୂତ

ନୂଆପଡା: ମୃତ୍ୟୁ ଏମିତି ଆସେ ଅତର୍କିତ । ଝାମ୍ପିନିଏ ଜୀବନ । ହଠାତ ମୃତ୍ୟୁକୁ ସାମ୍ନାରେ ଦେଖୁଥିବା ମଣିଷ ବି ଅସହାୟ ହୋଇପଡେ । ଚେଷ୍ଟା କରି ବି ନିଜକୁ ବଞ୍ଚାଇ ପାରେନି । ଏମିତି ଏକ ପରିସ୍ଥିତିରେ ସିଗନାଲ ଇଞ୍ଜିନିୟର ଅନୁପ ରାୟଙ୍କର ମୃତ୍ୟୁ ଘଟିଥିଲା । ସେ ଦେଖୁଛନ୍ତି ମୃତ୍ୟୁ ଦୂତ…