Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯାତ୍ରା ଦେଖିବା ହେଲା କାଳ, ମୁକୁଳା କୂଅରେ ପଡ଼ି ଚାଲିଗଲା ଜୀବନ

କାମାକ୍ଷାନଗର : ମାମୁଁ ଘର ଗାଁକୁ ଯାତ୍ରା ଦେଖିବାକୁ ଯାଇଥିବା ବେଳେ ଅଘଟଣ । ବିଳମ୍ବିତ ରାତିରେ ଯାତ୍ରା ଚାଲିଥିବା ବେଳେ ଖୋଲା କୂଅରେ ପଡି ଜଣେ ନାବାଳକର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କାମାକ୍ଷାନଗର ଥାନା ସରଦେଇପୁର ଗାଁରେ । ମୃତ ନାବାଳକ ଜଣକ ହେଲେ…

ଅକ୍ଷୟ ତୃତୀୟାରୁ ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ ସହ ଚନ୍ଦନ ଯାତ୍ରା

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହୋଇଥିବା ବେଳେ ଅନ୍ୟପଟେ ମହାପ୍ରଭୁ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ଧରି ଚାପ ଖେଳିବାର ପରମ୍ପରା ଆରମ୍ଭ ହୋଇଛି । ବନଜାଗ ବିଧିରେ ପୂଜା କାର୍ଯ୍ୟ ସହ ସୁନା କୁରାଢିରେ ରଥ କାଠ ଛେଦନ କରାଯାଇ ରଥ ନିର୍ମାଣ ଅନୁକୂଳ ହୋଇଛି । ରଥ…

ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବିଜେପିକୁ ପୁଣି ଝଟକା, ବିଜେଡିରେ ମିଶିଲେ ତ୍ରିନାଥ ଗୋୟେଲ

ଭୁବନେଶ୍ୱର: ଉପନିର୍ବାଚନ ପୂର୍ବରୁ ବିଜେପିକୁ ଆଉ ଏକ ଝଟକା ଲାଗିଛି । ଝାରସୁଗୁଡ଼ା ବିଜେପିର ଜଣେ ଟାଣୁଆ ନେତା ଭାବେ ପରିଚିତ ତ୍ରିନାଥ ଗୋୟେଲ୍ ଆଜି ବିଜେଡିରେ ସାମିଲ୍ ହୋଇଛନ୍ତି । ବିଜେଡିର ଦଳୀୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଦଳରେ ସାମିଲ୍ ହୋଇଛନ୍ତି ତ୍ରିନାଥ…

ଉତ୍ତର ଆମେରିକାରେ ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଓଡ଼ିଶା ଦିବସ ପାଳନ

ବୋଷ୍ଟନ: ଉତ୍ତର ଆମେରିକାରେ ବସବାସ କରୁଥିବା ପ୍ରବାସୀ ଓଡ଼ିଆ ମାନଙ୍କ ଦ୍ବାରା ମହାସମାରୋହରେ ୮୮ତମ ଉତ୍କଳ ଦିବସ ପାଳନ କରାଯାଇଛି। ଓଡ଼ିଶା ସୋସାଇଟି ଅଫ ଆମେରିକାଜ (ଓସା)ର ଶାଖା ସଂଗଠନ ଓଡ଼ିଶା ସୋସାଇଟି ଅଫ ନିଉ ଇଂଲଣ୍ଡ (ଓ.ଏସ.ଏନ.ଇ) ଆନୁକୁଲ୍ୟରେ ଆୟୋଜିତ ଏହି ମହୋତ୍ସବରେ ବହୁ ସଂଖ୍ୟାରେ…

କ୍ରିକେଟ୍ ଖେଳକୁ ନେଇ ବିଜେବି କଲେଜରେ ଛାତ୍ରଙ୍କୁ ଆକ୍ରମଣ ଘଟଣା, ୪ ଜଣ ଗିରଫ

ଭୁବନେଶ୍ୱର: ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ କ୍ରିକେଟ ଖେଳକୁ ନେଇ ଛାତ୍ରଙ୍କୁ ଆକ୍ରମଣ ଘଟଣା । ୪ ଜଣଙ୍କୁ ଗିରଫ କଲା ପୋଲିସ । ବଡ଼ଗଡ଼ ଥାନା ଅନ୍ତର୍ଗତ କେଦାରପଲ୍ଲୀ ଓ ମହିଷାଖଳା ଅଞ୍ଚଳର ୪ ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ପୂର୍ବରୁ ବହୁ…

ପୁଣି ଅସୁସ୍ଥ ହୋଇ ଚିକିତ୍ସାଳୟରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୁଜାରୀ

କୋରାପୁଟ : ବିରଳ ଧାନ ବିହନର ସଂଗ୍ରାହକ ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀ ଅସୁସ୍ଥ ହୋଇ ଶନିବାର ବିଳମ୍ବିତ ରାତିରେ କୋରାପୁଟ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। କମଳା ପୂଜାରୀଙ୍କ ପାକଜନିତ ସମସ୍ୟା ହେତୁ ସେ ଗୁରୁତର ଅସୁସ୍ଥ ଥିବା କୁହାଯାଉଛି। ତାଙ୍କର ଚିକିତ୍ସା…

କାଳବୈଶାଖୀ ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ…

କିସ୍‌ରେ ସି -୨୦ ମିଲିୟନ୍ ଲାଇଟ୍ ଶୋ

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ସିଭିଲ୍ -୨୦ (ସି-୨୦) ଅଧୀନରେ ଲିଙ୍ଗଗତ ସମାନତା ଏବଂ ଭିନ୍ନକ୍ଷମ ୱାର୍କିଂ ଗ୍ରୁପ୍ ସମ୍ମିଳନୀ ଅବସରରେ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନସେସ୍ (କିସ୍) ଷ୍ଟାଡିୟମରେ କିସର ୩ ହଜାର ଛାତ୍ରୀ ସି-୨୦ ମାନବ ଲୋଗୋ ତିଆରି କରିବା…

ମାଲକାନଗିରି ତୁଲସୀ ଗାଁ ନିକଟରେ ପ୍ରତିଷ୍ଠା ହେଲା ପୋଲିସ ଓ ବିଏସଏଫର ନୂଆ ସୁରକ୍ଷା ଶିବିର

ମାଲକାନଗିରି ଜିଲ୍ଲାର ତୁଲସୀ ସଂରକ୍ଷିତ ଜଙ୍ଗଲ ଅଞ୍ଚଳ ଅନ୍ତର୍ଗତ ତୁଲସୀ ଗାଁ ନିକଟରେ ପୋଲିସ ଓ ବିଏସଏଫ ଓଡ଼ିଶାର ଏକ ନୂଆ କମ୍ପାନୀ ଅପରେଟିଂ ବେସ୍ – ସିଓବି ପ୍ରତିଷ୍ଠା କରାଯାଇଛି । ଜିଲ୍ଲାରେ ମାଓବାଦୀ କାର୍ଯ୍ୟକଳାପର ମୁକାବିଲା ତ୍ୱରାନ୍ୱିତ କରିବା ପାଇଁ ଏହି ନୂଆ ସୁରକ୍ଷା ଶିବିର…

ରାଜ୍ୟରେ ଜାରି ହେଲା ମୋଟର ଏଗ୍ରିଗେଟର ନିୟମ, ଏଣିକି ସୁଗମ ଓ ସୁରକ୍ଷିତ ହେବ ଯାତ୍ରୀ ସେବା

ଭୁବନେଶ୍ୱର : ଯାତ୍ରୀ ସେବାକୁ ସୁଗମ ଓ ସୁରକ୍ଷିତ କରିବା ଲକ୍ଷ୍ୟରେ ଦେଶର ଷଷ୍ଠ ରାଜ୍ୟ ଭାବେ ମୋଟର ଏଗ୍ରିଗେଟର ନିୟମ ଲାଗୁ କଲା ଓଡ଼ିଶା  । ଅର୍ଥାତ ଓଲା, ଉବର ଓ ରାପିଡୋ ଭଳି ଯାତ୍ରୀ ପରିବହନ ସେବା ବ୍ୟବସ୍ଥା ଭାବେ କାର୍ଯ୍ୟ କରୁଥିବା ସଂସ୍ଥା ଏହି ନିୟମର ଅନ୍ତର୍ଭୁକ୍ତ ଓ ପରିଚାଳିତ ହେବେ।…