Latest Odisha News

BREAKING NEWS

Browsing Category

ଓଡିଶା

Odisha

କାହିଁକି ଜେଲରେ ଆତ୍ମହତ୍ୟା କଲେ ବିଚାରଧୀନ କଏଦୀ ? କାରଣ ଖୋଜୁଛି ପୋଲିସ

ଯାଜପୁର: ରଗଡି ସବଜେଲରେ ବିଚାରଧୀନ କଏଦୀ ଙ୍କ ଆତ୍ମହତ୍ୟା। ସୂଚନା ମୁତାବକ ଆଜି ସକାଳ ପ୍ରାୟ ୧୧ଟା ବେଳେ  ଜେଲ ଭିତରେ ଥିବା ନିର୍ମାଣଧୀନ ଗୃହ ମଧ୍ୟରେ କଏଦୀ ଜଣକ ଏକ ଗାମୁଛା ସାହାଯ୍ୟରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସୁରକ୍ଷା କର୍ମୀ ଙ୍କ ସହାୟତା ରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର…

ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବାତ୍ୟା: କୋହଲା ପାଗକୁ ଲାଗି ରହିଛି ବର୍ଷା

ଭୁବନେଶ୍ୱର: ଦୁର୍ବଳ ହୋଇଛି ବାତ୍ୟା ମିଗଜୋମ । ଏବେ ଉତ୍ତରପୂର୍ବ ତେଲେଙ୍ଗାନା ଅଞ୍ଚଳରେ ସକ୍ରିୟ ଅବପାତ ଦୁର୍ବଳ ହୋଇ ଏବେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଆଜି ସକାଳ ୮.୩୦ରେ ଉତ୍ତର-ପୂର୍ବ ତେଲେଙ୍ଗାନା ପାଶ୍ୱବର୍ତ୍ତୀ ଦକ୍ଷିଣ ଛତିଶଗଡ-ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ତତସଲଂଗ୍ନ…

ସମ୍ପର୍କୀୟ କହି ଜିତିଲେ ବିଶ୍ଵାସ, ଶେଷରେ ଚୂନା ଲଗାଇ ଚୋରି କରିନେଲେ ଗାଡି

ଉଦଳା: ପ୍ରଥମେ ଡାକ୍ତରଖାନାରେ ରୋଗୀଙ୍କ ସମ୍ପର୍କୀୟ ସାଜିବାର ଅଭିନୟ କଲେ । ପରେ ପରିବାର ସଦସ୍ୟଙ୍କୁ ସାହାର୍ଯ୍ୟ କଲେ । ଶେଷରେ ଚିତା କାଟି ରୋଗୀଙ୍କ ସମ୍ପର୍କୀୟଙ୍କ ଗା଼ଡି ଚୋରି କରି ନେଇଗଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଉଦଳା ମୁଖ୍ୟ ଚିକିତ୍ସାଳୟରେ । ଆଉ ଏ ସବୁ ଘଟଣାର କଏଦ…

ମଙ୍ଗୁ ମଠର ସ୍ଥିତି ଅନୁଧ୍ୟାନ କଲେ ଜାତୀୟ ସଂଖ୍ୟାଲଘୁ କମିଶନ

ପୁରୀ: ପୁରୀରେ ଜାତୀୟ ସଂଖ୍ୟାଲଘୁ କମିଶନ ଅଧ୍ୟକ୍ଷ । ମଙ୍ଗୁ ମଠ ପ୍ରସଙ୍ଗରେ ଜାତୀୟ ସଂଖ୍ୟାଲଘୁ କମିଶନ ଅଧକ୍ଷ ସର୍ଦ୍ଦାର ଇକବାଲ ସିଂ ଲାଲପୁରାଙ୍କ ସହ ଆଜି ଜିଲ୍ଲା ପ୍ରଶାସନର ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୁରୁଦ୍ୱାର କମିଟିର ୧୦ ଜଣିଆ ପ୍ରତିନିଧିମଣ୍ଡଳୀ ଜିଲ୍ଲା ପ୍ରଶାସନ ସହ ମଠ…

ଘରେ ପଶି ମହିଳାଙ୍କୁ ଗୁଳିମାଡ, ଦୁର୍ବୁତ୍ତ ଫେରାର୍

ନୀଳଗିରି : ଘରେ ପଶି ମହିଳାଙ୍କୁ ଗୁଳିମାଡ କଲେ ଅଜଣା ଦୁର୍ବୁତ୍ତ  । ଏମିତି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ରାଇପାଳ ଗାଁରେ  । ମହିଳା ଜଣକ ରାତିରେ ଘରେ ଶୋଇଥିବାବେଳେ କିଛି ଅଜଣା ଦୁର୍ବୁତ୍ତ ଆସି ଗୁଳି ମାଡ କରିଛନ୍ତି  । ମହିଳା ଜଣକ ଲକ୍ଷ୍ମୀ ମୁର୍ମୁ ବୋଲି ଜଣାପଡିଛି ।…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ନମୁନା ପ୍ରଶ୍ନପତ୍ର

କଟକ : ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପଠାଗଲା ନମୁନା ପ୍ରଶ୍ନପତ୍ର। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ଏହି ପ୍ରଶ୍ନପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା…

ଦୁର୍ବଳ ହେଉଛି ମିଗଜୋମ, ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା

ଭୁବନେଶ୍ଵର: ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେଉଛି ବାତ୍ୟା ମିଗଜୋମ୍ । କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ମିଗଜୋମ୍ । ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ । ଏପଟେ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ସେପଟେ…

୧୦ ଜିଲ୍ଲାରେ ନିର୍ମାଣ ହେବ ଟ୍ରକ୍ ଟର୍ମିନାଲ

ଭୁବନେଶ୍ୱର : ଜାତୀୟ ରାଜପଥରେ ସୁରକ୍ଷିତ ଗାଡ଼ି ଚଳାଚଳ ସହ ଟ୍ରକ୍ ଚାଳକଙ୍କ ସୁବିଧା ପାଇଁ ୧୦ ଜିଲାରେ ନିର୍ମାଣ ହେବ ଟ୍ରକ ଟର୍ମିନାଲ । ଏଥିପାଇଁ ଡିପିଆର ପ୍ରସ୍ତୁତ ହୋଇଛି । ଏଥିଲାଗି ୩୦୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ଜମି ଚିହ୍ନଟ ହୋଇସାରିଥିବାରୁ ଡିପିଆର ପ୍ରସ୍ତୁତି ପାଇଁ କିଛି…

୧୫ରୁ କୋରାପୁଟରେ ଚାଲିବ ଲକ୍ଷ୍ମୀ ବସ୍‌: ଜୟପୁର ବ୍ଲକରେ ୩ଟି ରୁଟରେ ଗଡ଼ିବ

ଜୟପୁର: ମାଲାକାନଗିରି, ଗଜପତି, କଳାହାଣ୍ଡି, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲା ପରେ ଏବେ କୋରାପୁଟ ଜିଲାରେ ଗଡ଼ିବ ଲକ୍ଷ୍ମୀ ବସ । କୋରାପୁଟ ଜିଲ୍ଲାରେ ଆସନ୍ତା ୧୫ତାରିଖରେ ଏହାର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରାରମ୍ଭିକ ଭାବେ ୨୦ଟି ନୂଆ ବସ ଆସିବା ସହ ଷ୍ଟିକରିଂ ଚାଲିିଥିବା…

ରାଜ୍ୟରେ ‘ମହିଳା ସୁରକ୍ଷା ବ୍ୟବସ୍ଥା’ କେବଳ ‘ନୀଳ ରଙ୍ଗ ବୋର୍ଡ’ରେ ସୀମିତ: ବିଜେପି

ଭୁବନେଶ୍ୱର: ମହିଳା ଓ ଶିଶୁମାନଙ୍କ ପ୍ରତି ଘଟୁଥିବା ହିଂସା ପାଇଁ ଗୃହ ବିଭାଗ ସଂପୂର୍ଣ୍ଣ ଦାୟୀ । ରାଜ୍ୟରେ 'ମହିଳା ସୁରକ୍ଷା ବ୍ୟବସ୍ଥା' କେବଳ 'ନୀଳ ରଙ୍ଗ ବୋର୍ଡ'ରେ ସୀମିତ ହୋଇ ରହିଛି । ଗତକାଲି ଏନ୍‌ସିଆର୍‌ବି ରିପୋର୍ଟ ପ୍ରକାଶ ପାଇବା ପରେ ବିଜେଡି ଉପରେ ବର୍ଷିଛନ୍ତି ରାଜ୍ୟ ମୁଖପାତ୍ର…