Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାହାନଗା ରେଳ ଦୁର୍ଘଟଣା: ମୃତକଙ୍କ ପରିବାର ସଦସ୍ୟଙ୍କୁ କିଟ୍‌ରେ ମିଳିଲା ନିଯୁକ୍ତି

ଭୁବନେଶ୍ୱର: ବାଲେଶ୍ୱର ବାହାନଗାଠାରେ ଘଟିଥିବା ଦୁଃଖଦ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାର ସଦସ୍ୟଙ୍କୁ କିିଟ୍‌ରେ ମିିଳିଲା ନିଯୁକ୍ତି । ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତିଙ୍କୁ ନିଯୁକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟ୍ ରେ ମାଗଣା ଶିକ୍ଷା ବ୍ୟବସ୍ଥାକୁ ରବିବାର କିଟ୍ ଓ କିସ୍…

ନବରଙ୍ଗପୁରରେ ଭାଲୁ ଆତଙ୍କ, ଭୟଭୀତ ଗ୍ରାମବାସୀ

ନବରଙ୍ଗପୁର: ନବରଙ୍ଗପୁରରେ ଭାଲୁ ଆତଙ୍କ । ଲୋକଙ୍କ ଘରେ ପଶିଯାଉଛି ଭାଲୁ । ଯାହାକୁ ନେଇ ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଭତରାସିଉନି ଗ୍ରାମରେ । ସେପଟେ ସବୁ ଜାଣି ମଧ୍ୟ ଚୁପ ବସିଛି ବନ ବିଭାଗ । ଖବର ମୁତାବକ, ପ୍ରତିଦିନ ପ୍ରାୟ ପାଞ୍ଚଟି ଭାଲୁ…

ରାଜ୍ୟକୁ ଅଗଣତାନ୍ତ୍ରିକ ଓ ଅସାମ୍ବିଧାନିକ ପଦ୍ଧତିରେ ଚାଲୁଥିବା ଶାସନ ବ୍ୟବସ୍ଥାକୁ ଭେଟି ଦେଇଛନ୍ତି ରାଜ୍ୟ ସରକାର:…

ରାଉରକେଲା/ଭୁବନେଶ୍ୱର: ଓଡ଼ିଶାକୁ ଏକ ଅଗଣତାନ୍ତ୍ରିକ ଓ ଅସାମ୍ବିଧାନିକ ପଦ୍ଧତିରେ ଚାଲୁଥିବା ଶାସନ ବ୍ୟବସ୍ଥାକୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ଏପରି ଅଭିଯୋଗ କରିଛି ବିଜେପି। ରବିବାର ରାଉରକେଲାରେ ବିଜେପି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି ସମ୍ମିଳନୀରେ ରାଜ୍ୟ…

ଲିଙ୍ଗରାଜ ମହାପ୍ରଭୁଙ୍କ ସେବାୟତ ବିଜୟରାମ ପଣ୍ଡାଙ୍କ ପରଲୋକ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସେବାୟତ ବିଜୟରାମ ପଣ୍ଡାଙ୍କର ୮୪ବର୍ଷ ବୟସରେ ଆଜି ସକାଳେ ପରଲୋକ ଘଟିଛି। ସେ ଗତ କିଛି ଦିନ ଧରି ହୃଦଘାତ ଜନିତ ସମସ୍ୟାରେ ଚିକିତ୍ସାଧିନ ଥିଲେ। ତାଙ୍କ ପରଲୋକ ପରେ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ପୁରୁଣା ଭୁବନେଶ୍ୱର ରଥଦାଣ୍ଡସ୍ଥିତ ବାସଭବନରେ…

ମେଘାଳୟରେ ଓଡ଼ିଆ ବିଏସ୍ଏଫ୍ ଯବାନ ସହିଦ

ଭୁବନେଶ୍ୱର: ମେଘାଳୟରେ ଓଡ଼ିଆ ବିଏସ୍ଏଫ୍ ଯବାନ ସଦିଦ ହୋଇଛନ୍ତି। ଯବାନ ଜଣଙ୍କ ପୁରୀ ଜିଲ୍ଲାର ଗୋପ ବ୍ଲକ ଅନ୍ତର୍ଗତ ବାଦଟରା ପଞ୍ଚାୟତର ମଲା ଗାଁର ପ୍ରତାପ ରଞ୍ଜନ ପରିଡ଼ା ବୋଲି ଜଣାପଡିଛି। ତାଙ୍କ ବୟସ ୫୨ ବର୍ଷ। ସୂଚନା ଅନୁସାରେ ସୁଦୂର ମେଘାଳୟ ଓ ବାଂଲାଦେଶ ସୀମା ତୁରା ନିକଟରେ କାର୍ଯ୍ୟରତ…

ଧର୍ମଗଡ ଉପଖଣ୍ଡୀୟ ବ୍ରାହ୍ମଣ ସମାଜ ପକ୍ଷରୁ ନୂଆଖାଇ ଭେଟଘାଟ ପାଳିତ

କଳାହାଣ୍ଡି: ଜିଲ୍ଲାର ଧର୍ମଗଡ ଉପଖଣ୍ଡୀୟ ବ୍ରାହ୍ମଣ ସମାଜ ପକ୍ଷରୁ ହୋଟେଲ ରୟାଲ ପ୍ୟାଲେସ ଠାରେ ନୂଆଖାଇ ଭେଟଘାଟ ପାଳିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ଉପଖଣ୍ଡୀୟ ବ୍ରାହ୍ମଣ ସମାଜର ସଭାପତି ଜନାର୍ଦ୍ଦନ ପଣ୍ଡା ଯୋଗଦେଇଥିଲେ । ସମ୍ମାନୀୟ ଅତିଥି ଭାବେ ବ୍ରାହ୍ମଣ ସମାଜ…

ଡି-ବ୍ରଦର୍ସ ନାଁରେ ଦାଦାବଟି ଆଦାୟ କରୁଥିଲେ ଟ୍ୟୁସନ ସାର୍, ବନ୍ଧା ହେଲେ ୨ ଅଭିଯୁକ୍ତ

କଟକ: ଡି-ବ୍ରଦର୍ସ ନାଁରେ ଦାଦାବଟି ଆଦାୟ କରିବା ପଡିଲା ମହଙ୍ଗା। ବନ୍ଧା ହେଲେ ଦୁଇ ଅଭିଯୁକ୍ତ। କଟକରେ ପୁଣି ଧଳସାମନ୍ତ ଭ୍ରାତା ସୁଶାନ୍ତ ଏବଂ ସୁଶୀଲ ଧଳସାମନ୍ତଙ୍କ ନାଁରେ ଦାଦାବଟି ଆଦାୟ ଅଭିଯୋଗ ଆସିଛି। ଛତ୍ର ବଜାରର ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ୫ ଲକ୍ଷ ଟଙ୍କାର ଦାଦାବଟି ମାଗିବାରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ, ଆଜି ଆଉ ଗୋଟେ ଧରା ପଡିଲା ମଣିଷଖିଆ ବାଘ

ନୂଆପଡ଼ା: ଜିଲ୍ଲାରେ ସରୁନି ବାଘ ଆତଙ୍କ। ଗତକାଲି ଗୋଟିଏ ବାଘ ଧରାପଡିଥିଲା। ଆଜି ଆଉ ଗୋଟେ ବାଘକୁ ଦେଖିଲେ ଲୋକେ। ସୂଚନା ଅନୁସାରେ ରବିବାର ସକାଳେ ସଦର ରେଞ୍ଜ ଧରମବନ୍ଧା ସେକ୍ସନ କୋଦୋପାଲି ଗାଁରେ ଏକ ବାଘ ଆତଙ୍କ ଖେଳାଇ ଦେଇଛି । ଫଳରେ ଗାଁ ଲୋକେ ପୁଣି ଡରି ଯାଇଛନ୍ତି। ଗ୍ରାମବାସୀ ଘଟଣା…

ଆସ ବୁଲିଯିବା ଓଡିଶା: ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଡୋକରୀ ଚଞ୍ଚରା

କଳାହାଣ୍ଡି: ଆଉ ଦିନ କେଇଟା ପରେ ନୂଆବର୍ଷ । ଏହାକୁ ଧୁମଧାମରେ ମନାଇବା ପାଇଁ ସମସ୍ତଙ୍କ ମନରେ ଭରି ରହିଛି ଉତ୍କଣ୍ଠା । ବିଶେଷ କରି ବଣଭୋଜି କରିବା ପାଇଁ ଦରକାର ପଡେ ଏମିତି ଏକ ସ୍ଥାନ ଯେଉଁଠି ବଣଭୋଜି ସହିତ ପ୍ରକୃତି ରାଣୀ କୋଳରେ ଦିନଟିଏ ଅତିବାହିତ କରିବା ପାଇଁ ସୁଯୋଗ ଥିବ। ଚାରିଆଡେ…

ତାଳଚେରରେ ପୁଣି ହାତୀ ଉପଦ୍ରବ, ଉଜାଡ଼ିଦେଲେ ସୁନାର ଫସଲ

ଅନୁଗୁଳ: ଦିନକୁ ଦିନ ବଢୁଛି ହାତୀଙ୍କ ଉପଦ୍ରବ। ଖାଦ୍ୟ ଅନ୍ୱେଶଣରେ ଆସି ଧନ ଜୀବନ ନଷ୍ଟ କରୁଛନ୍ତି ହାତୀ। ଗତ ଦୁଇ ବର୍ଷ ହେବ ହାତୀ ଚିନ୍ତାରେ ଭୟଭିତ ହୋଇ ରହୁଛନ୍ତି ଅଞ୍ଚଳବାସୀ। ଚାଷୀ ଋଣ କରି ଚାଷ କରୁଥିବା ବେଳେ ହାତୀପଲ ଆସି ଏକର ଏକର ଚାଷ ଜମିକୁ ନଷ୍ଟ କରୁଛନ୍ତି ଓ ଯାହା ଫଳରେ ଚାଷୀଙ୍କ…