Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ନେଇ ହୋଇପାରେ ଚୂଡାନ୍ତ ନିଷ୍ପତି

ପୁରୀ: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ପୁରୀ ନିଳାଦ୍ରୀ ଭକ୍ତ ନିବାସରେ ପୂର୍ବାହ୍ନ ୧୧ଟାରେ ଏହି ବୈଠକ ବସିବ । ଏହି ବୈଠକରେ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଳ ସିଂ,…

୫୭୫ ମେଗାୱାଟ କ୍ଷମତା ବିଶିଷ୍ଟ ପ୍ରକଳ୍ପ ପାଇଁ ୪୯୪୦ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି

ଭୁବନେଶ୍ୱର: ରାଜ୍ୟରେ ଅକ୍ଷୟ ଶକ୍ତିର ବିକାଶ ନିମନ୍ତେ ଗ୍ରୀଡକୋ ପକ୍ଷରୁ ଆଜି ଓଡ଼ିଶା ୱିଣ୍ଡ୍ ଏନର୍ଜି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟରେ ପବନ ଶକ୍ତି କ୍ଷେତ୍ରରେ ପୁଞ୍ଜି ବିନିଯୋଗର ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି ସମ୍ମିଳନୀରେ ପବନ ଶକ୍ତି ଉତ୍ପାଦନ କ୍ଷେତ୍ରରେ…

ସୋଲାର ବିଶ୍ୱ କଂଗ୍ରେସରେ ଅଚ୍ୟୁତ ସାମନ୍ତ ସମ୍ମାନୀତ

ଭୁବନେଶ୍ୱର: ନୂଆଦିଲ୍ଲୀଠାରେ ଚାଲିଥିବା ସୋଲାର ବିଶ୍ୱ କଂଗ୍ରେସ ୨୦୨୩ରେ ଶୁକ୍ରବାର କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନିତ କରାଯାଇଛି । କିଟ୍ ଓ କିସ୍ ମାଧ୍ୟମରେ ସବୁଜ ଶକ୍ତିକୁ ବ୍ୟାପକ ପ୍ରୋତ୍ସାହନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ସୋଲାର ଏନର୍ଜୀ ସୋସାଇଟି ଅଫ୍ ଇଣ୍ଡିଆ…

ଜାନୁଆରୀ ୧୭ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ

ପୁରୀ: ଆସନ୍ତା ଜାନୁଆରୀ ୧୭ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଉତ୍ସବ। ଆଜି ଶ୍ରୀନଅରରେ ଏନେଇ ସରିଛି ନୀତି ସବକମିଟି ବୈଠକ। ତ୍ରିଦିବସାତ୍ମକ ପୂଜାର୍ଚ୍ଚନା ସହ ଲୋକାର୍ପଣ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ୨୦୨୧ ନଭେମ୍ବର ୨୪ରେ ଯେଉଁଭଳି ଭାବରେ ଭବ୍ୟ ସମାରୋହରେ…

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା

ପୁରୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା। ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଉପରାଜ୍ୟପାଳ ମନୋଜ ସିହ୍ନା। ଆଜି ଅପରାହ୍ନରେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବା ସହ ଗାର୍ଡ ଅଫ୍ ଅନର୍ ଦିଆଯାଇଥିଲା।…

ମିଳିଲା ମା’ କୋଟ୍ରାକ୍ଷୀଙ୍କ ଅଷ୍ଟଧାତୁ ମୂର୍ତ୍ତି, ୨୦୨୧ ମସିହାରେ ହୋଇଥିଲା ଚୋରି

ଯାଜପୁର: ଫେରିବ ମା' କୋଟ୍ରାକ୍ଷୀଙ୍କ ଅଷ୍ଟଧାତୁ ମୂର୍ତ୍ତି। ବଡ଼ଚଣା ଥାନା ଅଧିନ ଦର୍ପଣଠାରେ ମା' କୋଟ୍ରାକ୍ଷୀଙ୍କର ଏକ ମୂଲ୍ଯବାନ ଅଷ୍ଟଧାତୁ ମୂର୍ତ୍ତି ୨୦୨୧ ମସିହା ଜାନୁଆରୀ ମାସ ୧୧ ତାରିଖରେ ଦୁର୍ବୃତ୍ତମାନେ ଚୋରି କରି ନେଇଥିଲେ। ଏହି ଅଷ୍ଟଧାତୁ ମୂର୍ତ୍ତିଟି ବହୁ ପୁରାତନ ହୋଇଥିବା ବେଳେ…

ଭୁବନେଶ୍ବର ସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ରକୁ ଜମ୍ମୁ କଶ୍ମୀର ଉପରାଜ୍ୟପାଳଙ୍କ ପ୍ରଶଂସା

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା ଶୁକ୍ରବାର ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ବିଭିନ୍ନ ଅତ୍ୟାଧୁନିକ ଗବେଷଣାଗାରର ଅନୁସନ୍ଧାନକୁ ବୁଲି ଦେଖିବା ସହ ଭୁବନେଶ୍ୱରରେ ଅବସ୍ଥିତ ଦେଶର ଏହି ପ୍ରମୁଖ…

ଓଡ଼ିଶା ଦୁଇ ଭାଗ ହେବା ପ୍ରସଙ୍ଗ ପାଇଁ ମୁଖ୍ୟମନ୍ତ୍ରୀ ଦାୟୀ: ନରସିଂହ ମିଶ୍ର

ଭୁବନେଶ୍ୱର: ଓଲିଉଡ ଅଭିନେତା ମନୋଜ ମିଶ୍ରଙ୍କ ବୟକଟ୍ ପ୍ରସଙ୍ଗକୁ ନେଇ ଶୁକ୍ରବାର ଦିନ କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡିଶା ଦୁଇ ଭାଗ ହେଲେ ଦାୟୀ ରହିବେ ବୋଲି ସେ କହିଛନ୍ତି। ନରସିଂହ ମିଶ୍ର କହିଛନ୍ତି ଯେ, ବିଜେଡି…

ଜୟପୁର ବସ୍ ଟର୍ମିନାଲରେ ଭୟାବହ ଅଗ୍ନିକାଣ୍ଡ, ଏକାଧିକ ବସରେ ନିଆଁ

କୋରାପୁଟ: ଜୟପୁର ବସ୍ ଟର୍ମିନାଲରେ ଭୟାବହ ଅଗ୍ନିକାଣ୍ଡ। ବସ୍ ଟର୍ମିନାଲରେ ଅଛି ୨୦ରୁ ଅଧିକ ପରିତ୍ୟକ୍ତ ବସ୍। ଜାତୀୟ ରାଜପଥ ୨୬ କଡ଼ରେ ଥିବା ବସ ଟର୍ମିନାଲରେ ଅଗ୍ନିକାଣ୍ଡ ଘଟିଛି। ପ୍ରଥମେ ଏକ ପରିତ୍ୟକ୍ତ ବସରେ ନିଆଁ ଲାଗିବା ପରେ ଏହା ଏକାଧିକ ବସକୁ ବ୍ୟାପି ଯାଇଛି। ଏକାଧିକ ବସରେ ନିଆଁ…