Latest Odisha News

BREAKING NEWS

Browsing Category

ଓଡିଶା

Odisha

SI exam scam: ସିବିଆଇରେ ହାଜର ହେଲେ ଆଉ ୩ ପରୀକ୍ଷାର୍ଥୀ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ଅନିୟମିତତା ମାମଲାରେ ତଦନ୍ତ ଜାରି ରଖିଛି ସିବିଆଇ ଟିମ୍ । ସିବିଆଇରେ ଆଜି ଆଉ ତିନି ଜଣ ପରୀକ୍ଷାର୍ଥୀ ହାଜର ହୋଇଛନ୍ତି । ହାଜର ପାଇଁ ସମନ କରିଥିଲା ସିବିଆଇ । ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟରେ କାଗଜପତ୍ର ସହ ଏହି ତିନି ଜଣ ପରୀକ୍ଷାର୍ଥୀ ହଜାର…

ରାଜ୍ୟରେ ଘନ କୁହୁଡି ଆସ୍ତରଣ; ଅଦୃଶ୍ୟ ହେଲା କୋଣାର୍କ ସୂର୍ଯ୍ୟ ମନ୍ଦିର  

ଭୁବନେଶ୍ୱର: ଘନ କୁହୁଡିରେ କୋଣାର୍କର ସୂର୍ଯ୍ୟ ମନ୍ଦିର ଅଦୃଶ୍ୟ ହୋଇଯାଇଥିଲା। ଯାହାଫଳରେ ପର୍ଯ୍ୟଟକମାନେ ୧୩ଶ ଶତାବ୍ଦୀର ୟୁନେସ୍କୋ ବିଶ୍ୱ ଐତିହ୍ୟ ଢାଞ୍ଚାର ଉତ୍କୃଷ୍ଟ କାରୁକାର୍ଯ୍ୟ ଦେଖିପାରି ନଥିଲେ। ଯାହାକୁ ନେଇ ପର୍ଯ୍ୟଟକ ମାନଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିଲା। ଏସବୁ ସତ୍ତ୍ୱେ…

ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା, ଚାଷୀଙ୍କ ପାଇଁ ମଣ୍ଡିରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ମଙ୍ଗଳବାର ଅର୍ଥାତ୍ ଆସନ୍ତାକାଲି ଠାରୁ ରାଜ୍ୟରେ ଧାନକିଣା ଆରମ୍ଭ ହେବ । ଚଳିତବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର । ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ମଣ୍ଡି ଗୁଡିକରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା…

Vande Bharat: ପୁଣି ବନ୍ଦେ ଭାରତ ଟ୍ରେନ୍‌କୁ ପଥରମାଡ଼

ରାଉରକେଲା: ପୁଣି ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ପଥରମାଡ ହୋଇଛି । ଝରକା କାଚକୁ କୌଣସି ଅଜ୍ଞାତ ବ୍ୟକ୍ତି ପଥର ମାଡ଼ କରିଥିବା ସୂଚନା ମିଳିଛି । ଫଳରେ ଝରକା କାଚଟି ଭାଙ୍ଗିଯାଇଛି । ରାଉରକେଲାରୁ ହାୱଡା ଯାଉଥିବା ଟ୍ରେନ୍‌ ସଂଖ୍ୟା ୨୦୮୭୨ ବନ୍ଦେ ଭାରତ ଏକ୍ସପ୍ରେସକୁ ଏହି ପଥରମାଡ କରାଯାଇଛି ।…

ମାଓ ଦମନ ଅପରେସନ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମାଓ ନେତାର ନିଦେଦନ

ମାଲକାନଗିରି: ମାଓ ନେତା ଅନନ୍ତ ଜାରି କଲା ଶାନ୍ତି ବାର୍ତ୍ତାର ପ୍ରେସ୍‌ ରିଲିଜ। ମାଓ ଦମନ ଅପରେସନ ବନ୍ଦ କରିବା ପାଇଁ ନିଦେଦନ କଲା ଅନନ୍ତ। ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ମାଓନେତାର ନିବେଦନ। ପ୍ରେସ ରିଲିଜ ଅନୁଯାୟୀ, ଚଳିତ ବର୍ଷ PLGA ସପ୍ତାହ ପାଳିବେନି…

Weather Update: ଆଜି ଅବପାତର ରୂପ ନେଇପାରେ ଲଘୁଚାପ: ୪୮ ଘଣ୍ଟା ଭିତରେ ବାତ୍ୟାରେ ପରିଣତ ହେବାର ସମ୍ଭାବନା!

ଭୁବନେଶ୍ୱର: ମଲାକ୍କା ଷ୍ଟ୍ରେଟ୍‌ ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ରବିବାର ଏକ ସୁଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ସୋମବାର ଅର୍ଥାତ୍ ଆଜି ଏହା ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ…

Fake Police: ନକଲି ପୋଲିସକୁ ବାନ୍ଧିଲା ଅସଲି ପୋଲିସ…

ବ୍ରହ୍ମପୁର: ନକଲି ପୋଲିସକୁ ବାନ୍ଧିଲା ଅସଲି ପୋଲିସ । ନିଜକୁ ପୋଲିସ ପରିଚୟ ଦେଇ ଲୋକଙ୍କୁ ଠକୁଥିବା ଯୁବକକୁ ଗିରଫ କରିଛି ବ୍ରହ୍ମପୁର ସଦର ଥାନା ପୋଲିସ । ଗିରଫ ଯୁବକ ନାରାୟଣପୁର ଗ୍ରାମର ମନୋଜ ସ୍ୱାଇଁ ଓରଫ କେଦାର ବୋଲି ଜଣାପଡିଛି । ପଦରବାଲି ଛକରୁ ଆଜି ତାକୁ ଗିରଫ କରାଯାଇଛି । ଯୁବକ…

ନିଜ ଦେଶୀ ବନ୍ଧୁକରୁ ନିଜ ଉପରକୁ ଗୁଳି କଲେ ଯୁବକ

ପାରଳାଖେମୁଣ୍ଡି: ନିଜକୁ ନିଜେ ଗୁଳି କଲେ ଯୁବକ । ଏଭଳି ଅଭାବନୀୟଘଟମା ଦେଖିବାକୁ ମିଳିଛି ଗଜପତି ଜିଲା ଗୁମ୍ମା ବ୍ଲକ ଭୁବୁନି ପଞ୍ଚାୟତ ଅନ୍ତର୍ଗତ ଶିତିରିଗୁଡା ଗ୍ରାମରେ । ଗୁଳି ମାଡ଼ରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ୩୪ ବର୍ଷୀୟ ବିରସାନି ଗମାଙ୍ଗ । ନିଜ ଦେଶୀ ବନ୍ଧୁକରୁ ନିଜ…

କ୍ରୀଡ଼ାକୁ ପ୍ରୋତ୍ସାହିତ ସହ ତୃଣମୂଳସ୍ତରରୁ ପ୍ରତିଭାଙ୍କୁ ଚିହ୍ନଟ କରିବା ପାଇଁ ଆମ ସରକାର ଚେଷ୍ଟିତ- ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ରାଇକଳା ଠାରେ ଆୟୋଜିତ ୭ମ ସର୍ବଭାରତୀୟ ମିନି କଳିଙ୍ଗ କପ ଫୁଟବଲ ଟୁର୍ନାମେଣ୍ଟ ଆଜି ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜୟୀ "ଅନୁରାଗ FC, ଶୁଆକାଟୀ" ଦଳକୁ…

Human Sagar Death: ସାମ୍ନାକୁ ଆସିଲା ହ୍ୟୁମାନ ସାଗରଙ୍କ ମ୍ୟାନେଜରଙ୍କ ପ୍ରତିକ୍ରିୟା; କହିଲେ ମୁଁ ଚାପରେ ଅଛି..

ଭୁବନେଶ୍ବର: ଓଲିଉଡ୍‌ର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ବିବାଦ ଘନେଇବାରେ ଲାଗିଛି । ତାଙ୍କ ମୃତ୍ୟୁ ପାଇଁ ଦୁଇ ମ୍ୟାନେଜର ଦୀନେଶ ବେହେରା ଏବଂ ପ୍ରଶାନ୍ତ ବେହେରାଙ୍କୁ ହ୍ୟୁମାନଙ୍କ ମା’ ଦୋଷ ଦେଇଛନ୍ତି । ତାଙ୍କ ମୃତ୍ୟୁ ପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ…