Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରେ ଚାଞ୍ଚଲ୍ୟ: ଦୁର୍ଘଟଣା ଆଳରେ ହତ୍ୟାକାଣ୍ଡ!

ଭୁବନେଶ୍ୱର: ରାଜଧାନୀ ଛାତି ଉପରେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ଏବେ ନୂଆ ମୋଡ଼ ନେଇଛି। ପ୍ରଥମେ ଏହାକୁ ସାଧାରଣ ସଡ଼କ ଦୁର୍ଘଟଣା ବୋଲି ଧରାଯାଉଥିଲା। କିନ୍ତୁ ପୋଲିସର ପ୍ରାଥମିକ ତଦନ୍ତରେ ସାମ୍ନାକୁ ଆସିଛି ଏକ ଭୟଙ୍କର ସତ୍ୟ। ଏହା ଦୁର୍ଘଟଣା ନୁହେଁ, ବରଂ ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ।…

Public Grievance Hearing: ଆସନ୍ତା ୧ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି;ଏହି ଅଭିଯୋଗକାରୀଙ୍କୁ…

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଖରା ଯୋଗୁଁ ବନ୍ଦ ରହିଥିଲା । ପୁଣି ଥରେ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଜୁନ୍ ୧ରେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବେ । ଶୁକ୍ରବାର ସାଧାରଣ…

କାରକୁ ୫୦୦ ମିଟର ଯାଏଁ ଘୋଷାଡି ନେଲା ହାଇୱା, ଅଳ୍ପକେ ବର୍ତ୍ତିଲେ

ଭୁବନେଶ୍ୱର: ଭୁବନେଶ୍ୱରର ବ୍ୟସ୍ତବହୁଳ ରାସ୍ତାରେ ପୁଣି ଏକ ସଡ଼କ ଦୁର୍ଘଟଣା ଘଟିଛି। ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତିଯାଇଛନ୍ତି କାରରେ ଥିବା ବ୍ୟକ୍ତି। ସୂଚନାନୁଯାୟୀ, ପଳାସୁଣୀ ବ୍ରିଜ୍ ଉପରେ ଏକ ଦ୍ରୁତଗାମୀ ହାଇୱା ଟ୍ରକ୍ ଏକ କାରକୁ ଧକ୍କା ଦେଇ ପ୍ରାୟ ୫୦୦ ମିଟର ପର୍ଯ୍ୟନ୍ତ ଘୋଷାଡ଼ି…

ଝାରସୁଗୁଡାରେ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଜୟ ଚୌହାନ ଆହତ

ଝାରସୁଗୁଡା: ଝାରସୁଗୁଡାର ରେଙ୍ଗାଲିରେ ଏନକାଉଣ୍ଟର । ଏହି ଏନକାଉଣ୍ଟରରେ ଜଣେ କୁଖ୍ୟାତ ଅପରାଧୀ ଜୟ ଚୌହାନ ଡକାୟତି ଉଦ୍ୟମ କରୁଥିବା ବେଳେ ଆହତ ହୋଇଥିଲେ। ବ୍ରଜରାଜନଗରର ଗାନ୍ଧୀ ଛକରେ ପୋଲିସ ଅଧିକାରୀମାନେ ଚୌହାନ ଏବଂ ତାଙ୍କ ସହଯୋଗୀମାନଙ୍କୁ ଅଟକାଇବା ସମୟରେ ଗୁଳି ବିନିମୟ ହୋଇଥିଲା।…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌, ଜୁନ୍ ୨୮…

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର)–୨୦୨୬ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର ଏସ ଗୋପଲନ କହିଛନ୍ତି ଯେ, ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ଓଡ଼ିଶାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା ପାଇଁ…

ଆପରେଣ୍ଟିସିପ୍ ଏମ୍‌ବେଡେଡ଼ ଡିଗ୍ରୀ ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଆପରେଣ୍ଟିସିପ୍ ଏମ୍‌ବେଡେଡ଼ ଡିଗ୍ରୀ ପାଠ୍ୟକ୍ରମ (AEDP)ରେ ନାମଲେଖା ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି।…

ଭାରତକୁ ସବଷ୍ଟ୍ରେଟ୍ ଉତ୍ପାଦନ ପ୍ରଯୁକ୍ତି ଆଣିବାକୁ ଓଡ଼ିଶା ସରକାର ଏବଂ ଇଣ୍ଟେଲ୍ ଓ ୩ ଡିଜିଏସ୍ ମଧ୍ୟରେ ବୁଝାମଣାପତ୍ର…

ଭୁବନେଶ୍ବର: ଓଡ଼ିଶାରେ ଏକ ଉନ୍ନତ ପ୍ୟାକେଜିଂ ଗ୍ଲାସ୍ କୋର୍ ସବଷ୍ଟ୍ରେଟ୍ ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠା ପାଇଁ ଏକ ଢାଞ୍ଚା ସ୍ଥାପନ କରିବା ଲାଗି ଓଡ଼ିଶା ସରକାର, ଇଣ୍ଟେଲ୍ କର୍ପୋରେସନ୍ ଏବଂ ୩ଡିଜିଏସ୍, ୟୁଏସଏ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି ପ୍ରକଳ୍ପ ଦେଶର ସର୍ବବୃହତ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପୋଲିସ କମିଶନରଙ୍କୁ ରିପୋର୍ଟ ମାଗିଲେ ଡିଜିପି

କଟକ: ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ ଘଟଣାରେ ଡିଜିପିଙ୍କ ରିପୋର୍ଟ ତଲବ। ପୋଲିସ କମିଶନରଙ୍କୁ ରିପୋର୍ଟ ମାଗିଲେ ଡିଜିପି ୱାଇ. ବି. ଖୁରାନିଆ। ରିପୋର୍ଟ ଦେଖିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ କହିଲେ ଡିଜିପି। ଆହତ ଯୁବକଙ୍କ ସ୍ବାସ୍ଥ୍ୟବସ୍ଥା ବିଗୁଡ଼ୁଥିବା ଏବଂ…

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

କଳାହାଣ୍ଡି: ଟିଟଲାଗଡ଼ ଷ୍ଟେସନରେ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ। ଶୁକ୍ରବାର ସନ୍ଧ୍ୟାରେ କେସିଙ୍ଗା ନିକଟରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। କେସିଙ୍ଗାରୁ ଟିଟଲାଗଡ଼ ଅଭିମୁଖେ ଆସୁଥିଲା କୋଇଲା ବୋଝେଇ ଟ୍ରେନ୍‌। ୫ ନମ୍ବର ପ୍ଲାଟଫର୍ମରେ ଅଟକିଛି ଟ୍ରେନ୍‌।…

ଡିଫଲ୍ଟର ଓମଫେଡ ଡିଲରଙ୍କୁ ଆଉ ତ୍ରାହି ନାହିଁ, ୭ ଦିନରେ ବକେୟା ନଦେଲେ ରଦ୍ଦ ହେବ ଲାଇସେନ୍ସ…

ଭୁବନେଶ୍ବର: ଡିଫଲ୍ଟର ଓମଫେଡ ଡିଲରଙ୍କୁ ମତ୍ସ୍ୟ ଓ ପ୍ରାଣି ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ କଡା ଚେତାବନୀ । ଆସନ୍ତା ୭ ଦିନ ଭିତରେ ଓମଫେଡର ବକେୟା ପଇସା ପୈଠ ନ କଲେ ଲାଇସେନ୍ସ ରବ୍ଦ ହେବ ବୋଲି ଓମଫେଡ୍ ଓ ଦୁଗ୍ଧ ସଂଘ କାର୍ଯ୍ୟାବଳୀ ସମୀକ୍ଷା ବୈଠକରେ ଏହି ପ୍ରତିକ୍ରିୟା ରଖିଛନ୍ତି…