Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଆଜ ପାଇଁ ଠେଲାପେଲା : ୩୦ଟଙ୍କାରେ ପିଆଜ ବିକୁଛି ନାଫେଡ୍

ଭୁବନେଶ୍ୱର : ସାରା ରାଜ୍ୟକୁ ଏବେ କନ୍ଦାଉଛି ପିଆଜ  । କାରଣ ଦିନକୁ ଦିନ ଅହେତୁକ ଭାବେ ବଢିବାରେ ଲାଗିଛି ପିଆଜ ଦର  । କେବଳ ପିଆଜ ନୁହେଁ ଡାଲି , ଚାଉଳ ଦର ମଧ୍ୟ ବୃଦ୍ଧି ଘଟିଛି । ଯାହାକି ଏକ ମଧ୍ୟବିତ୍ତ ପରିବାର ପାଇଁ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି । ଦର ଯେତେ ବୃଦ୍ଧି ହେଲେ ବି…

ଡାକ୍ତରଖାନାରେ ଆଖି ବୁଜିଲେ ରେଞ୍ଜ ରୋଭର ଦୁର୍ଘଟଣାରେ ଆହତ ଯୁବତୀ

ଭୁବନେଶ୍ୱର: ରେଞ୍ଜ ରୋଭର ଦୁର୍ଘଟଣାରେ ଆହତ ଯୁବତୀ ମୃତ୍ୟୁ ସହ ସଂଘର୍ଷ କରୁଥିବାବେଳେ ତାଙ୍କର ଆଜି ମୃତ୍ୟୁ ଘଟିଛି । ଏହା ପରେ ରେଞ୍ଜ ରୋଭରକୁ ନେଇ ବିବାଦ ଘନେଇବାରେ ଲାଗିଛି । ଗତ ୩୧ ତାରିଖ ଦିନ ଏହି ରେଞ୍ଜ ରୋଭର ଧକ୍କାରେ ୨ ଜଣ ଗୁରୁତର ଆହତ ହୋଇଥିଲେ । ହେଲେ ଏହି ଦାମୀ ଗାଡି କାହାର…

ଭାରି ପଡିଲା ମିଛ ଅପହରଣ, ବ୍ୟବସାୟୀଙ୍କୁ ଗିରଫ କଲା ପୋଲିସ

ବରଗଡ଼: ବ୍ୟବସାୟୀ ସୁନୀଲ ଅଗ୍ରୱାଲ ଅପହରଣ ଘଟଣାର ନୂଆ ମୋଡ । ମହଙ୍ଗା ପଡିଲା ନିଜେ ନିଜକୁ ଅପହରଣ କରିବା । ଅପହରଣ ଚାଲ କରି ୮୦ ଲକ୍ଷ୍ୟର ଚୁନା ଲଗାଇଥିଲେ ବ୍ୟବସାୟୀ । ଶେଷରେ ଗିରଫ କଲା ପୋଲିସ । ବରଗଡ ଟାଉନ ଥାନା ପୋଲିସ ଏଭଳି ଏକ ମିଛ ଅପହରଣ ଘଟଣାର ପର୍ଦାଫାସ କରିଛି । ସୂଚନା…

ହଠାତ୍ ଆସିଲା ମୃତ୍ୟୁ : ପୁଅ ଆଗରେ ଚାଲିଗଲା ବାପାର ଜୀବନ

କନ୍ଧମାଳ: ଏମିତି ବି ଆସେ ମୃତ୍ୟୁ  । କାହାର କେତେବେଳେ କେଉଁଠାରେ ମୃତ୍ୟୁ ହେବ, ତାହା କେହି କହିପାରିବେ ନାହିଁ । ବାଟରେ ଯେମିତି ଯମ ଜଗି ବସିଥିଲା । ଏମିତି କିଛି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଫିରିଙ୍ଗିଆ ଥାନା ତେଲିମୁଣ୍ଡା ଛକ ନିକଟରେ  ।  ସମ୍ପର୍କୀୟଙ୍କ ଘରୁ ନିଜ ଘରକୁ ଫେରିବା ଲାଗି…

ପ୍ରିନ୍ସପାଲ ନେଇଗଲେ ମୋବାଇଲ, ଗଛରେ ଝୁଲିପଡିଲେ ଛାତ୍ର

ଖୋର୍ଦ୍ଧା:  ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳର ଏକ ସ୍କୁଲରେ ଅଭାବନୀୟ ଘଟଣା । ପ୍ରନ୍ସିପାଲ୍ ମୋବାଇଲ ନେଇଯିବାରୁ ଛାତ୍ରଙ୍କ ଆତ୍ମହତ୍ୟା । ମୃତ ଛାତ୍ରଜଣଙ୍କ ନାମ ପାବିଲ୍ୟାସ କର୍ଜି । ଘର ଗଜପତି ଜିଲା ହୁମାରେ ହୋଇଥିବା ବେଳେ ଛାତ୍ରଜଣକ ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଚଣ୍ଡିଚୁଆ ଛକ ନିକଟରେ…

ଛତିଶଗଡ ନିର୍ବାଚନ ପୂର୍ବରୁ ରକ୍ତମୁଖା ଲାଲବାହିନୀ: ପୋଲିସ ଇନଫର୍ମର ସନ୍ଦେହରେ ୩ ଜଣଙ୍କୁ ନିର୍ମମ ହତ୍ୟା

ମାଲକାନଗିରି: ଦୀର୍ଘଦିନର ବ୍ୟବଧାନ ପରେ ପୁଣି ନିଜର ସ୍ଥିତି ଜାହିର କଲେ ଲାଲବାହିନୀ । ଛତିଶଗଡ ସୀମାନ୍ତ ବସ୍ତର ଜିଲ୍ଲାରେ ଦେଖିବାକୁ ମିଳିଛି ଏଭଳି ବର୍ବରକାଣ୍ଡ । ପୋଲିସ ଇନଫର୍ମର ସନ୍ଦେହରେ ୩ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ୪ ଦିନ ପୂର୍ବରୁ ମୁର୍ଖେଣ୍ଡି ଗାଁର…

ପଦ୍ମକେଶରୀପୁର ଗୋଷ୍ଠୀ ସଂଘର୍ଷ ଘଟଣା, ୫୦ରୁ ଉର୍ଦ୍ଧ୍ଵ ମହିଳା ଗିରଫ

ଭୁବନେଶ୍ଵର: ପଦ୍ମକେଶରୀପୁର ଗୋଷ୍ଠୀ ସଂଘର୍ଷ ଘଟଣାରେ ବଢିଲା ଗିରଫଦାରୀ ସଂଖ୍ୟା । ପୁରୁଷଙ୍କ ପରେ ପଡିଲା ମହିଳାଙ୍କ ପାଳି । ଆଜି ୫୩ ଜଣ ମହିଳା ଓ ୩ଜଣ ପୁରୁଷଙ୍କୁ ଗିରଫ କରିଛି ପୋଲିସ । ଏହା ପୂର୍ବରୁ ୭୭ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ଆଜି ଆଉ ୫୬ଜଣଙ୍କୁ ଗିରଫ କରାଯାଇଛି । ଏହାକୁ…

ବଢୁଛି କଳାକାର କଳି: ସୋସିଆଲ ମିଡିଆରେ ଭିଡିଓ ସେୟାର କରି ଅରିନ୍ଦମଙ୍କୁ ଟାର୍ଗେଟ କଲେ ମନୋଜ ମିଶ୍ର

ଭୁବନେଶ୍ୱର: ବଢୁଛି କାଳାକାର କଳି । ସମାଧାନର ବାଟ ଫିଟୁନି । ଗତକାଲିର ବୈଠକ ପରେ ବିବାଦର ସମାଧାନ ହେବା ବୋଲି ଆଶା କରାଯାଉଥିଲା । ହେଲେ ମନୋଜ ମିଶ୍ର ପୁଣି ଏକ ଭିଡିଓ ସୋସିଆଲ ମିଡିଆରେ ସେୟାର କରି ନିଜ କ୍ଷୋଭ ପ୍ରକାଶ କରିଛନ୍ତି । ଅଭିନେତା ଅରିନ୍ଦମଙ୍କୁ ସିଧାସଳଖ ଏକ ବାର୍ତ୍ତା…

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା : ଗଜପତି ମହାରାଜା

ପୁରୀ : ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । କାର୍ଯ୍ୟର ଅଗ୍ରଗତି ଏବଂ କେବେ ସରିବ , ସେ ନେଇ ଆଲୋଚନା କରିଛନ୍ତି  । ମହାପ୍ରଭୂଙ୍କର ପ୍ରମୋଦ ଉଦ୍ୟାନ , ଜଗନ୍ନାଥବଲ୍ଲଭ ପାର୍କିଂ କାର୍ଯ୍ୟ ମଧ୍ୟ ଅନୁଧ୍ୟାନ କରିଛନ୍ତି  । ଶ୍ରୀସେତୁ…

ଭିଜିଲାନ୍ସ ପଞ୍ଝାରେ ଆସିଷ୍ଟାଣ୍ଡ ଇଞ୍ଜିନିୟର : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ…

କଟକ : ଭିଜିଲାନ୍ସରେ ଜାଲରେ ଆସିଷ୍ଟାଣ୍ଡ ଇଞ୍ଜିନିୟର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଜିଲ୍ଲା ସାଲେପୁର RW ସଵ ଡିଭିଜନ ସହକାରୀ ଯନ୍ତ୍ରୀ ଅର୍ଜ୍ଜୁନ କୁମାର ସାହୁଙ୍କ ଘରେ ଚଢାଉ କରାଯାଉଛି । ଏକକାଳୀନ ୮ଟି ସ୍ଥାନରେ ଚଢାଉ ଚାଲିଛି । ଖୋର୍ଦ୍ଧା , କଟକ , କେନ୍ଦ୍ରାପଡା ଓ…