Latest Odisha News

BREAKING NEWS

Browsing Category

ଓଡିଶା

Odisha

ନାକ୍‌ ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା A+ ଗ୍ରେଡ୍ ମାନ୍ୟତା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟ ଫେରି ପାଇଲା ନିଜର A+ ରାଙ୍କିଂ ମାନ୍ୟତା। ନାକ୍‌ ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା A+ ମାନ୍ୟତା। କିଛି ଦିନ ତଳେ ନାକ୍‌ ଟିମ୍‌ ଗସ୍ତ କରି ଉତ୍କଳକୁ A ମାନ୍ୟତା ଦେଇଥିଲା। ଅଭିଯୋଗ ପରେ ପୁନଃ ଯାଞ୍ଚ କରି ଉତ୍କଳ…

ଏନଆଇଟି ରାଉରକେଲାରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଉରକେଲା: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି (ଗୁରୁବାର) ଏନଆଇଟି ରାଉରକେଲା ଠାରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ ଓ ଭୂମିପୂଜନ କରିଛନ୍ତି । ପ୍ରାୟ ୨୫୦ କୋଟି ଟଙ୍କା ବ୍ୟୟରେ ଏହି ମେଗା ପ୍ରକଳ୍ପ ନିର୍ମାଣ କରାଯିବ । ଏହାସହିତ ଏନଆଇଟି…

ମେଡିକାଲରୁ ଡିସଚାର୍ଜ ହେଲେ ୫ ଓଡ଼ିଆ ଶ୍ରମିକ: ଡେରାଡୁନ୍ ଅଭିମୁଖେ ଯାତ୍ରା, ଖୁବ ଶୀଘ୍ର ଫେରିବେ ଓଡ଼ିଶା

ନୂଆଦିଲ୍ଲୀ: ରିଷିକେଶ ଏମ୍ସ ହସପିଟାଲରୁ ଡିସଚାର୍ଜ ହେଲେ ସମସ୍ତ ୫ ଓଡ଼ିଆ ଶ୍ରମିକ। ସମସ୍ତ ଶ୍ରମିକଙ୍କୁ ଦିଲ୍ଲୀ ନିଆଯାଉଛି। ଆଜି ରାତି କିମ୍ବା ଆସନ୍ତାକାଲି ସକାଳେ ସେମାନଙ୍କୁ ଓଡ଼ିଶା ଅଣାଯିବା ନେଇ ସୂଚନା ମିଳିଛି। ରାଜ୍ଯ ସରକାରଙ୍କ ଅଧିକାରୀ ଶ୍ରମିକଙ୍କୁ ସୁରକ୍ଷିତ ଓଡ଼ିଶା ପହଞ୍ଚାଇବେ।…

ସରିଲା ରତ୍ନଭଣ୍ଡାର ବାହାର ପାର୍ଶ୍ଵ କାନ୍ଥ ସମ୍ପୂର୍ଣ୍ଣ ଲେଜର୍ ସ୍କାନିଂ, ରିପୋର୍ଟକୁ ଅପେକ୍ଷା

ପୁରୀ: ଶେଷହେଲା ରତ୍ନଭଣ୍ଡାର ବାହାର ପାର୍ଶ୍ଵ କାନ୍ଥର ସମ୍ପୂର୍ଣ୍ଣ ଲେଜର୍ ସ୍କାନିଂ । ଏଏସଆଇ ପକ୍ଷରୁ ଦୁଇ ଦିନ ଧରି ୧୫ ଜଣିଆ ଟିମ୍ ଦ୍ଵାରା ଚାଲିଥିଲା ଏହି ସ୍କାନିଂ ପ୍ରକ୍ରିୟା । ପ୍ରଥମ ଦିନରେ ଉତ୍ତର ପୂର୍ବ, ଉତ୍ତର ପଶ୍ଚିମ ଓ ଦ୍ଵିତୀୟ ଦିନରେ ଉତ୍ତର ଭାଗର ୮ଟି ପଏଣ୍ଟ ମିଶାଇ ୨ ଦିନରେ…

୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ଟି ପ୍ରକଳ୍ପ ଉଦ୍‌ଘାଟନ କରିଥିବାବେଳେ ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ…

ବାଲୁକା କଳାରେ ବିଶ୍ବ ଏଡସ ଦିବସ ବାର୍ତ୍ତା ଦେଲେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ ସାହୁ

ପୁରୀ: ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ଲାଇଟ ହାଉସ ନିକଟ ବେଳାଭୂମି ରେ ବିଶ୍ବ ଏଡସ ଦିବସ ଉପଲକ୍ଷେ ବାଲୁକା କଳା ନିର୍ମାଣ କରିଛନ୍ତି । ଚଳିତବର୍ଷ ର ଥିମ୍ "ଲେଟ୍ କମ୍ୟୁନିଟିସ୍ ଲିଡ୍" କୁ ଆଧାର କରି ୧୫ ଫୁଟ୍ ଓସାର ବିଶିଷ୍ଟ ଏକ ବାଲୁକା କଳା ନିର୍ମାଣ କରିଛନ୍ତି ।…

ସୋଆ ବିଶ୍ଵବିଦ୍ୟାଳୟରେ ୨ ଦିନିଆ ରାଜ୍ୟସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ରାଜଧାନୀ ସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ଠାରେ ନେହେରୁ ଯୁବକେନ୍ଦ୍ର ଓଡିଶା ଆନୁକୁଲ୍ୟରେ ଦୁଇ ଦିନ ଧରି ରାଜ୍ୟ ସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଜଳ ଶକ୍ତିମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭ ଉଦଘାଟନ କରିଥିଲେ । ଉଦଯାପନୀ ଦିବସରେ…

ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସାଇକେଲରେ ଲାଗିଲା “ଆମେ ଗଢିବୁ ନୂଆ ଓଡ଼ିଶା”ର ବ୍ରାଣ୍ଡିଂ, ଷ୍ଟିକର

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ସାଇକେଲରେ ଲାଗିଲା “ଆମେ ଗଢିବୁ ନୂଆ ଓଡ଼ିଶା”ର ବ୍ରାଣ୍ଡିଂ। ଆଜି ଏହି କ୍ରମରେ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲରେ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ। ରାଜ୍ୟର ସମସ୍ତ ସ୍କୁଲର ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସାଇକେଲରେ ବ୍ରାଣ୍ଡି ସହ “ଆମେ ପଢ଼ିବୁ, ବଢ଼ିବୁ,…

ଉମରକୋଟର ପୁଅ ଶାଶ୍ୱତ ପଟ୍ଟନାୟକଙ୍କ ସଫଳତା, ‘କେବିସି’ରେ ଜିତିଲେ ୧୩ ଲକ୍ଷ ୪୦ ହଜାର

ନବରଙ୍ଗପୁର: ଶାଶ୍ୱତ ପଟ୍ଟନାୟକ‘କୌନ୍ ବନେଗା କରୋଡ୍ ପତି’ଜୁନିୟରେ ଅଂଶଗ୍ରହଣ କରି ଆଜି ନବରଙ୍ଗପୁର ଜିଲ୍ଲା ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ଉମରକୋଟର ଶାଶ୍ଵତ ପଟନାୟକ ବିଗ୍-ବି ଅମିତାଭ ବଚ୍ଚନଙ୍କ ସହ ସୋନି ଟିଭି ଚ୍ୟାନେଲରେ କେବିସି ଖେଳି ଜିତିଲେ ୧୩ ଲକ୍ଷ ୪୦ ହଜାର ଟଙ୍କା। ଯାହାକୁ ନେଇ…

ସରକାର ଯୋଜନା ପାଲଟିଛି ସାତ ସପନ, ଓଳିଏ ଖାଇଲେ ଓଳିଏ ଉପାସ ରହୁଛନ୍ତି ଦିବ୍ୟାଙ୍ଗ ଯୁଧିଷ୍ଠିର

ନୂଆପଡା: ସରକାର ଗରିବ ଶ୍ରେଣୀର ଲୋକଙ୍କୁ ଗ୍ରାମୀଣ ଆବାସରେ ଘର ଖଣ୍ଡିଏ ଯୋଗାଇବାର ବ୍ୟବସ୍ଥା କରିଛନ୍ତି । ଏମିତିକି ଭିନ୍ନକ୍ଷମ ମାନଙ୍କ ପାଇଁ ସ୍ୱତନ୍ତ୍ର ପ୍ରାଥମିକତା ଦେବାର ନିୟମ ରହିଛି । ଏ ହେଉଛନ୍ତି ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଖାସବାହାଲ ପଞ୍ଚାୟତ ଚଚରାଭଟା ଗ୍ରାମର ଦିବ୍ୟାଙ୍ଗ…