Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା ମାମଲା, ମୋକଦ୍ଦମାକୁ ଖାରଜ କଲେ ହାଇକୋର୍ଟ

କଟକ : ବାଲେଶ୍ୱର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ବାଲେଶ୍ୱରର ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି । ମିଥ୍ୟା ସତ୍ୟପାଠ ଅଭିଯୋଗ ନେଇ ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା ପାଇଁ, ଆବେଦନକାରୀ ଯଦୁନାଥ…

କାହିଁକି ବିଧି ଭାଙ୍ଗୁଛନ୍ତି ସରକାର?

ଭୁବନେଶ୍ୱର: ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁଯାୟୀ ଲୋକପ୍ରତିନିଧି ଭାବେ ଜଣେ ନିର୍ବାଚିତ ହେବା ପରେ ତାଙ୍କୁ କେବଳ ଦଳ ଭିତରେ ସୀମିତ ରଖାଯାଇ ପାରିବ ନାହିଁ। ଯିଏ ଯେଉଁଠି ସରକାରରେ ଥିଲେ ମଧ୍ୟ ବିପକ୍ଷ ଦଳ ହେଉ କିମ୍ବା ଯେକୌଣସି ନିର୍ବାଚିତ ପ୍ରତିନିଧିଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିୟମ…

କେନ୍ଦ୍ର ଟାର୍ଗେଟରେ ବିଜେଡି !

ଭୁବନେଶ୍ୱର: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ରାଜନୈତିକ ତାତି ସେତିକି ଅଧିକ ଅନୁଭୂତ ହେଉଛି। ଏହି କ୍ରମରେ ବର୍ତ୍ତମାନ କେନ୍ଦ୍ରମନ୍ତ୍ରୀମାନଙ୍କର ରାଜ୍ୟକୁ ଟାର୍ଗେଟ ଦେଖିବାକୁ ମିଳିଛି। ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସୁଥିବା କେନ୍ଦ୍ରମନ୍ତ୍ରୀମାନେ ରାଜ୍ୟର…

ଦ୍ୱୈତ ନଗରୀରେ ସୁଗମ ହେବ ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ଷମ ହେଲା କମିଶନରେଟ ପୋଲିସର ସିକ୍ୟୁରିଟି ଡିଭିଜନ

ଭୁବନେଶ୍ବର : ସୋମବାର କାର୍ଯ୍ୟକ୍ଷମ ହୋଇଛି କମିଶନରେଟ ପୋଲିସର ସିକ୍ୟୁରିଟି ଡିଭିଜନ୍। ଭୁବନେଶ୍ୱର-କଟକ ଦ୍ୱୈତ ନଗରୀରେ ସୁରକ୍ଷା ବ୍ୟବସ୍ଥାକୁ ସୁଗମ କରିବା ପାଇଁ ଯେଉଁ ପ୍ରସ୍ତାବ ଥିଲା, ତାହାକୁ ସରକାର ଗ୍ରହଣ କରିବା ପରେ ଆଜି ପୋଲିସ ସେବା ଭବନରେ ସ୍ୱତନ୍ତ୍ର ସିକ୍ୟୁରିଟି ୱିଙ୍ଗ୍ କମାଣ୍ଡ…

ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଉପଜିଲ୍ଲାପାଳ ଅଫିସ ଘେରାଉ

ଭୁବନେଶ୍ୱର: ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା ଅବସରରେ ଗତ ୧୨ ଓ ୧୪ ତାରିଖରେ ହୋଇଥିବା ଆକ୍ରମଣ ଏବଂ କର୍ମୀଙ୍କ ହତ୍ୟା ଘଟଣାର ତଦନ୍ତ କରିବା ତଥା ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ଦାବିରେ ଆଜି ଭୁବନେଶ୍ୱର ଉପ ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଛି ବିଶ୍ୱ…

୪୨.୮ ଡିଗ୍ରୀ ତାପମାତ୍ରାରେ ଜଳିଲା ଝାରସୁଗୁଡା

ଭୁବନେଶ୍ୱର:  ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରେ ଅତିଷ୍ଠ ହୋଇପଡିଛି ଆଜି ସାରା ଓଡ଼ିଶା । ଅଧିକାଂଶ ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି । ଅପରାହ୍ନ ସାଢେ ୨ଟା ସୁଦ୍ଧା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଥିଲା ଝାରସୁଗୁଡା ।  ଏଠାରେ ପାରଦ ୪୨ ଦଶମିକ ୮ ଡିଗ୍ରୀ ଛୁଇଁଥିଲା  । ସେହିପରି…

ଗଞ୍ଜାମ ଜିଲ୍ଲା ପରିଷଦକୁ ମିଳିଲା ୨୦୨୩ ଜାତୀୟ ପଞ୍ଚାୟତ ପୁରସ୍କାର

ନୂଆଦିଲ୍ଲୀ:ବିଜ୍ଞାନ ଭବନରେ ଆଜି ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୩ ପୁରସ୍କାର ପ୍ରଦାନ କରାଯାଇଛି । ଗଞ୍ଜାମ ଜିଲ୍ଲା ପରିଷଦକୁ ଦେଶର ଶ୍ରେଷ୍ଠ ଜିଲ୍ଲା ପରିଷଦ ସମ୍ମାନ ମିଳିଛି । ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ…

ଆସନ୍ତା ୬ ମାସ ଯାଏଁ ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ଉପରେ ଏସମା ଲାଗୁ, କରିପାରିବେ ନାହିଁ ଆନ୍ଦୋଳନ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ଲାଗୁ ହୋଇଛି ହେଲା ଓଡ଼ିଶା ଇସେନ୍ସିଆଲ ସର୍ଭିସ ମେଣ୍ଟେନାନ୍ସ ଆକ୍ଟ(ଏସମା)। ନର୍ସ, ଫାର୍ମାସିଷ୍ଟ, ପାରାମେଡିକ, ଟେକ୍ନିସିଆନଙ୍କ ପ୍ରତି ରବିବାର ପ୍ରକାଶିତ ବିଜ୍ଞପ୍ତିରେ ଏସମା ଲାଗୁ…

୨୧ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା, ୧୯ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିବ ଘଡ଼ଘଡ଼ି ବର୍ଷା । ୧୯ ତାରିଖ ପରେ ଆହୁରି ଖସିବ ପାରଦ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ୧୯ ତାରିଖ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେବ ।…

ଜି-୨୦ ଜନ ଭାଗିଦାରୀ: ସୋଆରେ ମିନି ମାରାଥନ ଆୟୋଜିତ

ଭୁବନେଶ୍ୱର: ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ରବିବାର ଦିନ ଏକ ମିନି ମାରାଥନ ଆୟୋଜିତ ହୋଇଯାଇଛି । ସୋଆରେ ବିଭିନ୍ନ ଅନୁଷ୍ଠାନର ଶହ ଶହ ଛାତ୍ରଛାତ୍ରୀ ଏହି ମାରାଥନରେ ଦୌଡି ଥିଲେ । ସୋଆ…