Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘରୋଇ ବସ୍‌ ମାଲିକ ସଂଘର ଧର୍ମଘଟ ପ୍ରତ୍ୟାହୃତ

ଭୁବନେଶ୍ୱର: ଘରୋଇ ବସ୍‌ ମାଲିକ ସଂଘର ଧର୍ମଘଟ ପ୍ରତ୍ୟାହୃତ। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହୃତ କଲା ଘରୋଇ ବସ୍‌ ମାଲିକ ସଂଘ। ଆଜି ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଘରୋଇ ବସ୍ ମାଲିକ ସଂଘର ଦାବିକୁ ନେଇ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ…

“ନବୀନ ଓଡିଶା”ରେ ଦୁର୍ନୀତି ଏବେ ନୀତିରେ ପରିଣତ ହୋଇଛି: ବିଜେପି

ଭୁବନେଶ୍ୱର: ପୋଲିସ ଆଇଆଇସିଙ୍କଠାରୁ ବିପୁଳ ପରିମାଣର ନଗଦ କଳା ଟଙ୍କା ଜବତ ଘଟଣାକୁ ନେଇ ବିଜେପିର ସମାଲୋଚନା। ଗିରଫ ହୋଇଥିବା ବୈପାରିଗୁଡାର ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କର ରହିଛି ବିଜେଡି ଲିଙ୍କ। ଗଞ୍ଜେଇ ଚୋରା ଚାଲାଣରେ କଟକ ଜିଲ୍ଲାର ଜଣେ ମନ୍ତ୍ରୀ ଓ ନୟାଗଡର ଜଣେ ବିଧାୟକଙ୍କର ରହିଛି…

କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ପ୍ରକଳ୍ପ ଦୁଇଟି ହେଉଛି କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୂରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର…

ଶକ୍ତିମନ୍ତ୍ରୀଙ୍କ କଟକ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନର ବିଦ୍ୟୁତ ସରବରାହ ବ୍ୟବସ୍ଥାର ସମୀକ୍ଷା

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ କଟକ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ୍‌ରେ ବିଦ୍ୟୁତ ସରବରାହ ସମ୍ପର୍କରେ ସମୀକ୍ଷା କରିଛନ୍ତି। ସମୀକ୍ଷାରୁ ପ୍ରକାଶ ଯେ ଦୁଇଟି ଯାକ ମ୍ୟୁନିସିପାଲ କର୍ପୋରେସନରେ ବିଦ୍ୟୁତ ଯୋଗାଣ, ନୂତନ ଟ୍ରାନ୍ସଫର୍‌ମର ସ୍ଥାପନ,…

ଓଡ଼ିଶା ଲଲିତ କଳା ଏକାଡ଼େମୀ ଦ୍ୱାରା ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀର ଶୁଭାରମ୍ଭ

ଭୁବନେଶ୍ୱର: ଓଡ଼ିଶାରେ ଚିତ୍ରକଳାର ପ୍ରଚାର ଓ ପ୍ରସାର ପାଇଁ ଅଭିନବ ପ୍ରୟାସ । ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ରାଜ୍ୟରେ ଚିତ୍ରକଳାର ପ୍ରଚାର ଓ ପ୍ରସାର ନିମନ୍ତେ ଏକାଡେମୀ ଦ୍ୱାରା ସଂଗୃହିତ ଚିତ୍ରକଳାଗୁଡିକୁ ନେଇ ଏକ ଭ୍ରାମ୍ୟମାଣ…

ପରଲୋକରେ ପୂର୍ବତନ ବାଚସ୍ପତି ଶରତ କରଙ୍କ ପତ୍ନୀ

ଭୁବନେଶ୍ୱର : ପରଲୋକରେ ଅନିମା କର । ସେ ହେଉଛନ୍ତି ପୂର୍ବତନ ବାଚସ୍ପତି ଶରତ କରଙ୍କ ପତ୍ନୀ । ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ଘଟିଛି  । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ହେବ ଅନିମା ଯକୃତ ରୋଗରେ ପୀଡିତ ଥିଲେ  । ଦୁଇ ତିନି  ମାସ ହେବ ଏକ…

ସମସ୍ତେ ଏବେ ନବୀନ ଓଡ଼ିଶାର ସାରଥୀ !

ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନ ଓ ଓଡ଼ିଶାର ବିଧାନସଭା ନିର୍ବାଚନକୁ ଆଉ ମାତ୍ର ମାସ କେଇଟା ବାକି ଅଛି। କିନ୍ତୁ ତା ପୂର୍ବରୁ ଓଡ଼ିଶାରେ ନିର୍ବାଚନ ବାତାବରଣ ସରଗରମ ହେବା ଆରମ୍ଭ ହେଲାଣି। ବିଜେଡି ଠାରୁ ଆରମ୍ଭ କରି ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସ ନିଜ ନିଜର ରାଜନୈତିକ…

୪ମାସ ହେଲା ମିଳୁନି ଚାଉଳ , ଓଳିଏ ଖାଇଲେ ଓଳିଏ ଉପାସ ଲୋକେ

ନୂଆପଡା : ନୂଆପଡା ଜିଲ୍ଲା କୋମନା ବ୍ଳକର ଲର୍କୀ ଗାଁ। ଏହା ହେଉଛି ଏକ ଆଦିବାସୀ ବହୁଳ ପଛୁଆ ଗାଁ । ଏହି ଗାଁର ପ୍ରାୟ ଅଧିକାଂଶ ଲୋକ ଚାଷବାସ ସହ ଶ୍ରମିକ ଭାବେ କାମ କରି ନିଜ ପେଟ ପୋଷନ୍ତି । ଏମାନେ ସାଧାରଣତଃ ପିଡିଏସ ଚାଉଳ ଉପରେ ନିର୍ଭର କରିଥାନ୍ତି । ହେଲେ ଗଣ୍ଡାମେର ପଞ୍ଚାୟତ ର ଏହି…

ବାତ୍ୟା ଆଶଙ୍କା : ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସିଙ୍କ ଚିଠି

ଭୁବନେଶ୍ବର :  ଦକ୍ଷିଣ ଆଣ୍ଡାମାନ ସାଗରରେ ଗତକାଲି ଏକ  ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି  । ଯାହାକି ଆଜି ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଘନୀଭୂତ ହୋଇ ବାତ୍ୟା ରୂପ ନେବ । ଏ ନେଇ…

୫ ହଜାର ଟଙ୍କା ଲାଞ୍ଚନେଇ ଭିଜିଲନ୍ସ ହାତରେ ଧରାପଡିଲେ ରାଜସ୍ବ ନିରିକ୍ଷକ

ସୁନ୍ଦରଗଡ: ଭିଜାଲାନ୍ସ ଜାଲରେ ରାଜସ୍ବ ନିରିକ୍ଷକ(ଆରଆଇ) । ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡିଛନ୍ତି ସୁନ୍ଦରଗଡ ଜିଲ୍ଲା ତସଲାଡିହିର ରାଜସ୍ବ ନିରିକ୍ଷକ ଲିଲି ଚୌଧୁରୀ । ଘଟଣାରେ ତହସିଲଦାର ଲିଲି ଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଭିଜିଲାନ୍ସ…