Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୧ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା, ୧୯ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିବ ଘଡ଼ଘଡ଼ି ବର୍ଷା । ୧୯ ତାରିଖ ପରେ ଆହୁରି ଖସିବ ପାରଦ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ୧୯ ତାରିଖ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେବ ।…

ଜି-୨୦ ଜନ ଭାଗିଦାରୀ: ସୋଆରେ ମିନି ମାରାଥନ ଆୟୋଜିତ

ଭୁବନେଶ୍ୱର: ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ରବିବାର ଦିନ ଏକ ମିନି ମାରାଥନ ଆୟୋଜିତ ହୋଇଯାଇଛି । ସୋଆରେ ବିଭିନ୍ନ ଅନୁଷ୍ଠାନର ଶହ ଶହ ଛାତ୍ରଛାତ୍ରୀ ଏହି ମାରାଥନରେ ଦୌଡି ଥିଲେ । ସୋଆ…

କିଟରେ ୟୁଥ୍-୨୦ କନସଲଟେସନ୍ ଉଦଯାପିତ

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଅପ୍ରେଲ୍‍ ୧୪ ଓ ୧୫ ତାରିଖ ଦୁଇଦିନ ଧରି ଚାଲୁଥିବା ୟୁଥ-୨୦ କନ୍‍ସଲ୍‍ଟେସନ୍‍ ଶନିବାର ଉଦ୍‍ଯାପିତ ହୋଇଯାଇଛି । ଉଦ୍‍ଯାପନୀ ଉତ୍ସବରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମାଲ୍‍ଟା…

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉତ୍ସବ ଉଦ୍‌ଯାପିତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବ ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି, ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ସମ୍ମାନିତ ଅତିଥି ଭାବରେ…

ବିଶାଳ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ଲାଗି ବେଜିପ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଟଙ୍କଧର ତ୍ରିପାଠୀ । ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟଙ୍କଧର ସକାଳେ ଝାଡ଼େଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଠାରୁ ଦଳୀୟ ଟିକେଟ୍ ଗ୍ରହଣ କରି ବିଶାଳ…

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ, ମହାନ ଜନନାୟକଙ୍କୁ ଝୁରୁଛି ଓଡ଼ିଶା

ଭୁବନେଶ୍ବର :  ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୨୬ତମ ତିରୋଧାନ ଦିବସ। ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ ୧୭ ତାରିଖ, ମାନେ ୮୧ ବର୍ଷର ଜୀବନରେ ଏହି କିମ୍ବଦନ୍ତୀ ପୁରୁଷଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ନବ ଉତ୍କଳର ଅନ୍ୟତମ ପୁରୋଧା…

ଖଣି ଦୁର୍ନୀତି ପ୍ରସଙ୍ଗରେ ପୁଣି ବର୍ଷିଲେ ଅପରାଜିତା: କହିଲେ, ହାଇଗ୍ରେଡ ମାଙ୍ଗାନିଜକୁ ଲୋ ଗ୍ରେଡ୍ କରି କୋଟି କୋଟି…

  ଭୁବନେଶ୍ୱର:ପୁଣି ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଲେ ସାଂସଦ ଅପରାଜିତା ଷଡଙ୍ଗୀ । ରାଜ୍ୟରେ ଖଣି ପରିଚାଳନାରେ   ବଡ ଧରଣର ଦୁର୍ନୀତି ହେଉଥିବା ଅଭିଯୋଗ ଆଣି ରାଜ୍ୟ ସରକାରଙ୍କ ବିରୋଧରେ ବର୍ଷିଲେ । ରାଜ୍ୟ ସରକାରଙ୍କ ଜାଣତରେ ଏସବୁ ଦୁର୍ନୀ୍ତି ହେଉଛି  ।  ଉତ୍ପାଦନ ହେଉଥିବା ଭଲ ଲୁଡା,…

ସରିଛି ମାଟ୍ରିକ ମୂଲ୍ୟାୟନ, କେବେ ପ୍ରକାଶ ପାଇବ ଫଳ ?

କଟକ: ମାଟ୍ରିକ ଖାତା ଦେଖା ସରିଥିବା ବେଳେ ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶନ ନେଇ ପ୍ରକ୍ରିୟା ଜାରି ରହିଛି । ଖୁବଶୀଘ୍ର ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ ପାଇଁ ପ୍ରୟାସ କରାଯାଉଥିବା କହିଛନ୍ତି ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି । ପ୍ରେମସିଟରେ ବୋର୍ଡ ଉପସଭାପତି କହିଛନ୍ତି, ୪୫ ଦିନ…

ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ୪୦ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ୱର: ଉପନିର୍ବାଚନକୁ ନେଇ ଝାରସୁଗୁଡ଼ାରେ ରାଜନୈତିକ ଉଷ୍ମତା ରହିଥିବା ବେଳେ ସେଠି ପାଣିପାଗ ବି ଉଷ୍ମ ରହିଛି । ଗତକାଲି ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଥିବା ବେଳେ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ଆଜି ଦିନ ୧୧.୩୦ ସୁଦ୍ଧା ଝାରସୁଗୁଡାରେ ପାରଦ ୪୦.୪ ଡିଗ୍ରୀ…

ସିଏନଜି ବୋଝେଇ ଗାଡିରୁ ଗ୍ୟାସ ଲିକ

ପୁରୀ: ପୁରୀ ସହରର ନିକଟବର୍ତ୍ତୀ ମାଳତୀପାଟପୁରଠାରେ ସିଏନଜି ଗ୍ୟାସ ଲିକ୍ । ଏକ ସିଏନଜି ଗ୍ୟାସ ବୋଝଇ ଟ୍ରକରୁ ଏହା ଲିକ ହୋଇଛି  । ଗାଡ଼ିଟି ଭୁବନେଶ୍ୱରରୁ ପୂରୀ ଅଭିମୁଖେ ଆସୁ୍‌ଥିବାବେଳେ ଏହି ଘଟଣା ଘଟିଛି । ଏହି ଟ୍ରକରେ ପ୍ରାୟ ୩୫୦୦ ଲିଟର ଗ୍ୟାସ ଲୋଡ଼ ଥିଲା  । ତେବେ ହଠାତ୍ ଗ୍ୟାସ…