Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘରେ ପଶି ପରିବାର ସଦସ୍ୟଙ୍କୁ ମାଡ ମାରିବା ଅଭିଯୋଗରେ ୩ ଗିରଫ

ଖୋର୍ଦ୍ଧା: ପୂର୍ବ ଶତୃତାକୁ କେନ୍ଦ୍ରକରି ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ରଥିପୁରର ଗ୍ରାମରେ ଗୋଟିଏ ପରିବାର ଉପରେ ଆକ୍ରମଣ କଲେ ଦୁର୍ବୁତ୍ତ । ଘଟଣାରେ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ରଥିପୁର ପଟ୍ଟନାୟକ ସାହିର ରଶ୍ମି…

ଆରମ୍ଭ ହେଲା ଲେଜର ସ୍କାନିଂ ପ୍ରକ୍ରିୟା, ରତ୍ନଭଣ୍ଡାର ସ୍ଥିତି ସମ୍ପର୍କରେ ରିପୋର୍ଟ ଦେବ ଏଏସଆଇ

ପୁରୀ: ରତ୍ନଭଣ୍ଡାର ବାହାର କାନ୍ଥ ଲେଜର ସ୍କାନିଂ ପାଇଁ ଆଜି ଆରମ୍ଭ ହୋଇଛି ପ୍ରକ୍ରିୟା । ରତ୍ନଭଣ୍ଡାରର ଘଣ୍ଟିଦ୍ୱାର ଓ ନାଭିକଟା ମଣ୍ଡପର ମଝି ଅଂଶରେ ତିନୋଟି ସ୍ଥାନରେ ଲେଜର ସ୍କାନ କରାଯାଉଛି । ୧୫ ଦିନର ସମୟ ମଧ୍ୟରେ ରତ୍ନଭଣ୍ଡାର ସ୍ଥିତି ସମ୍ପର୍କରେ ରିପୋର୍ଟ ଦେବ ଏଏସଆଇ । ହେଲେ ଏଠି…

ପାରାଦୀପ ବନ୍ଦର ପ୍ରସଙ୍ଗରେ ବିଜେଡିର ରାଷ୍ଟ୍ରପତିଙ୍କୁ ସମାଲୋଚନା; ଦୁର୍ଭାଗ୍ୟଜନକ କହିଲା ବିଜେପି

ଭୁବନେଶ୍ୱର: ପାରାଦୀପ ବନ୍ଦରରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ନେଇ ବିଜେଡି-ବିଜେପି ମୁହାଁମୁହିଁ। ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ନେଇ ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ସମାଲୋଚନା କରିଛନ୍ତି। ଯାହାକୁ ନେଇ ତେଜିଲା ବିଜେପି। ଅଣ ଓଡ଼ିଆଙ୍କ ବଚସ୍କର ସାଜିଥିବା ବିଜେଡି ନେତାମାନେ ଓଡ଼ିଶାର…

ଗଳ୍ପ ସଂକଳନ ‘ସେଁରରା’ ପାଇଁ ଡିଲେଶ୍ବର ରଣା ପାଇଲେ ସାହିତ୍ୟ ଏକାଡେମୀର ଯୁବଲେଖକ ପୁରସ୍କାର

ଭୁବନେଶ୍ୱର: ‘ସାହିତ୍ୟ ଏକାଡ଼େମୀ ଯୁବଲେଖକ ପୁରସ୍କାର’ପାଇଁ ମନୋନୀତ ହେଲେ ଡିଲେଶ୍ବର ରଣା। ଡିଲେଶ୍ବର ରଣାଙ୍କୁ ତାଙ୍କର ଗଳ୍ପ ସଂକଳନ ‘ସେଁରରା’ ପାଇଁ ଏହି ପୁରସ୍କାର ଦିଆଯିବା ନେଇ ଘୋଷଣା ହୋଇଛି। କିଛି ବିବାଦ କାରଣରୁ ଚଳିତ ବର୍ଷ ପାଇଁ କୌଣସି ଓଡ଼ିଆ ଯୁବଲେଖକଙ୍କୁ ଏହି ପୁରସ୍କାର ଦିଆଯିବ…

ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ଅଞ୍ଚଳ ପାଇଁ ଯୁଗାନ୍ତକାରୀ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କରିଛନ୍ତି। ଏହାଦ୍ବାରା ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ଲୋକମାନେ ବ୍ୟାଙ୍କିଙ୍ଗ ସୁବିଧା ପାଇବେ। ୨୦୨୪ ମାର୍ଚ୍ଚ ସୁଦ୍ଧା ଏହି ସମସ୍ତ…

ଅଯୋଧ୍ୟାରୁ ରାୟଗଡ଼ାରେ ପହଞ୍ଚିଲା ପ୍ରଭୁ ଶ୍ରୀରାମଙ୍କ ପବିତ୍ର ଅକ୍ଷତ କଳସ

ରାୟଗଡା: ଆସନ୍ତା ୨୦୨୪ ଜାନୁଆରୀ ୨୨ ତାରିଖ ଦିନ ଅଯୋଧ୍ୟାରେ ହେବାକୁ ଯାଉଛି ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ । ଏହି ଅବସରରେ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଅଯୋଧ୍ୟା ପକ୍ଷରୁ ଗତ ୫ ନଭେମ୍ବରରେ ଅଯୋଧ୍ୟା ଠାରେ ଅକ୍ଷତ ପୂଜା ଅନୁଷ୍ଠିତ ହୋଇଥିଲା । ଏହି ପୁଜାରେ…

ସମ୍ଭାବ୍ୟ ବାତ୍ୟା ‘ମିଚାଉଙ୍ଗ୍‌’କୁ ନେଇ ମତ୍ସ୍ୟଜୀବୀଙ୍କୁ ସତର୍କତା, ଆସନ୍ତା ୧ ରୁ ସମୁଦ୍ର ଯିବାକୁ ମନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଉପରେ ଆଇଏମଡିର ପୂର୍ବାନୁମାନ ପରେ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ଓଡିଶା ଉପକୂଳରେ ଥିବା ମତ୍ସ୍ୟଜୀବୀଙ୍କ ପାଇଁ ହାଇ ଆଲର୍ଟ ଜାରି କରିଛି। ଏସଆରସି କହିବା ଅନୁସାରେ ବାତ୍ୟା ମିଚାଉଙ୍ଗ୍‌ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ…

‘ସେଲ୍ୟୁଟ ଟୁ ଆୱାର ରେସକ୍ୟୁ ଟିମ’ର ବାର୍ତ୍ତା ଦେଇ ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ: ଉତ୍ତରକାଶୀର ଟନେଲ ରେସକ୍ୟୁ ଟିମକୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଟନେଲର ଏକ ବାଲୁକା ଚିତ୍ର ଆଙ୍କି ପୁରୀ ବେଳାଭୂମିରେ ସେଲ୍ୟୁଟ ଟୁ ଆୱାର ରେସକ୍ୟୁ ଟିମର ବାର୍ତ୍ତା ଦେଇଛନ୍ତି ସୁଦର୍ଶନ। ଉତ୍ତରକାଶୀର ଟନେଲରେ ୪୧ ଜଣ ଶ୍ରମିକ ଫସି…

ଦୁଇ ଗୋରୁକୁ ଶିକାର କରିବା ପରେ ଗଜପତିରେ ବାଘ ଆତଙ୍କ

ଗଜପତି: ଉଦୟଗିରି ରେଞ୍ଜରେ ଦୁଇଟି ଗୋରୁଙ୍କୁ ଆକ୍ରମଣ କରି ହତ୍ୟା କରିବା ପରେ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆତଙ୍କ ଖେଳାଇ ଦେଇଛି ମହାବଳ ବାଘ। ଶନିବାର ରାତିରେ ଏହି ଘଟଣା ଘଟିବାରୁ ଗୋରୁ ମାଲିକ ବିଚଳିତ ହୋଇପଡିଥିବା ବେଳେ ଗ୍ରାମବାସୀମାନେ ନିଜ ସୁରକ୍ଷା ପାଇଁ ଭୟଭୀତ ହୋଇପଡିଛନ୍ତି।…

ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଦାବି ଗ୍ରହଣ କଲେ ସରକାର, ଆନ୍ଦୋଳନ ପ୍ରତ୍ଯାହାର କଲେ ପ୍ରଯୋଜିକା

ଭୁବନେଶ୍ୱର: ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିର ଦାବି ଯୁକ୍ତିଯୁକ୍ତ। ରାଜ୍ୟ ସରକାରଙ୍କ ସହ କଳାକାର, ନିର୍ଦ୍ଦେଶକ, ପ୍ରଯୋଜକ ଆଲୋଚନା କରିବା ବେଳେ ଦାବିକୁ ସ୍ବୀକାର କରିଛନ୍ତି ଶିଳ୍ପ ସଚିବ। ଏହାପରେ ମଙ୍ଗଳବାର ଫିଲ୍ମ ନିର୍ମାତା ସାନଲିସା ପଟେଲ ଅନିର୍ଦ୍ଦିଷ୍ଟ କାଳ ପାଇଁ ଯେଉଁ ଧାରଣା ଦେଇଥିଲେ…