Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଜଣା ରୋଗ ଉଜାଡ଼ିଲା ଶୈଶବ, ଅସହାୟ ଚନ୍ଦ୍ର ସହୁଛି ଅସହନୀୟ ଯନ୍ତ୍ରଣା

ନବରଙ୍ଗପୁର: ଅଜଣା ରୋଗରେ ଆକ୍ରାନ୍ତ ଶିଶୁ। ଚିକିତ୍ସା ରେ ଅର୍ଥ ସାଜିଛି ବାଧକ। ଶୈଶବରେ ସାଙ୍ଗ ସାଥୀ ମେଳରେ ଖେଳିବା ବୁଲିବା ବୟସ। ହେଲେ ରୋଗ ଯନ୍ତ୍ରଣାରେ ଛଟପଟ ହେଉଛି ପାଞ୍ଚ ବର୍ଷର ଶିଶୁ ଚନ୍ଦ୍ର ନାୟକ। ଖେଳିବା ବୁଲିବା ବୟସରେ ବିଛଣାରେ ପଡି ରହୁଥିବା ଶିଶୁଟି ହେଉଛି ନବରଙ୍ଗପୁର ଜିଲ୍ଲା…

ଡିସେମ୍ବର ୧ ରେ ତୁଳସୀ ଯାତ୍ରା, ସାରା ରାଜ୍ୟରୁ ସଂଗୃହୀତ ହେବ ତୁଳସୀ

ଭୁବନେଶ୍ବର: ଡିସେମ୍ବର ୧ ରେ କଂଗ୍ରେସ ପକ୍ଷରୁ ଆୟୋଜିତ ହେବ ତୁଳସୀ ଯାତ୍ରା । ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି । ଭୁବନେଶ୍ବରରୁ ଶରଧାବାଲି ପର୍ଯ୍ୟନ୍ତ ହେବ ତୁଳସୀ ଯାତ୍ରା । ଶରଧାବାଲିରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେବ ସଂଗୃହୀତ ତୁଳସୀ ।…

ଝାରପଡା ଜେଲ୍ ରେ ବିଚାରଧୀନ କଏଦୀର ମୃତ୍ୟୁ

ଭୁବନେଶ୍ୱର: ଆଜି (ମଙ୍ଗଳବାର) ଭୁବନେଶ୍ୱରର ଝାରପଡା ସ୍ପେଶାଲ ଜେଲରେ ଜଣେ ବିଚରାଧୀନ କଏଦୀଙ୍କର ହୃଦଘାତ ରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ କଏଦୀଙ୍କ ନାମ ସୁକାନ୍ତ ଭୋଇ ବୋଲି ଜଣାପଡିଛି । ମିଳିଥିବା ଖବର ଅନୁସାରେ, ଯୌତୁକ ନିର୍ଜାତନା ଓ ହତ୍ୟାମାମଲାରେ ସୁକାନ୍ତ ଭୋଇ ଦୀର୍ଘଦିନ…

ପୋଲିସ ପଞ୍ଝାରେ ଚୋର, ଘରେ କେହି ନଥିବାର ସୁଯୋଗ ଦେଖି କଳାକନା ବୁଲାଉଥିଲା ଲୁଟେରା

ଭୁବନେଶ୍ୱର: ପୋଲିସ ପଞ୍ଝାରେ ଲୁଟେରା। ଘରେ କେହି ନଥିବାର ସୁଯୋଗ ଦେଖି କଳାକନା ବଲାଉଥିଲା ଚୋର। ଥାନାରେ ଅଭିଯୋଗ କରିବା ପରେ ଲୁଟେରାକୁ ବାନ୍ଧିଲା ପୋଲିସ। ଏହାସହିତ ଲୁଟେରା ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ଟଙ୍କା ଜବତ ହୋଇଛି। ଏପରି ଚୋରି ଘଟଣା ଘଟିଛି ବରଗଡ଼ ଜିଲ୍ଲାରେ।…

ରାସ୍ତାରେ ଡ୍ରେନ୍ ପାଣି : ପ୍ରତିବାଦରେ ବସ୍ତିବାସିନ୍ଦା ଓ ସ୍କୁଲ ଛାତ୍ରଛାତ୍ରୀଙ୍କ ଧାରଣା

ପାରାଦୀପ:   ଅଠରବାଙ୍କୀ ନିକଟ ନିର୍ମାଣ ଧିନ ଓଭରବ୍ରିଜ୍ ଉପରେ ଧାରଣା ରେ ବସିଲେ ସ୍ଥାନୀୟ ବସ୍ତିବାସିନ୍ଦା ଓ ସ୍କୁଲ ଛାତ୍ରଛାତ୍ରୀ। ସୂଚନାନୁଯାୟୀ ପାରାଦୀପ ଅଠରବାଙ୍କୀ ଠାରୁ ଦୋଛକି ପର୍ଯ୍ୟନ୍ତ ଓଭରବ୍ରିଜ୍ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ରାସ୍ତା ଉପରେ ଡ୍ରେନେଜ ପାଣି ଜମି ହୋଇରହୁଛି।…

ଗଜପତି ପରେ ରାୟଗଡାରେ ଆତଙ୍କ ରଚିଲା ମହାବଳ ବାଘ, ଭୟରେ ଲୋକେ

ରାୟଗଡା: ଗତ କିଛିଦିନ ହେବ ଗଜପତି ଜିଲ୍ଲାରେ ବାଘ ଆତଙ୍କ ରଚିଥିବା ବେଳେ ଏବେ ରାୟଗଡା ବାସୀଙ୍କୁ ଖେଳିଛି ବାଘ ଆତଙ୍କ । ମହାରାଷ୍ଟ୍ର ଜଙ୍ଗଲରରୁ ପଳାଇ ଆସିଥିବା ମହାବଳ ବାଘ ଏବେ ରାୟଗଡ଼ାରେ । ବନବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଲଗାଯାଇଥିବା ଟ୍ରାପ କ୍ୟାମେରାରେ କଏଦ ହୋଇଛି ବାଘ ।…

ଥାନା ବାବୁଙ୍କ ଟଙ୍କା ଗୋଦାମ : ଏଯାବତ୍ ଘର ଓ କ୍ବାର୍ଟର୍ସରୁ ମିଳିଲାଣି ୩୭ ଲକ୍ଷ ଟଙ୍କା

କଟକ : ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥିଙ୍କ ଘରୁ ମିଳିଲା ପ୍ରଚୁର ଟଙ୍କା । କଟକ ବକ୍ସିବଜାର କ୍ବାର୍ଟର୍ସରୁ ୨୯ ଲକ୍ଷ ୭୭ ହଜାର ଟଙ୍କା ଜବତ ହୋଇଛି । କାଲି ଆଇଆଇସିଙ୍କ ବୈପାରୀଗୁଡା ଘର ଓ ଅଫିସରୁ ପ୍ରାୟ ୭.୫ ଲକ୍ଷ ଟଙ୍କା ଜବତ ହୋଇଥିଲା । ଏଯାବତ୍ ଆଇଆଇସିଙ୍କ ଘର ଓ କ୍ବାର୍ଟର୍ସରୁ…

ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥିଙ୍କ ଘରୁ ମିଳିଲା ବିଡା ବିଡା ଟଙ୍କା

କଟକ : ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥିଙ୍କ ଘରୁ ମିଳିଲା ବିଡା ବିଡା ଟଙ୍କା  । ଆଜି କଟକ ବକ୍ସିବଜାର ସ୍ଥିତ କ୍ବାର୍ଟର୍ସରୁ ୨୫ ଲକ୍ଷ ଟଙ୍କା ମିଳିଥିବା ସୂଚନା ମିଳିଛି । ୫ଶହ ଟଙ୍କିଆ ଓ ଅନ୍ୟାନ୍ୟ ନୋଟ୍ ମିଳିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି । କାଲି ଆଇଆଇସିଙ୍କ…

କାହିଁକି ମାଟି ହାଣ୍ଡି ଭିତରେ ପୂଜା ପାଆନ୍ତି ମାଆ ?

ପିପିଲି: ଓଡିଆ ଘରେ ବାର ମାସରେ ତେର ପର୍ବ ପାଳିତ ହୁଏ  । ଓଡିଶାରେ ଅନେକ ମଠ, ମନ୍ଦିର , ପର୍ଯ୍ୟଟନସ୍ଥଳୀ ରହିଛି । ଯେଉଁ ଭିନ୍ନ ଭିନ୍ନ ରୀତିନୀତି ଅନୁଯାୟୀ ଭଗବାନଙ୍କୁ ପୂଜାର୍ଚ୍ଚନା କରାଯାଏ  । ସେଥିମଧ୍ୟରୁ ଏପରି ଏକ ସ୍ଥାନ ହେଉଛି ମା ଉତ୍ତରାୟଣୀଙ୍କ ପୀଠ  । ଯାହା ପୁରୀ ଜିଲ୍ଲା…