Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭାରସାମ୍ୟ ହରାଇ ବିଲ ମଧ୍ୟକୁ ପଶିଲା ବସ୍ : ୧୪ ଆହତ, ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା କୁଶାମାଲ ଗାଁରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ସରକାରୀ ବସ୍ ବିଲ ଭିତରକୁ ପଶିଯାଇଛି । ଫଳରେ ଏହି ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି  । ସମସ୍ତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି…

ତାଳଚେର କଙ୍କିଳୀ ଗାଁ ପଞ୍ଚାୟତ ଗସ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ : ଗାଁର ଉନ୍ନତି ନେଇ କଲେ ଆଲୋଚନା

ତାଳଚେର :  ତାଳଚେର ଗସ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଳଚେର କଙ୍କିଳୀ ଗାଁରେ ୭୩ ତମ ଶାରଦୀୟ ଦୁର୍ଗାପୂଜା ମହୋତ୍ସବ ତିନି ଦିନ ଧରି ଆୟୋଜିତ ହୋଇଯାଇଛି  । ଏଠାରେ  ଦେବୀ ମାଆ ୩ ଦିନ ପୂଜା ପାଇଥାନ୍ତି । ପାଇକ ଭାଇ ମାନେ ନିଜ ନିଜର କଳା ଓ ସଂସ୍କୃତି କୁ…

ଆନ୍ଧ୍ର ଟ୍ରେନ୍ ଟ୍ରାଜେଡି : ରେଳ ଦୁର୍ଘଟଣାସ୍ଥଳକୁ ଯିବାକୁ ରାଜସ୍ବ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆନ୍ଧ୍ର –ଓଡିଶା ସୀମାରେ ଟ୍ରେନ୍ ଦୁର୍ଘଟଣା ଘଟଣା  । ଟ୍ରେନ ଦୁର୍ଘଟଣାକୁ ନେଇ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ  ଦୁର୍ଘଟଣାରେ ଗୁରୁତର ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ରେଳ ଦୁର୍ଘଟଣାସ୍ଥଳକୁ…

ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର : ସକାଳୁ ସକାଳୁ ବାବା ଧବଳେଶ୍ବରଙ୍କ ପୀଠରେ ପ୍ରବଳ ଭିଡ

ଆଠଗଡ : ଆଜି ହେଉଛି କାର୍ତ୍ତିକ ମାସର ପ୍ରଥମ ସୋମବାର। ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ  । ଆଜି ସକାଳୁ ସକାଳୁ କଟକ ଜିଲ୍ଲା ଆଠଗଡର  ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି  । କାର୍ତ୍ତିକ ମାସର ପ୍ରଥମ ସୋମବାରରେ  ଦେବ ଦେବ…

ଶ୍ରୀକ୍ଷେତ୍ରରେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ : ମହାପ୍ରଭୂଙ୍କୁ କରିବେ ଦର୍ଶନ,ଆସନ୍ତାକାଲି ନେବେ ଶପଥ

ପୁରୀ : ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ରଘୁବର ଦାସ । ଟାଟାନଗରରୁ ପୁରୁଷୋତମପୁର ଏକ୍ସପ୍ରେସରେ ଆସି ଭୋରରେ ପୁରୀ ପହଞ୍ଚିଛନ୍ତି  । ଷ୍ଟେସନରୁ ସିଧାସଳଖ ରାଜଭବନ ଯାଇ ବର୍ତ୍ତମାନ ବିଶ୍ରାମ ନେଉଥିବାବେଳେ ପୂର୍ବାହ୍ନ ପ୍ରାୟ ୧୦ଟା ବେଳକୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର…

ଆନ୍ଧ୍ର ଟ୍ରେନ୍ ଟ୍ରାଜେଡି : ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି , ୪୫ଟ୍ରେନ୍ ବାତିଲ୍

ଭୁବନେଶ୍ବର : ଆନ୍ଧ୍ର –ଓଡିଶା ସୀମାରେ ଟ୍ରେନ୍ ଦୁର୍ଘଟଣା ଘଟଣା  । କଣ୍ଟାକାପାଲୀ ଓ ଆଲମଣ୍ଡା ଷ୍ଟେସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ଲୋକ ପାଇଲଟ୍ , ଗାର୍ଡଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରାୟ ୫୦ ଜଣ ଆହତ ହୋଇଥିବା ନେଇ ସୂଚନା ଦେଇଛନ୍ତି ସିପିଆରଓ  । ସେପଟେ…

ଦେବ ପ୍ରସାଦ ପୁରସ୍କାର ଉତ୍ସବର ଚତୁର୍ଥ ସନ୍ଧ୍ୟା: ଓଡ଼ିଶୀ, ସତ୍ରୀୟା ନୃତ୍ୟରେ କମ୍ପିଲା ମଞ୍ଚ

ଭୁବନେଶ୍ୱର: ତ୍ରିଧାରା ଅନୁଷ୍ଠାନ ଦ୍ୱାରା ଆୟୋଜିତ୧୭ତମ ଗୁରଦେବ ପ୍ରସାଦ ପୁରସ୍କାର ଉତ୍ସବର ଆଜି ଥିଲା ଚତୁର୍ଥ ସନ୍ଧ୍ୟା । ଆଜିର ସନ୍ଧ୍ୟାରେ ଓଡ଼ିଶୀ ଏବଂ ସତ୍ରୀୟା ନୃତ୍ୟରେ କମ୍ପିଥିଲା ମଞ୍ଚ । ଏଥିସହିତ ଓଡ଼ିଶାର ସୁନାମଧନ୍ୟ ସଙ୍ଗୀତଜ୍ଞଙ୍କ ଦ୍ୱାରା ପାରମ୍ପାରିକ କଣ୍ଠସଙ୍ଗୀତ ପରିବେଷିତ…

ରେଡ୍ ସିଗନାଲରେ ଆଗକୁ ବଢ଼ିବାରୁ ଦୁର୍ଘଟଣା!, ମୃତ୍ୟୁ ସଂଖ୍ୟା ଆଠକୁ ବୃଦ୍ଧି

ଭୁବନେଶ୍ୱର: ରବିବାର ସନ୍ଧ୍ୟା 7ଟା ବେଳେ ଆନ୍ଧ୍ରପ୍ରଦେଶର ବିଜୟନଗରମ୍ ଜିଲ୍ଲାରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍ ଏବଂ ବିଶାଖାପାଟଣା-ରାୟଗଡା ପାସେଞ୍ଜର ସ୍ୱତନ୍ତ୍ର ଟ୍ରେନ୍ ମଧ୍ୟରେ ଧକ୍କା ହେବା ଫଳରେ 8 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 25 ଜଣ ଆହତ ହୋଇଛନ୍ତି। ପୂର୍ବତଟ ରେଳପଥର…

ନଭେମ୍ବର ୧ ରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ, ନବନିର୍ମିତ ମେଡିକାଲ କଲେଜର କରିବେ ଲୋକାର୍ପଣ

କଳାହାଣ୍ଡି: ନଭେମ୍ବର ୧ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ। ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର କରିବେ ଉଦଘାଟନ। ବିଭିନ୍ନ ପ୍ରକଳ୍ପ ସହ ‘ଲକ୍ଷ୍ମୀ’ ବସ୍‌ ସେବାର କରିବେ ଶୁଭାରମ୍ଭ। ମୁଖ୍ୟମନ୍ତ୍ରୀ ଦିନ ୧୧.୩୦ ରେ ହେଲିକପ୍ଟର ଯୋଗେ ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ…

ପଲାସା ନିକଟରେ ଟ୍ରେନ ଦୁର୍ଘଟଣା: ଜାରି ହେଲା ହେଲ୍ପ ଲାଇନ ନମ୍ବର

ରାୟଗଡା: ରବିବାର ସନ୍ଧ୍ୟାରେ ପଲାସା ଷ୍ଟେସନ୍ ନିକଟରେ ଘଟିଥିବା ରେଳ ଦୁର୍ଘଟଣା ପାଇଁ ତୁରନ୍ତ ଉଦ୍ଧାର ଓ ରିଲିଫ୍ କାମ ଆରମ୍ଭ କରିବାକୁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ବେଳେ ଭାରତୀୟ ରେଳବାଇ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି କରାଯାଇଛି। ଆନ୍ଧ୍ରପ୍ରଦେଶ…