Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାପାର ଗୋଇଠା ମାଡରେ ଗର୍ଭବତୀ ଝିଅର ମୃତ୍ୟୁ, ଅଭିଯୁକ୍ତ ଗିରଫ

ମୟୂରଭଞ୍ଜ: ଗର୍ଭବତୀ ଝିଅର ପେଟକୁ ଲାତ ମାରିଲା ବାପା। ବିଧବା ଗର୍ଭବତୀ ଝିଅର ପେଟକୁ ବାପା ଗୋଇଠା ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ପଥରଖଣି ଗାଁରେ। ସୂଚନା ଅନୁସାରେ, ପଥରଖଣି ଗାଁର ଜିଠୁ ଟୁଡୁଙ୍କ ଝିଅ ସାକରଙ୍କ…

ଅହେତୁକ ଭାବରେ ବୃଦ୍ଧି ପାଉଛି ପିଆଜ ଦର, କଳାବଜାରୀଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ସମଗ୍ର ଓଡିଶାରେ ପିଆଜ ମୂଲ୍ୟରେ ହଠାତ୍ ବୃଦ୍ଧି ଘଟିଥିବା ବେଳେ ହୋର୍ଡିଂ ଏବଂ କଳାବଜାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ରବିବାର ଚେତାବନୀ ଦେଇଛନ୍ତି। ପିଆଜ କଳାବାଜାରି ବ୍ୟବସାୟୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା…

ସିଆରପିଏଫ୍ କ୍ୟାମ୍ପରେ ସବ୍‌ ଇନ୍‌ସପେକ୍ଟରଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ନୂଆପଡ଼ା: ବୋଡେନ୍ ଥାନା ଖଡୁପାଣି ସିଆର୍‌ପିଏଫ୍‌ କ୍ୟାମ୍ପରେ ଅଘଟଣ। ନିଜ ବନ୍ଧୁକରୁ ଗୁଳିକରି ୧୯ନଂ ବାଟାଲିଅନ ସବ୍‌ ଇନ୍‌ସପେକ୍ଟରଙ୍କ ଆତ୍ମହତ୍ୟା। ମୃତକ ସବ୍‌ ଇନ୍‌ସପେକ୍ଟର ହେଲେ ଡି. ଗୁଣଶେଖରନ୍‌। ସେ ତାମିଲନାଡୁ ବାସିନ୍ଦା। କ୍ୟାମ୍ପରେ ନିଜ ଡ୍ୟୁଟି ସମୟରେ ଆତ୍ମହାତ୍ୟା କରିଥିବା…

ବିପର୍ଯ୍ୟୟ ଓଡ଼ିଶା ପାଇଁ ବଡ଼ ଆହ୍ୱାନ , ପ୍ରତିଘରୁ ସୃଷ୍ଟି ହେବେ ବିପର୍ଯ୍ୟୟ ମୁକାବିଲା ଯୋଦ୍ଧା

ଭୁବନେଶ୍ବର : ଆଜି ଓଡ଼ିଶା ପାଳୁଛି ବିପର୍ଯ୍ୟୟ ପ୍ରସ୍ତୁତି ଦିବସ । ୧୯୯୯ ମସିହା ଏହି ଦିନରେ ଘଟିଯାଇଥିବା ମହାବାତ୍ୟାକୁ ମନେ ପକାଉଛି ସାରା ରାଜ୍ୟ । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏଥିରେ  ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ,…

ଖସୁଛି ପାରଦ ବଢୁଛି ଶୀତ, ଫୁଲବାଣୀରେ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର: ଖସୁଛି ପାରଦ ବଢୁଛି ଶୀତ। ରାଜ୍ୟରେ ଧିରେ ଧୀରେ ବୃଦ୍ଧି ପାଉଛି ଶୀତ ଲହରି। ଏହାରି ମଧ୍ୟରେ କନ୍ଧମାଳରେ ଗତ ତିନି ଚାରି ଦିନ ହେଲା ରାତି ତାପମାତ୍ରା କ୍ରମାଗତ ଭାବେ ଖସିବାରେ ଲାଗିଛି। ସୁଲୁସୁଲିଆ ପବନ ସାଙ୍ଗକୁ ଚାରିଆଡେ ଘନ କୁହୁଡି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)…

ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଅବସରରେ ମିନି ମାରାଥନ

ଭୁବନେଶ୍ୱର : ଆଜି ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ  । ଏହି ଅବସରରେ ଆଜି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି । ସକାଳ ୭ଟା ୩୦ମିନିଟ ସମୟରେ ଆରମ୍ଭ ହୋଇଥିବା ଏହି ମିନି…

ରକ୍ତ ରଞ୍ଜିତ ହେଲା ସୁନାଦେଇ ପୀଠ, ହଜାର ହଜାର ଦର୍ଶକଙ୍କ ସମାଗମରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତରଯାତ୍ରା

ନୂଆପଡା: ନୂଆପଡା ଜିଲ୍ଲାର ବହୁ ପ୍ରସିଦ୍ଧ ଯାତ୍ରା ସୁନାଦେଇ ଛତର ଯାତ୍ରା । ଚଳିତ ବର୍ଷ ମଧ୍ୟ ରୀତିନୀତିରେ ଏହି ଛତରା ଯାତ୍ରା ସମ୍ପନ୍ନ ହୋଇଛି । ପ୍ରତିବର୍ଷ ଭଳି ଏଥର ବି ବୋଦାବଳିରେ ରକ୍ତ ରଞ୍ଜିତ ହୋଇଛି ମା’ ସୁନାଦେଇଙ୍କ ପୀଠ । ରାଜ୍ୟ ତଥା ରାଜ୍ୟ ବାହାରର ହଜାର ହଜାର ଶ୍ରଦ୍ଧାଳୁ…

ଥମୁନି ନୀଳ ଜହର କାରବାର : ଚୋରା ଚାଲାଣ ବେଳେ ୪ଜଣଙ୍କୁ ଗିରଫ କଲା ଚନ୍ଦକା ପୋଲିସ

ଭୁବନେଶ୍ବର : ଥମୁନି ନୀଳ ଜହର କାରବାର  । ଚୋରା ଚାଲାଣ ବେଳେ  ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି ଚନ୍ଦକା ପୋଲିସ  । କୌଣସି  ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ପିତାପାଲି-ବାରଙ୍ଗ ରୋଡରେ ଚଢାଉ କରିଥିଲା  । ଫଳରେ ୬୬ କେଜିର ଗଞ୍ଜେଇ ଜବତ କରିବା ସହ ଘଟଣାରେ ୪ ଜଣଙ୍କୁ…

ନଭେମ୍ବର ୧ରୁ କଳାହାଣ୍ତିରେ ଗଡି଼ବ ‘ଲକ୍ଷ୍ମୀ ବସ୍’

କଳାହାଣ୍ଡି: ବିକାଶ ପଥରେ ଆଗଉଛି ଓଡି଼ଶା। ଗାଁ ସହ ଯୋଡି଼ ହେଉଛି ସହର। ଏଣିକି ଦୁର୍ଗମ ଅଞ୍ଚଳରୁ ଆହୁରି ସହଜ ହେବ ଯାତ୍ରା। କାହିଁକିନା ମାଲକାନଗିରି, ଗଜପତି ପରେ ଏବେ କଳହାଣ୍ତି ଜିଲ୍ଲାରେ ଗଡି଼ବ 'ଲକ୍ଷ୍ମୀ ବସ୍‌'। ଆସନ୍ତା ନଭେମ୍ବର ୧ରୁ କଳାହାଣ୍ତିରେ ଗଡି଼ବାକୁ ଯାଉଛି 'ଲକ୍ଷ୍ମୀ ବସ୍‌'…

ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ: ଭି.କେ ପାଣ୍ଡିଆନ୍

ଭୁବନେଶ୍ବର: ଆଜି ମେଟ୍ରୋ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି ଭି.କେ ପାଣ୍ଡିଆନ୍ । ଗତକାଲି ପୁରୀ ଯାଇ ଶ୍ରୀମନ୍ଦିର  ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଥିବାବେଳେ ଆଜି ଭୋରରୁ ତ୍ରିଶୁଳିଆରେ ପହଞ୍ଚି ଭୁବନେଶ୍ବର-କଟକ ମେଟ୍ରୋ  ପ୍ରକଳ୍ପର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ…