Latest Odisha News

BREAKING NEWS

Browsing Category

ଓଡିଶା

Odisha

ନଭେମ୍ବର ୨୬ରେ ହେବ ପୋଲିସ ଏସଆଇ ପରୀକ୍ଷା,ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ଵର: ନଭେମ୍ବର ୨୬ରେ ହେବ ଓଡ଼ିଶା ପୋଲିସ ଏସଆଇ ପରୀକ୍ଷା ।ଏନେଇ ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ପ୍ରେସ ମଧ୍ୟମରେ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି । ନଭେମ୍ବର ୨୬ରେ ପରୀକ୍ଷା କରାଯିବାକୁ ଆପାତତଃ ସ୍ଥିର ସୂଚନା ମିଳିଛି ।ରାଜ୍ୟର ସମସ୍ତ ଜିଲ୍ଲାରେ OMR…

ପୁରୀରେ ଅନୁଷ୍ଠିତ ହେବ ୪୪ତମ କୁମାର ଉତ୍ସବ: ମନମୋହିବ ସମ୍ବଲପୁରୀ ଲୋକନୃତ୍ୟ ସାଙ୍ଗକୁ କଣ୍ଠଶିଳ୍ପୀ ତାରିକ୍ ଅଜିଜଙ୍କ…

ପୁରୀ: ଆସୁଛି କୁମାର ପୂର୍ଣ୍ଣିମା  । ଏହି ଅବସରରେ ତାରିଖରେ ଶ୍ରୀକ୍ଷେତ୍ର ଯୁବ ସାଂସ୍କୃତିକ ସଂସଦ ପୁରୀ ଆନୁକୁଲ୍ୟରେ ୪୪ ତମ କୁମାର ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହା ୨୮ ଏବଂ ୨୯ ଦୁଇ ଦିନ ଧରି ଚାଲିବ  । ଏ ନେଇ ଆଜି ୟୁଥ ହଷ୍ଟେଲ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ…

ଆଉ ଦୁଇ ଜିଲ୍ଲାରେ ଶୁଭାରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଶୁଭାରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା । ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା ଜିଲ୍ଲାରେ ୯୫ କୋଟି ଟଙ୍କା ବ୍ୟୟରେ ୨୭୬୩ ଟି ପ୍ରକଳ୍ପ ଏବଂ ଜଗତସିଂହପୁରରେ ୯୯ କୋଟି ଟଙ୍କା ବ୍ୟୟରେ ୨୯୨୨ ଟି ଉନ୍ନୟନ୍ନପ୍ରକଳ୍ପର…

ବଦଳିଲେ କଟକ ଜିଲ୍ଲାପାଳ : ନରହରି ସେଠୀ ହେଲେ ନୂଆ ଜିଲ୍ଲାପାଳ

କଟକ : କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ବଦଳି । କଟକ ଜିଲ୍ଲାପାଳ ଭବାନୀ ଶଙ୍କରଙ୍କର ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି ।  ନରହରି ସେଠୀ ହେଲେ କଟକ ଜିଲ୍ଲାପାଳ । ଭବାନୀ ଶଙ୍କରଙ୍କ ସ୍ଥାନରେ ନରହରି ସେଠୀଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି ।…

୩୧ରେ ଶପଥ ଗ୍ରହଣ କରିବେ ରାଜ୍ୟପାଳ ରଘୁବର ଦାସ

ଭୁବନେଶ୍ଵର: ଆସନ୍ତା ୩୧ ତାରିଖରେ ଶପଥ ନେବେ ରାଜ୍ୟର ନୂଆ ରାଜ୍ୟପାଳ ରଘୁବର ଦାସ । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳଭାବେ ନିଯୁକ୍ତ କରିଥିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ।  ୧୯୮୦ ମସିହାରୁ ଜନସାଧରଙ୍କ…

କଂଗ୍ରେସରୁ ନିର୍ବାଚନ ଲଢିବି: ମହମ୍ମଦ ମୋକିମ

ଭୁବନେଶ୍ବର : କଟକରେ ମୋକିମ୍ ଓ ପିସିସି ସଭାପତିଙ୍କ ଭେଟ ଘାଟକୁ ନେଇ ବଢିଲା ଚର୍ଚ୍ଚା। କିଛି ଦିନର ନୀରବତା ପରେ ପୁଣି ମୁହଁ ଖୋଲିଛନ୍ତି କଂଗ୍ରେସ ନେତା ମହମ୍ମଦ ମୋକିମ୍  । ସେ କହିଛନ୍ତି ଗୋଟେ ଦଳର ନେତା ଆମେ ସବୁ ଏକାଠି ହେବା ବହୁତ୍ ଖୁସି ଲାଗିଲା। ପୂଜା ଘରେ ଏକତ୍ରିତ ହେଲୁ  । ଦଳ…

ପାରାଦ୍ବୀପ NQ-2, ବର୍ଥରେ ଲାଗିଲା ସମୁଦ୍ର ମଝିରେ ଫସିଥିବା ଜାହାଜ ସମୁଦ୍ର କୌସ୍ତୁଭ

ପାରାଦ୍ବୀପ : କୂଳରେ ଲାଗିଲା ଜାହାଜ ସମୁଦ୍ର କୌସ୍ତୁଭ  । ସମୁଦ୍ର ମଝିରେ ଫସି ରହିଥିବା ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆର ଜାହାଜ ସମୁଦ୍ର କୌସ୍ତୁଭ ଗତକାଲି ବିଳମ୍ବିତ ରାତିରେ ପାରାଦ୍ବୀପ NQ-2, ବର୍ଥରେ ଲାଗିଲା  । ଏହା ପାରାଦ୍ଵୀପ ଠାରୁ ୬୦ ନଟିକାଲ ଦୂରରେ ରହିଥିଲା  । ଇଞ୍ଜିନ ଖରାପ…

ଚିଲିକାରେ ପର୍ଯ୍ୟଟକଙ୍କୁ ବୁଲାଇବାବେଳେ ହୋଇଥିଲେ ନିଖୋଜ : ମିଳିଲା ଡଙ୍ଗା ଚାଳକଙ୍କ ମୃତଦେହ

ବ୍ରହ୍ମଗିରି :  ମିଳିଲା ଡଙ୍ଗା ଚାଳକଙ୍କ ମୃତଦେହ । ଚିଲିକାରେ ଡଙ୍ଗାରୁ ଖସିପଡି ନିଖୋଜ ହୋଇଥିଲେ ଡଙ୍ଗା ଚାଳକ ବିକ୍ରମ ଜାଲି । ଭାସୁଥିବା ଅବସ୍ଥାରେ ବିକ୍ରମଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନା ମୂତାବକ ଗତକାଲିଠାରୁ ବିକ୍ରମ ଟ୍ୟୁରିଷ୍ଟ ବୋଟ ନେଇ ୫ ଜଣଙ୍କୁ ବୁଲାଇବା ପାଇଁ ଚିଲିକା…

OAS ସ୍ତରରେ ବଡ଼ଧରଣ ଅଦଳବଦଳ: ବଦଳିଲେ ୫୩ ଅଧିକାରୀ

ଭୁବନେଶ୍ଵର: OAS ସ୍ତରରେ ବଡ ଧରଣର ଅଦଳବଦଳ । ୫୩ ଜଣ OAS ଅଫିସରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ରାଜସ୍ଵ ଓ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି । ସୂଚନା ଅନୁସାରେ, ଗତ ୨୨ ତାରିଖରେ ୨୨୦ଜଣ OAS ଅଦୀକାରୀଙ୍କ ବଦଳି ଗୋଇଥିବା ବେଳେ…