Latest Odisha News

BREAKING NEWS

Browsing Category

ଓଡିଶା

Odisha

ମା’ ସୁରେଶ୍ୱରୀଙ୍କ ଜୟ ଦୁର୍ଗା ବେଶ

ସୋନପୁର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମା’ଙ୍କ ସପ୍ତମୀ ଓ ପିଠରେ ଅଷ୍ଟମୀ ପୂଜା ଚାଲିଛି । ସେହିପରି ଭାବରେ ସୁବର୍ଣ୍ଣପୁର ଜିଲ୍ଲାର ଇଷ୍ଟ ଦେବୀ ମା’ ସୁରେଶ୍ୱରୀ ଆଜି ଅଷ୍ଟମୀ ତିଥିରେ ଜୟ ଦୁର୍ଗା ବେଶରେ ଶ୍ରଦ୍ଧାଳୁ ମନଙ୍କୁ ଦର୍ଶନ ଦେଉଛନ୍ତି । ଭୋର ସକାଳୁ ସକାଳୁ ଭକ୍ତଙ୍କ ବେଶ…

କଟକ ପୋଲିସ ମୁଖ୍ୟାଳୟରେ ୬୪ତମ ପୋଲିସ ସହିଦ ଦିବସ ପାଳିତ

କଟକ: କଟକ ପୋଲିସ ମୁଖ୍ୟାଳୟରେ ୬୪ତମ ପୋଲିସ ସହିଦ ଦିବସ ପାଳିତ । ମୁଖ୍ୟ ଅତିଥି ଭାବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ କୁମାର ବଂସଲ ଯୋଗ ଦେଇ ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ଯବାନମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି…

ଛତିଶଗଡ ବିଧାନସଭା ନିର୍ବାଚନ: କଂଗ୍ରେସର ଷ୍ଟାର କ୍ୟାମ୍ପେନର ତାଲିକାରେ ୩ ଓଡ଼ିଆ 

ରାୟପୁର:ଛତିଶଗଡରେ କଂଗ୍ରେସର ଷ୍ଟାର କ୍ୟାମ୍ପେନର ତାଲିକାରେ ଅଛନ୍ତି ୩ ଓଡ଼ିଆ  । ସମସ୍ତ ତାରକା ପ୍ରଚାରକଙ୍କ ତାଲିକା ଆଜି ଦଳ ପକ୍ଷରୁ ପ୍ରକାଶ ପାଇଛି । ଏହି ତାଲିକାରେ ୪୦ ଜଣ ତାରକା ପ୍ରଚାର ରହିଛନ୍ତି । ପାଖେଇ ଆସୁଛି ଛତିଶଗଡ ବିଧାନସଭା ନିର୍ବାଚନ । ପ୍ରଚାର ଜୋରଦାର ଚାଲିଛି ।…

ପୁରୀ ପୋଲିସ ରିଜର୍ଭ ପଡିଆରେ ୬୪ତମ ପୋଲିସ ସହିଦ ଦିବସ ପାଳିତ

ପୁରୀ: ଆଜି ପୁରୀ ପୋଲିସ ରିଜର୍ଭ ପଡିଆରେ ୬୪ତମ ପୋଲିସ ସହିଦ  ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୁରୀ ଏସପି ବିଶାଲ୍ ସିଂହ ଯୋଗଦେଇ ସହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ସହିଦ ମାନଙ୍କ ସାହାସିକତା ଉପରେ ଉଦବୋଧନ ଦେଇଥିଲେ ।…

ବାଲୁକାକଳାରେ ମା’ ଦୁର୍ଗା, ଗଗନାୟାନର ସଫଳତା କାମନା କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆରମ୍ଭ ହୋଇଛି ନବରାତ୍ରୀ ପୂଜା। ମା’ଙ୍କ ଆଗମନକୁ ନେଇ ଚଳଚଞ୍ଚଳ ପୁରପଲ୍ଲୀ। ପବିତ୍ର ଦୁର୍ଗାପୂଜା ଅବସରରେ ନିଆରା ଢଙ୍ଗରେ ସମସ୍ତଙ୍କୁ ଶୁଭେଚ୍ଛା ଦେଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସଂପନ୍ନ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ମା’ ଦୁର୍ଗାଙ୍କ…

ଧରାବତରଣ କଲେ ମହାମାୟା, ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା

ଭୁବନେଶ୍ଵର: ଧରାବତରଣ କଲେ ମହାମାୟା । ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ଓ ପୀଠରେ ଅଷ୍ଟମୀ ପୂଜା । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଦୁର୍ଗାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହେଉଛି । ଗତକାଲି ଷଷ୍ଠୀରେ ସନ୍ଧ୍ୟାରେ ପୂଜା ମଣ୍ଡପ ପରିସରରେ ଥିବା ବେଲ ଗଛ ମୂଳେ…

ଟ୍ରେନ ଧାରଣାରେ ଯାଉଥିଲେ ଦମ୍ପତି, ମାଡିଗଲା ଟ୍ରେନ

ଯାଜପୁର: ଦଶହରା ଛୁଟିରେ ଘରକୁ ଆସୁଥିଲେ ଦମ୍ପତି । କିନ୍ତୁ ରେଳଧାରଣାରେ ଜଗି ବସିଥିଲା ଯମ । ପୂର୍ବତଟ ରେଳବାଇ ଅଧୀନ କୋରେଇ ଥାନା ଅନ୍ତର୍ଗତ ବୈତରଣୀରୋଡ ରେଳଷ୍ଟେସନରେ ଘଟିଛି ଏକ ଅଭାବନୀୟ ଘଟଣା । ରେଳ ଧକ୍କାରେ ସ୍ୱାମୀ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତ ଦମ୍ପତ୍ତି ହେଲେ କୋରେଇ ବ୍ଲକ…

ଦଶହରା ଛୁଟିରେ ଘରକୁ ଯିବେ ଲୋକେ, ରାଜ୍ୟରେ ପୁଣି ଗଡିଲା ଘରୋଇ ବସ୍

ଭୁବନେଶ୍ଵର: ସାଧାରଣ ଲୋକଙ୍କ ପାଇଁ ଖୁସି ଖବର । ଦଶହରାରେ ଘରକୁ ଯିବେ ଘରଠାରୁ ଦୁରରେ ରହୁଥିବା ସମସ୍ତ ଲୋକେ । କାରଣ ରାଜ୍ୟରେ ଆଜିଠୁ ପୁଣି ଗଡିଲା ବସ୍ । ଧର୍ମଘଟରୁ ଓହରିଲା ଘରୋଇ ବସ୍ ମାଲିକ ସଂଘ । ତେବେ ୩୧ ତାରିଖ ଯାଏଁ ଆନ୍ଦୋଳନ ସ୍ଥଗିତ ରହିବ । ୨୬ ତାରିଖ ପର୍ଯ୍ୟନ୍ତ ସରକାରଙ୍କ…

ଜନବିରୋଧୀ କାର୍ଯ୍ୟ ପାଇଁ ସାଂସଦ ପିନାକୀ ମିଶ୍ରଙ୍କୁ ତୁରନ୍ତ ବହିଷ୍କାର କରନ୍ତୁ ମୁଖ୍ୟମନ୍ତ୍ରୀ-ବିଜେପି

ଭୁବନେଶ୍ୱର: ବହୁଚର୍ଚ୍ଚିତ ‘ପ୍ରଶ୍ନ ପାଇଁ ଟଙ୍କା’ ସ୍କାଣ୍ଡାଲରେ ପୁରୀ ସାଂସଦ ଶ୍ରୀ ପିନାକି ମିଶ୍ରଙ୍କ ସଂପୃକ୍ତି ଅଛି ।  ସିବିଆଇ ଅଦାଲତ ଏବଂ ସଂସଦର ଏଥିକ୍ସ କମିଟି ପାଖରେ ଦାଖଲ ହୋଇଥିବା ୨ଟି ସତ୍ୟପାଠରୁ ଏକଥା ସ୍ପଷ୍ଟ ହୋଇଛି  । ତା ଛଡା ପିନାକୀ ମିଶ୍ର ଓ ପ୍ରଶ୍ନ ପଚାରିବା ପାଇଁ ଟଙ୍କା…

୨୭ ବର୍ଷ ପରେ ମିଳିଲା ନ୍ୟାୟ: ଟ୍ରିପଲ ମର୍ଡର ଘଟଣାରେ ତିନି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ୱର:୨୭ ବର୍ଷ ପରେ ମିଳିଲା ନ୍ୟାୟ । ଭୁବନେଶ୍ୱର ଟ୍ରିପଲ ମର୍ଡର ଘଟଣାରେ ତିନି ଜଣ ଅଭିଯୁକ୍ତଙ୍କୁ କୋର୍ଟ ଆଜି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ଅତିରିକ୍ତି ଜିଲ୍ଲା ଜଜ୍ କୋର୍ଟ ଭୁବନେଶ୍ୱର ଶୁକ୍ରବାର ଏହି ରାୟ ଶୁଣାଇଛନ୍ତି । ଆଜକୁ ୨୭ ବର୍ଷ ତଳେ ହୋଇଥିବା ଘଟଣାର ସମସ୍ତ…