Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଁ ଲଙ୍କେଶ୍ୱରୀଙ୍କ ପୀଠରେ ଦଶହରା ମହା ଆଳତୀ

ସୋନପୁର: ଜୁନାଗଡ଼ ସହର ଓ ଆଖପାଖ ଅଞ୍ଚଳର ପ୍ରତ୍ୟକ ଶକ୍ତି ପୀଠରେ ଦଶହରା ପୂଜା ଚାଲିଥିବା ବେଳେ ସବୁ ପୂଜା ମଣ୍ଡପରେ ବେଶ ଜାକଜମକରେ ଜଗତ ଜନନୀ ମା ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ଏହିସବୁ ପୀଠ ଓ ମଣ୍ଡପ ମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ ବଢ଼ିବାରେ ଲାଗିଥିବା ଦେଖିବାକୁ ମିଳୁଛି । ମହାନଦୀ…

ଚିକମିକ ଆଲୁଅ ରେ ଝଲସୁଛି ଖଡ଼ିଆଳ, କୋଲକାତା କାଳୀ ମନ୍ଦିର ଭ୍ରମ ସୃଷ୍ଟି କରୁଛି ତୋରଣ

ନୂଆପଡା: ଆସିଛି ପାର୍ବଣ,  ମାଁ ଙ୍କ ଆଗମନ ରେ ଚଳଚଞ୍ଚଳ ଗାଁ ଠୁ ସହର । ଧରା ଅବତରଣ କରି ପୂଜା ପାଉଛନ୍ତି ଦୁର୍ଗତିନାସିନୀ ମହିଷାମର୍ଦ୍ଦିନୀ ମା’ ଦୁର୍ଗା । ଏହି ପରିପ୍ରେକ୍ଷୀରେ ରେ ନୂଆପଡା ଜିଲ୍ଲା ଖଡ଼ିଆଳ ସହରରେ ଜମୁଛି ଦୂର୍ଗାପୁଜା । ନବ ରାତ୍ର ଦୁର୍ଗା ପୂଜାରେ ମାଁ ଙ୍କ ନଅ ରୂପ…

ରାଜ୍ୟ ସରକାରଙ୍କ ଦଶହରା ଭେଟି: ୪% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ଵର: ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାରୀ କର୍ମଚାରୀଙ୍କର ୪% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ…

ଗଜପତିବାସୀଙ୍କୁ ମିଳିଲା ଲକ୍ଷ୍ମୀ ବସ୍ ସେବା: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ , କହିଲେ ଯୋଗାଯୋଗ ବିକାଶର ଆଧାର

ଗଜପତି : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ…

ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲାଯିବା ଠିକ ସମୟ: ଗଜପତି ମହାରାଜା

ପୁରୀ:ରତ୍ନ ଭଣ୍ଡାର ଖୋଲିବ ବୋଲି କହିଲେ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ।ଆସନ୍ତା ୨୦୨୪ ରଥଯାତ୍ରା ସମୟରେ ରତ୍ନ ଭଣ୍ଡାର ଖୋଲିବ । ଉଭୟେ ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗଣତି କରାଯିବ ବୋଲି କହିଛନ୍ତି ଗଜପତି ମହାରାଜ । ଏ ନେଇ ଏକ ପ୍ରେସ ରିଲିଜ ଜାରି…

ମାଲିକ ସଂଘରେ ଫାଟ ନାହିଁ : ଘରୋଇ ବସ୍ ମାଲିକ ସଂଘ ସାଧାରଣ ସଂପାଦକ

ଭୁବନେଶ୍ବର: ଆଜି ଘରୋଇ ବସ୍ ଧର୍ମଘଟ ଜାରି ରହିଥିବା ବେଳେ କେତେକ ସ୍ଥାନରେ ବସ୍ ଚଳାଚଳ କରୁଥିବାର ଖବର ସାମ୍ନାକୁ ଆସିଛି । ବାଲେଶ୍ବର ଜିଲ୍ଲାରେ କିନ୍ତୁ ବସ୍ ଧର୍ମଘଟର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି । ବାଲେଶ୍ୱରରେ ଗୋଟିଏ ସଂଘ ରାଜ୍ୟ ଘରୋଇ ବସ ମାଲିକ ସଂଘର ଧର୍ମଘଟ ଡାକରାକୁ…

ପାର୍ବଣ ପୂର୍ବରୁ ଆକ୍ସନ ମୋଡରେ ଅବକାରୀ ବିଭାଗ : ସାଲିଆ ସାହିରେ ଚଢାଉ, ବିପୁଳ ମଦ ସାମଗ୍ରୀ ଜବତ, ୧୫ ଗିରଫ

ଭୁବନେଶ୍ବର: ପାର୍ବଣ ପୂର୍ବରୁ ଆକ୍ସନ ମୋଡରେ ଅବକାରୀ ବିଭାଗ । ପୂଜା ପାଇଁ ମଦ ପ୍ରସ୍ତୁତ ହେଉଥିବାବେଳେ ଛାପା ମାରିଛି ଅବକାରୀ ଥାନା । ଚଢାଉ କରି ଶହ ଶହ ଲିଟର ମଦ ନଷ୍ଟ କରିଛି ଅବକାରୀ ବିଭାଗ । ଏଥି ସହ ମଦ ପ୍ରସ୍ତୁତ ପାଇଁ ସମସ୍ତ ସାମଗ୍ରୀ ଜବତ କରିଛି । ସୂଚନା ମୂତାବକ ସାଲିଆ ସାହିରେ…

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି : ୨୩ ତାରିଖ ବେଳକୁ ଅବପାତର ରୂପ ନେବା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି  ଲଘୁଚାପ କ୍ଷେତ୍ର ଟି ସୃଷ୍ଟି ହୋଇଛି । କ୍ରମଶଃ ଏହା ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ…

ଆସୁଛନ୍ତି ମହାମାୟା, ଆଜି ପୀଠରେ ସପ୍ତମୀ, ମଣ୍ଡପରେ ମାଆଙ୍କ ଷଷ୍ଠୀ ପୂଜା

ଭୁବନେଶ୍ଵର: ଆସୁଛନ୍ତି ମହାମାୟା । ଆଜି ପୀଠରେ ମାଆଙ୍କ ସପ୍ତମୀ ପୂଜା, ମଣ୍ଡପରେ ପାଳନ ହେବ ଷଷ୍ଠୀ ପୂଜା । ଜଗତଜନନୀଙ୍କ ଆଗମନ ପାଇଁ ସବୁଠି ଉତ୍ସବର ପରିବେଶ । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା’ଙ୍କୁ ମଣ୍ଡପକୁ ଆବାହନ କରାଯିବ । ନଦୀରୁ ପବିତ୍ର ଜଳ ଅଣାଯାଇ ମଣ୍ଡପରେ ମା’ଙ୍କୁ…

ଆଜିଠୁ ବସ ଧର୍ମଘଟ: ଲୋକଙ୍କ ସ୍ୱାର୍ଥ ପାଇଁ ଧର୍ମଘଟରୁ ଓହରି ଆଲୋଚନା କରିବାକୁ ଆହ୍ୱାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର:ଆଜିଠୁ ବସ୍ ଧର୍ମଘଟ ଡାକରା ଦେଇଛି ଘରୋଇ ବସ ମାଲିକ ସଂଘ । ରାଜ୍ୟରେ ଅନିର୍ଦ୍ଦିଷ୍ଟ କାଳ ଯାଏ ଗଡିବନି ବସ । ଗତକାଲି ସରକାରଙ୍କ ସହ ଘରୋଇ ବସ ମାଲିକ ସଂଘର ବୈଠକ ବସିଥିଲା । ହେଲେ କୌଣସି ନିଷ୍କର୍ସ ବାହାରି ପାରି ନ ଥିଲା । ଫଳରେ ଆଜି ରାଜ୍ୟରେ ୧୪ ହଜାର ବସ ଚଳାଚଳ ବନ୍ଦ…