Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ଯଥେଷ୍ଟ ପରିମାଣରେ ଉପଲବ୍ଧ ଅଛି ରେମଡେସିଭିର ଓ ଫାଭିପିରାଭିର: ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଥିବା ବେଳେ ଏବେ ଯଥେଷ୍ଟ ପରିମାଣର ଔଷଧ ମହଜୁଦ୍ ରହିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ରାଜ୍ୟରେ ବର୍ତ୍ତମାନ ଯଥେଷ୍ଟ ରେମଡେସିଭିର ଇଞ୍ଜେକ୍ସନ୍ ଏବଂ ଫାଭିପିରାଭିର ଟାବଲେଟ୍ ରାଜ୍ୟ ଔଷଧ ନିଗମ ନିକଟରେ…

ପରଲୋକରେ ବିଶିଷ୍ଟ ସାହିତ୍ୟିକ ମନୋଜ ଦାସ

ଭୁବନେଶ୍ବର : ପ୍ରଖ୍ୟାତ ସାହିତ୍ୟିକ ପଦ୍ମଭୂଷଣ ମନୋଜ ଦାସଙ୍କ ପରଲୋକ । ୮୭ ବର୍ଷ ବୟସରେ ତାଙ୍କର ବିୟୋଗ ହୋଇଛି । ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ । ପଣ୍ଡିଚେରୀର ଆଶ୍ରମ ହସପିଟାଲରେ ସେ ଚିକିତ୍ସାଧୀନ ଥିଲେ । କିନ୍ତୁ ଆଜି ତାଙ୍କର ବିୟୋଗ ହୋଇଛି । ତାଙ୍କ ବିୟୋଗରେ ସାହିତ୍ୟ ଜଗତରେ…

ଭିଡିଓ କନଫରେନ୍ସିଂ ଜରିଆରେ ଅଫିସରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ, ଅକ୍ସିଜେନ୍ ଯୋଗାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: କରୋନା ସଂକ୍ରମଣ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳମାନଙ୍କ ସହ କଥା ହୋଇଛନ୍ତି । ମହାମାରୀ କରୋନାକୁ ନେଇ ଦେଶରେ ଭୟଙ୍କର ସ୍ଥିତି ସୃଷ୍ଟି ହୋଇଛି । ଏକାଧିକ ରାଜ୍ୟ ଓ ମହାନଗର ଗୁଡ଼ିକରେ ସଂକ୍ରମଣ ଅଣାୟତ୍ତ ହୋଇପଡ଼ିଛି । ରାଜ୍ୟରେ…

୧୨ OASଙ୍କୁ ପଠାଗଲା ପଶ୍ଚିମ ଓଡ଼ିଶା

ଭୁବନେଶ୍ବର : ସାରା ରାଜ୍ୟରେ କରୋନା ମହାମାରୀ ଉପରମୁହାଁ ହେଲାଣି । ଲଗାତର ଭାବେ ଏବେ ୬ ହଜାର ଉପରେ ରହୁଛି ସଂକ୍ରମିତ । ତେବେ ସବଠୁ ଅଧିକ ଚିନ୍ତା ବଢ଼ାଇଛି ପଶ୍ଚିମ ଓଡ଼ିଶା । ଏଠାରୁ ପଜିଟିଭ୍ ହାର ବଢ଼ି ଚାଲିଥିବାରୁ ମୁକାବିଲା ପାଇଁ ୧୨ ଜଣ OAS ଅଧିକାରୀଙ୍କୁ ପଶ୍ଚିମ ଓଡ଼ିଶାକୁ…

ତାତିରେ ଜଳୁଛି ଓଡ଼ିଶା, ୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ବର : ପ୍ରବଳ ତାତିରେ ଜଳୁଛି ସାରା ଓଡ଼ିଶା । ଗ୍ରୀଷ୍ମ ପ୍ରବାହରେ ଜନଜୀବନ ହେଲାଣି ଅସ୍ତବ୍ୟସ୍ତ । ଆଜି ରାଜ୍ୟର ୧୫ ସହର ୪୦ ଡିଗ୍ରୀ ଉପରେ ରହିଛି । ତେବେ ୪୩.୧ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୭୭୩ ପଜିଟିଭ୍

ଭୁବନେଶ୍ବର : ମହାମାରୀ କରୋନାର ଦ୍ବିତୀୟ ଲହରକୁ ନେଇ ସାରା ରାଜ୍ୟରେ ଆତଙ୍କ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୭୭୩ ଜଣ ସଂକ୍ରମିତ । କ୍ବାରେଣ୍ଟାଇନରୁ ୧୪୦ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୬୩୨ । ସେହିପରି ଭୁବନେଶ୍ବରରୁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୮୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ନିଜର କାୟା ମେଲାଉଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ୪୦୮୯ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତ ଆକ୍ରାନ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା…

ପରଲୋକରେ ଯାତ୍ରା ଜଗତର ହାସ୍ୟ ଅଭିନେତା ଜଗବନ୍ଧୁ ରାଉତ

ଭୁବନେଶ୍ୱର: ସତେ ଯେମିତି କଳାକାରଙ୍କ ଉପରେ କରୋନା ଦାଉ ସାଧିଛି । କେତେବେଳେ ବଲିଉଡ ତ ପୁଣି କେତେବେଳେ ଓଲିଉଡରୁ ଶୁଭିଥିଲା ଦେହାନ୍ତ ଭଳି ଦୁଃଖଦ ଖବର । ହେଲେ ଏବେ ଜଲିଉଡରୁ ଆସିଛି ଆଉ ଏକ କୋହଭରା ସମ୍ବାଦ । ପରଲୋକରେ ଓଡିଆ ଯାତ୍ରା ଜଗତର ଲୋକପ୍ରିୟ ହାସ୍ୟ ଅଭିନେତା ଜଗବନ୍ଧୁ ଓରଫ ଜଗା…

ତାଞ୍ଜାନିଆରେ ମହୁମାଛି ଆକ୍ରମଣରେ ଓଡିଆ ଇଞ୍ଜିନିୟରଙ୍କ ମୃତ୍ୟୁ

ଭୁବନେଶ୍ୱର: ପୂର୍ବ ଆଫ୍ରିକାର ତାଞ୍ଜାନିଆରେ ମହୁମାଛି ଆକ୍ରମଣରେ ଜଣେ ଓଡିଆ ଇଞ୍ଜିନିୟର ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ସୂଚନାନୁସାରେ, ବ୍ରହ୍ମପୁର ସହରର ଅଙ୍କୁଲି ଅଞ୍ଚଳର ଇନ୍ଦିରା ନାଗର ନିବାସୀ ଦିଲୀପ କୁମାର ପାତ୍ର ତାଞ୍ଜାନିଆର ଆଞ୍ଜେଲିକ୍ ଇଣ୍ଟରନ୍ୟାସନାଲ ଲିମିଟେଡରେ…

ଟିକାକରଣ ପାଇଁ ସିଏମ୍‌ ରିଲିଫ ଫଣ୍ଡ୍‌କୁ ୧ କୋଟି ଟଙ୍କା ପ୍ରଦାନ କରିଛି ଏମ୍‌ଜିଏମ୍ ମିନେରାଲ୍ସ ଲିମିଟେଡ୍‌

ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ସହାୟତାର ହାତ ବଢାଇଛି ଏମଜିଏମ୍ ମିନେରାଲ୍ସ ଲିମିଟେଡ୍। ରାଜ୍ୟବାସୀଙ୍କୁ ମାଗଣା କରୋନା ଟିକାକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବା ପରେ ଏମଜିଏମ୍ ମିନେରାଲ୍ସ ଲିମିଟେଡ୍‌ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ କୋଟି ଟଙ୍କା ପ୍ରଦାନ…