Latest Odisha News

BREAKING NEWS

Browsing Category

ଓଡିଶା

Odisha

Pitavas Murder Case: ପୀତବାସ ପଣ୍ଡା ହତ୍ୟା ମାମଲା: ରିମାଣ୍ଡ୍‌ରୁ ଜେଲ୍‌ ଫେରିଲେ ୪ ଅଭିଯୁକ୍ତ

ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲାରେ ରିମାଣ୍ଡ୍‌ରୁ ଜେଲ୍‌ ଫେରିଲେ ୪ ଅଭିଯୁକ୍ତ। ମୁଖ୍ୟ ଅଭିଯୁକ୍ତ ଉମା ବିଷୋୟୀ, ସାର୍ପ ସୁଟର କୁରୁପତି ଭୂୟାଁ, ବାଇକ୍ ଚାଳକ ଚିଣ୍ଟୁ ପ୍ରଧାନ ଓ ସହଯୋଗୀ ଯୋଗୀ ରାଉତକୁ ପୁଲିସ ଦୁଇଦିନିଆ ରିମାଣ୍ଡ୍‌ରେ ଆଣି ପଚରାଉଚରା କରିବା ପରେ ଶୁକ୍ରବାର ପୁଣି…

୬୮.୮୫ ଲକ୍ଷ ହେରଫେର ଅଭିଯୋଗ; ଟ୍ରେଜେରୀର ପୂର୍ବତନ ବରିଷ୍ଠ କିରାଣୀ ଗିରଫ

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ସବ-ଟ୍ରେଜେରୀର ପୂର୍ବତନ ବରିଷ୍ଠ କିରାଣୀ ମନୋରଞ୍ଜନ ସାହୁ ୬୮.୮୫ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହେରଫେର ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ଅଭିଯୁକ୍ତ ଜଣକ କାର୍ଯ୍ୟାନୁଷ୍ଠାନରୁ ବଞ୍ଚିବା ପାଇଁ ଗତ ଦୁଇ ବର୍ଷ ଧରି…

Winter Session: ୨୭ରେ ବିଧାନସଭା ଶୀତକାଳୀନ ଅଧିବେଶନ, ୨୬ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ ସୁରୁଖୁରୁରେ କେମିତି…

Indian Railways service: ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୫ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଭାରତୀୟ ରେଳ ସେବା

ବନେଶ୍ୱର: ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା। ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ । ଏହି କ୍ରମରେ ଟିକେଟ ରିଜରଭେସନ ଓ ଟିକେଟ୍ କ୍ୟାନସଲ ସେବା ବନ୍ଦ ରହିବ। ରେଳ ବିଭାଗର ପେସେଞ୍ଜର ରିଜରଭେସନ ସିଷ୍ଟମ ଆଜି ରାତି ୧୧.୪୫ ରୁ ଆସନ୍ତାକାଲି ଭୋର ୪.୪୫…

ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବାରେ ଆସିବ ପରିବର୍ତ୍ତନ। ରାଜ୍ୟରେ ରୋଗୀ ପରିବହନ ବ୍ୟବସ୍ଥା ସୁଧୁରିବ। ପୁରୁଣା ହୋଇଯାଇଥିବା ଆମ୍ବୁଲାନ୍‌ସକୁ ବଦଳାଇ ୪୨୮ଟି ନୂଆ ଆମ୍ବୁଲାନ୍ସ ପାଇଁ ସରକାର ଟେଣ୍ଡର କରିଥିଲେ। ଏହି କ୍ରମରେ ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ।…

SI exam scam: ପୋଲିସ SI ପରୀକ୍ଷା କେଳେଙ୍କାରୀ; ୪ ଜଣଙ୍କୁ ସିବିଆଇ ଜେରା

ଭୁବନେଶ୍ୱର: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାରେ ଚାରି ଜଣଙ୍କୁ ପଚରାଉଚରା କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)। ସୂତ୍ର ଅନୁଯାୟୀ ୧୦ ଜଣଙ୍କୁ ସମନ କରାଯାଇଥିଲା, କିନ୍ତୁ ମାତ୍ର ଚାରି ଜଣ ତଦନ୍ତକାରୀ ଅଧିକାରୀଙ୍କ ସମ୍ମୁଖରେ ହାଜର ହୋଇଥିଲେ।…

ଆଜି ସୃଷ୍ଟି ହେବ ଲଘୁଚାପ: ବଢୁଛି ବାତ୍ୟା ଭୟ

ଭୁବନେଶ୍ବର: ଆଜି ଲଘୁଚାପ। ଦିନକ ପରେ ଅବପାତ। ଓଡ଼ିଶାକୁ ପୁଣି ବାତ୍ୟା ଭୟ ଦେଖାଦେଇଛି। ମାସ ଶେଷ ଆଡକୁ ବାତ୍ୟା ଓ ବର୍ଷା ହେବା ନେଇ ବିଭିନ୍ନ ପାଣିପାଗ ମଡେଲ ସୂଚନା ଦେବା ପରେ ବିଶେଷକରି ରାଜ୍ୟର ଚାଷୀକୂଳ ଛାନିଆ ହୋଇପଡିଛନ୍ତି। ସମ୍ଭାବ୍ୟ ବାତ୍ୟା କେଉଁଠି ସ୍ଥଳ ଭାଗ ଛୁଇଁବ ? ବିଭିନ୍ନ…

କଟକରେ ଡବଲ ମର୍ଡର; ବାପା ଓ ମାଆଙ୍କୁ ହତ୍ୟା କଲା ନୃଶଂସ ପୁଅ

କଟକ: କଟକରେ ଡବଲ ମର୍ଡର। ଟଙ୍କା ପାଇଁ ବାପା ଓ ମାଆଙ୍କୁ ହତ୍ୟା କଲା ନୃଶଂସ ପୁଅ। ଘର ଭିତରେ ଛୁରୀରେ ଉଭୟଙ୍କ ତଣ୍ଟିକାଟି ହତ୍ୟା କରାଯାଇଥିବା ଅଭିଯୋଗ ହେଉଛି। ଶୁକ୍ରବାର ଦିନ କଟକର ଦରଘା ବଜାର ଥାନା ଅନ୍ତର୍ଗତ ପୁରୁଣା ଜେଲ କଲୋନିର ଏକ ଘର ଭିତରେ ନିଜ ବାପା ଏବଂ ମାଆଙ୍କୁ ଛୁରି ଭୁସି…

ମିଛ ଧରା ପଡିଯିବା ଭୟରେ ସରକାର ଗଣତିମଣତିକୁ ଟାଳୁଛନ୍ତି: ବିଜେଡି

ଭୁବନେଶ୍ୱର: ରତ୍ନ ଭଣ୍ଡାରର ଗଣତି ମଣତିକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ରଖିଛି । ପର୍ଯ୍ୟାୟକ୍ରମେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ଗଣତି ମଣତି ହେବ ବୋଲି ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା ମନ୍ତବ୍ୟ ଉପରେ…

Konark Sun Temple: ସୂର୍ଯ୍ୟମନ୍ଦିରରେ ଉନ୍ନତ ଲାଇଟ ଆଣ୍ଡ ସାଉଣ୍ଡ ଶୋ ସିଷ୍ଟମର ଉଦଘାଟନ; ୪୦ମିନିଟର ପୂରା…

କୋଣାର୍କ: ପର୍ଯ୍ୟଟକମାନେ ଏଣିକି ନୂଆ ରୂପରେ ସୂର୍ଯ୍ୟମନ୍ଦିର ଲାଇଟ ଆଣ୍ଡ ସାଉଣ୍ଡ ଶୋ ଦେଖି ପାରିବେ। ଶୁକ୍ରବାର ସନ୍ଧ୍ୟାରେ ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡ଼ା ଲାଇଟ୍ ଆଣ୍ଡ ସାଉଣ୍ଡ ସିଷ୍ଟମକୁ ଉଦଘାଟନ କରିଛନ୍ତି । ସନ୍ଧ୍ୟା ୬ଟା ୩୦ରୁ ୭ଟା ୧୦ ଏବଂ ୭ଟା ୩୦ରୁ ୮ଟା ୧୦ପର୍ଯ୍ୟନ୍ତ ଦୁଇଟି ଶୋ…