Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଭିନ୍ନ ଦାବି ନେଇ ଶ୍ରୀକ୍ଷେତ୍ର ଚିତ୍ରକାର ମହାସଂଘର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ପୁରୀ: ପୁରୀ ଜିଲ୍ଲା ଶ୍ରୀକ୍ଷେତ୍ର ଚିତ୍ରକାର ମହାସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଦୀର୍ଘ ବର୍ଷ ହେବ ମହାସଂଘର ସଭ୍ୟମାନେ ପୁରୀ ସହର, ପୁରୀ ଜିଲ୍ଲା ତଥା ବ୍ଲକର କୋଣ ଅନୁକୋଣରେ ରହି ଚିତ୍ରଶିଳ୍ପୀ ଭାବରେ କାର୍ଯ୍ୟ କରୁଛନ୍ତି। ବିବାହ, ବ୍ରତଘରରେ ଚିତ୍ର ଆଙ୍କିବା…

କବାଲି କାର୍ଯ୍ୟକ୍ରମରେ ଟଙ୍କା ଉଡ଼ାଇ ଚର୍ଚ୍ଚାରେ ମନ୍ତ୍ରୀ ସାରଦା ନାଏକ

ସୁନ୍ଦରଗଡ: ଏବେ ଚର୍ଚ୍ଚାରେ ବିଜେଡି ମନ୍ତ୍ରୀ । କବାଲି କାର୍ଯ୍ୟକ୍ରମରେ ଟଙ୍କା ଉଡାଇ ଚାରିଆଡେ ସମାଲୋଚିତ ହୋଇଛନ୍ତି ଶ୍ରମମନ୍ତ୍ରୀ ସାରଦା ନାଏକ । କବାଲି ପରିବେଷଣ କରୁଥିଲେ କବାଲି ଗାୟକ ରାଇସ ଅନିସ । କବାଲିର ତାଳେ ତାଳେ ଝୁମୁଥିଳେ ମନ୍ତ୍ରୀ । ଆଉ ତା’ ପରେ ଉଡାଇବାକୁ ଲାଗିଲେ ଟଙ୍କା ।…

ଆଜି ଭୁବନେଶ୍ବରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ସୁରେଶ୍ୱରୀ

ସୁବର୍ଣ୍ଣପୁର : ଆସୁଛି ପାର୍ବଣ  । ବିଭିନ୍ନ ଶକ୍ତିପୀଠ ଗୁଡିକରେ ଚାଲିଛି ମାଆଙ୍କର ଷୋଡଶ ଉପଚାର ପୂଜା  । ଏଥିଲାଗି ଚଳଚଞ୍ଚଳ ହୋଇପଡିଛି ଗାଁଠୁ ସହର  । ଚଣ୍ଡିପାଠରେ କମ୍ପୁଛି ସାରା ପରିବେଶ  ।  ଆଜି ମାଁ ସୁରେଶ୍ୱରୀ ଭୁବନେଶ୍ଵରୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତକାଲି…

ତାଳଚେରରେ ଅଧିଷ୍ଠାତ୍ରୀ ଦେବୀ ମାଆ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା: ବର୍ଷକୁ ଥରେ ଅଗ୍ନି ରୂପେ ଭକ୍ତଙ୍କୁ ଦର୍ଶନ…

ତାଳଚେର: ଆସୁଛି ପାର୍ବଣ  । ବିଭିନ୍ନ ଶକ୍ତିପୀଠ ଗୁଡିକରେ ଚାଲିଛି ମାଆଙ୍କର ଷୋଡଶ ଉପଚାର ପୂଜା  । ଏଥିଲାଗି ଚଳଚଞ୍ଚଳ ହୋଇପଡିଛି ଗାଁଠୁ ସହର  । ଚଣ୍ଡିପାଠରେ କମ୍ପୁଛି ସାରା ପରିବେଶ  । ସମସ୍ତ ଶକ୍ତିପୀଠ ଗୁଡିକ ମଧ୍ୟରେ ତାଳଚେରର ମା ହିଙ୍ଗୁଳାଙ୍କ ପୀଠ ଅନ୍ୟତମ  । ତାଳଚେର ର ଗୋପାଳଗଡରେ…

ବଢିଲା ବିଜୟ ଶଙ୍କରଙ୍କ ଅଡୁଆ: ସବ ରେଜିଷ୍ଟ୍ରାରଙ୍କୁ ହାଇକୋର୍ଟଙ୍କ କପି ଦେଲେ ସୋମାଲିକା, ବାହାଘର ଉପରେ ରୋକ…

କଟକ:ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ ବଢିଲା । ବିଧାୟକ ବିଜୟ ଶଙ୍କରଙ୍କ ପୂର୍ବତନ ବାନ୍ଧବୀ ସୋମାଲିକା ଦାଶ ବିଜୟଙ୍କର ଅନ୍ୟ ଜଣେ ଯୁବତୀଙ୍କ ସହ ହେଉଥିବା ବିବାହକୁ ରୋକିବା ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ବିଜୟଶଙ୍କର ତାଙ୍କୁ ପ୍ରତିରାତି କରିଥିବା ଏବଂ ଯୌନ…

ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ: ଏକକାଳୀନ ୯ଟି ଘରେ ଚଢାଉ

ଅନୁଗୁଳ:ଶିକ୍ଷା ବିଭାଗରେ ଦୁର୍ନୀତି । ଭିଜିଲାନ୍ସ ଜାଲରେ ପଡିଲେ ଶିକ୍ଷା ଅଭିଯାନର ଜେଇ । ପାଲଲହଡ଼ାରେ ବ୍ଲକ ଶିକ୍ଷା ଅଧିକାରୀ ପ୍ରସନ୍ନ ପାଣିଙ୍କ ଘରେ ରେଡ଼ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ହୋଇଛି । ଏକକାଳୀନ ଏକାଧିକ ଘରେ ଏହି ଚଢାଉ ହୋଇଛି । ଶିକ୍ଷାଧିକାରୀଙ୍କ…

ଯାଜପୁର ପାଣିକୋଇଲିରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ ପଛପଟୁ ପିଟିହେଲା ଆମ୍ବୁଲାନ୍ସ , ଦୁଇ ଗୁରୁତର

ଯାଜପୁର : ପାଣିକୋଇଲି ଥାନା ଚାନ୍ଦପୁର ନିକଟରେ ଅଭାନୀୟ ଘଟଣା ଘଟିଛି । ଟ୍ରକ ପଛପଟୁ ପିଟିହେଲା ଆମ୍ବୁଲାନ୍ସ  । ଫଳରେ ଏଥିରେ ଦୁଇ ଜଣ ଗୁରୁତର ହୋଇଛନ୍ତି  । ଆଜି ଭୋର ସମୟରେ ଆମ୍ବୁଲାନ୍ସଟି କଟକରୁ ରୋଗୀ ଛାଡି ଫେରୁଥିବା ବେଳେ ପାଣିକୋଇଲି ୫୩ ନଂ  ଜାତୀୟ ରାଜପଥ ଚାନ୍ଦପୁର ଛକ ନିକଟରେ…

ରାଜଧାନୀରେ ଆତଙ୍କ : ବିଚ୍ ରାସ୍ତାରେ ସିକ୍ୟୁରିଟି ଗାର୍ଡଙ୍କୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ରକ୍ତରଞ୍ଜିତ ହେଲା ରାଜଧାନୀ ରାଜରାସ୍ତା  । ରାତିଅଧରେ ସିକ୍ୟୁରିଟି ଗାର୍ଡଙ୍କୁ ଗୋଡାଇ ଗୋଡାଇ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ  । ଏମିତି କିଛି ଘଟଣା ଘଟିଛି ଭୁବନେଶ୍ବର ମଙ୍ଗରାଜ ପଏଣ୍ଟରୁ ପୁରୀ ବାଇପାସ୍ ରୋଡ୍ ଯିବା ରାସ୍ତାରେ  । ସୂଚନା ମୂତାବକ ଗତକାଲି କେ-ଓ୍ବାନ୍…

ଶିମିଳିପାଳରେ ଚାଲିଛି ବାଘ ଗଣନା : ଖଞ୍ଜାଯାଇଛି ୪୫୦ରୁ ଉର୍ଦ୍ଧ୍ବ ଟ୍ରାପ୍ କ୍ୟାମେରା

ବାରିପଦା : ଶିମିଳିପାଳ ଅଭୟାରଣ୍ୟରେ ବାଘ ଗଣନା । ୩ଟି ପର୍ଯ୍ୟାୟରେ ବାଘ ଗଣନା କାର୍ଯ୍ୟ ଚାଲିଛି  । ଏଥିଲାଗି ୭୦୦ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଶିମିଳିପାଳର ଉତ୍ତର ଦକ୍ଷିଣ ସମେତ ବିଭିନ୍ନ ବନଖଣ୍ଡରେ ଗଣନା ଜାରି ରହିଛି । ରାଇରଙ୍ଗପୁର, କରଞ୍ଜିଆ ଓ ବାରିପଦା ବନଖଣ୍ଡରେ ଗଣନା…

ସୈତାନ ସାଜିଲା ମାଆ : ୪ବର୍ଷର ଝିଅକୁ ମାରି ଜଙ୍ଗଲରେ ପୋତି ଦେଲା !

ବାଲିଗୁଡା : ବାଲିଗୁଡା ସାରଙ୍ଗଡ ଥାନା ଗୁଟିଙ୍ଗିଆ ଗାଁରେ ଅଭାବନୀୟ ଘଟଣା ଘଟିଛି  । ଏକ ୪ ବର୍ଷର ଝିଅକୁ ତାର ମାଆ ହତ୍ୟା କରିଥିବା ଅଭିଯୋଗ ହୋଇଛି  । ଜଙ୍ଗଲରୁ ମୃତଦେହ ଜବତ ସହ ମାଆକୁ ଅଟକ ରଖିଲା ପୋଲିସ । ପାରିବାରିକ କଳହରୁ  ମହିଳା ଜଣଙ୍କ ତାଙ୍କ ସ୍ବାମୀଙ୍କ ଠାରୁ ଅଲଗା ରହୁଥିଲେ ।…