Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ : ଭିଜିବ ଦଶହରା, ରାବଣ ପୋଡି

ଭୁବନେଶ୍ବର: ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ  । ୨୦ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଇଏମଡି ପକ୍ଷରୁ ସୂଚନା ମିଳିଛି ।  ସେପଟେ ଆଗକୁ ଆସୁଛି ପାର୍ବଣ । ଧରାପୃଷ୍ଠକୁ ଅବତରଣ କରିବେ ଜଗତଜନନୀ ମାଆ ଦୁର୍ଗା । କିନ୍ତୁ ଏଥର ଦଶହରାକୁ ଫିକା କରିପାରେ ଲଘୁଚାପ ବର୍ଷା ।…

ନବରାତ୍ରୀ ୨୦୨୩: ମା’ଙ୍କ ଆଗମନ ପାଇଁ ଶେଷ ପର୍ଯ୍ୟାୟରେ ପୂଜା ପ୍ରସ୍ତୁତି

ନବରଙ୍ଗପୁର: ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ହେବ ମା'ଙ୍କ ଆଗମନ । ମା'ଙ୍କ ଧରବତାରଣ ପୂର୍ବରୁ ବଧୁ ବେଶ ରେ ସଜେଇ ହେଉଛି ପୃଥିବୀ । କାଶତାଣ୍ଡି ଫୁଲର ଧବଳ ଚାଦର ସହିତ ପଦ୍ମ ଓ କଇଁ ଫୁଲର ଅପାର ସମ୍ଭାରରେ ମହି ଆଚ୍ଛାଦିତ ହୋଇ ମା'ଙ୍କୁ ସ୍ୱାଗତ ଜଣାଉଛି ।   ଅନ୍ୟପକ୍ଷରେ ନବରଙ୍ଗପୁର…

ବନ୍ଧୁ ପାଇଁ ସାଜିଲେ ହେଲମେଟ୍ ମ୍ୟାନ୍ : ମାଗଣାରେ ବାଣ୍ଟିଲେଣି ୬୦ ହଜାର ହେଲମେଟ୍

ଭୁବନେଶ୍ବର: ଦିନେ ଏକ ସଡକ ଦୁର୍ଘଟଣାରେ ନିଜ ବନ୍ଧୁକୁ ହରାଇଥିଲେ ଆଉ ଏବେ ଲୋକଙ୍କ ପାଇଁ ସାଜିଛନ୍ତି ହେଲମେଟ୍ ମ୍ୟାନ୍  । ଲୋକଙ୍କୁ ଦେଉଛନ୍ତି ସଡକ ସୁରକ୍ଷାର ବାର୍ତ୍ତା । ହଁ ଆଜ୍ଞା ଆମେ କହୁଛୁ ଉତ୍ତର ପ୍ରଦେଶ ଗ୍ରେଟର ନୋଏଡାର ରାଘବେନ୍ଦ୍ର କୁମାରଙ୍କ କଥା  । ଭୁବନେଶ୍ବର-କଟକ – ପୁରୀ…

ମୋବାଇଲ ଟଙ୍କା ପାଇଁ ସାଙ୍ଗକୁ ହତ୍ୟା ଘଟଣା: ଦୁଇ ଦିନ ପରେ ଜୋରରୁ ଉଦ୍ଧାର ହେଲା କ୍ଷତବିକ୍ଷତ ମୃତଦେହ

ଚାନ୍ଦବାଲି : ଭଦ୍ରକ ଜିଲ୍ଲା ମତୋ ଫାଣ୍ଡି ମାଧପୁର ଗାଁରେ ଅଭାବନୀୟ ଘଟଣା ଘଟିଛି  । ସାମାନ୍ୟ ମୋବାଇଲ ପାଇଁ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି । ଆଉ ଦୁଇ  ଦିନ ଧରି ନିଖୋଜ ହେବା ପରେ ଏକ ଜୋରରୁ କ୍ଷତବିକ୍ଷତ ଅବସ୍ଥାରେ ଯୁବକଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି  । ମୃତ ଯୁବକ ଜଣକ…

ନୂଆଖାଇ ଭେଟଘାଟ ଆଳରେ କେନ୍ଦୁପତ୍ର ତୋଳାଳୀଙ୍କ ରଣ ହୁଙ୍କାର : ଦାବି ପୂରଣ ନହେଲେ ଜୋରଦାର ହେବ ସଂଗ୍ରାମ

ନୂଆପଡା: ନୂଆଖାଇ ଭେଟଘାଟ ଆଳ ରେ କେନ୍ଦୁପତ୍ର ତୋଳାଳୀ ଙ୍କ ରଣ ହୁଙ୍କାର । ଦାବୀ ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ର ଚେତାବନୀ ଦେଲା ଓଡିଶା କେନ୍ଦୁପତ୍ର ତୋଳାଳୀ ମହାସଂଘ ର ଖଡ଼ିଆଳ ଡିଭିଜନ । ଆଜି  ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଖରିଆର ଡିଭିଜନ ଶାଖା ତରଫରୁ ସଂଘ ର ରାଜ୍ୟ…

ଛାଡ଼ପତ୍ର ମାମଲା: ହାଇକୋର୍ଟ ଗଲେ ଅନୁଭବ

କଟକ: ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପିୟଦର୍ଶିନୀଙ୍କ ଛାଡ଼ପତ୍ର ମାମଲା ଏବେ ପୁଣିଥରେ ଚର୍ଚ୍ଚାରେ। କେତେବେଳେ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଚର୍ଚ୍ଚା ଲାଗି ରହୁଥିବା ବେଳେ ଆଉ କେତେବେଳେ କୋର୍ଟଙ୍କ ରାୟ ପରେ ଛାଡ଼ପତ୍ର ମାମଲା ଚର୍ଚ୍ଚାକୁ ଆସୁଛି। ଏସବୁ ମଧ୍ୟରେ ଆଉଥରେ…

ନବରାତ୍ରୀ ୨୦୨୩: ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜେ ପୁରୀର ଗୋଷାଣୀ ଯାତ

ପୁରୀ: ପାଖେଇ ଆସୁଛି ଶାରଦୀୟ ଦୁର୍ଗାପୂଜା । ଆଉ କିଛି ଦିନ ପରେ ଧରାପୃଷ୍ଠରେ ଅବତରଣ କରିବେ ଶକ୍ତି ସ୍ବରୂପିଣୀ ମା' ଦୁର୍ଗା । ଶ୍ରୀକ୍ଷେତ୍ର ପୁରୀରେ ଗୋଷାଣୀ ପୂଜାକୁ ନେଇ ପ୍ରସ୍ତୁତି ଆଗେଇ ଚାଲିଛି । ଶାରଦୀୟ ଦୁର୍ଗାପୂଜାରେ ଦେବୀ ଦୁର୍ଗାଙ୍କୁ ସବୁଆଡ଼େ ଆରାଧନା କରାଯାଉଥିବା ବେଳେ…

ବିଏମସିର ବଡ ପଦକ୍ଷେପ: ଭିକାରୀମୁକ୍ତ ହେବ ରାଜଧାନୀ ଭୁବନେଶ୍ଵର, ଟିଜିଙ୍କ ଲାଗି ନିର୍ମାଣ ହେବ ପୁନର୍ବାସ ଗୃହ

ଭୁବନେଶ୍ଵର: ବିଏମସିର ବଡ଼ ପଦକ୍ଷେପ । ଏଣିକି ରାଜରାସ୍ତାରେ ଭିକ ମାଗିପାରିବେନି ଭିକାରୀ । ଭିକାରୀ ମୁକ୍ତ ହେବ ରାଜଧାନୀ ଭୁବନେଶ୍ଵର। ବିଏମସି କମିଶନରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ରାସ୍ତା କଡ଼ କିମ୍ବା ମନ୍ଦିର ସାମ୍ନାରେ ଆଉ ଭିକ ମାଗିପାରିବେନି…

ଜଗତଜନନୀଙ୍କୁ ସ୍ଵାଗତ ଜଣାଇବା ପାଇଁ ୫ ହଜାର ଲେମ୍ବୁରେ ମା’ ଦୁର୍ଗାଙ୍କ ପ୍ରତିମା

ପୁରୀ: ଆସୁଛନ୍ତି ମା' । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ବିଜେ କରିବେ ଜଗତଜନନୀ ମା' ଦୁର୍ଗା । ବିଭିନ୍ନ ଥିମ୍‌କୁ ନେଇ ସବୁବେଳେ ଚର୍ଚ୍ଚାରେ ଥିବା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଜଗତଜନନୀଙ୍କୁ ସ୍ଵାଗତ ଜଣାଇବା ପାଇଁ ୫ ହଜାର ଲେମ୍ବୁରେ ମା' ଦୁର୍ଗାଙ୍କ ପ୍ରତିମା କରିଛନ୍ତି ।…

ନବରାତ୍ରୀ ୨୦୨୩: ମାଁ ଭଣ୍ଡାରଘରଣୀଙ୍କ ପୀଠରେ ନବରାତ୍ରୀ ପୂଜା

ନବରଙ୍ଗପୁର: ବାଜାବାଜଣା, ଶଙ୍ଖ ଧ୍ବନି ସହିତ ଭକ୍ତ ମାନଙ୍କ ଜୟକାର ଧ୍ୱନିରେ ପ୍ରକମ୍ପିତ ହେଉଛି ନବରଙ୍ଗପୁର ସହରର ମା ଭଣ୍ଡାରଘରଣୀଙ୍କ ପୀଠ । ମନ୍ଦିର ପ୍ରାଙ୍ଗଣ ଚଳଚଞ୍ଚଳ ହୋଇଉଠିବା ସହ ଆରମ୍ଭ ହୋଇଛି ଅଧିଷ୍ଠାତ୍ରୀ ଦେବୀ ମା ଭଣ୍ଡାରଘରଣୀଙ୍କ  ପୀଠରେ ନବରାତ୍ରୀ ପୂଜା । ନବରାତ୍ରୀ ପୂଜାର…