Latest Odisha News

BREAKING NEWS

Browsing Category

ଓଡିଶା

Odisha

ଢେଙ୍କାନାଳରେ ଥମୁନି ହାତୀ ଦୌରାତ୍ମ୍ୟ: ବିଲ ଦେଖିବାକୁ ଯାଇଥିବାବେଳେ ଚାଷୀଙ୍କୁ କଚାଡି ମାରିଲା ହାତୀ

ଢେଙ୍କାନାଳ: ଥମୁନି ହାତୀ ଆତଙ୍କ  । ଦିନକୁ ଦିନ ହାତୀଙ୍କ ଦୌରାତ୍ମ ବଢିବାରେ ଲାଗିଛି  । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷ ଜୀବନ ହରାଉଛି  । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ସଦର ବନାଞ୍ଚଳ ମଙ୍ଗଳପୁର ଗାଁରେ । ହାତୀ…

କୋରାପୁଟରେ ପୁଣି ବ୍ୟାପିଲା ଝାଡ଼ାବାନ୍ତି: ଜଣଙ୍କର ମୃତ୍ୟୁ ଓ ୪ ଆକ୍ରାନ୍ତ

କୋରାପୁଟ: ଗତ କିଛିଦିନର ବ୍ୟବଧାନ ପରେ ପୁଣି କୋରାପୁଟ ଜିଲ୍ଲାରେ ଆତଙ୍କ ଖେଳାଇଲାଣି ଝାଡାବାନ୍ତି । ଜିଲ୍ଲାର ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡା ପଦର ପଞ୍ଚାୟତ ଅଧୀନସ୍ଥ ଦେଓ ଖଡକ ଗାଁରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ଓ ୪ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ସେମାନଙ୍କୁ ଡାକ୍ତରଖାନାରେ…

ହୃଦଘାତରେ ପ୍ରାଣ ହରାଇଲେ ଉତ୍କଳ ବିଶ୍ଵବିଦ୍ୟାଳୟର ପୂର୍ବତନ ପ୍ରଫେସର

ଭୁବନେଶ୍ଵର: ହୃଦଘାତରେ ଚାଲିଗଲା ପ୍ରଫେସରଙ୍କ ଜୀବନ । ଉତ୍କଳ ବିଶ୍ଵବିଦ୍ୟାଳୟର ପୂର୍ବତନ ଇତିହାସ ପ୍ରଫେସର ନିହାରକାନ୍ତ କବିଙ୍କର ଆଜି ସକାଳୁ ସକାଳୁ ହୃଦଖାତରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ୧୯୪୧ ମସିହା ମେ ମାସ ୧୭ ତାରିଖରେ ମୟୁରଭଞ୍ଜ ଜିଲ୍ଲାର…

ପାର୍ବଣ ବେଳେ ରାଜଧାନୀରେ ଥିବା ବାର ଓ ପବ ଉପରେ ପୋଲିସର ଚଢ଼ାଉ

ଭୁବନେଶ୍ୱର: ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ଥିବା ବାର୍, ନାଇଟ୍ କ୍ଲବ୍, ପବ୍, ଡ୍ୟାନ୍ସ ବାର୍ ଉପରେ କମିସନରେଟ୍ ପୁଲିସ ପକ୍ଷରୁ କଡ଼ା ନଜର ରଖାଯାଇଛି। ଶନିବାର ରାତିରେ ଚନ୍ଦ୍ରଶେଖରପୁର, ପଟିଆ, ମଞ୍ଚେଶ୍ୱର, ଇନଫୋସିଟି ସମେତ ବିଭିନ୍ନ ଅଞ୍ଚଳରେ ଥିବା ବାର୍ ଓ ନାଇଟ୍…

ଏମିତି ବି ଆସେ ମୃତ୍ୟୁ ! ସାପକୁ ଦେଖି ଭୟରେ ଉଡିଗଲା ବୃଦ୍ଧାଙ୍କ ପ୍ରାଣବାୟୁ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ସେବକ ସାହି ଗ୍ରାମରେ ଘଟିଛି ଏଇ ଅଦ୍ଭୁତ ଘଟଣା । ସାପକୁ ଦେଖି ଭୟରେ ଚାଲିଗଲା ଜଣେ ବୃଦ୍ଧାଙ୍କ ଜୀବନ । ମୃତକ ଜଣଙ୍କ ହେଉଛନ୍ତି ୫୭ ବର୍ଷିୟ ନାଖାରୀ ଭୋଇ । ହୃଦଘାତରୁ ତାଙ୍କର ମୃତ୍ୟୁ ହୋଇଥିବା ନେଇ କହିଛନ୍ତି ସ୍ନେକ୍  ହେଲ୍ପ ଲାଇନର ସାଧାରଣ…

ବିଜେବି କଲେଜ ପରିସରରେ ବିସିଜେଡି ଗୁଣ୍ଡାଗର୍ଦ୍ଦି କରୁଥିବା କହି ଘେରିଲା ଏବିଭିପି

ଭୁବନେଶ୍ୱର: ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ବିସିଜେଡି ଛାତ୍ରଙ୍କ ସହ ଗୋଷ୍ଠୀ ସଙ୍ଘର୍ଷରେ ଏବିଭିପିର ୬ ଜଣ ଛାତ୍ର ଆହତ ହେବାର ଗୋଟିଏ ଦିନ ପରେ ଛାତ୍ରଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ଆହତ ଛାତ୍ରଛାତ୍ରୀମାନେ କଲେଜ କର୍ତ୍ତୃପକ୍ଷଙ୍କ ବିରୋଧରେ ବିଷୋଦଗାର କରିଛନ୍ତି। ଯାହାକୁ…

ରାବଣ ପୋଡ଼ିକୁ ନେଇ ଦୀପାଳି-ଅଳକାଙ୍କ ମଧ୍ୟରେ ଲଢ଼େଇ!

ଝାରସୁଗୁଡ଼ା: ଦିବଂଗତ ନେତା ନବକିଶୋର ଦାସ ଏବଂ କିଶୋର ମହାନ୍ତି ଯଦିଓ ଗୋଟିଏ ଦଳ ବିଜେଡିରେ ଥିଲେ କିନ୍ତୁ ଏମାନଙ୍କ ସଂପର୍କ କିଭଳି ଜିଲ୍ଲା କଣ ରାଜ୍ୟ ରାଜନୀତିରେ ସମସ୍ତଙ୍କୁ ଜଣା। ଯଦିଓ ଏବେ ଏହି ଦୁଇ ନେତା ଆଉ ନାହାନ୍ତି କିନ୍ତୁ ତାଙ୍କର ଦୁଇ ଉତ୍ତରାଧିକାରୀଙ୍କ ମଧ୍ୟରେ ଆରମ୍ଭ…

ଥାନାରୁ ଜବତ ମଦ ଓ ବାଣ ଚୋରାଚାଲାଣ ଘଟଣା: ହୋମଗାର୍ଡ ଗିରଫ

ଖୋର୍ଦ୍ଧା:  ବେଗୁନିଆ ଥାନାରୁ ଜବତ ବାଣ ଓ ମଦ ଚୋରାଚାଲାଣ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ହୋମଗାର୍ଡ ପ୍ରକାଶ ମୁଦୁଲି ଓ ଜଣେ କାର୍ ଡ୍ରାଇଭରଙ୍କୁ ଗିରଫ କରାଯାଇଛି । ଉଭୟ ଙ୍କ ଗିରଫଦାରୀ ନେଇ ସୂଚନା ଦେଇଛନ୍ତି ଏସଡିପିଓ  । ବେଗୁନିଆ ଥାନାରୁ ଚୋରାଚାଲାଣ ବେଳେ ଗତକାଲି ରାତିରେ…

ଆଜିଠୁ ମାଆଙ୍କ ନବରାତ୍ର ପୂଜା : ଯାଜପୁର ବିରଜାଙ୍କ ପୀଠରେ ଆରମ୍ଭ ହେବ ନବ ଦିନାତ୍ମକ ରଥଯାତ୍ରା

ଯାଜପୁର:  ଆଜିଠୁ ଆଦିଶକ୍ତି ମା ଦୁର୍ଗାଙ୍କ ଶାରଦୀୟ ନବରାତ୍ରୀ ପୂଜା  । ନବ ଦିନାତ୍ମକ ପୂଜାରେ ମା ଭିନ୍ନ ଭିନ୍ନ ରୂପରେ ପୂଜା ପାଇବେ  । ଏଥିଲାଗି ଚଳଚଞ୍ଚଳ ହୋଇଉଟିଛି ସମସ୍ତ ଦେବୀ ପୀଠ  । ସ୍ବତନ୍ତ୍ର ରୀତିନୀତି ସହକାରେ ୯ ଦିନ ଧରି ଚାଲିବ ମାଆଙ୍କର ନବରାତ୍ରି ପୂଜା । ଆଜି ନବରାତ୍ରିର…